କେନ୍ଦ୍ରାପଡ଼ା

୬୨ବର୍ଷରେ ୪୨ ବଙ୍ଗଭାଷୀ ରାଜସ୍ବ ଗାଁ

କେନ୍ଦ୍ରାପଡ଼ା ଅଫିସ,୧୭ା୬: ବାଂଲାଦେଶର ଠିକଣା ଅନୁଯାୟୀ ବଜରହାଟ ଜିଲା ଛତଲମାରି ଥାନା ଆରୁଲିଏ ଗାଁରେ ରୁହନ୍ତି ଆଶାଲତା ଓ ବିଧାନ ରାୟଙ୍କ ପୁଅ ଅମିତ ରାୟ(୨୯)। ଢାକାର ବାଂଲାଦେଶ ଟେକ୍ନିକାଲ ଏଜୁକେଶନ ବୋର୍ଡ ଅଧୀନରେ ୨୦୦୯ରେ ସେକେଣ୍ଡାରୀ ସ୍କୁଲ ପାସ୍‌ ସହ…

ପାରାଦୀପ ବନ୍ଦରରୁ ଉଠିଲା ମାଛଧରା କଟକଣା

ପାରାଦୀପ,୧୫।୬(ସ୍ବ.ପ୍ର.): ଦୀର୍ଘ ୨ ମାସ ପରେ ପାରାଦୀପ ବନ୍ଦରରୁ ଉଠିଛି ମାଛଧରା କଟକଣା। ଫଳରେ ବୁଧବାରଠାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ଯିବାକୁ ବାହାରିଛନ୍ତି। ଟ୍ରଲରରେ ବରଫ, ଡିଜେଲ, ପିଇବା ପାଣି ଓ ରାସନ ସାମଗ୍ରୀ ଧରି ସମୁଦ୍ର ମୁହାଁ ହୋଇଛନ୍ତି ମତ୍ସଜୀବୀ। ତେବେ…

ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କାକଳି

ରାଜନଗର, ୧୫ା୬(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ବଢିବାରେ ଲାଗିଛି। ଭିତରକନିକାର ମଠଆଡିଆ, ଭିତରକନିକାପାଟିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇଲେଣି। ଦେଶୀୟ ପକ୍ଷୀଙ୍କ କାକଳିରେ ଭିତରକନିକା ଏବେ କୋଳାହଳମୟ ହୋଇ ଉଠିଛି। ଭିତରକନିକାକୁ ଜୁନ୍‌ରୁ ଦେଶୀୟ ପକ୍ଷୀମାନଙ୍କର…

୧୬ ବର୍ଷ ବିତିଲା, କଣ୍ଠିଆ ସେତୁ ନିର୍ମାଣ ସରୁନି

କେନ୍ଦ୍ରାପଡ଼ା ଅଫିସ,୧୪ା୬:କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗାଁ ପଞ୍ଚାୟତର କଣ୍ଠିଆ ସେତୁ ନିର୍ମାଣ ୧୬ ବର୍ଷ ତଳେ ଆରମ୍ଭ ହୋଇଥିଲା। ଅଦ୍ୟାବଧି ନିର୍ମାଣ ଶେଷ ହୋଇନି। ଆଗକୁ ବର୍ଷାଋତୁ ଆସୁଥିବା ବେଳେ ଏହି ପଞ୍ଚାୟତର ୩ ରାଜସ୍ବ ଗ୍ରାମବାସୀ ମୌଳିକ ସୁବିଧାରୁ…

ଜନଶୁଣାଣିରେ ୧୦୭ ଅଭିଯୋଗ

ବିଞ୍ଝାରପୁର,୧୪ା୬(ଡି.ଏନ.ଏ.):ବିଞ୍ଝାରପୁର ବ୍ଲକ୍‌ ସମ୍ମିଳନୀ ଗୃହରେ ଜିଲାପାଳଙ୍କ ଯୁଗ୍ମ ଜନଅଭିଯୋଗଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡିଓ ମିନତି ଜଗଦେବଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଶିବିରରେ ମୁଖ୍ୟଅତିଥି ଭାବେ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଯୋଗ ଦେଇଥିଲେ। ଏଥିସହିତ ସେ ଶିବିରକୁ ଆସୁଥିବା…

ବେଣା ଜଙ୍ଗଲରେ ନିଆଁ ଲାଗି ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ, ୧୩ା୬(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟି ଅନ୍ତର୍ଗତ କାକୁଡିପଲ୍ଲୀପାଳରେ ସୃଷ୍ଟି ହୋଇଥିବା ବେଣା ଜଙ୍ଗଲରେ ରବିବାର ପୂର୍ବାହ୍ନ ୧୧ଟାରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ଲକ୍ଷାଧିକ ଟଙ୍କାର ପନିପରିବା ଫସଲ ପୋଡି ନଷ୍ଟ ହୋଇଯାଇଛି। ଆମ୍ବ ଓ ଅନ୍ୟ ଫଳନ୍ତି ଗଛଗୁଡିକ ନିଆଁରେ…

ଧାନ ବିହନ ବୁଣି ବର୍ଷାକୁ ଚାହିଁଛି ଚାଷୀ

ମହାକାଳପଡ଼ା,୧୩ା୬ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଖରିଫ ଫସଲ ପାଇଁ ଚାଷୀମାନେ ଜମି ପ୍ରସ୍ତୁତି କରି ଧାନ ବିହନ ବୁଣିବା କାମ ସାରିଲେଣି। ବର୍ଷାକୁ ଅପେକ୍ଷା କରି ଆସି ଆଷାଢ଼ ଧରିଲା। ଆକାଶରୁ ବୁନ୍ଦାଏ ବର୍ଷା ପଡୁନି। ଆକାଶରେ…

ଖର୍ଚ୍ଚ ୨୨ କୋଟି: ଝୁଡ଼ି, କୋଦାଳଟିଏ କିଣାଯାଇନି

କେନ୍ଦ୍ରାପଡ଼ା ଅଫିସ, ୧୩ା୬: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ବାଳକାଟି ପଞ୍ଚାୟତ ଚୂନବନ୍ଧ ଗଁାର ଏକ ପୋଖରୀ ଖନନ ହେଉଛି। ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ପ୍ରାୟ ୧୦ ଲକ୍ଷ ଟଙ୍କା ବ୍ୟୟ ହେଉଛି।…

ଦେଶୀ ମଦ ଭାଟି ଭାଙ୍ଗିଲେ ମହିଳା

ମହାକାଳପଡ଼ା,୧୧ା୬ (ଡି.ଏନ.ଏ.): ମଦକୁ ନା। ସ୍ବାମୀମାନେ ମଦ୍ୟପାନ କରି ପରିବାରରେ ଅଶାନ୍ତି ସୃଷ୍ଟି କରୁଛନ୍ତି ବୋଲି ବହୁ ମହିଳା ଅଭିଯୋଗ କରିଛନ୍ତି। ଦୈନିକ ମଜୁରି ଲାଗି ଆଣୁଥିବା ଟଙ୍କାରେ ସ୍ବାମୀ ମଦ୍ୟ ପାନ କରି ସ୍ତ୍ରୀ, ପିଲା ଛୁଆଙ୍କୁ ବାଡିଆପିଟା କରୁଥିବା…

ଭିତରକନିକାରେ ୩୦ କୁମ୍ଭୀର ବସା ଚିହ୍ନଟ

ରାଜନଗର, ୧୧ା୬(ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନର ନଦୀ, ନାଳଗୁଡିକରେ ବାସ କରୁଥିବା ବଉଳା କୁମ୍ଭୀରଙ୍କ ୩୦ଟି ବସା ଶୁକ୍ରବାର ଚିହ୍ନଟ କରାଯାଇଛି। ଭିତରକନିକା ଫରେଷ୍ଟ ବ୍ଲକ, ଡାଙ୍ଗମାଳ ଫରେଷ୍ଟ ବ୍ଲକ ଓ କୁମ୍ଭୀର ପ୍ରଜନନ କେନ୍ଦ୍ରରେ ୨୫ଟି ବସା…

ଲାଞ୍ଚ ନେଇ ଧରାପଡ଼ିଲେ ଏବିଇଓ

ଡେରାବିଶ,୧୦ା୬(ସ୍ବ.ପ୍ର.): ଜଣେ ଶିକ୍ଷକଙ୍କ ଦୁଇମାସର ଦରମା କରାଇଦେବାକୁ କହି ତାଙ୍କ ଠାରୁ ଶୁକ୍ରବାର ପୂର୍ବାହ୍ନରେ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି ଡେରାବିଶ ବ୍ଲକର ଅତିରିକ୍ତ ଶିକ୍ଷାଧିକାରୀ(ଏବିଇଓ) ବିପିନ ବିହାରୀ ସିଂ। ସୂଚନାନୁଯାୟୀ କେନ୍ଦ୍ରାପଡ଼ା ଜିଲା…

୨ଦିନ କହି ସପ୍ତାହେ ବିତିଲା: ଫଳ ଶୂନ

ଡେରାବିଶ, ୧୦ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକରେ ସପ୍ତାହକ ତଳେ ପାନୀୟ ଜଳ ସମସ୍ୟାକୁ ନେଇ ବ୍ଲକ ଅଧ୍ୟକ୍ଷା ପ୍ରଭାତୀ ମଲ୍ଲିକ ଏକ ସ୍ବତନ୍ତ୍ର ବୈଠକ ଡାକି ଏହାର ଆଶୁ ସମାଧାନ ପାଇଁ ବିଭାଗୀୟ ଯନ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ। ସବୁ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?