ଚାଷ ଜମିରେ ମାଡୁଛି ଲୁଣାପାଣି
ରାଜନଗର, ୧୧।୬(ଡି.ଏନ୍.ଏ.): ୩ ବର୍ଷ ହେଲା ସ୍ଲୁଇସ୍ ନିର୍ମାଣ ସରିଲାଣି। ମାତ୍ର ଆଜିଯାଏ ସ୍ଲୁଇସ୍ରେ ଗେଟ ଲାଗିନି। ନଦୀରେ ଜୁଆର ସମୟରେ ଲୁଣାପାଣି ଭେଡା ଭିତରକୁ ପଶି ଚାଷ ଜମିରେ ଲହଡି ଭାଙ୍ଗୁଛି। ସ୍ଲୁଇସ୍ରେ ଗେଟ ନ ଥିବାରୁ ଭେଡା ମଧ୍ୟରେ…
ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ
ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ ପଟ୍ଟାମୁଣ୍ଡାଇରେ ପ୍ରବାହିତ ୨୦କିମି ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ନଦୀ ପୋତି…
ଓଡ଼ିଶା ତଟକୁ ସୁରକ୍ଷା ଦେବ ବନାନୀ
କେନ୍ଦ୍ରାପଡ଼ା ଅଫିସ,୭।୬: ଜାତୀୟ ଉଦ୍ୟାନ ଭିତରକନିକା ନିକଟରେ ମେ’ ୨୬ରେ ହୋଇଥିବା ସାମୁଦ୍ରିକ ଝଡ଼ ୟାସ୍ର ବେଗ ଘଣ୍ଟା ପ୍ରତି ୧୪୫ କି.ମି.ରୁ ଅଧିକ ଥିଲା। ଝଡ଼ ପ୍ରଭାବରେ ରଙ୍ଗଣୀ, ତାଳଚୁଆ, ସାତଭାୟା ଅଞ୍ଚଳ ମଧ୍ୟକୁ ସମୁଦ୍ର ଜୁଆର ମାଡ଼ି ଆସିଥିଲା।…
ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ
ମହାକାଳପଡ଼ା,୪।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ ସୀମା ମିଲନ ମୋଡ଼ ବଜାରରେ ବେଆଇନ କ୍ଲିନିକ୍ ଖୋଲାଯାଇଛି। ସେହି କ୍ଲିନିକ୍ରେ ସ୍ଥାନୀୟ ପଙ୍କପାଳ…
ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଥାଏ। ୩୦୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଇଚ୍ଛାପୁରରେ…
ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ ଘଟିଛି। ମୃତ ମତ୍ସ୍ୟଜୀବିଙ୍କ ଘର ତନ୍ତି ପାଳ ଥାନା ବିଜୟନଗର ଗାଁ ର…
ଦୁର୍ବଳ ଲୁଣା ଘେରିବନ୍ଧ ନିର୍ମାଣ ଯୋଗୁ ଘାଇ
ମହାକାଳପଡ଼ା,୨୮ା୫(ଡି.ଏନ୍.ଏ.): ବାତ୍ୟା ୟାସ୍ ପ୍ରଭାବରେ ସମୁଦ୍ର ମୁହାଣ ଅଶାନ୍ତ ଯୋଗୁ ତଟାଞ୍ଚଳ ଚାଷଜମିରେ ଲୁଣାଜଳ ପ୍ରବେଶ କରିଛି। ଅନେକ ଚାଷଜମିରେ ସମୁଦ୍ର ଜଳ ଲହଡି ମାରୁଛି। ଦୁର୍ବଳ ଲୁଣା ଘେରିବନ୍ଧ ନିର୍ମାଣ ଯୋଗୁ ଘାଇ ସୃଷ୍ଟି ହୋଇଛି। ଚଳିତ ଖରିଫ ଋତୁରେ…
ୟାସ୍ ତଥ୍ୟ ଆଣିଛି ବିକାଶର କଟୁ ସତ୍ୟ
କେନ୍ଦ୍ରାପଡ଼ା ଅଫିସ, ୨୮।୫: ୧୯୯୯ର ମହାବାତ୍ୟାକୁ ଇତିମଧ୍ୟରେ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ବିତିଛି। ପ୍ରତିବର୍ଷ ବନ୍ୟା, ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟକୁ ସାମ୍ନା କରୁଥିବା କେନ୍ଦ୍ରାପଡ଼ା ଜିଲାବାସୀ ଏହି ମହାବାତ୍ୟାରେ ଧନଜୀବନ ହରାଇଛନ୍ତି। ଏହାସତ୍ତ୍ୱେ ଏପରି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ପ୍ରଶାସକ…
ବାତ୍ୟା ଆଶ୍ରୟସ୍ଥଳକୁ ୭୭୫୪ ସ୍ଥାନାନ୍ତର
କେନ୍ଦ୍ରାପଡ଼ା ଅଫିସ,୨୫ା୫: ବାତ୍ୟା ୟାସ୍ ଅତି ଭୟଙ୍କର ଭାବେ ମାଡ଼ି ଆସୁଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରଭାବିତ ହେବ। ପାଣିପାଗ ବିଶେଷଜ୍ଞଙ୍କ ଏହି ଆକଳନକୁ ଦୃଷ୍ଟିରେ ରଖାଯାଇ ଜିଲା ପ୍ରଶାସନ ପକ୍ଷରୁ ବିପଦ ମଧ୍ୟରେ ଥିବା ଜିଲାବାସୀଙ୍କୁ ସୋମବାରଠାରୁ…
ଠାକୁରଙ୍କ ପୂଜା ବେଳେ ଟଳି ପଡ଼ିଲେ ପୂଜକ
ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି ବ୍ଲକ ସିଙ୍ଗିରି ପଞ୍ଚାୟତ ମାସାହାଣି ଗ୍ରାମରେ ଏହି ଦୁଃଖଦ ଘଟଣା ଘଟିଛି । ମୃତ…
ବେପାରୀଙ୍କ କବ୍ଜାରେ ବୋଟ୍ ଆମ୍ବୁଲାନ୍ସ ଘାଟ
ମହାକାଳପଡ଼ା,୧୪।୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ମହାକାଳପଡ଼ା ବ୍ଲକର ବତିଘର ପଞ୍ଚାୟତ ନଦୀ ନାଳ ଘେରା ହୋଇ ରହିଛି। ସ୍ଥଳପଥରେ ଏହି ପଞ୍ଚାୟତଙ୍କୁ ସଂଯୋଗ ନ ଥିବାରୁ ବିଚ୍ଛିନ୍ନାଞ୍ଚଳ ଲୋକଙ୍କ ପାଇଁ ସ୍ବାସ୍ଥ୍ୟସେବା ପହଞ୍ଚତ୍ବା ନିମନ୍ତେ ରାଜ୍ୟ ସରକାର ସ୍ବତନ୍ତ୍ର ବୋଟ୍ ଆମ୍ବୁଲାନ୍ସ…
ସାପ ନେଲା ଭଉଣୀ ଭାଇଙ୍କ ଜୀବନ
ଆଳି,୮ା୫: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଗୋବିନ୍ଦପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବା ଅବସ୍ଥାରେ ସାପ କାମୁଡ଼ାରେ ଭଉଣୀ, ଭାଇଙ୍କ ଜୀବନ ଯାଇଛି l ଏହି ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।…
Archives


