ଏନ୍ଜିଟିକୁ ଗଲା ମେଗା ଜଳ ପ୍ରକଳ୍ପ ବିବାଦ
କେନ୍ଦ୍ରାପଡ଼ା ଅଫିସ,୧୧।୯: ଗତ ୨ ବର୍ଷ ଧରି ଖରସ୍ରୋତାର ପାଣି ବିବାଦ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା କରିଛି। କେନ୍ଦ୍ରାପଡ଼ା ସହରର ସାମାଜିକ କର୍ମୀ କ୍ଷିତୀଶ କୁମାର ସିଂହ ଏନେଇ ଶୁକ୍ରବାର ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ର ଦ୍ୱାରସ୍ଥ ହୋଇଛନ୍ତି। ଖରସ୍ରୋତା ନଦୀରୁ…
ନଦୀପଠାରେ ହସିଲାଣି କାଶତଣ୍ଡୀ
ମହାକାଳପଡ଼ା,୧୦ା୯(ଡି.ଏନ.ଏ.): ଶରତର ଆଗମନରେ ସଜେଇ ହେଲାଣି ପ୍ରକୃତିରାଣୀ, ଶସ୍ୟ ଶ୍ୟାମଳା ଧରିତ୍ରୀ ଉପରେ ଧୋବ ଫରଫର କାଶତଣ୍ଡୀ ଫୁଲ ପବନର ଝିପି ଝିପି ବର୍ଷାରେ ସତେ ଯେମିତି ଦୋଳି ଖେଳୁଛି। ପାର୍ବଣ ଆରମ୍ଭରେ ଖିଲି ଖିଲି ହସୁଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…
ରୋଗର ବାହକ ସାଜିଛି ଭେଜାଲ, ଅପମିଶ୍ରିତ ଖାଦ୍ୟ
କେନ୍ଦ୍ରାପଡ଼ା ଅଫିସ, ୧୦ା୯:କଟକର ଏକ ହୋଟେଲରେ ବାସି ଖାଦ୍ୟ ବିକ୍ରି ସମୟରେ ପ୍ରଶାସନିକ ଚଢାଉ ନିକଟରେ ହୋଇଛି। ଏହି ଦୋକାନକୁ ସିଲ୍ କରାଯାଇଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଅପମିଶ୍ରିତ ଚଟପଟି ଖାଦ୍ୟ ବିକ୍ରି ହେଉଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ କୌଣସି…
କର୍ମ ନିଯୁକ୍ତି ଭିତ୍ତିଭୂମି ନାହିଁ
କେନ୍ଦ୍ରାପଡ଼ା ଅଫିସ,୬।୯: ସପ୍ତାହକ ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ରାଜକନିକା ଥାନା ଅଞ୍ଚଳରେ ୪ ଲୁଟ୍ ଘଟଣା ଘଟିଛି। କାଟଣା ଅଞ୍ଚଳର ଜଣେ ଛାତ୍ରୀଙ୍କ ମୋବାଇଲକୁ ୨ ଦୁର୍ବୃତ୍ତ ବାଇକ୍ରେ ଆସି ଛଡାଇ ନେଇଛନ୍ତି। ୧ ତାରିଖରେ ଅଶୋକ ବଜାରରେ ରହୁଥିବା ଅବସରପ୍ରାପ୍ତ…
ଜଳସଙ୍କଟ, ଶିଳ୍ପ ପ୍ରଦୂଷଣ ବଢୁଛି
କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳ ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି। କେବଳ ବ୍ରାହ୍ମଣୀ ନଦୀରୁ ଶିଳ୍ପ ଓ ଖଣି ପାଇଁ ବର୍ଷକୁ ୮୬.୨୬…
ଚିଙ୍ଗୁଡ଼ିଚାଷ ଜୈବ ବିବିଧତା ନଷ୍ଟ କରୁଛି
ମହାକାଳପଡ଼ା,୩।୯ (ଡି.ଏନ୍.ଏ.): ଚିଙ୍ଗୁଡି ଘେରିରେ ବ୍ୟବହୃତ ହେଉଥିବା ରାସାୟନିକ ପଦାର୍ଥ ଜଳରେ ମିଶିବାରୁ ବିଷ ପାଲଟୁଛି। ଏ ନେଇ ଜୀବଜନ୍ତୁ, ଜଙ୍ଗଲ ଓ ମୃତ୍ତିକା କ୍ଷୟ ହେବା ସହ ଜୈବବିବିଧତା ନଷ୍ଟ ହେଉଛି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉପକୂଳ…
କୁଶୁନୁପୁର ପ୍ରାଥମିକ ବିଦ୍ୟାଳୟ ଗୃହ ଜରାଜୀର୍ଣ୍ଣ
ପଟ୍ଟାମୁଣ୍ଡାଇ,୩।୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ କେନ୍ଦ୍ର ଓ ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଯୋଗୁ ଏହାର ସୁଫଳ ମିଳିପାରୁନାହିଁ। ସ୍କୁଲର ଭିତ୍ତିଭୂମିର ବିକାଶ ପାଇଁ ସର୍ବଶିକ୍ଷା ଅଭିଯାନ ଯୋଜନାରେ ମଧ୍ୟ…
ଗୋଟିଏ ଗଛ ନାହିଁ, ୯ ଲକ୍ଷ ଟଙ୍କା ଚଳୁ
ମହାକାଳପଡ଼ା, ୩।୯ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ରାସ୍ତାପାର୍ଶ୍ୱରେ ବୃକ୍ଷ ରୋପଣ କରାଯାଇଥିବା କାଗଜ ପତ୍ରରେ ଦର୍ଶାଯାଇଛି। କେବଳ ସୂଚନା ଫଳକରେ ବୃକ୍ଷ ରୋପଣ ସୀମିତ…
ହିତାଧିକାରୀଙ୍କ ସଂଖ୍ୟାରେ ହେରଫେର
କେନ୍ଦ୍ରାପଡ଼ା ଅଫିସ,୩୦।୮: ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆଡ଼କୁ ମୁହଁାଉଛି। ଭିତରକନିକା ଇକୋ ସେନ୍ସିଟିଭ ଜୋନ୍ ମିଟିଂ ପ୍ରୋସିଡିଂ, ଆଇଆଇଟି ହାଇଦ୍ରାବାଦର ପରିବେଶ ଓ ସାମାଜିକ ପ୍ରଭାବ ରିପୋର୍ଟ, ଖରସ୍ରୋତା ନଦୀକୁ ଜଣେ ଲୋକଙ୍କୁ…
ଜୀବିକା ପାଇଁ ବିପଦରେ ଜୀବନ
ମହାକାଳପଡ଼ା,୩୦ା୮( ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପ୍ରବାହିତ ନଦୀ, ନାଳ ଓ ଜୋରି ଆଦିରେ ବଉଳା କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଇଛି। କୁମ୍ଭୀର ସାଧାରଣତଃ ମାଛ, କଙ୍କଡା ଓ ନଦୀରେ ଥିବା ବର୍ଯ୍ୟବସ୍ତୁ ଖାଦ୍ୟ ରୂପେ ଗ୍ରହଣ…
ନଦୀରେ ପକାଇଥିଲେ ଜାଲ: ମାଛ ଭାବି ଉଠାଇଲା ବେଳକୁ କୁମ୍ଭୀର
ମହାକାଳପଡ଼ା, ୨୯।୮(ଡି.ଏନ୍.ଏ.): ମାଛ ପାଇଁ ନଦୀରେ ପକାଇଥିଲେ ଜାଲ ହେଲେ ମିଳିଲା କୁମ୍ଭୀର। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ। ତିଖିରି ପଞ୍ଚାୟତ ଜୋରି ଗାଁର ସିଟୁ ବେହେରା ନାମରେ ଜଣେ ଯୁବକ ପାଇକା ନଦୀରେ ଜାଲ…
ବାହାରିଲାନାହିଁ ନିଷ୍କର୍ଷ
କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ, ୨୮।୮(ସ୍ବ.ପ୍ର.): ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ ଦିନକୁ ଦିନ ଉଗ୍ର ହେବାରେ ଲାଗିଛି। ପ୍ରତିଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସୁଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗି ରହିଛି। ଏପରିକି ଶାନ୍ତିପୂର୍ଣ୍ଣ…
Archives


