କେନ୍ଦ୍ରାପଡ଼ା

ମହିଳା, ଶିଶୁଙ୍କଠାରେ ବଢୁଛି ରକ୍ତହୀନତା

କେନ୍ଦ୍ରାପଡ଼ା ଅଫିସ, ୨୭।୭: ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ବେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌- ୫) କେନ୍ଦ୍ରାପଡ଼ା ଜିଲାର ମହିଳା ଓ ଶିଶୁଙ୍କ ସ୍ବାସ୍ଥ୍ୟକୁ ନେଇ ଉଦ୍‌ବେଗଜନକ ରିପୋର୍ଟ ପ୍ରକାଶ କରିଛି। ଏନ୍‌ଏଚ୍‌ଏଫ୍‌ଏସ୍‌- ୪ ତୁଳନାରେ ଗତ ୬ ବର୍ଷ ମଧ୍ୟରେ ୧୬.୫ ପ୍ରତିଶତ ମହିଳା…

ପ୍ରଭାବଶାଳୀ ବ୍ୟକ୍ତିଙ୍କ କବ୍‌ଜାରେ ସରକାରୀ ଜମି

ପଟ୍ଟାମୁଣ୍ଡାଇ,୨୭।୭ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ଶତାଧିକ ଏକର ମୂଲ୍ୟବାନ ସରକାରୀ ଜମି କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଚଞ୍ଚକତା କରି ହାତେଇ ନେଇଛନ୍ତି। ସରକାରୀ ଜମିକୁ ଦୀର୍ଘମିଆଦୀ ସୂତ୍ରରେ ଲିଜ୍‌ ନେବା ପରେ ବିକ୍ରି କରାଯାଉଛି। ଆଉ କେଉଁଠି କେତେଜଣ…

ରାସ୍ତାକୁ ପଙ୍କ ମାଟି ବୋହି ଯାତାୟାତରେ ବାଧା

ପଟ୍ଟାମୁଣ୍ଡାଇ,୨୬ା୭(ସ୍ବ.ପ୍ର.):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତା ସମ୍ପ୍ରସାରଣ ଓ ନବୀକରଣ ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ଠିକାଦାର ନିଯୁକ୍ତ କରାଯାଇଛି। ସମ୍ପୃକ୍ତ ଠିକାଦାର ବର୍ଷାଋତୁରେ ରାସ୍ତାପାର୍ଶ୍ୱରେ ପଙ୍କୁଆ ମାଟି ପକାଇ ରଖିଥିବାରୁ ଯାତାୟାତରେ ଘୋର ଅସୁବିଧା ହେଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।…

ଚାପରେ ଜିଲା ପ୍ରଶାସନ ଚେପା

କେନ୍ଦ୍ରାପଡ଼ା ଅଫିସ, ୨୬ା୭:୨୦୧୪ ଅକ୍ଟୋବର ୨୧ରେ ଭାରତ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ୧୪୭ ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଗ୍ରାମ ଭାବେ ବିଜ୍ଞପ୍ତି (ନଂ.୨୧୮୦ଜେ) ପ୍ରକାଶ କରାଯାଇଛି। ଏହି ଚିହ୍ନଟ ଗ୍ରାମ ବର୍ଦ୍ଧିତ ଚିଙ୍ଗଡ଼ି ଘେରି ପାଇଁ ବିପଦରେ ପଡ଼ିଛି। ଜିଲାର…

ଅଳପୁଆ-ଦାମୋଦରପାଟଣା ରାସ୍ତା ଶୋଚନୀୟ

ପଟ୍ଟାମୁଣ୍ଡାଇ,୨୫ା୭ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଅଳପୁଆ-ଦାମୋଦରପାଟଣା ରାସ୍ତା ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ମରଣଯନ୍ତା ପାଲଟିଛି। ରାସ୍ତାରେ ଆଣ୍ଢୁଏ ଲେଖାଏ ଗାତ ସୃଷ୍ଟି ହୋଇଛି। ଏହି ରାସ୍ତାରେ ଶତାଧିକ ବଡ଼ ବଡ଼ ଖାଲଖମା ସୃଷ୍ଟିହୋଇ ବର୍ଷାଦିନେ ଯାତାୟାତ ଅସମ୍ଭବ ହୋଇପଡୁଛି। ବର୍ଷାଦିନେ…

ଚାଷୀ ଅନୁକୂଳ କଲେ ପହିଲି ମୁଣ୍ଡା

ମହାକାଳପଡ଼ା,୨୫ା୭(ଡି.ଏନ୍‌.ଏ.): ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବା ପରେ ଚାଷୀମାନଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ଅନେକ ଅଞ୍ଚଳରେ ତଳିଘେରା ପ୍ରସ୍ତୁତ ହୋଇଥିବା ବେଳେ ଚାଷୀମାନେ ଜମିରେ ପହିଲି ମୁଣ୍ଡା ଅନୁକୂଳ କରିଛି। ଖରିଫ୍‌ ଋତୁରେ ଧାନଫସଲ ଭଲ ଅମଳ ପାଇଁ…

କୃଷି ଅର୍ଥନୀତିକୁ ବିଗାଡୁଛି ପ୍ରାକୃତିକ ବିପର୍ଯ୍ୟୟ

କେନ୍ଦ୍ରାପଡ଼ା ଅଫିସ,୨୫ା୭: କେନ୍ଦ୍ରାପଡ଼ା ଜିଲାରେ ଉର୍ବର ଭୂମି ସହ ଲୋକସମ୍ବଳ ଅଛି। ଏହାସତ୍ତ୍ୱେ କୃଷିଭିତ୍ତିକ ଅର୍ଥନୀତିରେ ପରିଚାଳିତ ଏହି ଜିଲାର ସାମାଜିକ ଓ ଅର୍ଥନୀତି ଦୁର୍ବଳ ରହୁଛି। ଏହାର ମୁଖ୍ୟ କାରଣ ବନ୍ୟା, ବାତ୍ୟା ପରି ପ୍ରାକୃିତକ ବିପର୍ଯ୍ୟୟର ଠିକ୍‌ ପରିଚାଳନା…

ବଢୁଛି ଅଭିଯୋଗ, ଶୁଣିବାକୁ ନାହାନ୍ତି ଅଧିକାରୀ

କେନ୍ଦ୍ରାପଡ଼ା ଅଫିସ, ୨୩ା୭: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଏରଡଙ୍ଗ ପଞ୍ଚାୟତ ଅଞ୍ଚଳରେ ୫ଟି ପ୍ରକଳ୍ପରେ ଅନିୟମିତତା ହୋଇଥିବା ନେଇ ଜିଲା ପ୍ରଶାସନ ନିକଟରେ ଶୁକ୍ରବାର ଅଭିଯୋଗ ହୋଇଛି। ଏହି ପ୍ରକଳ୍ପଗୁଡ଼ିକ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି…

ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଘଟଣା: ଶିକ୍ଷକ ଫେରାର, ଟେର୍‌ ପାଉନି ପୋଲିସ

ମହାକାଳପଡ଼ା,୨୨ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଏକ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଙ୍ଗଳବାର ପୂର୍ବାହ୍ନରେ ଶ୍ରେଣୀଗୃହରେ ପରୀକ୍ଷା ଚାଲିଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ଗଣିତ ଶିକ୍ଷକ ଅସଦାଚରଣ କରିଥିଲେ। ଏହି ଘଟଣାକୁ ନେଇ ପୀଡିତା ନିଜ…

ବାଂଲାଦେଶୀ ଅନୁପ୍ରବେଶକାରୀ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ, ୨୨ା୭: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସିଥିବା ୨୯,୨୪୯ଙ୍କ ମଧ୍ୟରୁ ଲାଇସେନ୍ସ ପ୍ରାପ୍ତ ଠିକାଦାରଙ୍କ ମାଧ୍ୟମରେ କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୨୩ ଜଣ ଶ୍ରମିକ କାର୍ଯ୍ୟ କରୁଛନ୍ତି। ଏହି ସୂଚନା ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ…

୧୫୮୨୦ ଗ୍ରାମୀଣ ରାସ୍ତା କାମ ଅସମ୍ପୂର୍ଣ୍ଣ

କେନ୍ଦ୍ରାପଡ଼ା ଅଫିସ,୨୧ା୭: ଗତ ୨ଦିନ ଧରି ମୌସୁମୀ ବର୍ଷା କେନ୍ଦ୍ରାପଡ଼ା ଜିଲାରେ ଲାଗି ରହିଛି । ଏହି ବର୍ଷା ଚାଷୀଙ୍କ ମନରେ ଖୁସି ଆଣିଥିବା ବେଳେ ବହୁ ରାସ୍ତା ଅବସ୍ଥା ବେହାଲ ହୋଇଛି । ବର୍ଷା ଆରମ୍ଭରୁ କାଦୁଅରେ ବୁଡ଼ିଛି ଅଧିକାଂଶ…

କେନ୍ଦ୍ରାପଡ଼ା ପୌରପାଳିକାକୁ ମାସିକ ୧ଲକ୍ଷ ଟଙ୍କା ଜରିମାନା

କେନ୍ଦ୍ରାପଡ଼ା ଅଫିସ, ୨୦ା୭: କେନ୍ଦ୍ରାପଡ଼ା ସହର ନିକଟ ଗୋବରୀ ନଦୀ ପ୍ରଦୂଷଣ ମାମଲାରେ ସ୍ଥାନୀୟ ପୌରପାଳିକାକୁ ଅର୍ଥ ଦଣ୍ଡରେ ଦଣ୍ଡିତ କରାଯାଇଛି। ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ରେ ରବେୟା ତବସୁମ୍‌ଙ୍କ ଦ୍ୱାରା ଆଗତ ମାମଲା (ନଂ.୨୮/୨୨)ର ଶୁଣାଣି ଗତ ୧୩ ତାରିଖରେ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?