କେନ୍ଦ୍ରାପଡ଼ା

ଗଡ଼ ରକ୍ଷା ପାଇଁ ବିଜେଡି, ଭାଜପା ତତ୍ପର

କେନ୍ଦ୍ରାପଡ଼ା ଅଫିସ,୧୮ା୨: କେନ୍ଦ୍ରାପଡ଼ା ଜିଲାର ରାଜକନିକା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶୁକ୍ରବାର ଅନୁଷ୍ଠିତ ହେବ। ୨୦୧୭ ନିର୍ବାଚନରେ ରାଜକନିକା ବ୍ଲକର ୩ ଜୋନ୍‌ ଓ ମାର୍ଶାଘାଇର ଗୋଟିଏ ଜୋନ୍‌ରେ ବିଜେଡି…

ଆଳିରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ମତଦାନ

ଆଳି,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ। ଏ ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଚାଲିଛି। ବ୍ଲକର ୩୪ ପଞ୍ଚାୟତରେ ସମୁଦାୟ ୪୯୦ ବୁଥ୍‌ରେ ଭୋଟ ଗ୍ରହଣ ଚାଲିଛି। ସରପଞ୍ଚ, ସମିତିସଭ୍ୟ…

ଭୋଜି ନ ଖାଇବାରୁ ୩ ଭାଇଙ୍କୁ ଆକ୍ରମଣ

ଆଳି,୧୫।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ୩୪ ପଞ୍ଚାୟତ ମଧ୍ୟରୁ ମାଣିକପାଟଣାରେ ଗୋଟିଏ ପରିବାର ଏକ ପକ୍ଷରୁ ହେଉଥିବା ଭୋଜି ଖାଇବାକୁ ନ ଯିବାରୁ ଆକ୍ରମଣ କରାଯାଇଛି। ଆକ୍ରମଣରେ ପରିବାରର ୩ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆଳି ଥାନାରେ ଗାଁର…

ଗୀତା ବାଣ୍ଟି ନିଆରା ଭୋଟ ଭିକ୍ଷା

ଆଳି,୧୪ା୨(ଡି.ଏନ.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ ଏବେ ନିଆରା ପ୍ରଚାର ଦେଖିବାକୁ ମିଳୁଛି। ପ୍ରାର୍ଥୀ, ପ୍ରାର୍ଥିନୀମାନେ ଭିନ୍ନ ତରିକାରେ ଭୋଟରଙ୍କ ନିକଟତର ହେବାକୁ ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ଜଣେ ପ୍ରାର୍ଥିନୀଙ୍କର ବହି ଚିହ୍ନ ଥିବାରୁ ସେ ଭୋଟରମାନଙ୍କୁ ଓଡ଼ିଆ ଜନଜୀବନର ମୁଖ୍ୟ ଧର୍ମଗ୍ରନ୍ଥ…

ବିଜେଡି, ଭାଜପା ମଧ୍ୟରେ ଟକ୍କର

ଡେରାବିଶ,୧୪ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଡେରାବିଶ ବ୍ଲ୍ଳକରେ ଆସନ୍ତା ୧୬ରେ ମତଦାନ ହେବ। ୧୩ ନଂ. ଜୋନ୍‌ ଜିଲା ପରିଷଦ ଆସନ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ଏହି ଜୋନ୍‌ରେ ସମୁଦାୟ ଭୋଟରଙ୍କ ସଂଖ୍ୟା ୪୧ହଜାର ୭୪୮। ସେଥିମଧ୍ୟରୁ ମହିଳା…

ଭିନ୍ନକ୍ଷମଙ୍କୁ ଟିକିଏ ସ୍ନେହ, ଚେନାଏ ହସ ବାନ୍ଧିରଖିଛି

ମହାକାଳପଡ଼ା, ୧୪ା୨(ଡି.ଏନ୍‌.ଏ.): ପ୍ରେମ ଶାଶ୍ୱତ ଓ ଚିରନ୍ତନ ସତ୍ୟ। ପ୍ରେମ ମାନେନା ଜାତି, ଧର୍ମ, ବର୍ଣ୍ଣ। ନିର୍ବିଶେଷରେ ଗୋଟିଏ ହୃଦୟ ସହ ଅନ୍ୟ ଏକ ହୃଦୟର ଘଟେ ମିଳନ। ପ୍ରେମ ସୁନ୍ଦର ଓ ଅସୁନ୍ଦରକୁ ପଛରେ ପକାଇ ମନ ସହିତ ହୁଏ…

ଅର୍ଥକାରୀ ଫସଲ ଆଖୁଚାଷ ତଳମୁହାଁ

କେନ୍ଦ୍ରାପଡ଼ା ଅଫିସ, ୧୪ା୨: କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକାରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତବର୍ଷ…

ବର୍ଣ୍ଣବୋଧ ବହି ଧରି ପ୍ରଚାର କରୁଛନ୍ତି ପ୍ରାର୍ଥୀ

ଆଳି,୧୩ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀମାନଙ୍କ ପ୍ରଚାରରେ କମ୍ପୁଛି ଆଳି ବ୍ଲକର ୩୪ ପଞ୍ଚାୟତ । ପ୍ରାର୍ଥୀମାନେ ଘରକୁ ଘର ବୁଲି ନିଜ ସପକ୍ଷରେ ଭୋଟ ଭିକ୍ଷା କରୁଛନ୍ତି । ସିଙ୍ଗିରି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ…

ଚାନ୍ଦିବାଉଁଶମୂଳ ପଞ୍ଚାୟତରେ ୬ ଆହତ

ରାଜନଗର,୧୨ା୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନଗର ବ୍ଲକରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପ୍ରଥମଥର ଦୁଇ ଗୋଷ୍ଠୀ ମଧ୍ୟରେ ନିର୍ବାଚନକୁ ନେଇ ହିଂସା ଉପୁଜିଛି। ଏଥିରେ ୬ଜଣ ଆହତ ହୋଇ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି।…

ଜିଲାରେ ନିର୍ବାଚନୀ ଅସହିଷ୍ଣୁତା ବଢୁଛି

କେନ୍ଦ୍ରାପଡ଼ା ଅଫିସ, ୧୨ା୨: କେନ୍ଦ୍ରାପଡ଼ା ଜିଲାର ଆଳି ଓ ଡେରାବିଶ ବ୍ଲକ ଅଞ୍ଚଳରେ ଆସନ୍ତା ୧୬ ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋଟ ଗ୍ରହଣର ୩୬ ଘଣ୍ଟା…

ସରପଞ୍ଚ ପ୍ରାର୍ଥୀଙ୍କ ଭାଇବୋହୂଙ୍କୁ ଆକ୍ରମଣ

ଆଳି,୧୧ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନିଆଳ ପଞ୍ଚାୟତରେ ଚଳିତ ନିର୍ବାଚନରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ସରପଞ୍ଚ ପ୍ରାର୍ଥୀ ହୋଇଥିବା ଶାଳିଅଞ୍ଚ ଗଁାର ଅଶୋକ ମଲିକଙ୍କ ସାନଭାଇଙ୍କ ସ୍ତ୍ରୀ ସୋନାଲିଙ୍କୁ କେହି ଦୁର୍ବୃତ୍ତ ଗୁରୁବାର ରାତିରେ ଆକ୍ରମଣ କରିଥିବା…

କୁନି ଝିଅଙ୍କ ବାଉଁଶରାଣୀ ପ୍ରଦର୍ଶନ

ମହାକାଳପଡ଼ା,୧୧ା୨(ଡି.ଏନ.ଏ.): ପରିବାର ପ୍ରତିପୋଷଣ ପାଇଁ କୁନି ଝିଅଟିଏ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କୁ ବିଭିନ୍ନ କ୍ରୀଡ଼ା କୌଶଳ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ। ସୁଦୂର ଛତିଶଗଡ଼ ଅଞ୍ଚଳରୁ ଏକ ଯାଦବ ସମ୍ପ୍ରଦାୟର ପରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri