କେନ୍ଦ୍ରାପଡ଼ା

ନିର୍ବାହୀ ଅଧିକାରୀଙ୍କୁ ତାଲା

ରାଜନଗର,୧୮।୧୧(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସଂଶୋଧନ ଓ ନୂତନ ଭୋଟରଙ୍କୁ ସାମିଲ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ପଞ୍ଚାୟତସ୍ତରରେ ଭୋଟର ତାଲିକା ପ୍ରକାଶ କରାଯିବା ସହ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ବ୍ଲକର କର୍ମଚାରୀମାନେ ପଞ୍ଚାୟତସ୍ତରରେ ଉପସ୍ଥିତ ରହି…

ଜଙ୍ଗଲ ଜମିରୁ ଗଛ କାଟିବା ମହଙ୍ଗା ପଡ଼ିଲା

କେନ୍ଦ୍ରାପଡ଼ା ଅଫିସ, ୧୮।୧୧: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପରେ ଏକ ବଡଧରଣର ପରିବର୍ତ୍ତନ ହେବାକୁ ଯାଉଛି। ପ୍ରକଳ୍ପ ସ୍ଥାନ ଜଙ୍ଗଲ କିସମ ଦର୍ଶାଇ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି)ରେ ହୋଇଥିବା ମାମଲା ପରେ ଏହି…

ଚାଷୀଙ୍କ ପାଇଁ ସରକାରୀ ଆଳୁ ବିହନ ସଙ୍କଟ

କେନ୍ଦ୍ରାପଡ଼ା ଅଫିସ,୧୬।୧୧: କେନ୍ଦ୍ରାପଡ଼ା ଜିଲାର ଆଳୁ ଚାଷୀଙ୍କ ପାଇଁ ସରକାରୀ ବିହନ ସଙ୍କଟ ଦେଖାଦେଇଛି। ସରକାରୀ ବିହନ ଯୋଗାଣ ଅଦ୍ୟାବଧି ହୋଇ ନ ଥିବାରୁ ବଜାରରୁ ଚାଷୀ ଅଧିକ ଦାମ ଦେଇ ବିହନ କ୍ରୟ କରୁଛନ୍ତି। ଏହି ବିହନ ଦ୍ୱାରା କେତେଦୂର…

ଜଳଉତ୍ସରେ ପ୍ରଦୂଷଣ ବଢ଼ୁଛି

କେନ୍ଦ୍ରାପଡ଼ା ଅଫିସ,୧୫ା୧୧: ରାଜ୍ୟର ୨୩ ଜିଲାରେ ୫୫ଟି ଜଳ ଉତ୍ସ ପ୍ରଦୂଷିତ। ତାହା ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ଉପଯୋଗୀ ନୁହେଁ। ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନ୍‌ଜିଟି) ପକ୍ଷରୁ ଜଳଉତ୍ସ ବିଶୋଧନ ପାଇଁ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଏନେଇ ଚେତିଛନ୍ତି।…

ଉଜୁଡ଼ିବାକୁ ବସିଛି ପାଚିଲା ଧାନ

ପଟ୍ଟାମୁଣ୍ଡାଇ/ଆଳି,୧୫ା୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ପାଚିଲା ଧାନ କ୍ଷେତକୁ ଉଜାଡି ଦେବା ଆଶଙ୍କା ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶତାଧିକ ହେକ୍ଟର ଜମିରେ ଚାଷ ହୋଇଥିବା ଧାନ ଫସଲ ହୋଇଥିଲା। ଚଳିତବର୍ଷ ଖରିଫ ଋତୁ ଆରମ୍ଭରେ ଅନାବୃଷ୍ଟି କାରଣରୁ ଗଜା…

ମମିତାଙ୍କୁ ନ୍ୟାୟ ପାଇଁ ଆନ୍ଦୋଳନ ଜାରି ରହିବ

କେନ୍ଦ୍ରାପଡ଼ା ଅଫିସ, ୧୩।୧୧: ମମିତା ମେହେର ହତ୍ୟା ମାମଲାରେ କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ନିଜର ଶକ୍ତି ପ୍ରଦର୍ଶନ କରିଛି। ଶୁକ୍ରବାର ସକାଳ ୬ଟାରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସହରର ପ୍ରତି ଛକରେ ମମିତା ହତ୍ୟାକାଣ୍ଡର ପ୍ରକୃତ କାରଣ ବାହାର କରିବାକୁ…

ମାଛ ଗଦିରୁ ୨ ଶାଙ୍କୁଚ ଜବତ, ୨ ଗିରଫ

ରାଜନଗର, ୧୩।୧୧(ଡି.ଏନ.ଏ.): ସିଡ୍ୟୁଲ-୧ ଶ୍ରେଣୀ ଭୁକ୍ତ ବିରଳ ଶାଙ୍କୁଚକୁ ବେଧଡକ ଭାବେ ନଦୀ ଓ ମୁହାଣରୁ ଧରାଯାଇ ରାଜ୍ୟ ବାହାରକୁ ଚାଲାଣ କରାଯାଉଛି। ରାଜନଗର ଅଞ୍ଚଳରେ ଥିବା ମାଛ ଗଦିରେ ଏପରି ବେଆଇନ କାରବାର ଚାଲିଥିବା ନେଇ ପୂର୍ବରୁ ଅଭିଯୋଗ ହୋଇ…

ସହାୟତା ମାଗି ଶୁଦ୍ଧି ହେଲେ ନାବାଳକ

ରାଜନଗର, ୧୨ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବାଲିସାହିପାଟଣା ପଞ୍ଚାୟତ ଚମ୍ପାଦିଆ ଗାଁର ଭାଗବତ ଦାସ (୧୪) ୨ ବର୍ଷ ତଳେ ବାପା ଗୁରୁବାରି ଦାସ (୪୫)ଙ୍କୁ ହରାଇଥିଲେ। ବିଦ୍ୟୁତ୍‌ ଆଘାତରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ମା’ ଉଲି(୪୩) ଭାଗବତଙ୍କ…

ବାର୍ଡ ଫ୍ଲୁ ଆଶଙ୍କା: ଭିତରକନିକାରୁ ୧୮୦ ନମୁନା ସଂଗ୍ରହ

ରାଜନଗର,୧୨ା୧୧(ଡି.ଏନ୍‌.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ବିଦେଶାଗତ ପକ୍ଷୀଙ୍କ ଆସିବା ଆରମ୍ଭ ହୋଇଛି। ବିଦେଶାଗତ ପକ୍ଷୀ ଆସିବା ଆରମ୍ଭ କରିଥିବା ବେଳେ ବାର୍ଡ ଫ୍ଲୁ ନେଇ ପ୍ରଶାସନ ଆଶଙ୍କା ପ୍ରକାଶ କରି ସତର୍କ ଦୃଷ୍ଟି ରଖିଛି।…

ଯାତ୍ରୀବାହୀ ଟ୍ରେନ୍‌ ପାଇଁ ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୧।୧୧: କେନ୍ଦ୍ରାପଡ଼ା ଜିଲା ମ‘ଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରୁ ମାଲବାହୀ ଟ୍ରେନ ଚଳାଚଳ କରୁଛି। ଏହି ରେଳ ପଥରେ ଯାତ୍ରୀବାହୀ ଟ୍ରେନ ଚଳାଇବା ଦାବି କରି କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ୪ ଘଣ୍ଟିଆ…

ଯାତ୍ରୀବାହୀ ଟ୍ରେନ ଚଳାଚଳ ଦାବି: ଆଜି ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୦।୧୧: କେନ୍ଦ୍ରାପଡ଼ା ଜିଲାକୁ ୨୦୨୦ ଜୁଲାଇ ୨୪ଠାରୁ ମାଲବାହୀ ଟ୍ରେନ ଚଳାଚଳ ଆରମ୍ଭ ହୋଇଛି। ଏହା ପରେ ରେଳ ବିହୀନ ଜିଲାରୁ କେନ୍ଦ୍ରାପଡ଼ାର ନାମ ବାଦ୍‌ ପଡିଥିଲା। ଏବେ ଦୈନିକ ୩୦ ମାଲବାହୀ ଟ୍ରେନ ଗଡୁ ଥିଲେ ମଧ୍ୟ…

ଭିତ୍ତିପ୍ରସ୍ତରରେ ଅଟକିଛି କେରଡ଼ାଗଡ଼-ଏକମାଣିଆ ସେତୁ

ଆଳି, ୮ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ଉପାନ୍ତରେ ଏକମାଣିଆ ପଞ୍ଚାୟତ ରହିଛି। ଏହାର ଚତୁଃପାର୍ଶ୍ୱକୁ ଖରସ୍ରୋତା ଓ ବ୍ରାହ୍ମଣୀ ନଦୀ ଘେରି ରହିଛି। ଫଳରେ ସେମାନେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ଅବହେଳିତ ଅବସ୍ଥାରେ ଜୀବନ ବିତାଉଛନ୍ତି। ଅଞ୍ଚଳବାସୀ ସେତୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri