କରୋନା ଛଡ଼ାଇ ନେଉଛି କର୍ମନିଯୁକ୍ତି
କେନ୍ଦ୍ରାପଡ଼ା ଅଫିସ,ର,୭।୫: କେନ୍ଦ୍ରାପଡ଼ା ଜିଲାକୁ କରୋନା ସଂକ୍ରମଣ ବେକାବୁ କରୁଛି। ପ୍ରତିଦିନ ଚିହ୍ନଟ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ପ୍ରବାସୀ ଘରକୁ ଫେରୁଛନ୍ତି। ରୋଜଗାର ନ ଥିବାରୁ ଜିଲାବାସୀଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହେଉଛି। ପ୍ରାୟ ୧୬ ଲକ୍ଷରୁ ଅଧିକ ଲୋକସଂଖ୍ୟା…
ଦାଉ ସାଧୁଛି ପାରାଦୀପ ଶିଳ୍ପାଞ୍ଚଳର ନିର୍ଗତ ବିଷାକ୍ତ ଗ୍ୟାସ୍: ମହାକାଳପଡ଼ା ଲୋକେ ଅଣନିଃଶ୍ୱାସୀ
ମହାକାଳପଡ଼ା,୭।୫(ଡି.ଏନ୍.ଏ.): ବାୟୁ ମଣ୍ଡଳରେ ତାପମାତ୍ରା ବୃଦ୍ଧି ପାଉଛି। ଅମ୍ଳଯାନ ସ୍ତର ହ୍ରାସ ପାଇବା ଦ୍ୱାରା ଜୀବଜଗତ ଉପରେ ପ୍ରଭାବ ପକାଉଛି। କେନ୍ଦ୍ରାପଡ଼ା ଜିଲା ଅଧୀନ ଉପକୂଳ ଅଞ୍ଚଳର ମହାକାଳପଡ଼ା ଆକାଶର ବାୟୁରେ ମିଶୁଛି କାରଖାନାର ନିର୍ଗତ ବିଷାକ୍ତ ଗ୍ୟାସ ଓ ସୁଉଚ୍ଚ…
ଗୃହ ସଙ୍ଗରୋଧ ପାଇଁ ଭିତ୍ତିଭୂମି ନାହିଁ
କେନ୍ଦ୍ରାପଡ଼ା ଅଫିସ,୩।୫: କରୋନା ସଂକ୍ରମିତଙ୍କ ସଂଖ୍ୟା କେନ୍ଦ୍ରାପଡ଼ା ଜିଲାରେ ୧୦ ହଜାର ଟପିଛି। ଶନିବାର ଚିହ୍ନଟ ୭୦ଜଣଙ୍କ ସହ ଏମାନଙ୍କ ସଂଖ୍ୟା ୧୦,୧୦୬ରେ ପହଞ୍ଚତ୍ଛି। ଏଥିମଧ୍ୟରୁ ୯,୫୨୩ ସୁସ୍ଥ ଥିବା ବେଳେ ଜିଲାର ୫୫୩ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି। ତେବେ ଅଧିକାଂଶ…
ଶୁଖିଲା ପଡ଼ିଛି କେନାଲ, ପାଣି ଛାଡ଼ିବାକୁ ଦାବି
ପଟ୍ଟାମୁଣ୍ଡାଇ,୩।୫(ସ୍ବ.ପ୍ର.): କଟକ ଜିଲା ଜଗତପୁର ମହାନଦୀ ବ୍ୟାରେଜରୁ ବାହାରି ଥିବା ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ଛାଡିବାକୁ ଚାଷୀମାନେ ଦାବି କରିଛନ୍ତି। ମୁଖ୍ୟ କେନାଲରେ ପାଣି ନ ଆସିବାରୁ ଶୁଖିଲା ପଡିଛି। ପାଣି ଅଭାବରୁ ମୁଖ୍ୟ କେନାଲରୁ ବାହାରିଥିବା ଶାଖାଗୁଡିକ ମଧ୍ୟ…
ଆଜିଠୁ ୩ ମାସ ପାଇଁ ଭିତରକନିକା ବନ୍ଦ
ରାଜନଗର, ୧।୫(ଡି.ଏନ.ଏ.): ମେ’ ୧ଠାରୁ ଜୁଲାଇ ୩୧ ତାରିଖ ଯାଏ ୩ ମାସ ପାଇଁ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି। ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି। ଏହି ସମୟ…
କେନ୍ଦ୍ରାପଡ଼ା ଜିଲାରେ ଟିକା ଅପେକ୍ଷାରେ ୧୧ ଲକ୍ଷ ଲୋକ
କେନ୍ଦ୍ରାପଡ଼ା ଅଫିସ,୩୦୪:ରାଜ୍ୟର ୧୧ ଜିଲା ପରି କେନ୍ଦ୍ରାପଡ଼ା ଜିଲାରେ କୋଭିଡ୍-୧୯ ଟିକାକରଣ ଗୁରୁବାର ବନ୍ଦ ରହିଛି। ଟିକା ନ ଥିବାରୁ ଟିକାକରଣ ହୋଇ ପାରିନାହିଁ। ତଥ୍ୟ ଅନୁଯାୟୀ, ଜିଲାର ପ୍ରାୟ ୧୧ ଲକ୍ଷ ଲୋକ ଟିକାକରଣ ଅପେକ୍ଷାରେ ଅଛନ୍ତି। ଅପରପକ୍ଷରେ ଟିକା…
୧୧୪୭ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନାହିଁ
କେନ୍ଦ୍ରାପଡା ଅଫିସ,୨୬।୪: ସମନ୍ବିତ ଶିଶୁ ବିକାଶ ବିଭାଗ ଅଧୀନରେ ୧୯୭୫ରୁ ଅଙ୍ଗନୱାଡି କେନ୍ଦ୍ର ଯୋଜନା ଦେଶରେ ଆରମ୍ଭ ହୋଇଥିଲା। ଯୋଜନା ପ୍ରଣୟନକୁ ଇତିମଧ୍ୟରେ ୪୫ ବର୍ଷ ବିତିଥିଲେ ମଧ୍ୟ କେନ୍ଦ୍ରାପଡ଼ା ଜିଲାରେ ଏହାର ଭିତ୍ତିଭୂମି ଚିନ୍ତାଜନକ ସ୍ଥିତିରେ ଅଛି। ମହାକାଳପଡ଼ା ବ୍ଲକ…
ଜୀବନ ଜୀବିକା ଦୋଛକିରେ ଜିଲାବାସୀ
କେନ୍ଦ୍ରାପଡ଼ା ଅଫିସ, ୨୪।୪: ଶନିବାର ଓ ରବିବାର ଦୁଇଦିନ ଧରି କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ସହରାଞ୍ଚଳରେ କରୋନା ସଂକ୍ରମଣକୁ ରୋକିବାକୁ ସପ୍ତାହାନ୍ତ କଟକଣା ଶୁକ୍ରବାର ରାତ୍ରି କର୍ଫୁରୁ ଏକ ପ୍ରକାର ଆରମ୍ଭ ହୋଇଛି। ସହର ମଧ୍ୟରେ ଦୋକାନ ବଜାର ବନ୍ଦ ରହିବା…
କରୋନା ଭୟ: ସମୁଦ୍ର ଜଳପଥ ଭରସା
ମହାକାଳପଡ଼ା,୨୪।୪ (ଡି.ଏନ.ଏ.): ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଦ୍ରୁତଗତିରେ ବଢି ଚାଲିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଛତିଶଗଡ଼, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ କରୋନା ପଜିଟିଭ ସଂକ୍ରମଣ ସମସ୍ତଙ୍କ ଚିନ୍ତା ବଢାଇଛି। ଏବେ ଓଡ଼ିଶାରେ ମଧ୍ୟ ସଂକ୍ରମଣର ମାତ୍ରା ଦିନକୁଦିନ…
ଫୋନ୍ରେ ଗପୁଥିବା ସମୟରେ ମାରିଲା ଘଡ଼ଘଡ଼ି, ଚାଲିଗଲା ଯୁବ ଇଞ୍ଜିନିୟରଙ୍କ ଜୀବନ
ମହାକାଳପଡ଼ା,୧୯।୪(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ରବିବାର ରାତିରେ କାଳ ବୈଶାଖୀ ତାଣ୍ଡବ ରଚିଥିଲା। ଫଳରେ ବଡ଼ ବଡ଼ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ସହ ଘରର ଆଜବେଷ୍ଟସ ଉଡ଼ିଯାଇଛି। ଏହି ସମୟରେ ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ବଉଳକଣି…
ଜଙ୍ଗଲ, ଦ୍ୱୀପପୁଞ୍ଜ ମନ୍ତ୍ରଣାକକ୍ଷ
କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା,୧୯।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ୪୮କି.ମି. ସମୁଦ୍ରତଟ। ସମୁଦ୍ରତଟରେ ୬୮୨ବର୍ଗକି.ମି. ଜାତୀୟ ଉଦ୍ୟାନ ଭିତରକନିକା। ତଟ ସୁରକ୍ଷା ବାହିନୀ ତଟାଞ୍ଚଳର ସୁରକ୍ଷା ଦାୟିତ୍ୱରେ ଥିବା ବେଳେ ଜିଲାରେ ଜମ୍ବୁ, ତାଳଚୁଆ, ତନ୍ତିଆପାଳ ସାମୁଦ୍ରିକ ଥାନା, ରାଜନଗର ଓ ମହାକାଳପଡା ଥାନା ରହିଛି।…
ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍ ପଡ଼ିଛି ଭିତରକନିକା
କେନ୍ଦ୍ରାପଡ଼ା ଅଫିସ, ୧୮ା୪: ବିଶ୍ୱ ଐତିହ୍ୟ ତାଲିକାରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଧୀନ ଜାତୀୟ ଉଦ୍ୟାନ ଭିତରକନିକାକୁ ଯୋଡ଼ିବା ପାଇଁ ୟୁନେସ୍କୋ ପକ୍ଷରୁ ୨୦୧୬ରେ ଉଦ୍ୟମ ଆରମ୍ଭ ହୋଇଥିଲା । ଏକ ଟିମ୍ ଏଥିପାଇଁ ଅନୁଧ୍ୟାନ କରିଥିଲେ । ତେବେ…
Archives


