କେନ୍ଦ୍ରାପଡ଼ା

ଖରିଫ ଚାଷୀଙ୍କ ଦୁଃଖ ଚିଙ୍ଗୁଡ଼ି ଘେରି

କେନ୍ଦ୍ରାପଡ଼ା ଅଫିସ,୧୨।୧୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା, ରାଜନଗର ଓ ରାଜକନିକା ବ୍ଲକରେ ଗତ ୪ରୁ ୬ ତାରିଖ ମଧ୍ୟରେ ୪୭୭ ମିଲିମିଟର ବର୍ଷା ହୋଇଛି । ଏଥିରେ ଚିଙ୍ଗୁଡ଼ି ଘେରିରୁ ପାଣି ଉଛୁଳି ନିକଟସ୍ଥ ଖରିଫ ଚାଷକୁ ନଷ୍ଟ କରିଛି...

ବିକାଶଠାରୁ ବହୁ ଦୂରରେ ଝରକାଢ଼ି ସାନ୍ତାଳିପଡ଼ା

ମହାକାଳପଡ଼ା,୧୧।୧୨ (ଡି.ଏନ.ଏ.): ମୌଳିକ ସେବାରୁ ବଞ୍ଚିତ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଖରିନାସୀ ପଞ୍ଚାୟତର ଏକ ନମ୍ବର ୱାର୍ଡର ଝରକାଢ଼ି ସାନ୍ତାଳିପଡ଼ା। ପଡାରେ ୩୦ରୁ ଅଧିକ ପରିବାର ବସବାସ କରୁଥିବାବେଳେ ଶହେରୁ ଅଧିକ ଜନସଂଖ୍ୟା ବିଶିଷ୍ଟ...

ବେଆଇନ କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରକୁ ଲଗାମ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୧।୧୨: ବୈଷୟିକ ଶିକ୍ଷା ପ୍ରତି ଯୁବତୀଯୁବକଙ୍କ ମଧ୍ୟରେ ସାମ୍ପ୍ରତିକ ସମୟରେ ଆକର୍ଷଣ ବୃଦ୍ଧି ପାଉଛି। କମ୍ପ୍ୟୁଟର ବିନା କାର୍ଯ୍ୟ କରିବା ଅସମ୍ଭବ ହେଉଥିବାରୁ ଯୁବପିଢ଼ିଙ୍କ ଏହି ଶିକ୍ଷା ଆବଶ୍ୟକତା ହୋଇଛି। ଏହାର ସୁଯୋଗ ନେଉଛନ୍ତି କେତେଗୋଟି ଜାଲ୍‌...

ଭିତରକନିକାରେ ଡଲଫିନ୍‌ ଗଣନା ୧୬ରେ

ରାଜନଗର,୧୧।୧୨(ଡି.ଏନ.ଏ.): ଭିତରକନିକା ଅଞ୍ଚଳରେ ଚଳିତମାସ ୧୬ରୁ ୧୮ ତାରିଖ ଯାଏ ଡଲଫିନ୍‌ ଗଣନା କରାଯିବ। ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ସମୁଦ୍ର ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍‌ ଓ ନଦୀରେ ଡଲଫିନ ଗଣନା କରାଯିବ ବୋଲି ରାଜନଗର...

ଜୱାଦ ନେଇଗଲା ବର୍ଷକର ଦାନା

ରାଜନଗର, ୮ା୧୨(ଡି.ଏନ.ଏ.):ବାତ୍ୟା ଜୱାଦ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ରାଜନଗର ବ୍ଲକ ଅଞ୍ଚଳର ଚାଷୀଙ୍କ ବର୍ଷକର ଦାନାକୁ ନଷ୍ଟ କରି ଦେଇଛି। ଚାଷୀକୁଳ ମୁଣ୍ଡରେ ଚଡକ ପକାଇଛି। ରାଜନଗରବାସୀ କେବଳ ଖରିଫ ଧାନ ଫସଲ ଉପରେ ନିର୍ଭରଶୀଳ। ହସୁଥିବା ପାଚିଲା...

ବାର୍‌ହା ଆକ୍ରମଣରେ ୨ ଚାଷୀ ଗୁରୁତର

ମହାକାଳପଡ଼ା,୬ା୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ଷାଠିଏବାଟି ଗ୍ରାମର ପ୍ରମୋଦ ସାମଲ (୫୮), କୌଳାସ ବେହେରା(୫୫) ଆଖଡ଼ାଶାଳୀ ଯୋର ନିକଟ ଖେଣ୍ଟା ଜମିରୁ ପାଣି କାଟିବା ପାଇଁ ଯାଇଥିବା ବେଳେ ବାର୍‌ହା ଆକ୍ରମଣର ଶିକାର ହୋଇଛନ୍ତି। ସେମାନଙ୍କୁ...

ତୁହାକୁତୁହା ବର୍ଷା, ଚାଷୀ ଆଖିରେ ଲୁହ

କେନ୍ଦ୍ରାପଡ଼ା ଅଫିସ,୬ା୧୨: କେନ୍ଦ୍ରାପଡ଼ା ଜିଲାରେ ଗତ ଦୁଇଦିନ ଧରି ଝିପିଝିପି ବର୍ଷା ହେଉଥିଲା। ରବିବାର ସକାଳଠାରୁ ବାତ୍ୟା ଜଓ୍ବାଦ ପ୍ରଭାବରେ ତୁହାକୁ ତୁହା ବର୍ଷା ହେଉଛି। ସକାଳ ୮ଟା ସୁଦ୍ଧା ଜିଲାରେ ମୋଟ ୪୩୪ ମିଲିମିଟର ବର୍ଷା ହୋଇଛି; ଯାହା...

ଉପକୂଳ ଜଗିଛି ୧୦ ସୁନାମି ଆଲର୍ଟ ଟାୱାର

ମହାକାଳପଡ଼ା,୫ା୧୨(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବାତ୍ୟା ଭୟ ଲାଗି ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ବାତ୍ୟା ପ୍ରଭାବରେ ସମୁଦ୍ରରେ ଉଚ୍ଚ ଜୁଆର ଉଠି କୂଳ ଅଭିମୁଖେ ମାଡ଼ି ଆସିବ। ତେବେ ବ୍ଲକର ସମୁଦ୍ର ଉପକୂଳ ଅଞ୍ଚଳରେ ୧୦ଟି ସୁନାମୀ...

ଫସଲ ନଷ୍ଟ ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୫ା୧୨: କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ସ୍ଥାନରେ ଗତ ଶୁକ୍ରବାର ସନ୍ଧ୍ୟାରୁ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ବର୍ଷାରେ ଚାଷୀଙ୍କ ଫସଲ ନଷ୍ଟ ହେବା ଆଶଙ୍କା ରହିଛି। ସମୁଦ୍ର ଅଶାନ୍ତ ହୋଇଛି। ତଟାଞ୍ଚଳରେ ଉଚ୍ଚ ଜୁଆର ଦେଖିବାକୁ ମିଳିଛି। ବାତ୍ୟାର...

ଡରାଉଛି ସମ୍ଭାବ୍ୟ ବାତ୍ୟା

କେନ୍ଦ୍ରାପଡ଼ା ଅଫିସ,୪।୧୨: ସମ୍ଭାବ୍ୟ ବାତ୍ୟା ଜଓ୍ବାଦ ଶନିବାରରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇବ। ପାଣିପାଗ ବିଶେଷଜ୍ଞ ଓ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏପରି ସୂଚନା ପରେ ଜିଲାବାସୀ ସମ୍ଭାବ୍ୟ ଜଓ୍ବାଦକୁ ନେଇ ଆତଙ୍କିତ ହୋଇଛନ୍ତି। ଖରିଫ ଫସଲ ଅମଳ...

ପ୍ରଶାସନ-ଅଭିଯୋଗକାରୀଙ୍କ ଆଲୋଚନା, ୨୦ ସୁଦ୍ଧା ଫଳ

କେନ୍ଦ୍ରାପଡ଼ା ଅଫିସ, ୩ା୧୨: ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ ହାଇକୋର୍ଟ ହସ୍ତକ୍ଷେପ ପରେ ପ୍ରଥମଥର ପାଇଁ ରାଜ୍ୟ ପ୍ରଶାସନ ଓ ଅଭିଯୋଗକାରୀଙ୍କ ମଧ୍ୟରେ ଗୁରୁବାର ଆଲୋଚନା ହୋଇଛି। ଅଭିଯୋଗକାରୀ ରାଜକନିକା ବ୍ଲକ ବଡରାଜାର ସୁକାନ୍ତ କୁମାର...

ମୌଳିକତା ହରାଇଛି ମୌଳିକ ବିଦ୍ୟାଳୟ

କେନ୍ଦ୍ରାପଡ଼ା ଅଫିସ, ୨।୧୨: ମାଧ୍ୟମିକସ୍ତରରେ ଗୁଣାତ୍ମକ ଶିକ୍ଷାର ବିକାଶ ଓ ଡ୍ରପ ଆଉଟ ରୋକିବାକୁ ରାଜ୍ୟର ସମସ୍ତ ସ୍କୁଲରେ ଧନ୍ଦାମୂଳକ ଶିକ୍ଷା ପ୍ରଚଳନ କରାଯିବ ବୋଲି ୨୦୧୬ରେ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିଥିଲେ। ଇତିମଧ୍ୟରେ ୫ ବର୍ଷ ବିତିଛି। ହେଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri