କେନ୍ଦ୍ରାପଡ଼ା

୩ ଜିଲା ପରିଷଦ ପଦ ପାଇଁ ସଂରକ୍ଷଣ ତାଲିକା ବଦଳିଲା

ଡେରାବିଶ,୧୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ଡେରାବିଶ ବ୍ଲକ ଅଧୀନରେ ଥିବା ୧୨ ନଂ., ୧୩ ନଂ. ଓ ୧୪ ନଂ. ଜୋନ୍‌ରେ ବିଭିନ୍ନ ରାଜନୈତିକ ଦଳ…

ବଢୁଛି ମାମଲା, ପୋଲିସ କର୍ମଚାରୀ ଅଭାବ

ପଟ୍ଟାମୁଣ୍ଡାଇ,୧୧ା୧ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଆଜବେଷ୍ଟସ ଘରେ ଚାଲିଛି। ଥାନାରେ ଦିନକୁ ଦିନ ମାମଲା ବଢି ଚାଲିଛି। ଏଥିସହ ଆପରାଧିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଉଛି। ୨୦୧୮ ନଭେମ୍ବରରେ ଏହା ଆଦର୍ଶ ଥାନାର ମାନ୍ୟତା ପାଇଥିଲା। ପରେ ଆବଶ୍ୟକ ପୋଲିସ…

ମାଛଚାଷ କରିଛି ମହିଳାଙ୍କୁ ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା ଅଫିସ, ୧୦ା୧: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ କୃଷିକୁ ଗୁରୁତ୍ୱ ଦିଆଯାଏ। ତେବେ ସାଧାରଣ ଧାନ ଫସଲ ପରିବାରର ଅର୍ଥନୀତିକୁ ସମ୍ଭାଳି ପାରୁନାହିଁ। ଫଳରେ ଜିଲାର ଯୁବ ମାନବସମ୍ବଳ ବିଦେଶମୁହଁା ହେଉଥିବା ବେଳେ ମହିଳାମାନେ ମାଛଚାଷ ପ୍ରତି ଆଗ୍ରହ ପ୍ରକାଶ କରୁଛନ୍ତି।…

ବର୍ଷେ ୫ ମାସରେ ୧୨ ବାଲ୍ୟ ବିବାହ ବନ୍ଦ

କେନ୍ଦ୍ରାପଡ଼ା ଅଫିସ, ୯ା୧: ବିବାହ ବୟସ ସୀମା ଏବେ ଜାତୀୟସ୍ତରରେ ପ୍ରସଙ୍ଗ ପାଲଟିଛି। ବେଟି ବଚାଓ, ବେଟି ପଢ଼ାଓ ସ୍ଲୋଗାନକୁ ଅଗ୍ରାଧିକାର ଦିଆଯାଉଛି। ତେବେ ଏହି ସ୍ଲୋଗାନ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ କାର୍ଯ୍ୟ କରୁନାହିଁ। ଏହି ଅଞ୍ଚଳରେ ୧୮ ବର୍ଷ…

ଫଳକ ଲାଗିଲା, କଢ଼ାଗଲା

କେନ୍ଦ୍ରାପଡ଼ା ଅଫିସ,୮ା୧: କେନ୍ଦ୍ରାପଡ଼ା ସହରର ଶାମଗୁଡ଼ିଆସ୍ଥିତ ଜିଲା ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲ ଉଦ୍‌ଘାଟିତ ହେବାର ଫଳକ ଲଗାଯିବା, ପୁଣି ହଟାଯିବା ଭଳି ଘଟଣା ଶୁକ୍ରବାର ଚର୍ଚ୍ଚାର ବିଷୟ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଡିସେମ୍ବର ୧୫ରେ ବିଜୁ…

୬୩ ଲକ୍ଷ କାମ: ୬ ମାସ ନ ପୂରୁଣୁ ପୁଣି ୨୪ ଲକ୍ଷ

ପଟ୍ଟାମୁଣ୍ଡାଇ,୭ା୧ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଦଶ ହଜାରୀ ଉତିକଣ ବନ୍ୟାବନ୍ଧ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ୬୩ ଲକ୍ଷ ଟଙ୍କାର କାମ ହୋଇଛି ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ସେହି ରାସ୍ତା ୬ ମାସ ନ ପୂରୁଣୁ…

ଧଳା କୁମ୍ଭୀର ଶାବକର ନାମ ଦିଆଗଲା ଶ୍ୱେତା

ରାଜନଗର, ୭ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଶାବକ ଧଳା କୁମ୍ଭୀର ପର୍ଯ୍ୟଟକଙ୍କ ମନ ମୋହୁଛି। ଗୁରୁବାର ଶାବକ ଧଳା କୁମ୍ଭୀରର ନାମକରଣ କରାଯାଇ ଶ୍ୱେତା ରଖାଯାଇଛି। ଭିତରକନିକାର…

ଆଜିଠୁ ବଉଳା କୁମ୍ଭୀର ଗଣନା

ରାଜନଗର,୬ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନ ଓ ଉଦ୍ୟାନ ବାହାରେ ପ୍ରବାହିତ ନଦୀନାଳରେ ଥିବା ବଉଳା କୁମ୍ଭୀରଙ୍କ ଗଣନା ପାଇଁ ବୁଧବାର ବନ କର୍ମଚାରୀମାନଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯାଇଛି। ଗୁରୁବାରଠାରୁ ଆସନ୍ତା ୧୦ ତାରିଖ ଯାଏ କୁମ୍ଭୀର ଗଣନା କରାଯିବ। ୧୧ ତାରିଖରେ…

ବାୟୁ ପ୍ରଦୂଷଣ: ଅରେଞ୍ଜ ଜୋନ୍‌ରେ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲାରେ ଖଣି ନାହିଁ। ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ନ ଥିବା ବେଳେ ରେଳରୁ ଧୂଅଁା ବାହାରୁ ନାହିଁ। ଏହାସତ୍ତ୍ୱେ ବାୟୁର ଗୁଣବତ୍ତାକୁ ନେଇ ୨୦୨୧ ନଭେମ୍ବରରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ହୋଇଥିତ୍ବା ଅନୁଧ୍ୟାନ…

ଫେଲ୍‌ ମାରିଛି କଂକ୍ରିଟ ଖଳା ଯୋଜନା

କେନ୍ଦ୍ରାପଡ଼ା ଅଫିସ, ୫।୧:କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇପାରୁନାହାନ୍ତି। ସୂର୍ଯ୍ୟମୁଖୀ, ବାଦାମ ବିହନ ଯୋଗାଣର ଅନିୟମିତତା ପରେ ଏବେ କ୍ରଂକ୍ରିଟ ଖଳା ଯୋଜନା ନେଇ ଚାଷୀ…

ମାସେ ହେବ ପରିବାର ଗୃହବନ୍ଦୀ

ଆଳି,୪।୧(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅନ୍ତର୍ଗତ ତରିପାଟଣା ଗ୍ରାମର କେତେଜଣ ବ୍ୟକ୍ତି କଙ୍ଗାରୁ କୋର୍ଟ କରି ବାବୁଲି ସାହୁଙ୍କ ପରିବାର ଲୋକଙ୍କୁ ମାସେ ହେବ ଗୃହବନ୍ଦୀ ଅବସ୍ଥାରେ ରଖିଛନ୍ତି। ଏ ନେଇ ସେ ତହସିଲ ଓ ଥାନାର ଦ୍ୱାରସ୍ଥ ହୋଇଥିଲେ…

ଦୁଇ ମାସର ପୁଅକୁ ମାରିଦେଲେ ମା’

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୪।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ କାନପୁର ଗଁାରେ ରବିବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଘରୋଇ କଳିରୁ ୨ ମାସର ଶିଶୁପୁତ୍ରକୁ ମା’ ମାରି ଏକ ଅବ୍ୟବହୃତ କୂଅରେ ପକାଇ ଦେଇଛନ୍ତି। ଖବରପାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri