କେନ୍ଦ୍ରାପଡ଼ା

ଆଳିରେ ବେଆଇନ ମଦ କାରବାର:ଆନ୍ଦୋଳନ ଚେତାବନୀ ଦେଲେ ପୂର୍ବତନ ବିଧାୟକ

କେନ୍ଦ୍ରାପଡ଼ା ଅଫିସ,୧୭।୪: କେନ୍ଦ୍ରାପଡ଼ା ଜିଲା ଆଳି ଓ ରାଜକନିକା ବ୍ଲକ ଅଞ୍ଚଳରେ ବେଆଇନ ମଦ କାରବାର ବୃଦ୍ଧି ପାଇଛି। ଏହି ବିକ୍ରିକୁ ବନ୍ଦ ଦାବି କରି ପୂର୍ବତନ ଆଳି ବିଧାୟକ ତଥା କଂଗ୍ରେସ ନେତା ଦେବେନ୍ଦ୍ର ଶର୍ମା ଜିଲାପାଳଙ୍କ ଉଦ୍ଦେଶ୍ୟରେ ଲେଖିଥିବା…

ଜଳ ସଙ୍କଟ ସ୍ଥିତି ସୁଧୁରିଲା ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୭।୪: କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ପ୍ରବାହିତ ହେଉଛି। ରାଜ୍ୟର ଦ୍ୱିତୀୟ ବୃହତମ ନଦୀ ଜଳପଥ ଏହି ଜିଲାରେ ଅଛି। ଉପକୂଳବର୍ତ୍ତୀ ଏହି ଜିଲାରେ ୧୭,୨୩୮ଟି ନଳକୂପ, ୩୩୧ ପାନୀୟ…

ବ୍ୟକ୍ତିଗତ ଜମିରେ ରାସ୍ତା ନିର୍ମାଣକୁ ବିରୋଧ

ଆଳି,୧୫ା୪(ଡି.ଏନ.ଏ.): ଆଳି ବ୍ଲକ ଅନ୍ତର୍ଗତ ଅରଗଳ ଗଁଶରେ କେତେଜଣ ବ୍ୟକ୍ତିଙ୍କ ବ୍ୟକ୍ତିଗତ ଜମିରେ ପଞ୍ଚାୟତ କର୍ତ୍ତୃପକ୍ଷ ଜୋରଜବରଦସ୍ତ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆରଇଜିଏସ୍‌) ରାସ୍ତା ନିର୍ମାଣକୁ ସମ୍ପୃକ୍ତ ବ୍ୟକ୍ତିମାନେ ବିରୋଧ କରିଛନ୍ତି। ଏହି କାର୍ଯ୍ୟ…

ଲୁଣା, ହେନ୍ତାଳବଣ ପ୍ରତି ବଢୁଛି ବିପଦ

ମହାକାଳପଡ଼ା,୧୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଉପକୂଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ପଡ଼ୋଶୀ ଜଗତ୍‌ସିଂହପୁର ଜିଲା ପାରାଦୀପ ଶିଳ୍ପାଞ୍ଚଳରେ ଥିବା କଳକାରଖାନାର ନିର୍ଗତ ନିଆଁ, ଧୂଆଁ ଓ ଧୂଳିର ପ୍ରଭାବ ବ୍ଲକ ଅଞ୍ଚଳରେ…

ଲୁଣାନଦୀର ଜଳସ୍ତର କମୁଛି, ମିଳୁନି ପାଣି

କେନ୍ଦ୍ରାପଡ଼ା ଅଫିସ, ୧୪ା୪: କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର ୨୦୨୧ ଡିସେମ୍ବରଠାରୁ କମିବାରେ ଲାଗିଛି। ଫଳରେ ଆଗାମୀଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳର ପିଇବା ପାଣି ସମସ୍ୟା ଉଭା ହେବା ସହ ଅବବାହିକାରେ ଥିବା ଚାଷଜମି ପଡିଆ ପଡିବା ଆଶଙ୍କା ଦେଖାଦେଇଛି। ଲୁଣା…

ଆଧୁନିକ ଚାକଚକ୍ୟରେ ବଞ୍ଚିରହିଛି ରାମଲୀଳା

କେନ୍ଦ୍ରାପଡ଼ା ଅଫିସ, ୧୨ା୪:ଲୋକସଂସ୍କୃତି ଓ ପରମ୍ପରା ବଞ୍ଚିରହିଲେ ସମାଜ ସଂସ୍କାରିତ ହେବ। ଏହା ନ ରହିଲେ ଲୋକେ ପଥଚ୍ୟୁତ ହେବେ, ଯାହା ଆଧୁନିକ ସମାଜ ପାଇଁ ଦରକାର। ଆଧୁନିକ ସମାଜର ଚାକଚକ୍ୟ ଭିତରେ ଲୋକକଳା ରାମଲୀଳା ଏବେ ବି ବଞ୍ଚତ୍ରହିଛି କେନ୍ଦ୍ରାପଡ଼ା…

ଜିଆଇ ଟ୍ୟାଗ୍‌ ଅପେକ୍ଷାରେ କାଇଁଚ ଶିଳ୍ପ

କେନ୍ଦ୍ରାପଡ଼ା ଅଫିସ, ୧୦।୪: କେନ୍ଦ୍ରାପଡ଼ା ଜିଲାର କାଇଁଚ ହସ୍ତଶିଳ୍ପ ଜିଆଇ (ଜୋଗ୍ରାଫିକାଲ ଇଣ୍ଡିକେଶନ) ଟ୍ୟାଗ୍‌ ହେବାକୁ ଯାଉଛି। ଏନେଇ ଚେନ୍ନାଇସ୍ଥିତ ଜିଆଇ ପଞ୍ଜୀକରଣ କାର୍ଯ୍ୟାଳୟ ସହିତ ଯୋଗାଯୋଗ ହେଉଛି। କାଇଁଚ ଶିିଳ୍ପର ସମସ୍ତ ତଥ୍ୟ ସଂଗ୍ରହ ହେଉଥିବା ରାଜ୍ୟ ସରକାରଙ୍କ ମୁଖ୍ୟ…

ମହୁ ପାଇଁ ଜଙ୍ଗଲ ଜଳୁଛି

କେନ୍ଦ୍ରାପଡ଼ା ଅଫିସ, ୯ା୪: ଜାତୀୟ ଉଦ୍ୟାନ ଭିତରକନିକାରେ ଗତ ୪ ବର୍ଷ ମଧ୍ୟରେ ୧୧ ସ୍ଥାନରେ ନିଆଁ ଲାଗିଛି। ନିଆଁ ଲିଭିବା ପୂର୍ବରୁ ଏକର ଏକର କାଜୁ, ହେନ୍ତାଳ ଜଙ୍ଗଲ ଜଳିଯାଉଛି। ନିଆଁ ଲାଗିବାର କାରଣ ସମ୍ପର୍କରେ ଅନୁସନ୍ଧାନ ବେଳେ ମହୁ…

ସଂସାରଫଳ ପଞ୍ଚାୟତରେ ପାନୀୟ ଜଳ ଉତ୍କଟ

ପଟ୍ଟାମୁଣ୍ଡାଇ,୮ା୪(ସ୍ବ.ପ୍ର.): ରାଜ୍ୟ ସରକାର ପ୍ରତି ପରିବାରକୁ ପାଇପ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା କ୍ଷେତ୍ରରେ ଗୁରୁତ୍ୱ ଦେଉଛନ୍ତି। ଏଥିଲାଗି ପ୍ରକଳ୍ପ ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର ହେଉଛି। ମାତ୍ର ଦାୟିତ୍ୱରେ ଥିବା ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଓ ଠିକାଦାରଙ୍କ…

ଉତ୍ପାଦିତ ଛତୁ ପାଇଁ ମଣ୍ଡିର ଅଭାବ

କେନ୍ଦ୍ରାପଡ଼ା ଅଫିସ,୮ା୪: ଓଡ଼ିଶା ଛତୁଚାଷରେ ସଫଳ ହୋଇଥିବା ଗତ ବିଧାନସଭାରେ କୃଷିମନ୍ତ୍ରୀ ଅରୁଣ କୁମାର ସାହୁ ଉଲ୍ଲେଖ କରିଥିଲେ। ତେବେ କେନ୍ଦ୍ରାପଡ଼ା ଜିଲାର ଛତୁଚାଷୀ ମଣ୍ଡିର ଅଭାବ ଦେଖାଇ ଚାଷକୁ ବନ୍ଦ କରିବାକୁ ବସିଛନ୍ତି। ଗୋଟିଏ ପରିବାର ମାସିକ ଅନୂ୍ୟନ ୭…

ପ୍ରଶାସନ ଭାଙ୍ଗୁଛି, ଚାଷୀ ଘେରିବନ୍ଧ ବାନ୍ଧୁଛନ୍ତି

କେନ୍ଦ୍ରାପଡା ଅଫିସ, ୭ା୪: ବେଆଇନ ଭାବେ ଗଢି ଉଠିଥିବା ଚିଙ୍ଗୁଡି ଘେରି ପ୍ରତି ହାଇକୋର୍ଟ କଠୋର ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ସାଟେଲାଇଟ୍‌ ଚିତ୍ର ଆସନ୍ତା ୭ ତାରିଖରେ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଆସିଛି। ସୋମବାର ରାଜ୍ୟର ସମୁଦ୍ର ତଟବର୍ତ୍ତୀ…

ଲୁଣା ନଦୀପଥରେ ଆସିଲା ବୃହତ୍‌ ମେଶିନ

କେନ୍ଦ୍ରାପଡ଼ା ଅଫିସ, ୬ା୪: କେନ୍ଦ୍ରାପଡ଼ା ଜିଲା ଜଳପଥରେ ନୌପରିବହନ ଦୀର୍ଘଦିନ ପରେ ଦେଖିବାକୁ ମିଳିଛି। ଚାର୍ଟାର୍ଡ ଭେସେଲରେ କୌଣସି ଏକ କମ୍ପାନୀ ପାଇଁ ଆସିଥିବା ଏକ ବୃହତ ମେଶିନ ଲୁଣା ନଦୀର ମାର୍ଶାଘାଇଠାରେ ଖଲାସ ହେବାକୁ ଅଛି। ଏହି ମେଶିନ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?