କେନ୍ଦ୍ରାପଡ଼ା

ବିଷାକ୍ତ ଧୂଳି, ଧୂଆଁର ଭୟ

କେନ୍ଦ୍ରାପଡ଼ା ଅଫିସ,୧୧ା୧୦: ମହାନଦୀର ଦୁଇପାର୍ଶ୍ୱରେ ୨ଟି ଜିଲା। ଗୋଟିଏ ପାର୍ଶ୍ୱରେ କେନ୍ଦ୍ରାପଡ଼ା ଅପରପାର୍ଶ୍ୱରେ ଜଗତ୍‌ସିଂହପୁର। କେନ୍ଦ୍ରାପଡ଼ା ଜିଲା ଅଦ୍ୟାବଧି ଶିଳ୍ପବିହୀନ ଅବସ୍ଥାରେ ଅଛି। ହେଲେ ଜଗତ୍‌ସିଂହପୁର ଜିଲା ପାରାଦୀପ ଅଞ୍ଚଳରେ ୧୦ରୁ ଊର୍ଦ୍ଧ୍ୱ ବୃହତ୍‌ ଶିଳ୍ପ ଅନୁଷ୍ଠାନ ଗଢ଼ି ଉଠିଛି। ଏହି…

ଆଶାୟୀଙ୍କ ମଧ୍ୟରେ ହେଲାଣି ହଲ୍‌ଚଲ

କେନ୍ଦ୍ରାପଡ଼ା ଅଫିସ,୯।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷିତ ସ୍ଥାନ ତାଲିକା ଶୁକ୍ରବାର ପ୍ରକାଶ ପାଇଛି। କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ ଜିଲାର ୩,୬୯୮ ୱାର୍ଡ ସଭ୍ୟ, ୨୪୯ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟ,…

ଆମ ଗାଁକୁ ରାସ୍ତା ନାହିଁ ତ ଭୋଟ ନାହିଁ

କେନ୍ଦ୍ରାପଡ଼ା ଅଫିସ,୮।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ବାଚନ ପ୍ରକ୍ରିୟାକୁ ଆକଳନ କଲେ ଆସନ୍ତାବର୍ଷ ଫେବୃୟାରୀରେ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ। ଏଥିପାଇଁ କେନ୍ଦ୍ରାପଡ଼ା ଜିଲାରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସଙ୍ଗଠନକୁ ମଜଭୁତ ପାଇଁ ରଣକୌଶଳ ଆରମ୍ଭ ହୋଇଛି। କରୋନା…

ହାଇଦରଙ୍କ ପୁଅଙ୍କୁ ଆଜୀବନ ଜେଲ୍‌

କେନ୍ଦ୍ରାପଡା ଅଫିସ୍‌,୪।୧୦: ଦୁର୍ଦ୍ଦାନ୍ତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟାର ହାଇଦରର ବଡ଼ ପୁଅ ସେକ କାଦିରଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। କେନ୍ଦ୍ରାପଡା ଜିଲା ଦୌରା ଜଜ ଏକ ଶୁଣାଣି କରି ଏହି ଦଣ୍ଡ ଦେଇଛନ୍ତି॥ ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଞ୍ଚଳର…

ମଦନପୁର କଟ୍‌ ହେଲେ ବନ୍ୟା ନିୟନ୍ତ୍ରଣ ହେବ

ପଟ୍ଟାମୁଣ୍ଡାଇ, ୪ା୧୦(ସ୍ବ.ପ୍ର.): ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାକୁ ଭିତରକନିକା ଜାତୀୟ ଉଦ୍ୟାନ ଦେଶ, ବିଦେଶରେ ଏକ ସ୍ବତନ୍ତ୍ର ପରିଚୟ ଦେଇଛି। କେନ୍ଦ୍ରାପଡ଼ାରେ ପ୍ରତିଷ୍ଠିତ ବଳଦେବ ଜୀଉ ପାୱାର ଲୁମ୍‌ ନିଜର ସତ୍ତା ହଜାଇଛି। ଏକଦା ବିଜୁବାବୁଙ୍କୁ ରାଜନୀତିରେ ଜୀବନ୍ୟାସ ଦେଇଥିବା ରାଜନଗର ନିର୍ବାଚନମଣ୍ଡଳୀରେ…

ପଞ୍ଚାୟତ ନିର୍ବାଚନକୁ ସ୍କୁଲ ମିଶ୍ରଣ ଅଡୁଆ

କେନ୍ଦ୍ରାପଡ଼ା ଅଫିସ, ୪ା୧୦: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ କେନ୍ଦ୍ରାପଡ଼ା ଜିଲାର ୨୧୭ଟି ସ୍କୁଲରେ କମ୍‌ ଶିକ୍ଷାର୍ଥୀ ଥିବା ଦର୍ଶାଇ ନିକଟସ୍ଥ ଅନ୍ୟ ସ୍କୁଲରେ ଏହାକୁ ମିଶ୍ରଣ କରାଯାଇଛି। ଏହି ମିଶ୍ରଣକୁ ବିରୋଧ କରି ଜିଲାର ଅଭିଭାବକମାନେ ବହୁବାର ଜିଲା ପ୍ରଶାସନର…

ଚାଷୀଙ୍କୁ କରଜ ଶୁଝିବା ଚିନ୍ତା ଘାରିଛି

ପାଟକୁରା,୪ା୧୦(ଡି.ଏନ.ଏ.): ଲଗାଣ ବର୍ଷା ହେବାର ୨୨ ଦିନ ବିତିଯାଇଥିଲେ ସୁଦ୍ଧା ଖାଲ ପାଟ ଜମିରୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ପାଣି ଛାଡି ନାହିଁ। ପାଣିରେ ଦୀର୍ଘଦିନ ବୁଡି ରହିଥିବା ଶାରଦ ଧାନ ଫସଲ ଖରା ତାତିରେ ପଚିବାକୁ ଆରମ୍ଭ କଲାଣି। ଧାର…

ଜିଲାରେ ବଢୁଛି ସମସ୍ୟା, ସମାଧାନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ପୂରିଛି। ଖଣି, ଶିଳ୍ପ ବିହୀନ ଜିଲାରେ ଚାଷ ଓ ମାଛ ଜୀବନ ଜୀବିକା ହୋଇଛି। ମାନବ ସମ୍ବଳର ଉପଯୋଗ ପାଇଁ ସ୍ବତନ୍ତ୍ର ଯୋଜନା ନାହିଁ। କର୍ମନିଯୁକ୍ତି ପାଇଁ ଯୁବବର୍ଗଙ୍କୁ…

ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ: ଠିକାସଂସ୍ଥା ନାଁରେ ପମ୍ପ ହାଉସ ଜମି

କେନ୍ଦ୍ରାପଡ଼ା ଅଫିସ,୧।୧୦: ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ପ୍ରତିଦିନ ନୂଆ ପ୍ରଶ୍ନ ସୃଷ୍ଟି କରୁଛି। ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ୮୯୨ କୋଟି ବ୍ୟୟ ଅଟକଳରେ ନିର୍ମାଣାଧୀନ ଏହି ମେଗା ପାନୀୟ ଜଳ ପ୍ରକଳ୍ପର ପମ୍ପ ହାଉସ ଜମି…

ରାଜକନିକା ପୁଅର କଳାକୃତି ଆଇଏମ୍‌ଏରେ ସ୍ଥାନ ପାଇଲା

ରାଜକନିକା,୧ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ନହୁଣି ଗ୍ରାମର ତ୍ରିଲୋଚନ ବେହେରାଙ୍କ ବିରଳ କଳାକୃତି ଡେରାଡୁନସ୍ଥିତ ଇଣ୍ଡିଆନ୍‌ ମିଲିଟାରୀ ଏକାଡେମୀ (ଆଇଏମ୍‌ଏ)ରେ ସ୍ଥାନ ପାଇଛି। ନହୁଣି ଗ୍ରାମ ବ୍ରାହ୍ମଣ ଶାସନର ତ୍ରିଲୋଚନ ଗରିବ କୁମ୍ଭାର ପରିବାରରେ ଜନ୍ମ ହୋଇଥିଲେ ମଧ୍ୟ ତାଙ୍କ…

ତୁଳସୀକ୍ଷେତ୍ରରେ ଅବହେଳିତ ପର୍ଯ୍ୟଟନ ସ୍ଥଳ

କେନ୍ଦ୍ରାପଡ଼ା ଅଫିସ, ୨୭ା୯: ସୋମବାର ବିଶ୍ୱ ପର୍ଯ୍ୟଟନ ଦିବସ। ଏହି ଦିବସ ପାଳନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସକ ଓ ରାଜନେତା ଯେତେ ବ୍ୟଗ୍ରତା ଦେଖାନ୍ତି, ସେଭଳି ସମ୍ବେଦନଶୀଳତା ପର୍ଯ୍ୟଟନ କ୍ଷେତ୍ରର ଭିତ୍ତିଭୂମି ବିକାଶରେ ଦେଖାଯାଉନାହିଁ। ଖଣି, ଶିଳ୍ପ ବିହୀନ ଏହି…

ନଭେମ୍ବର ୧୬ ଯାଏ ଘେରି ଉଚ୍ଛେଦ ସ୍ଥଗିତ

କେନ୍ଦ୍ରାପଡ଼ା ଅଫିସ, ୨୬ା୯: ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କାର୍ଯ୍ୟ ଜିଲା ପ୍ରଶାସନ ପକ୍ଷରୁ ତ୍ୱରାନ୍ବିତ କରାଯାଇଥିଲା ।  ତେବେ କେତେଜଣ ମାଲିକ ଘେରି ଅବୈଧ ହୋଇ ନ ଥିବା ଦର୍ଶାଇ ଉଚ୍ଚ ନ୍ୟାୟାଳୟରେ ୩ ମାମଲା ରୁଜୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri