କେନ୍ଦ୍ରାପଡ଼ା

ଆଶାବାଡ଼ି ଭରସାରେ ବିଚିତ୍ର

ରାଜକନିକା,୨୭ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ୍‌ ପାରିନୂଆପଡ଼ା-ହାବଳଗଣ୍ଡ ପଞ୍ଚାୟତ କଇଥାପାଳ ଗାଁ ର ବିଚିତ୍ର ଜେନା(୩୫) କିଛିବର୍ଷ ହେବ ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଆଶାବାଡ଼ିକୁ ଭରସା କରି ତାଙ୍କ ଦିନ କଟୁଛି। ଆର୍ଥିକ ଅନଟନ ଯୋଗୁ ତାଙ୍କୁ ଉପଯୁକ୍ତ ଚିକିତ୍ସା…

ଓବିସି ହଷ୍ଟେଲ ଫାଟକରେ ତାଲା ଝୁଲୁଛି

ପଟ୍ଟାମୁଣ୍ଡାଇ,୨୭ା୬(ସ୍ବ.ପ୍ର.): ପ୍ରାୟ ୨ କୋଟି ଟଙ୍କା ବ୍ୟୟ ଅଟ୍ଟକଳରେ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ଓବିସି ହଷ୍ଟେଲ ଫାଟକରେ ତାଲା ଝୁଲୁଛି।ନବନିର୍ମିତ ୩ ମହଲା ବିଶିଷ୍ଟ ଏହି ଓବିସି ହଷ୍ଟେଲରେ ଲଗାଯାଇଥିବା ଲକ୍ଷାଧିକ ଟଙ୍କାର ଆକ୍ୱାଗାର୍ଡ…

ବିନା ସୁରକ୍ଷାରେ ୬୩ ଘାଟରେ ନୌକା ଚାଳନା

କେନ୍ଦ୍ରାପଡ଼ା ଅଫିସ,୨୭ା୬: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଥାନା ଅଞ୍ଚଳର ଏକ ମାଛଧରା ଟ୍ରଲର ଗତ ୧୬ ତାରିଖରେ ବୁଡ଼ିଗଲା। ଏଥିରେ ୧୨ ଜଣ ଉଦ୍ଧାର ହୋଇଥିଲେ ମଧ୍ୟ ଜଣେ ଅଦ୍ୟାବଧି ନିଖୋଜ ଅଛନ୍ତି। ୨୦୨୦ ଜୁନ୍‌ ୧୯ରେ ମହାକାଳପଡ଼ା…

ସମସ୍ୟାଘେରରେ ବାଉଁଶ କାରିଗର

ପଟ୍ଟାମୁଣ୍ଡାଇ,୨୬।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଉଁଶ କାରିଗରମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସମୟ ସହ ତାଳ ଦେଇ ଉଭୟ ଗ୍ରାମ ଓ ସହରାଞ୍ଚଳରେ ଦିନକୁ ଦିନ ବାଉଁଶ ତିଆରି ଉପକରଣର ଚାହିଦା କମିବାରେ ଲାଗିଛି। ଆଜିର ପ୍ଲାଷ୍ଟିକ୍‌…

ବିନା ଅନୁମତିରେ ଚାଲିଛି ପାଥୋଲାବ୍‌,ଏକ୍ସରେ କ୍ଲିନିକ୍‌

ପଟ୍ଟାମୁଣ୍ଡାଇ, ୨୬।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରରେ ଛତୁ ଫୁଟିଲା ଭଳି ମାଳ ମାଳ ଖୋଲିଚାଲିଛି ପାଥୋଲାବ୍‌ ଓ ଏକ୍ସରେ କ୍ଲିନିକ୍‌। ସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷ ସମସ୍ତ ବିଷୟ ଜାଣୁଥିଲେ ମଧ୍ୟ ନୀରବଦ୍ରଷ୍ଟା ସଜିଛନ୍ତି। ଡିଏମ୍‌ଏଲ୍‌ଟିର ବିନା ଅମୁମତି ଓ ତାଙ୍କ…

ଜିପ୍‌ସମ୍‌ ପରିବହନକୁ ନେଇ ବିବାଦ

ମାର୍ଶାଘାଇ,୨୫ା୬(ଡି.ଏନ୍‌.ଏ.): ପାରାଦ୍ୱୀପ ଇଫ୍‌କୋ ସାର କାରଖାନାରୁ ବାହାରୁ ଥିବା ଜିପ୍‌ସମ୍‌ର ପରିବହନକୁ ନେଇ ବିବାଦ ଦେଖା ଯାଇଛି ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଟ୍ରକ ମାଲିକ ସଂଘର ୩ ମିଳିତ ମଞ୍ଚ ପକ୍ଷରୁ ଇଫ୍‌କୋ କର୍ତ୍ତୃପକ୍ଷ ସେମାନଙ୍କୁ ପରିବହନ ପାଇଁ ସୁଯୋଗ ନ…

ବିପଦରେ ସାମୁଦ୍ରିକ ପ୍ରାଣୀ, ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୨୫ା୬: କେନ୍ଦ୍ରାପଡ଼ା ଜିଲା ଜାତୀୟ ଉଦ୍ୟାନ ଭିତରକନିକାର ଜୈବବିବିଧତା ଉପରେ ବିପଦ ଘନେଇ ଆସୁଛି। ଏଠାରେ ଥିବା ସାମୁଦ୍ରିକ ଓ ବନ୍ୟପ୍ରାଣୀ ମୃତ୍ୟୁଆଡ଼କୁ ଠେଲିହୋଇ ଯାଉଛନ୍ତି। ମଧୁର ଜଳର ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି।…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଏବିଇଓ ଗିରଫ

ରାଜନଗର, ୨୪ା୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ (ଏବିଇଓ) ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ବିଦ୍ୟାଳୟ ଶ୍ରେଣୀଗୃହରେ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଏବିଇଓ ସୁବାସ ଚନ୍ଦ୍ର ମହାନ୍ତିଙ୍କୁ ଗିରଫ କରିଛି। ଏ…

କଣ୍ଡରାପାଟିଆରେ ସ୍ବଚ୍ଛ ଭାରତ ମିଶନ ଫେଲ୍‌

କେନ୍ଦ୍ରାପଡା ଅଫିସ, ୨୪ା୬: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛ ଭାରତ ମିଶନ ଯୋଜନା ଘୋଷଣା କରିଥିଲେ। ଇତିମଧ୍ୟରେ ଏହି ଘୋଷଣାକୁ ୮ ବର୍ଷ ପୂରିଛି। ତେବେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ପଞ୍ଚାୟତ ଅଧୀନ କଣ୍ଡରାପାଟିଆ ଗ୍ରାମରେ ଏହି…

ସ୍ମାର୍ଟ ସ୍କୁଲ: ଶାରଦା ଏକାଡେମୀର କରୁଣ ସ୍ଥିତି

ଡେରାବିଶ,୨୪ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଇନ୍ଦାଳୋ ପଞ୍ଚାୟତ ଛକନାସ୍ଥିତ ଶାରଦା ଏକାଡେମୀ ସ୍ମାର୍ଟ ସ୍କୁଲରେ ରୁପାନ୍ତରିତ ହେବା ପରେ ତା’ର କରୁଣ ସ୍ଥିତି ବୁଦ୍ଧିଜୀବୀଙ୍କୁ ଆଶ୍ଚର୍ଯ୍ୟ କରିଛି। ଡେରାବିଶ ବ୍ଲ୍ଳକରେ ଦ୍ୱିତୀୟ ପର୍ଯ୍ୟାୟରେ ୫-ଟି ଯୋଜନାରେ ଯେଉଁ ୯ଟି ବିଦ୍ୟାଳୟକୁ…

ଭୋକରେ ଜଳୁଛି ପେଟ, ପାଠକୁ ପଚାରେ କିଏ

ମହାକାଳପଡ଼ା,୨୪ା୬ (ଡି.ଏନ୍‌.ଏ.): ସମାଜର ମୁଖ୍ୟ ସ୍ରୋତରେ ଜନଜାତି ସମ୍ପ୍ରଦାୟ ଲୋକମାନଙ୍କୁ ସାମିଲ କରିବାକୁ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଉପାନ୍ତ ଗ୍ରାମାଞ୍ଚଳରେ ତ୍ରୁଣମୂଳ ସ୍ତରରେ ବସବାସ କରୁଥିବା ଅନୁସୂଚିତ ଜନଜାତି ସମ୍ପ୍ରଦାୟ ପିଲାମାନେ କିପରି ପାଠ ପଢ଼ିପାରିବେ, ସେଥିପାଇଁ ସରକାରଙ୍କ…

ସେତୁ ନାହିଁ: ୧୫ କି.ମି. ବୁଲୁଛନ୍ତି ୨୫ ଗ୍ରାମବାସୀ

କେନ୍ଦ୍ରାପଡ଼ା ଅଫିସ, ୨୪ା୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ହଂସୁଆ ନଦୀର ତନ୍ତିଆପାଳଠାରେ ଥିବା ପୋଲ ୨୦୧୪ ମାର୍ଚ୍ଚ ୩ରେ ଭୁଶୁଡି ପଡିଥିଲା। ସେହିବର୍ଷ ଜୁଲାଇରେ ଟେଣ୍ଡର ହୋଇ ସେତୁ ନିର୍ମାଣ ଆରମ୍ଭ ହୋଇଥିଲା। ଇତିମଧ୍ୟରେ ଏହି ନିର୍ମାଣ ଆରମ୍ଭକୁ ୮ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?