ନଜର ଆଢୁଆଳରେ ଶ୍ରୀଦଧିବାମନଜୀଉ ମନ୍ଦିର
କେନ୍ଦ୍ରାପଡ଼ା ଅଫିସ, ୪ା୭: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚଉଦକୁଲାଟସ୍ଥିତ ତମାଳ କ୍ଷେତ୍ରାଧିପତି ଶ୍ରୀଦଧିବାମନଜୀଉ ମନ୍ଦିରକୁ ୨୦୧୬ରୁ ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ମିଳିଛି। ୧୮୦ ବର୍ଷରୁ ଅଧିକ ସମୟ ଧରି ପ୍ରତିଷ୍ଠିତ ଶ୍ରୀଜୀଉଙ୍କ କ୍ଷେତ୍ର ଅଦ୍ୟାବଧି ଉନ୍ନତୀକରଣ ହେଉନାହିଁ। ପ୍ରଶାସନର…
ନଦୀରେ ନିର୍ମାଣ ଚାଲିଛି ଇନ୍ଡୋର ଷ୍ଟାଡିୟମ
କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ,୪ା୭(ସ୍ବ.ପ୍ର.): ବ୍ରାହ୍ମଣୀ ଓ ଗୋବରୀ ନଦୀର ଜଳପଥ ସଂଯୋଗୀକରଣ ଆନ୍ଦୋଳନ ଏବେ ଫସର ଫାଟିବାକୁ ଯାଉଛି। ପୂର୍ବରୁ ଥିବା ଏହି ୧୬ କିଲୋମିଟର ଜଳପଥ ଉପରେ ପଟ୍ଟାମୁଣ୍ଡାଇର ଇନ୍ଡୋର ଷ୍ଟାଡିୟମ ନିର୍ମାଣ ହେଉଛି। ଜଳପଥ ଉପରେ ହେଉଥିବା ଏହି ଷ୍ଟାଡିୟମ…
ସ୍କୁଲ ରୂପାନ୍ତରୀକରଣ କାମରେ ଦୁର୍ନୀତି
ଡେରାବିଶ,୩।୭(ସ୍ବ.ପ୍ର.): ଛାତ୍ରୀଛାତ୍ରଙ୍କ ଉନ୍ନତ ଶିକ୍ଷାଦାନ ପାଇଁ ରାଜ୍ୟ ସରକାର ୫-ଟି ଯୋଜନାରେ ବିଦ୍ୟାଳୟଗୁଡ଼ିକର ରୁପାନ୍ତରିକରଣ କାମ କରୁଛନ୍ତି ା ତେବେ ଡେରାବିଶ ବ୍ଳକ ଅଧୀନରେ ସମୁଦାୟ ୨ ପର୍ଯ୍ୟାୟରେ ୧୩ ବିଦ୍ୟାଳୟକୁ ଏହି ଯୋଜନାରେ ସାମିଲ କରାଯାଇଛି ା ପ୍ରଥମ ପର୍ଯ୍ୟାୟରେ…
କେରେଡ଼ାଗଡ଼ରେ ରଥଯାତ୍ରା
ରାଜନଗର, ୨।୭(ଡି.ଏନ.ଏ.): କରୋନା ମହାମାରୀର ଦୁଇବର୍ଷ ପରେ ରାଜନଗରର କେରେଡ଼ାଗଡ଼ ଶ୍ରୀଜଗନ୍ନାଥ ଜୀଉଙ୍କ ପବିତ୍ର ରଥଯାତ୍ରା ଶୁକ୍ରବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। କୋଭିଡ୍ କଟକଣା ଯୋଗୁ ୨ବର୍ଷ ରଥଯାତ୍ରା ବନ୍ଦ ରହିଥିଲା। କେରେଡାଗଡର ରଥଦାଣ୍ଡରେ ରଥ ଉପରେ ଶ୍ରୀଜଗନ୍ନାଥ ଜୀଉ…
ବ୍ରହ୍ମ ତାଳଧ୍ୱଜ
ଶ୍ରୀକ୍ଷେତ୍ର ତୁଲ୍ୟ ତୁଳସୀ କ୍ଷେତ୍ରରେ ବାରମାସରେ ତେରଯାତ ପାଳିତ ହୋଇଥାଏ। ତନ୍ମଧ୍ୟରୁ ରଥଯାତ୍ରା ମୁଖ୍ୟ। ତୁଳସୀ କ୍ଷେତ୍ରାଧିପତି ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ରଥର ନାମ ବ୍ରହ୍ମ ତାଳଧ୍ୱଜ। ଏହି ଗୋଟିଏ ରଥରେ ଚତୁର୍ଦ୍ଧା ମୂର୍ତ୍ତି ବିରାଜିତ ହୋଇଥାନ୍ତି। ତେବେ ଶ୍ରୀଜଗନ୍ନାଥ ସଂସ୍କୃତିରେ…
ନଳିତା, ଧନିଚା ବିହନ ନାହିଁ: ଚାଷୀ ହତାଶ
କେନ୍ଦ୍ରାପଡ଼ା ଅଫିସ,୧ା୭: ତନ୍ତୁଜାତୀୟ ଫସଲ ପାଇଁ କେନ୍ଦ୍ରାପଡ଼ା ଜିଲାର ସୁନାମ ରହିଛି। ୨୦୦୫ ମସିହାରେ ଜିଲାର ୨୧୫୨ ହେକ୍ଟର ଅଞ୍ଚଳରେ ନଳିତା ଓ ମେସ୍ତା ଚାଷ ହେଉଥିଲା। ଉପଯୁକ୍ତ ଭିତ୍ତିଭୂମି ଥିବାରୁ ଏହାର ପ୍ରଚାର ପ୍ରସାର ହୋଇ ୨୦୧୫ ମସିହାରେ ପ୍ରାୟ…
