କେନ୍ଦ୍ରାପଡ଼ା

ଡେରାବିଶ ମହିଳା ଶିଶୁ ସମନ୍ବିତ ବିଭାଗରେ ଦୁର୍ନୀତି

ଡେରାବିଶ,୧୫ା୭(ସ୍ବ.ପ୍ର.): ଶିଶୁମାନଙ୍କ ସାମଗ୍ରୀକ ବିକାଶ ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଥିବା ବେଳେ କେନ୍ଦ୍ରପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଧୀନ ଅଙ୍ଗନୱାଡି କେନ୍ଦ୍ରକୁ ପ୍ରାଥମିକ ଚିକିତ୍ସା କିଟ୍‌ ଓ ଖେଳଣା କିଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବା…

ଗୋଖାଦ୍ୟ ଦର ବୃଦ୍ଧି ଚାଷୀ ହନ୍ତସନ୍ତ

କେନ୍ଦ୍ରାପଡ଼ା ଅଫିସ, ୧୫ା୭: କଥାରେ ଅଛି ଗୋଦରା କୋଡ଼େ ଯେତେ, ମାଡ଼େ ସେତେ। ଏପରି ଉଦାହରଣ କେନ୍ଦ୍ରାପଡ଼ା ଜିଲାର ଦୁଗ୍ଧ ଚାଷୀଙ୍କ କ୍ଷେତ୍ରରେ ଦେଖିବାକୁ ମିଳିଛି। ଦୁଗ୍ଧ ଚାଷୀ ଓ ସଙ୍ଗଠନ ପକ୍ଷରୁ ହେଉଥିବା ଚାପରୁ ରାଜ୍ୟ ସରକାର ଦୁଗ୍ଧ ଲିଟର…

ଇଲିଶି ଦର ଆକାଶଛୁଆଁ

ମହାକାଳପଡ଼ା,୧୫ା୭ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମୁଦ୍ର ଓ ସଂଲଗ୍ନ ନଦୀରେ ଲଘୁଚାପ ପ୍ରଭାବ ଯୋଗୁ ୨ ଦିନ ହେଲା ଇଲିଶି ମାଛ ବହୁଳ ମାତ୍ରାରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡୁଛନ୍ତି। ଇଲିଶି ମାଛର ଚାହିଦା ଥିବାରୁ ଏହାର ଦର ଆକାଶଛୁଆଁ…

ଗାଁରେ ପଶିଲା ସମୁଦ୍ର ଜଳ

ମହାକାଳପଡ଼ା,୧୪ା୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତଳିଆ ଅଞ୍ଚଳରେ ସମୁଦ୍ର ଜଳ ବୁଧବାର ପ୍ରବେଶ କରିଛି । ସମୁଦ୍ରରେ ଉଚ୍ଚ ଜୁଆର ଉଠିବା ପରେ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ଚିଙ୍ଗୁଡ଼ି ଘେରି ବନ୍ଧ ମୁକୁଳା ଥିବାରୁ ସମୁଦ୍ର ଜଳ ଗାଁ…

ଜଳ ପାଲଟିଛି ଜହର, ଜବରଦଖଲରେ ନଦୀପଥ

କେନ୍ଦ୍ରାପଡ଼ା ଅଫିସ, ୧୪ା୭: ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଜଳ ମଧ୍ୟ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଇଛି। କୃଷି କ୍ଷେତ୍ରକୁ ଆଉ ପର୍ଯ୍ୟାପ୍ତ ଜଳ…

ଜଣେ କର୍ମଚାରୀରେ ପାରାଦୀପ ସମେତ ୩ ବ୍ଲକ

ପାରାଦୀପ, ୧୪ା୭(ସ୍ବ.ପ୍ର.): ୧୯୬୨ ମସିହା ଜାନୁୟାରୀ ୩ରେ ପାରାଦୀପ ବନ୍ଦରର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲା। ପରେ ଅନେକ ସରକାରୀ ଅଫିସ ପାରାଦୀପରେ ସ୍ଥାପନା ହୋଇଥିଲା। ସେଥିମଧ୍ୟରେ ପ୍ରଥମ ଅଫିସ ଥିଲା ବିଏସ୍‌ଏନ୍‌ଏଲ୍‌ (ଭାରତ ସଞ୍ଚାର ନିଗମ ଲିମିଟେଡ୍‌)। ୧୯୬୫ରେ ସ୍ଥାପନା ହୋଇଥିବା…

ସର୍ବୋଚ୍ଚ ଜୁଆର ଚିହ୍ନଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କେନ୍ଦ୍ରାପଡ଼ା ଅଫିସ, ୧୩।୭: ବିଶ୍ୱତାପନର ସମୁଦ୍ର ଉପରେ ପ୍ରଭାବ ପଡୁଛି। ଏହାର ପ୍ରଭାବରେ ଉତ୍ତାଳ ହୋଇ ଜୁଆର ପାଣି ଗ୍ରାମ ମଧ୍ୟକୁ ପଶୁଛି। ଲୁଣା ବନ୍ଧ ଟପି ଚାଷ ବାସକୁ କ୍ଷତି ପହଞ୍ଚାଉଛି। ପ୍ରତିବର୍ଷ ସାମୁଦ୍ରିକ ଝଡ଼ବର୍ଷା ପରି ପ୍ରାକୃତିକ ବିପତ୍ତି…

