କେନ୍ଦ୍ରାପଡ଼ା

ରକ୍ତ ଜୁଡୁଜୁଡୁ ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର

କେନ୍ଦ୍ରାପଡା ଅଫିସ,୨୨।୨: କେନ୍ଦ୍ରାପଡା ଜିଲା ଗରଦପୁର ବ୍ଲକ ସାନଅଢ଼ଙ୍ଗା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଅମୀୟ ରଞ୍ଜନ ସାହୁଙ୍କୁ ସୋମବାର ରାତିରେ ମରଣାନ୍ତକ ଆକ୍ରମଣ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ ମେଡିକାଲକୁ…

ସରପଞ୍ଚ ଆସନ ପାଇଁ ସାନି ମତଦାନ ସୁପାରିଶ

କେନ୍ଦ୍ରାପଡା ଅଫିସ,୨୨।୨: କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ବଙ୍ଗାଳପୁର ପଞ୍ଚାୟତର ୧୫ନଂ ବୁଥ୍‌ର ସରପଞ୍ଚ ଆସନ ପାଇଁ ପୁନର୍ବାର ମତଦାନ ହେବ । ଏନେଇ ରାଜ୍ୟ ନିର୍ବାଚନ କମିଶନରଙ୍କକୁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୁପାରିଶ କରାଯାଇଛି। ସୂଚନା ଅନୁଯାୟୀ, ଉକ୍ତ…

ସରପଞ୍ଚ ପ୍ରାର୍ଥୀଙ୍କ ସହ ୩ ଗିରଫ

ରାଜନଗର,୨୨ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ରବିବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଡେରା ପଞ୍ଚାୟତ ଗୋଖଣୀ ଗାଁରେ ଭୋଟର ତାଲିକାରେ ନାଁ ନ ଥାଇ ଏଜେଣ୍ଟ ରହିବା ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକ ପୋଲିସର ବାଡ଼ି ଛଡାଇ…

ଆଜି ରାଜନଗର, ପଟ୍ଟାମୁଣ୍ଡାଇ ବ୍ଲକରେ ଭୋଟ

କେନ୍ଦ୍ରାପଡ଼ା ଅଫିସ, ୨୦।୨: କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ପଟ୍ଟାମୁଣ୍ଡାଇ ବ୍ଲକ୍‌ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ଭୋଟ ଗ୍ରହଣ ହେବ । ୨୦୧୭ ନିର୍ବାଚନରେ ରାଜନଗର ବ୍ଲକର ୩ ଜୋନ୍‌ ଓ ପଟ୍ଟାମୁଣ୍ଡାଇ ବ୍ଲକର ୨ ଜୋନ୍‌ରେ…

କଂଗ୍ରେସ, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା ଅଫିସ, ୧୯ା୨: କେନ୍ଦ୍ରାପଡ଼ା ବ୍ଲକର ୭ ନଂ. ଜିଲା ପରିଷଦ ଜୋନ୍‌ରେ ଆସନ୍ତା ୨୨ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କଲେଣି। କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ଏହି ଜୋନ୍‌ ଉଭୟ ବିଜେଡି ଓ କଂଗ୍ରେସ ପାଇଁ…

ରାଜକନିକା ୭୨.୫୪, ମାର୍ଶାଘାଇରେ ୭୭% ମତଦାନ

କେନ୍ଦ୍ରାପଡ଼ା ଅଫିସ/ ରାଜକନିକା/ ମାର୍ଶାଘାଇ, ୧୯ା୨ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ସରିଛି। ଏହି ପର୍ଯ୍ୟାୟରେ ରାଜକନିକା ଓ ମାର୍ଶାଘାଇ ବ୍ଲକର ୩ଟି ଲେଖାଏ ଜୋନ୍‌ ଅଞ୍ଚଳରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଅଳ୍ପ…

ମାର୍ଶାଘାଇରେ ପୂର୍ବାହ୍ନ ସୁଦ୍ଧା ୧୬ ପ୍ରତିଶତ ମତଦାନ

ଡେରାବିଶ,୧୮ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ମାର୍ଶାଘାଇ ବ୍ଲକରେ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରେ ଆରମ୍ଭ ହୋଇଥିବା ଏହି ମତଦାନ ପାଇଁ ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଲୋକଙ୍କ ଗହଳି ଦେଖିବାକୁ ମିଳିଥିଲା। ବିଭିନ୍ନ ବୁଥ୍‌ରେ…

ଗଡ଼ ରକ୍ଷା ପାଇଁ ବିଜେଡି, ଭାଜପା ତତ୍ପର

କେନ୍ଦ୍ରାପଡ଼ା ଅଫିସ,୧୮ା୨: କେନ୍ଦ୍ରାପଡ଼ା ଜିଲାର ରାଜକନିକା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶୁକ୍ରବାର ଅନୁଷ୍ଠିତ ହେବ। ୨୦୧୭ ନିର୍ବାଚନରେ ରାଜକନିକା ବ୍ଲକର ୩ ଜୋନ୍‌ ଓ ମାର୍ଶାଘାଇର ଗୋଟିଏ ଜୋନ୍‌ରେ ବିଜେଡି…

ଆଳିରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ମତଦାନ

ଆଳି,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ। ଏ ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଚାଲିଛି। ବ୍ଲକର ୩୪ ପଞ୍ଚାୟତରେ ସମୁଦାୟ ୪୯୦ ବୁଥ୍‌ରେ ଭୋଟ ଗ୍ରହଣ ଚାଲିଛି। ସରପଞ୍ଚ, ସମିତିସଭ୍ୟ…

ଭୋଜି ନ ଖାଇବାରୁ ୩ ଭାଇଙ୍କୁ ଆକ୍ରମଣ

ଆଳି,୧୫।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ୩୪ ପଞ୍ଚାୟତ ମଧ୍ୟରୁ ମାଣିକପାଟଣାରେ ଗୋଟିଏ ପରିବାର ଏକ ପକ୍ଷରୁ ହେଉଥିବା ଭୋଜି ଖାଇବାକୁ ନ ଯିବାରୁ ଆକ୍ରମଣ କରାଯାଇଛି। ଆକ୍ରମଣରେ ପରିବାରର ୩ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆଳି ଥାନାରେ ଗାଁର…

ଗୀତା ବାଣ୍ଟି ନିଆରା ଭୋଟ ଭିକ୍ଷା

ଆଳି,୧୪ା୨(ଡି.ଏନ.ଏ.): ଚଳିତ ପଞ୍ଚାୟତ ନିର୍ବାଚନରେ ଏବେ ନିଆରା ପ୍ରଚାର ଦେଖିବାକୁ ମିଳୁଛି। ପ୍ରାର୍ଥୀ, ପ୍ରାର୍ଥିନୀମାନେ ଭିନ୍ନ ତରିକାରେ ଭୋଟରଙ୍କ ନିକଟତର ହେବାକୁ ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ଜଣେ ପ୍ରାର୍ଥିନୀଙ୍କର ବହି ଚିହ୍ନ ଥିବାରୁ ସେ ଭୋଟରମାନଙ୍କୁ ଓଡ଼ିଆ ଜନଜୀବନର ମୁଖ୍ୟ ଧର୍ମଗ୍ରନ୍ଥ…

ବିଜେଡି, ଭାଜପା ମଧ୍ୟରେ ଟକ୍କର

ଡେରାବିଶ,୧୪ା୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଡେରାବିଶ ବ୍ଲ୍ଳକରେ ଆସନ୍ତା ୧୬ରେ ମତଦାନ ହେବ। ୧୩ ନଂ. ଜୋନ୍‌ ଜିଲା ପରିଷଦ ଆସନ ଉପରେ ଏବେ ସମସ୍ତଙ୍କ ନଜର ରହିଛି। ଏହି ଜୋନ୍‌ରେ ସମୁଦାୟ ଭୋଟରଙ୍କ ସଂଖ୍ୟା ୪୧ହଜାର ୭୪୮। ସେଥିମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?