ମେଶିନରେ ହେଉଛି ଏମ୍ଜିଏନ୍ଆରଇଜିଏସ୍ କାମ
ଆଳି,୩୦ା୬(ଡି.ଏନ.ଏ.): କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଶ୍ରମିକ ମାନଙ୍କୁ ଶହେ ଦିନର କାର୍ଯ୍ୟ ଯୋଗାଇ ଦେବା ଉଦେଶ୍ୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆରଇଜିଏସ୍) କାର୍ଯ୍ୟକାରୀ କରିଛନ୍ତି। କିନ୍ତୁ ଏହି ଯୋଜନାକୁ ବାଟମାରଣା କରିବାରେ…
ଜଙ୍ଗଲରୁ କାଠ ଆସିଲେ ଚୁଲି ଉପରେ ହାଣ୍ଡି ବସେ
ମହାକାଳପଡ଼ା,୩୦ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ ପେଟଛେଲା ପଞ୍ଚାୟତ ଆଦିବାସୀ ଶବରପଡ଼ା ଗ୍ରାମବାସୀଙ୍କ ଜୀବନ ଅଧିକାଂଶ ସମୟ ଜଙ୍ଗଲ ଭିତରେ ହିଁ କଟେ। ଏହି ଗାଁର ପରିବାର ସଂଖ୍ୟା ୩୫। ଜନସଂଖ୍ୟା ୨ଶହରୁ ଊର୍ଦ୍ଧ୍ୱ। ଆଦିବାସୀମାନଙ୍କ ନିଜସ୍ବ ଚାଷ…
ଦେଶ ବିଦେଶରେ ଲକ୍ଷେରୁ ଊର୍ଦ୍ଧ୍ୱ ମିସ୍ତ୍ରି
କେନ୍ଦ୍ରାପଡ଼ା ଅଫିସ, ୩୦ା୬: କେନ୍ଦ୍ରାପଡ଼ା ଜିଲା ପାଣି ପାଇପ ମିସ୍ତ୍ରି ପ୍ରସଙ୍ଗରେ ଆଗୁଆ। ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ କାରିଗର ଦେଶ ବିଦେଶରେ ଅଛନ୍ତ। ଦି’ ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ ମିସ୍ତ୍ରିଙ୍କ…
ପାଣି ଯୋଗୁ ଚାଷକାମ ବାଧାପ୍ରାପ୍ତ
ପଟ୍ଟାମୁଣ୍ଡାଇ୨୯ା୬(ସ୍ବ.ପ୍ର.): ଚଳିତ ଖରିଫ ଚାଷ ସମୟ ହୋଇଯାଇଛି। ହେଲେ ପାଣି ବିନା ଚାଷକାମ ବିଳମ୍ବ ହୋଇଛି। ଅକ୍ଷୟତୃତୀୟାଠାରୁ ଖରିଫ ଧାନଚାଷ ଆରମ୍ଭ ହୋଇଥାଏ। ଚଳିତବର୍ଷ ମଧ୍ୟ ବିଲ ବେଉଷଣ ହୋଇ ଧାନବୁଣା ଓ ରୁଆ ଲାଗି ତଳି ପଡିବା କାମ ଚାଲିଛି।…
କାମରେ ଆସୁନି ଜୀବେ ନିଷ୍ଠୁରତା ନିବାରଣ ଆଇନ
ମହାକାଳପଡ଼ା,୨୯ା୬ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଆଦିବାସୀ ଅଧ୍ୟୁଷିତ ସିଂ, ୧୫ ମାଇଲି, ୧୨ ନମ୍ବର, ବାଘୁଆମେଦ, ଜମ୍ବୁ ଅଞ୍ଚଳରେ ଗଞ୍ଜା ଲଢେଇ ହେଉଛି। ଜୀବେ ନିଷ୍ଠାରତା ଆଇନ ଥିଲେ ହେଁ ଏହି ଅଞ୍ଚଳରେ ଲୋକ ତାହାକୁ ଖାତିର ନ…
ବସୁନ୍ଧରା ଯୋଜନାରେ ଦୁର୍ନୀତିର ଛିଟା
କେନ୍ଦ୍ରାପଡ଼ା ଅଫିସ, ୨୯ା୬: ବସୁନ୍ଧରା ଯୋଜନାରେ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଗତ ମାର୍ଚ୍ଚ ଶେଷ ସୁଦ୍ଧା ମୋଟ ୪୪୮.୯୬୨ ଏକର ପତିତ ଜମିର ପଟ୍ଟା ୫,୪୨୧ ଜଣଙ୍କୁ ପ୍ରଦାନ କରାଯାଇଛି। ଏହି ଯୋଜନାରେ ରାଜକନିକା ଓ ମହାକାଳପଡ଼ା ତହସିଲ ଅଞ୍ଚଳର…