ଶିଶୁଙ୍କୁ ମିଳିଲା ପୋକ ସାଲୁବାଲୁ ଛତୁଆ

ଆଳି,୧୩।୭(ଡି.ଏନ.ଏ.): ରାଜ୍ୟ ସରକାର ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ସ୍ବାସ୍ଥ୍ୟ ଗଠନରେ ସହାୟକ ହେବା ନିମନ୍ତେ ପୁଷ୍ଟିକର ଛତୁଆ ଯୋଗାଇ ଦେଉଛନ୍ତି। ଏହି ଛତୁଆ ପ୍ରସ୍ତୁତି ନିମନ୍ତେ ସ୍ବୟଂ ସହାୟିକା ଗୋଷ୍ଠୀକୁ ଦାୟିତ୍ୱ ଦିଆଯାଇଛି। ଅନେକ ସମୟରେ ନିମ୍ନମାନର…

ଗଜାମରୁଡ଼ି ଆଶଙ୍କାରେ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧୨ା୭:ଆକାଶରେ ବାଦଲ ଅଛି, ବର୍ଷା ନାହିଁ। ମୌସୁମୀ ବର୍ଷା ଓଡ଼ିଶାକୁ ଛୁଇଁଥିବା ପାଣିପାଗ ବିଶେଷଜ୍ଞ ସୂଚନା ଦେଇଥିଲେ। ହେଲେ କେନ୍ଦ୍ରାପଡ଼ା ଜିଲାରେ ବର୍ଷା ପରିମାଣ ଖୁବ୍‌ କମ୍‌ ରହିଛି। ଗତ ୩ ମାସର ବର୍ଷା ପରିମାଣ ୨୦୨୧ ବର୍ଷଠାରୁ…

ଗୋଟିଏ ଦିନ ବିଳମ୍ବରେ ପହଞ୍ଚିଲା ବ୍ରହ୍ମ ତାଳଧ୍ବଜ

କେନ୍ଦ୍ରାପଡ଼ା ଅଫିସ,୧୧।୧୦: କେନ୍ଦ୍ରାପଡ଼ାର ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ବଜ ରଥ ଶେଷରେ ଗୋଟିଏ ଦିନ ବିଳମ୍ବରେ ଚକଡ଼ାରେ ପହଞ୍ଚିଥିଲା। ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁଁ ରାସ୍ତା ପାଶର୍‌ବ ଅସ୍ଥାୟୀ ଦୋକାନ ଉପରକୁ ମାଡିଯାଇ ଥିବାରୁ ରଥ ଟାଣିବାରେ ଗୋଟିଏ ଦିନ ବିଳମ୍ବ ହୋଇଥିଲା ।…

ଭିତରକନିକା ଆର୍ଦ୍ରଭୂମିକୁ ଉଜାଡ଼ିବ ପ୍ରଦୂଷିତ ଜଳ

କେନ୍ଦ୍ରାପଡ଼ା ଅଫିସ,୧୧ା୭: ଭିତରକନିକା ଓ ଚିଲିକା ଆର୍ଦ୍ରଭୂମିର ଜଳ ପ୍ରଦୂଷଣ ସମ୍ପର୍କରେ ଜୁନ୍‌ ୩୦ ତାରିଖରେ ହାଇକୋର୍ଟରେ ଶୁଣାଣି ହୋଇଛି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଆର.କେ. ପଟ୍ଟନାୟକଙ୍କ ଡିଭିଜନ ବେଞ୍ଚର ଏହି ଶୁଣାଣିରେ ଦୁଇ ଆର୍ଦ୍ରଭୂମି ଜଳ…

ରାସ୍ତାକୁ ପଙ୍କମାଟି ଖସି ଯାତାୟାତରେ ଅସୁବିଧା

ପଟ୍ଟାମୁଣ୍ଡାଇ,୧୦।୭(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଉତିକଣ ବନ୍ୟା ନିରୋଧକ ପୁରୁଣା ପଟ୍ଟାମୁଣ୍ଡାଇ-ରାଜନଗର ପୂର୍ତ୍ତ ବିଭାଗ ରାସ୍ତାର ଅଳଭାଠାରୁ ମଦନପୁର ମଧ୍ୟ ଦେଇ ରାଜନଗର ପର୍ଯ୍ୟନ୍ତ ରାସ୍ତା ଯାଇଛି। ୪ ମାସ ତଳେ ଟେଣ୍ଡର ମାଧ୍ୟମରେ ଏହି ରାସ୍ତା ନିର୍ମାଣ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?