କେନ୍ଦ୍ରାପଡ଼ା

ଠକ ପ୍ରେମିକଙ୍କୁ ୫ ବର୍ଷ ଜେଲ

କେନ୍ଦ୍ରାପଡ଼ା ଅଫିସ, ୨୩।୩: କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅଞ୍ଚଳର ଜଣେ ଦୃଷ୍ଟିବାଧିତ ଯୁବତୀଙ୍କୁ ପ୍ରେମ ଜାଲରେ ପକାଇ ଗର୍ଭବତୀ କରିବା ମାମଲାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ମାମଲା ନଂ. ୬୩/୧୫କୁ କେନ୍ଦ୍ରାପଡ଼ା ଫାଷ୍ଟ ଟ୍ରାକ ବିଚାରପତି ତ୍ରିବିକ୍ରମ ଚିନ୍ନରା…

ପୁରୁଷ ଶୂନ୍ୟ ହୋଇଗଲା ପରିବାର

ରାଜନଗର, ୨୩।୩ (ଡି.ଏନ.ଏ.): ମୃତ୍ୟୁ କେତେବେଳେ ଆସେ କହିବା କଷ୍ଟକର। ସେ ବୁଢା କି ଯୁବକ ଦେଖେ ନାହିଁ। ପରିବାରର ରୋଜଗାରକ୍ଷମ ବ୍ୟକ୍ତିଙ୍କୁ ବି ସେ ଛାଡେ ନାହିଁ। ସ୍ତ୍ରୀଠାରୁ ସ୍ବାମୀ, ମାଆଠାରୁ ପୁଅକୁ ସେ ଛଢାଇ ନିଏ। ଏମିତି ବର୍ଷକ…

ଭିତରକନିକାରେ ଚାଲିଲା ବ୍ୟାଟେରି ଚାଳିତ ବୋଟ୍‌

କେନ୍ଦ୍ରାପଡା ଅଫିସ, ୨୨।୩: ଭିତରକନିକା ଜାତୀୟ ଉଦ୍ୟାନରେ ବ୍ୟାଟେରି ଚାଳିତ ବୋଟ୍‌ ସେବା ଆରମ୍ଭ ହୋଇଛି । ଫାଇବର ପ୍ଲାଷ୍ଟିକ୍‌ରେ ପ୍ରସ୍ତୁତ ବୋଟ୍ରେ ଇଞ୍ଜିନ ଓ ବ୍ୟାଟେରି ସଂଯୋଗ କରାଯାଇ ଏହାକୁ ପର୍ଯ୍ୟଟକଙ୍କ ଲାଗି ଉତ୍ସର୍ଗ କରାଯାଇଛି । ଏହାର ନାଁ…

ମୃତ୍ୟୁ ପାଖରେ ହାର୍‌ ମାନିଲା ୫୦ ବର୍ଷର ଅଭିଜ୍ଞତା

କେନ୍ଦ୍ରାପଡ଼ା ଅଫିସ,୨୨ା୩:ମୃତ୍ୟୁ କାହା ପାଖକୁ କେତେବେଳେ ଆସେ ସେ କଥା କହିବା ଅସମ୍ଭବ। ରଥୀ ମହାରଥୀ ହୁଅନ୍ତୁ କି ସାଧାରଣ ମଣିଷ, ସବୁ କାଳ ହାତରେ ବନ୍ଧା। ଏପରି କି ମୃତ୍ୟୁ ପାଖରେ ନାନା କୌଶଳ ଓ ଅଭିଜ୍ଞତା ବି ହାରମାନେ…

ପ୍ରଚାରରେ ହେଭିଓ୍ବେଟ୍‌ଙ୍କ ଦେଖା ମିଳିଲାନି

ପଟ୍ଟାମୁଣ୍ଡାଇ ୨୨ା୩(ସ୍ବ.ପ୍ର.):ପଟ୍ଟମୁଣ୍ଡାଇ ପୌର ପରିଷଦ ପାଇଁ ୩ ପ୍ରମୁଖ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବିଜେଡି, ଭାଜପା ଓ କଂଗ୍ରେସ ନେତୃବୃନ୍ଦ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ଅଭିଯାନର ଅନ୍ତିମ ପର୍ଯ୍ୟାୟରେ ପୂରା ଦମ୍‌ ଲଗାଇ ଦେଇଛନ୍ତି। ପଞ୍ଚାୟତ ନିର୍ବାଚନରେ ପଟ୍ଟାମୁଣ୍ଡାଇ ବ୍ଲକରେ ସମସ୍ତ ଜିଲା…

ଅଜଣା ଜନ୍ତୁର ପାଦଚିହ୍ନକୁ ନେଇ ଆତଙ୍କ

ମହାକାଳପଡ଼ା ,୨୧ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ଅଞ୍ଚଳ କାଜୁ ଜଙ୍ଗଲ ମଧ୍ୟ ନଳଗୋଠ ଫାର୍ମ ରାସ୍ତାରେ ଏକ କିମି ପର୍ଯ୍ୟନ୍ତ ଏକ ଅଜଣା ଜନ୍ତୁର ପାଦଚିହ୍ନ ପଡିଛି। ଜଙ୍ଗଲ ବାଲି ରାସ୍ତାରେ ଏହି ଅଜଣା ଜନ୍ତୁ ଚାଲିକି…

