କେନ୍ଦ୍ରାପଡ଼ା

ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ ସମ୍ମୁଖରେ ମତ୍ସ୍ୟଜୀବୀ ସଂଘର ବିକ୍ଷୋଭ

ରାଜନଗର,୨୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବନ୍ୟପ୍ରାଣୀ ଡିଭିଜନ କାର୍ଯ୍ୟାଳୟ(ଡିଏଫ୍‌ଓ) ସମ୍ମୁଖରେ ଅଖିଳ ଓଡ଼ିଶା ମତ୍ସ୍ୟ ଉତ୍ପାଦକ ମହାସଂଘ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ବେଆଇନ ମାଛ ଧରୁଥିବା ଟ୍ରଲରଗୁଡ଼ିକୁ ରାଜନଗର ବନ ବିଭାଗ...

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା

ରାଜନଗର, ୨୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖ ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। କୁମ୍ଭୀର ପ୍ରଜନନ ଋତୁ ପାଇଁ ଏହି ଜାତୀୟ ଉଦ୍ୟାନ ମେ ୧ ତାରିଖରୁ...

ବାରିମୂଳ ଆଶ୍ରମରେ ଇଡିର ନୋଟିସ, ଜବତ ଜମିରେ ସର୍ବସାଧାରଣଙ୍କ ଯାତାୟାତ ମନା

କେନ୍ଦ୍ରାପଡ଼ା ଅଫିସ/ଡେରାବିଶ, ୨୮।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ବାରିମୂଳ ଆଶ୍ରମ ମୁଖ୍ୟ ସାରଥି ଓରଫ ସନ୍ତୋଷ ରାଉଳ ଗତ ୨୫ ତାରିଖରେ ଜେଲରୁ ସର୍ତ୍ତମୂଳକ ଜାମିନ୍‌ରେ ମୁକୁଳିଛନ୍ତି। ଏହାପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତତ୍ପର ହୋଇଉଠିଛି ା ୨୦୧୭ ସେପ୍ଟେମ୍ବର ୧...

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଲାଇନ୍‌ ମ୍ୟାନ୍‌ ମୃତ

ଆଳି,୨୩।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଲାଇନ୍‌ ମ୍ୟାନ୍‌ଙ୍କ ମୃତ୍ୟୁ ଘଟିଛି। ସେ ହେଲେ କାଳନ୍ଦୀ ସିଂ(୫୬)। କାଳନ୍ଦୀ ସାନଆଙ୍କୋରୁ ମହୁ ଯାଇଥିବା ୧୧ କେଭି ବିଦ୍ୟୁତ୍‌...

ବର୍ଷା ପାଇଁ ବେଙ୍ଗ,ବେଙ୍ଗୁଲୀଙ୍କ ପୂଜାର୍ଚ୍ଚନା

ମହାକାଳପଡ଼ା,୨୩ା୭(ଡି.ଏନ୍‌.ଏ.)- ଚଳିତ ବର୍ଷ ମହାକାଳପଡା ବ୍ଲକରେ ଭଲ ବର୍ଷା ନ ହେବାରୁ ଚାଷୀଙ୍କ ଠାରୁ ଆରମ୍ଭ କରି ସମସ୍ତଙ୍କ ଚିନ୍ତା ବଢ଼ିବାରେ ଲାଗିିଛି। ବର୍ଷା ଅଭାବରୁ ଜମିରେ ଗଜା ମରୁଡ଼ି ହେବାର ଆଶଙ୍କା ରହିଛି। ଏନେଇ ମହାକାଳପଡା ବ୍ଲକ ଅନ୍ତର୍ଗତ...

ସାପକାମୁଡାରେ ବୃଦ୍ଧଙ୍କ ଜୀବନଗଲା

ରାଜନଗର,୧୯।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣୀ ପଞ୍ଚାୟତ ଓଲସାହି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସାପକାମୁଡାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଫକୀର ଚରଣ ରାଉତ (୬୦)। ଗୁରୁତର ଅବସ୍ଥାରେ ଫକୀରଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର...

ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ: ଓୟୁଜେ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ବୋଲଗଡ଼,୧୯ା୭(ଡି.ଏନ.ଏ.)-ନିର୍ବାଚନ କାର୍ଯ୍ୟ ଚାଲିଥିବାବେଳେ କେନ୍ଦ୍ରାପଡ଼ା ପାଟକୁରାଠାରେ ଅନେକ ବିଶିଷ୍ଟ ବ୍ୟକ୍ତିଙ୍କ ଉପସ୍ଥିତିରେ ଜଣେ କାର୍ଯ୍ୟରତ ଖବରଦାତାଙ୍କୁ ଏସ୍‌ପିଙ୍କ ଦୁର୍ବ୍ୟବହାର ନେଇ ଅଭିଯୋଗ ହୋଇଛି। ଓଡ଼ିଶା ୟୁନିୟନ ଅଫ୍‌ ଜର୍ନାଲିଷ୍ଟ(ଓୟୁଜେ), ବୋଲଗଡ ବ୍ଲକ ପକ୍ଷରୁ ଉକ୍ତ ଘଟଣାର ବିରୋଧ ଓ ନିନ୍ଦା...

ରାଜନଗର ଗୁପ୍ତି ଷ୍ଟେଟ୍‌ ବ୍ୟାଙ୍କରୁ ଚୋରି

ରାଜନଗର,୧୭।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଗୁପ୍ତିସ୍ଥିତ ଷ୍ଟେଟ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ବୁଧବାର ସକାଳୁ ସ୍ଥାନୀୟ ଲୋକେ ଏହା ଜାଣିବା ପରେ ବ୍ୟାଙ୍କ ମ୍ୟାନେଜରଙ୍କୁ ଖବର ଦେଇଥିଲେ। ପୂର୍ବାହ୍ନ ୧୧ଟା ପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ...

ବିଜୟଙ୍କ ରୋଡ୍‌ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ

ପାଟକୁରା,୧୪।୭(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ରୋଡ୍‌ ଶୋ’ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମିଲ ହୋଇଛନ୍ତି। ବିଜୟ ମହାପାତ୍ର ରାଜ୍ୟର ଜଣେ ଟାଣୁଆ ନେତା। ସେ ନିର୍ବାଚିତ ହେଲେ ପାଟକୁରା ଅଞ୍ଚଳ ଅଧିକ...

ପାଣି ଘେରରେ ବଗପାଟିଆର ୫ଶହ ପରିବାର

ରାଜନଗର, ୮।୭(ଡି.ଏନ.ଏ.): ଗତ ଏକ ସପ୍ତାହ ଧରି ବର୍ଷା ଲାଗି ରହିଛି। ତେବେ ବର୍ଷା ଯୋଗୁ ରାଜନଗର ବ୍ଲକ ଗୁପ୍ତି ପଞ୍ଚାୟତର ବଗପାଟିଆ ଠାରେ ବସବାସ କରୁଥିବା ସାତଭାୟାବାସୀଙ୍କ ଦୁର୍ଦ୍ଦଶା ଦିନକୁ ଦିନ ବଢିବାରେ ଲାଗିଛି। ଅଧିକାଂଶ ସ୍ଥାନରେ ବର୍ଷାଜଳ...

ଦାଦାବଟି ମାଗି ଅଭିଯୁକ୍ତ ଗିରଫ: ୩୫ ହଜାର ଟଙ୍କା ସହ ମୋବାଇଲ, ଗାଡ଼ି ଜବତ

ପଟ୍ଟାମୁଣ୍ଡାଇ, ୩।୭(ସ୍ବ.ପ୍ର): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହରର କପଡ଼ା ବ୍ୟବସାୟୀ ଉମେଶ ଚନ୍ଦ୍ର ସାହୁଙ୍କୁ ଫୋନରେ ଦାଦା ବଟି ମାଗିବା ସହ ଧମକ ଦେବା ଅଭିଯୋଗରେ ବୁଧବାର ପଟ୍ଟାମୁଣ୍ଡାଇ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ଭରତ ଚୁଲି।...

ବସ୍ତାରୁ ମିଳିଲା ମହିଳାଙ୍କ ମୃତଦେହ, ପୋଲିସର ତଦନ୍ତ ଆରମ୍ଭ

ରାଜନଗର, ୨୮।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଡେରା ପଞ୍ଚାୟତ କାଠୁଆଗଣ୍ଡ ଫରେଷ୍ଟ ବିଟ୍‌ ନିକଟରୁ ଏକ ବସ୍ତାରୁ ଜଣେ ମହିଳାଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ। ସ୍ଥାନୀୟ ଲୋକେ ଏକ ଉକ୍ତ ରାସ୍ତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri