କେନ୍ଦ୍ରାପଡ଼ା

ଡାକବଙ୍ଗଳା ଶୂନ୍ୟ ପଟ୍ଟାମୁଣ୍ଡାଇ

ପଟ୍ଟାମୁଣ୍ଡାଇ, ୩୦ା୪(ସ୍ବ.ପ୍ର.): ରାଜ୍ୟ ରାଜନୀତିରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସୁଥିବା ପଟ୍ଟାମୁଣ୍ଡାଇକୁ ଚକ୍ରାନ୍ତ କରି ନିର୍ବାଚନମଣ୍ଡଳୀକୁ ଉଚ୍ଛେଦ କରି ଦିଆଯାଇଛି। ଏବେ ଡାକବଙ୍ଗଳାଶୂନ୍ୟ ହୋଇଛି ପଟ୍ଟାମୁଣ୍ଡାଇ। କେନ୍ଦ୍ରାପଡ଼ା ଜିଲାର ୨ୟ ବୃହତ୍ତମ ସହର ପଟ୍ଟାମୁଣ୍ଡାଇରେ ଗ୍ରାମ୍ୟ ଉନ୍ନୟନ, ବିଦ୍ୟୁତ୍‌, ପୂର୍ତ୍ତ, ଗୃହ…

ଜଙ୍ଗଲ ଭିତରେ ଚାଲିଛି ଜଙ୍ଗଲରାଜ

କେନ୍ଦ୍ରାପଡ଼ା ଅଫିସ, ୩୦ା୪: ଭଦ୍ରକର ଧାମରାଠାରୁ ଜଗତ୍‌ସିଂହପୁରର ପାରାଦୀପ ବନ୍ଦର ମଧ୍ୟରେ ଥିବା ସାମୁଦ୍ରିକ ଉପକୂଳ ଏବେ ଚିଙ୍ଗୁଡି ଘେରିରେ ଭରିଗଲାଣି। ପ୍ରତ୍ୟେକ ଦିନ ଏହି ତଟାଞ୍ଚଳରେ ଅନୂ୍ୟନ ୧୦ରୁ ଅଧିକ ଘେରି ପ୍ରସ୍ତୁତ ହେଉଛି ବୋଲି ଏକ ତଥ୍ୟରୁ ଜଣାପଡିଛି।…

୧୦୪ କେନ୍ଦ୍ରରେ ପରୀକ୍ଷା ଦେବେ ମାଟ୍ରିକ ଛାତ୍ରୀଛାତ୍ର

କେନ୍ଦ୍ରାପଡ଼ା ଅଫିସ,୨୯ା୪: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶୁକ୍ରବାର ହେବ। ଏହି ପରୀକ୍ଷା ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ କେନ୍ଦ୍ରାପଡ଼ା ଜିଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି। ଜିଲାର ୧୦୪ ପରୀକ୍ଷା କେନ୍ଦ୍ରରେ ମୋଟ ୨୧,୬୨୫ ଜଣ…

ଜମିରୁ ମହିଳାଙ୍କଠାରୁ ନବଜାତ ଶିଶୁକନ୍ୟା ଉଦ୍ଧାର

ମହାକାଳପଡ଼ା,୨୯ା୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଳାଇଲୋ ଗ୍ରାମ ଚାଷ ଜମି ମଝି ରାସ୍ତାରୁ ଗୁରୁବାର ଜଣେ ମହିଳାଙ୍କଠାରୁ ସଦ୍ୟ ନବଜାତ ଶିଶୁକନ୍ୟାକୁ ଗାଁର ଦୁଇଜଣ ଯୁବକ ଉଦ୍ଧାର କରିଛନ୍ତି। ଖବରପାଇ ମହାକାଳପଡ଼ା ଥାନା ପୋଲିସ ପହଞ୍ଚତ୍ ୧୦୮ ଆମ୍ବୁଲାନ୍ସ ଯୋଗେ…

ବି.ଟେକ୍‌ ପାଇଁ ପରିବାଚାଷ

ମହାକାଳପଡ଼ା,୨୯ା୪(ଡି.ଏନ.ଏ.): ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବା ପାଇଁ ବହୁ ଘାତପ୍ରତିଘାତ ସହିବାକୁ ହୁଏ। ବିଭିନ୍ନ ପରିସ୍ଥିତିର ସାମ୍ନା କରିବାକୁ ପଡ଼େ। ଅକ୍ଳାନ୍ତ ପରିଶ୍ରମ ପରେ ସଫଳତା ମିଳେ। ଏହି କେଇ ପଦ କଥାକୁ ମନ୍ତ୍ର ଭାବେ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି…

ଅତଡ଼ା ଖସୁଛି, ସାନମଙ୍ଗ ପଞ୍ଚାୟତବାସୀ ଆତଙ୍କିତ

କେନ୍ଦ୍ରାପଡ଼ା ଅଫିସ, ୨୯ା୪: କେନ୍ଦ୍ରାପଡ଼ା ଜିଲା ଦେଇ ୭ ନଦୀ, ୨୭ ଶାଖା ନଦୀ ପ୍ରବାହିତ ହୋଇ ସମୁଦ୍ରରେ ମିଶିଛି। ଏଥିମଧ୍ୟରୁ କାଣୀ ଓ ବ୍ରାହ୍ମଣୀ ନଦୀର ଗତିପଥ ବଦଳୁଥିବାରୁ ପଠା ଏବଂ ବନ୍ଧ କଡ଼ରୁ ମାଟି ଅତଡାମାନ ଖସିବାରେ ଲାଗିଛି।…

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ

କେନ୍ଦ୍ରପଡ଼ା ଅଫିସ,୨୮।୪: ଭିଜିଲାନ୍ସ ଜାଲରେ ସଦର ଥାନା ଏଏସ୍‌ଆଇ ପୃଥ୍ବୀରାଜ ମିଶ୍ର। ୭ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜଲାନ୍ସ ହାତରେ ଧରାପଡିଲେ ଏଏସ୍‌ଆଇ। ଅଭିଯୋଗକାରୀ ମିହିର ଲେଙ୍କାଙ୍କ ମାମଲା ରଫା ଦଫା ପାଇଁ ଲାଞ୍ଚ ନେଉଥିଲେ। ଏଏସ୍‌ଆଇ ପୃଥ୍ବୀରାଜଙ୍କ ସହ…

ସୂର୍ଯ୍ୟମୁଖୀ ଚାଷକୁ ପ୍ରୋତ୍ସାହନ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୮ା୪: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତ ବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି । ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ । ପ୍ରଥମ ବର୍ଷର…

ଚାଷ ଅନୁକୂଳକୁ ନେଇ ଆଶଙ୍କାରେ ଚାଷୀ

ପଟ୍ଟାମୁଣ୍ଡାଇ, ୨୭।୪(ସ୍ବ.ପ୍ର.): ଆଉ ଦିନ କେଇଟା ପରେ ଅକ୍ଷୟ ତୃତୀୟା। ଏହି ଦିନ ଚାଷୀମାନେ କୃଷି କାର୍ଯ୍ୟର ଅନୁକୂଳ କରିଥାନ୍ତି। ମା’ ଲକ୍ଷ୍ମୀ ଠାକୁରାଣୀଙ୍କୁ ପୂଜାର୍ଚ୍ଚନା କରି ଜମିରେ ଚାଷ ଅନୁକୂଳ କରାଯିବା ସହ ହଳ କରାଯାଏ। ରଜ ଉତ୍ସବ ପାଳନ…

ଶତାବ୍ଦୀର ମୂକସାକ୍ଷୀ ଲୁଣିଲୁଣିଆ ଗଛ

ମହାକାଳପଡ଼ା, ୨୭।୪ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ଅଞ୍ଚଳ କୋଚିଳା ଗ୍ରାମ ସନ୍ନିକଟ ମହାନଦୀର ଶାଖା ଗୁପ୍ତଗିରି ନଦୀରେ ହୁଳୁହୁଳିଆବାଙ୍କ ନିକଟରେ ଶହେ ବର୍ଷରୁ ଊର୍ଦ୍ଧ୍ୱହେବ ଦଣ୍ଡାୟମାନ ହୋଇ ରହିଛି ଲୁଣିଲୁଣିଆ ଗଛ। ଏହିଠାରେ ଏକ ପାଲଟଣା ଡଙ୍ଗା…

ଖରିଫ ଚାଷ ପୂର୍ବରୁ କେନାଲ ସଫା ଦାବି

କେନ୍ଦ୍ରାପଡ଼ା ଅଫିସ, ୨୭।୪: ଓଡ଼ିଶାର ସର୍ବପ୍ରାଚୀନ କେନ୍ଦ୍ରାପଡ଼ା କେନାଲରେ ୧୮୬୯ ମେ’ ୨୯ରେ ପ୍ରଥମଥର ପାଇଁ ପାଣି ଛଡା ଯାଇଥିଲା। ଜଗତପୁର ନିକଟସ୍ଥ ବିରୂପା ନଦୀରୁ ଏହି କେନାଲ ବାହାରି ପଟ୍ଟାମୁଣ୍ଡାଇ, ଜମ୍ବୁ, ଗୋବରୀ ଆଦି କେନାଲକୁ ପାଣି ଯୋଗା ଯାଉଥିଲା।…

ଜବରଦଖଲ ସହରକୁ ସଙ୍କୁଚିତ କରୁଛି

କେନ୍ଦ୍ରାପଡ଼ା ଅଫିସ,୨୬ା୪:କେନ୍ଦ୍ରାପଡ଼ା ପୌରାଞ୍ଚଳ ମାତ୍ର ୧୪ଟି ଗାଁକୁ ନେଇ ୧୫୩ ବର୍ଷ ପୂର୍ବେ ଗଠନ ହୋଇଥିଲା। କ୍ରମବର୍ଦ୍ଧିଷ୍ଣୁ ରାଜ୍ୟର ଏହି ସର୍ବପୁରାତନ ପୌରାଞ୍ଚଳ ଇତିମଧ୍ୟରେ ବିକଶିତ ହୋଇଛି। ତେବେ କୌଣସି ମାଷ୍ଟର ପ୍ଲାନ୍‌ ନ ଥିବାରୁ ପ୍ରକଳ୍ପଗୁଡ଼ିକର ଉପଯୋଗିତା ରହୁନାହିଁ। ମନମୁଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?