ମିଲରଙ୍କ ମାଡ଼ରେ ଚାଷୀ ଗୁରୁତର

ମହାକାଳପଡ଼ା,୧୮ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ସେବା ସମବାୟ ସମିତିରେ ଜଣେ ଚାଷୀ ଗୁରୁବାର ଧାନ ବିକ୍ରି କରିବାକୁ ଯାଇ ମିଲରଙ୍କ ମାଡ଼ର ଶିକାର ହୋଇ ଗୁରୁତର ହୋଇ ପଡିଛନ୍ତି। ସେ ଏବେ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ…

ଗ୍ରାମବାସୀ ଗଢ଼ିଲେ ଡାକଘର

କେନ୍ଦ୍ରାପଡ଼ା ଅଫିସ,୧୮ା୩: କୁହାଯାଏ, ମିଳିତ ହାତ ବଳ ଯେମିତି ଶକ୍ତିଶାଳୀ, ତା’ର ଫଳ ବି ସେମିତି ମିଠା। ଏହି କଥାକୁ ପ୍ରମାଣିତ କରି ଦେଖାଇଛନ୍ତି କେନ୍ଦ୍ରାପଡ଼ା ଜିଲା କେନ୍ଦ୍ରାପଡ଼ା ବ୍ଲକ୍‌ ଅଧୀନ ଗୋଗୁଆ ଗ୍ରାମବାସୀ। ସେମାନଙ୍କ ମିଳିତ ଉଦ୍ୟମ, ଆର୍ଥିକ ସହାୟତା…

ବିଧାୟକଙ୍କ ଗାଡ଼ିକୁ ଅଣ୍ଡାମାଡ଼

ପଟ୍ଟାମୁଣ୍ଡାଇ, ୧୬ା୩ (ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଭାବ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡିରେ ଝଡ ସୃଷ୍ଟି କରିଛି। ବିଜେଡିର ଦୁଇଗୋଷ୍ଠୀ ଏହି ବ୍ଲକ ଓ ଚଉଦକୁଲାଟ ଫାଣ୍ଡି ଅନ୍ତର୍ଗତ ଦାଣ୍ଡିସାହିଠାରେ ମଙ୍ଗଳବାର ମୁହଁାମୁହିଁ ହୋଇଛନ୍ତି। କଳାପତାକା ପ୍ରଦର୍ଶନ, ଗାଳିଗୁଲଜ…

ଆଳିରେ ମାତିଛନ୍ତି ମାଟି ମାଫିଆ

ଆଳି,୧୫ା୩(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅଧୀନରେ ଥିବା ସରକାରୀ ସ୍ଥାନ ଉପରେ ମାଟି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡିଛି। ସେମାନଙ୍କ ସହ ସାଲିସ କରିଛନ୍ତି ସରକାରୀ ବାବୁ। ଆଳି ତହସିଲ ଅଧୀନରେ ଥିବା ସରକାରୀ ଜମିରୁ ମାଟି ଉଠାଇ ରାସ୍ତା ନିର୍ମାଣ…

ବିମାନ ଶୋଭାଯାତ୍ରାରେ ଡିଜେ ବନ୍ଦ

ଡେରାବିଶ,୧୫ା୩(ସ୍ବ.ପ୍ର.):ପ୍ରସିଦ୍ଧ ଓଳକଣା ମେଳଣ ଗୁରୁବାର ଅନୁଷ୍ଠିତ ହେବ। ହେଲେ ଏ ବର୍ଷ ବିମାନ ଶୋଭାଯାତ୍ରାରେ ଡିଜେ ବାଜିବ ନାହିଁ। ଲକ୍ଷାଧିକ ଜନସମାଗମ ହେବା ସମ୍ଭାବନାକୁ ଦୃଷ୍ଟିରେ ରଖି ରବିବାର ସନ୍ଧ୍ୟାରେ ପ୍ରଶାସନିକ ପ୍ରସ୍ତୁତି ବୈଠକ ମେଳଣ ପଡ଼ିଆରେ ହୋଇଯାଇଛି। ମେଳଣ ପଡ଼ିଆଟି…

ସରୁନି ଗ୍ରାମ୍ୟ ସଂଯୋଗୀକରଣ ରାସ୍ତା କାର୍ଯ୍ୟ

କେନ୍ଦ୍ରାପଡ଼ା ଅଫିସ,୧୪ା୩: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ନନ୍ଦଲାଲପାଟଣା ତାରିଣୀ ଛକ ପର୍ଯ୍ୟନ୍ତ ମାଟି ମୋରମ ରାସ୍ତା ଆବଶ୍ୟକ। ଏହି ରାସ୍ତା ପାଇଁ ୨୦୧୬-୧୭ ଆର୍ଥିକ ବର୍ଷରେ ପ୍ରସ୍ତାବ ଆଗତ ହୋଇଛି। ଏହି ପ୍ରସ୍ତାବକୁ ଇତିମଧ୍ୟରେ ୫ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?