ଆବାସ ହଡ଼ପ: ମୁଣ୍ଡ ଗୁଞ୍ଜିବା ଲାଗି ଛାତ ନାହିଁ
ଆଳି,୧୩ା୫ (ଡି.ଏନ.ଏ.): ରାଜ୍ୟ ସରକାର ଆବାସ ଯୋଜନା ମାଧ୍ୟମରେ ଗରିବ ଅସହାୟ ପରିବାରକୁ ପକ୍କାଘର ଯୋଗାଇ ଦେଉଛନ୍ତି। ଚାଳ ଘର ରହିବ ନାହିଁ, ସମସ୍ତଙ୍କୁ ମିଳିବ ଆବାସ ଗୃହ। ଏହି ଯୋଜନାର ସଫଳ ରୂପାୟନ ଦେବା ନିମନ୍ତେ ସରକାର କୋଟି କୋଟି…
ସ୍କ୍ବାଡ୍ ଗଠନ ହୋଇଛି, ଚଢ଼ାଉ ନାହିଁ
କେନ୍ଦ୍ରାପଡ଼ା ଅଫିସ, ୧୩ା୫: କେନ୍ଦ୍ର ସରକାରଙ୍କ ସଦ୍ୟତମ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍ବେଗ…
ଗଛ ଜଗୁଆଳି ବିଚିତ୍ରଙ୍କୁ ମିଳୁନି ମଜୁରି
ମହାକାଳପଡ଼ା,୧୩ା୫(ଡି.ଏନ.ଏ.): ପରିବେଶ ପ୍ରଦୂଷଣ ଓ ମୃତ୍ତିକା ଅବକ୍ଷୟକୁ ରୋକିବାକୁ ବୃକ୍ଷ ରୋପଣ ମୁଖ୍ୟ ଭୂମିକା ନିର୍ବାହ କରିଥାଏ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସ୍ଥାନୀୟ ମହାକାଳପଡ଼ା ବନ୍ୟ ଜୀବ ବନାଞ୍ଚଳ ୨୦୨୧/୨୨ ଆର୍ଥିକ…
ବ୍ରାହ୍ମଣୀ-ଗୋବରୀ ନଦୀ ସଂଯୋଗୀକରଣ କାମ ଅଧାରୁ ବନ୍ଦ
ପଟ୍ଟମୁଣ୍ଡାଇ,୧୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବାହିତ ୧୬ କି.ମି.ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା ପଟ୍ଟାମୁଣ୍ଡାଇ ଅଞ୍ଚଳ ସମେତ ରାଜନଗର, ମହାକାଳପଡ଼ା, କେନ୍ଦ୍ରାପଡା ବ୍ଲକର ୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀ…
ବୁଲାଗୋରୁଙ୍କ କବ୍ଜାରେ କଟକ-ଚାନ୍ଦବାଲି ରାସ୍ତା
ଆଳି,୧୨ା୫(ଡି.ଏନ.ଏ.): କଟକ-ଚାନ୍ଦବାଲି ରାସ୍ତାର ବିଭିନ୍ନ ଛକ ଏବେ ବୁଲାଗୋରୁଙ୍କ କବ୍ଜାରେ। ଏହି ଛକ ସ୍ଥାନଗୁଡିକରେ ମାଳମାଳ ବୁଲାଗୋରୁଙ୍କ ଅବାଧ ଚଳପ୍ରଚଳ ଯୋଗୁ ଗାଡି ଚାଳକମାନେ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ପ୍ରବେଶପଥ ପତ୍ରପୁର ସେତୁ…
ବାତ୍ୟା: କ୍ଷୟକ୍ଷତି ଆଶଙ୍କାରେ ଚାଷୀ
ପଟ୍ଟାମୁଣ୍ଡାଇ,୧୧।୫(ସ୍ବ.ପ୍ର.): ସମ୍ଭାବ୍ୟ ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ ସତର୍କ କରାଇଛି। ବାତ୍ୟା ବିପଦ ଟଳିଥିଲେ ମଧ୍ୟ ଏବେ ପଟ୍ଟାମୁଣ୍ଡାଇ ଅଞ୍ଚଳର ଲୋକେ ଆଶଙ୍କା ମଧ୍ୟରେ ଅଛନ୍ତି। ସବୁଠୁ ଅଧିକ ଚିନ୍ତାରେ…
ବନ୍ୟା, ବାତ୍ୟା ବେଳେ ସ୍ଥାନାନ୍ତର ମନେପଡ଼େ
କେନ୍ଦ୍ରାପଡ଼ା ଅଫିସ, ୧୧।୫: କେନ୍ଦ୍ରାପଡ଼ା ଜିଲାରେ ବନ୍ୟା, ବାତ୍ୟା, ସୁନାମି ଭୟ ପ୍ରତିବର୍ଷ ଲାଗି ରହିଛି। ଏହି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନଜୀବନ ସୁରକ୍ଷା ପାଇଁ ସ୍ଥାନାନ୍ତର ସାଧାରଣ କଥା ହୋଇଛି। ସମୁଦ୍ର ତଟକ୍ଷୟ ପାଇଁ ସାତଭାୟାର ୫୭୧ପରିବାର ୮କି.ମି. ଦୂର…
ଡେରାବିଶରେ ପହଞ୍ଚିଲା ଏନ୍ଡିଆର୍ଏଫ୍ ଟିମ୍
ଡେରାବିଶ,୧୧।୫(ସ୍ବ.ପ୍ର.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳ କେନ୍ଦ୍ରାପଡ଼ା ଜିଲାରେ ବର୍ଷାର ପ୍ରଭାବ ରହିଛି। ଏଥିପାଇଁ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶକ୍ରମେ ଡେରାବିଶ ବ୍ଲକ ପ୍ରଶାସନ ପକ୍ଷରୁ ୨୬ଟି ପଞ୍ଚାୟତରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା ବିଡିଓ ଗୋପବନ୍ଧୁ ଭୋସାଗର ସୂଚନା ଦେଇଛନ୍ତି।…
କୁମ୍ଭୀରଭରା ନଦୀରେ ପେଟ ପାଇଁ ଜୀବନ ବିପଦ
ମହାକାଳପଡ଼ା,୧୧।୫ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀଗୁଡିକରୁ ବାଗଦା ଚିଙ୍ଗୁଡ଼ି ଯାଅଁାଳ (ପିନ୍ ସଦୃଶ)କୁ ମହିଳାମାନେ ସଂଗ୍ରହ କରିଥାନ୍ତି। ସମୁଦ୍ର ଜଳ ନଦୀରେ ଭଟ୍ଟା ବା ଛାଡ଼ ପାଣିରେ ସରୁ ଗାଞ୍ଜ ଜାଲ ଦ୍ୱାରା ନଦୀ ମଧ୍ୟରେ…
ରାଜ୍ୟର ପ୍ରଥମ ସୋଲାର ପମ୍ପ ଅଚଳ
ଡେରାବିଶ, ୧୦ା୫ (ସ୍ବ.ପ୍ର.):ଗ୍ରାମାଞ୍ଚଳରେ ସାଧାରଣ ଲୋକଙ୍କ ପାନୀୟ ଜଳ କଷ୍ଟ ଦୂର କରିବାକୁ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ଜରିଆରେ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରିଛନ୍ତି। ଅକ୍ଷୟ ଶକ୍ତି ଦ୍ୱାରା ଲୋକଙ୍କୁ ପାନୀୟ ଜଳ ଯୋଗାଇବା ପାଇଁ ସୋଲାର…
ସମ୍ଭାବ୍ୟ ବାତ୍ୟା ନେଇ ସତର୍କତା
କେନ୍ଦ୍ରାପଡ଼ା ଅଫିସ,୧୦ା୫:କେନ୍ଦ୍ରାପଡ଼ା ଜିଲାରେ ସୋମବାର ଅପରାହ୍ନରୁ ଆକାଶ ମେଘାଚ୍ଛନ୍ନ ରହିଛି। ସାମୁଦ୍ରିକ ଝଡ଼କୁ ନେଇ ବିପଦ ନ ଥିବା ପ୍ରକାଶ ସତ୍ତ୍ୱେ କେନ୍ଦ୍ରାପଡ଼ା ତଟାଞ୍ଚଳବାସୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ ପାଇଁ ସଚେତନ କରାଯାଉଛି। ଜିଲାକୁ ରେଡ୍ ଆଲର୍ଟ ମଧ୍ୟରେ…
ଚାଷ ପ୍ରତି ଭାଗଚାଷୀ ବିମୁଖ
କେନ୍ଦ୍ରାପଡ଼ା ଅଫିସ,୯ା୫: ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସରକାରଙ୍କ କୃଷି, କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ରାଜ୍ୟର ୪୦ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ କାଳିଆ ଯୋଜନା ମାଧ୍ୟମରେ ୮୦୪ କୋଟି ଟଙ୍କା ପ୍ରଦାନ କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ…
Archives


