କେନ୍ଦ୍ରାପଡ଼ା

ପ୍ରଦୂଷଣ ବଳୟରେ ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା ଅଫିସ,୫।୬: କେନ୍ଦ୍ରାପଡ଼ା ଜିଲାର ଭିତରକନିକା ବିବିଧ ସମ୍ପଦରେ ଭରପୂର। ଗବେଷକ ଓ ପର୍ଯ୍ୟଟକମାନଙ୍କୁ ସବୁବେଳେ ରଙ୍ଗବେରଙ୍ଗର ପକ୍ଷୀ, ବିରଳ ସାମୁଦ୍ରିକ କଇଁଛ, ଡଲ୍‌ଫିନ, ବଉଳା କୁମ୍ଭୀର, ଲୁଣା ଜଙ୍ଗଲ, ଔଷଧୀୟ ଗୁଳ୍ମ ଓ ସାମୁଦ୍ରିକ ପ୍ରାଣୀ ସର୍ବଦା ଆକୃଷ୍ଟ କରୁଛନ୍ତି।…

ସୋସାଇଟି ନିର୍ବାଚନ ସ୍ଥଗିତ

ପଟ୍ଟାମୁଣ୍ଡାଇ,୪ା୬(ସ୍ବ.ପ୍ର.): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ପଟ୍ଟାମୁଣ୍ଡାଇ ଶାଖା ଅଧୀନରେ ୧୬ ସମବାୟ ସମିତି ରହିଛି । ସେଥିମଧ୍ୟରୁ ଖଡ଼ଇଣ୍ଟା ପ୍ରାଥମିକ କୃଷି ସମବାୟ ସମିତି ନିର୍ବାଚନ ସ୍ଥଗିତ ରଖାଯାଇଥିଲା ା ଗୁରୁବାର ପଟ୍ଟାମୁଣ୍ଡାଇ ପ୍ରାଥମିକ କୃଷି ସମବାୟ ସମିତି ନିର୍ବାଚନକୁ…

କୁମ୍ଭକର୍ଣ୍ଣ ନିଦ୍ରାରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ

ଡେରାବିଶ, ୩ା୬(ସ୍ବ.ପ୍ର.): ଦୀର୍ଘ ଦୁଇମାସରୁ ଅଧିକ ସମୟ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଡେରାବିଶରେ ପାନୀୟ ଜଳ ସମସ୍ୟା ଏବେବି ଲାଗି ରହିଛି। କେନ୍ଦ୍ରାପଡ଼ା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର କର୍ତ୍ତୃପକ୍ଷ କୁମ୍ଭକର୍ଣ୍ଣ ନିଦ୍ରାରେ…

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ବଢ଼ାଇଛି ଅସନ୍ତୋଷ

କେନ୍ଦ୍ରାପଡା ଅଫିସ,୩ା୬: ୨୦୧୯ ପୂର୍ବ ସମସ୍ତ ଗାଡିର ନମ୍ବର ପ୍ଲେଟ ବଦଳିବ। ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଗାଡିରେ ଲଗାଯିବ। ସିକ୍ୟୁରିଟି ବାର୍‌ କୋଡ ଥିବାରୁ ଗାଡି ଚୋରି ରୋକିବା ସହିତ ହିତାଧିକାରୀଙ୍କୁ ଅନ୍ୟାନ୍ୟ ସୁବିଧା…

ଆଗକୁ ବର୍ଷା: ଉପକୂଳବାସୀଙ୍କ ବଢ଼ୁଛି ଚିନ୍ତା

ପଟ୍ଟାମୁଣ୍ଡାଇ,୩ା୬(ସ୍ବ.ପ୍ର.): ଜୁନ ମାସ ଦ୍ୱିତୀୟ ସପ୍ତାହରେ ମୌସୁମୀ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ ପ୍ରାକ୍‌ ଆକଳନ କରିବା ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ି ଯାଇଛି। ସଦା ସର୍ବଦା ପ୍ରାକୃତିକ ବିପର୍ଯ୍ୟୟ ସାମନା କରିଥିବା ଅଞ୍ଚଳବାସୀଙ୍କ ଭୟ…

ଉପକୂଳ ପାଲଟିଛି ନିଶା ବ୍ୟବସାୟୀଙ୍କ ଚାରଣ ଭୂଇଁ

ମହାକାଳପଡ଼ା,୩ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଦିନକୁଦିନ ବୃଦ୍ଧି ପାଉଛି ବେଆଇନ ନିଶା ବ୍ୟବସାୟ। ସ୍ଥାନୀୟ ବ୍ୟବସାୟୀମାନେ ବେଆଇନ ଭାବେ ଖୁଲମ୍‌ଖୁଲା ଦେଶୀ ରନ୍ଧା ମଦ ପ୍ରସ୍ତୁତ କରୁଥିବା ଦେଖିବାକୁ ମିଳିଛି। ଏମାନେ ଦେଶୀ ମଦ ମଧ୍ୟରେ ହାଣ୍ଡିଆ,…

ସ୍କୁଲ ରୂପାନ୍ତରଣରେ ୫ କୋଟି ଦୁର୍ନୀତି

ଡେରାବିଶ,୨ା୬(ସ୍ବ.ପ୍ର.): ଡେରାବିଶ ବ୍ଲକରେ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଗତ ୫ ବର୍ଷ ମଧ୍ୟରେ ବହୁ ଦୁର୍ନୀତି ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରଭାତୀ ମଲ୍ଳିକ ବୁଧବାର ଖବରଦାତାଙ୍କୁ ସୂଚନା ଦେଇଛନ୍ତି। ସରକାର ବ୍ଲକ ଅଞ୍ଚଳରେ ଥିବା ବିଭିନ୍ନ ନୋଡାଲ୍‌ ଉଚ୍ଚବିଦ୍ୟାଳୟରେ…

ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନଙ୍କୁ ରାଷ୍ଟ୍ରୀୟ କଳାରତ୍ନ ସମ୍ମାନ

କେନ୍ଦ୍ରାପଡା ଅଫିସ, ୨ା୬: କ୍ରୀଷ୍ଣା ଆର୍ଟ ସ୍କୁର କଳା ନିର୍ଦ୍ଦେଶକ ତଥା କେନ୍ଦ୍ରାପଡ଼ା ସହରର ଟାଉନ ବଳରାମପୁର ଗ୍ରାମର ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ରାଷ୍ଟ୍ରୀୟ କଳାରାତ୍ନ ସମ୍ମାନ ମିଳିଛି। ଝାଡଖଣ୍ଡ ରାଜ୍ୟ ରାଞ୍ଚତ୍ସ୍ଥିତ କଳା କିର୍ତ୍ତୀ ଆର୍ଟ ଫାଉଣ୍ଡେଶନ ପକ୍ଷରୁ ଆୟୋଜିତ…

କେନ୍ଦ୍ରାପଡ଼ାରେ ବଢୁଛି ଅନୁପ୍ରବେଶକାରୀଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ, ୨ା୬: ଅନୁପ୍ରବେଶ ଓ ଆତଙ୍କବାଦ ସହ କେନ୍ଦ୍ରାପଡ଼ା ଜିଲାର ସଂଯୋଗ ରହିଥିବା ବେଳେ ଜିଲା ପ୍ରଶାସନ ଅଥବା ରାଜ୍ୟ ସରକାର କୌଣସି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ଜିଲାର ୪୮ କିଲୋମିଟର ଖୋଲାମେଲା ସମୁଦ୍ର ତଟ…

କମ୍ପାନୀ କବଳରେ କୁକୁଡ଼ା ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୧।୬: ରାଜ୍ୟ ସରକାର ମିଶନ ଶକ୍ତି ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀ, ବ୍ୟାଙ୍କ ଜରିଆରେ ଯୁବଗୋଷ୍ଠୀଙ୍କୁ କୁକୁଡା ଚାଷ ପାଇଁ ଋଣ ଆଣି ଯୋଗାଇ ଦେଉଛନ୍ତି। କୁକୁଡା ଚାଷ କରି ଦୁଇ ପଇସା ରୋଜଗାର କଲେ ପରିବାର ପ୍ରତିପୋଷଣରେ…

ଏନ୍‌ଜିଟି ନିୟମ ମାନୁନାହାନ୍ତି ବ୍ୟବସାୟୀ

କେନ୍ଦ୍ରାପଡ଼ା ଅଫିସ, ୩୧ା୫:କେନ୍ଦ୍ରାପଡ଼ା ଜିଲାରେ ଇଟାଭାଟି ଓ ବାଲି ଚୋରାଚାଲାଣ ଲାଗି ନଦୀଶଯ୍ୟାକୁ ଖୋଳାଯାଉଛି। ଏନ୍‌ଓସି ନ ଥାଇ ଅବାଧରେ ବାଲି ଚାଲାଣ ହେଉଛି। ବେଆଇନ ଲଘୁ ଖଣିଜ ସମ୍ପଦ ଚାଲାଣ ଯୋଗୁ ରାଜକୋଷକୁ ରାଜସ୍ବ ମିଳୁ ନ ଥିବା ବେଳେ…

ଗାଁରେ ଏବେ ବି ବଞ୍ଚିଛି ଚାଟଶାଳୀ

ମହାକାଳପଡ଼ା,୩୧ା୫ (ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ନଦୀନାଳଘେରା ମହାକାଳପଡ଼ା ବ୍ଲକ ସ୍ଥାନୀୟ ବାରଡାଙ୍ଗ ଗଁାରେ ବଞ୍ଚତ୍ ରହିଛି ୫୮ ବର୍ଷର ଚାଟଶାଳୀ। ସାରାଜୀବନ ଅବିବାହିତ ରହି ଅବଧାନେ ରାମଚନ୍ଦ୍ର ଭୋଳ (୭୨) ପିଲାଙ୍କୁ ପାଠ ପଢ଼ାଉଛନ୍ତି। ସେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତି ହୋଇଥିବାରୁ ଶାରୀରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?