ଭିନ୍ନକ୍ଷମଙ୍କୁ ଟିକିଏ ସ୍ନେହ, ଚେନାଏ ହସ ବାନ୍ଧିରଖିଛି
ମହାକାଳପଡ଼ା, ୧୪ା୨(ଡି.ଏନ୍.ଏ.): ପ୍ରେମ ଶାଶ୍ୱତ ଓ ଚିରନ୍ତନ ସତ୍ୟ। ପ୍ରେମ ମାନେନା ଜାତି, ଧର୍ମ, ବର୍ଣ୍ଣ। ନିର୍ବିଶେଷରେ ଗୋଟିଏ ହୃଦୟ ସହ ଅନ୍ୟ ଏକ ହୃଦୟର ଘଟେ ମିଳନ। ପ୍ରେମ ସୁନ୍ଦର ଓ ଅସୁନ୍ଦରକୁ ପଛରେ ପକାଇ ମନ ସହିତ ହୁଏ…
ଅର୍ଥକାରୀ ଫସଲ ଆଖୁଚାଷ ତଳମୁହାଁ
କେନ୍ଦ୍ରାପଡ଼ା ଅଫିସ, ୧୪ା୨: କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକାରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତବର୍ଷ…
ବର୍ଣ୍ଣବୋଧ ବହି ଧରି ପ୍ରଚାର କରୁଛନ୍ତି ପ୍ରାର୍ଥୀ
ଆଳି,୧୩ା୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀମାନଙ୍କ ପ୍ରଚାରରେ କମ୍ପୁଛି ଆଳି ବ୍ଲକର ୩୪ ପଞ୍ଚାୟତ । ପ୍ରାର୍ଥୀମାନେ ଘରକୁ ଘର ବୁଲି ନିଜ ସପକ୍ଷରେ ଭୋଟ ଭିକ୍ଷା କରୁଛନ୍ତି । ସିଙ୍ଗିରି ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀ…
ଚାନ୍ଦିବାଉଁଶମୂଳ ପଞ୍ଚାୟତରେ ୬ ଆହତ
ରାଜନଗର,୧୨ା୨(ଡି.ଏନ.ଏ.): ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ରାଜନଗର ବ୍ଲକରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ପ୍ରଥମଥର ଦୁଇ ଗୋଷ୍ଠୀ ମଧ୍ୟରେ ନିର୍ବାଚନକୁ ନେଇ ହିଂସା ଉପୁଜିଛି। ଏଥିରେ ୬ଜଣ ଆହତ ହୋଇ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅଛନ୍ତି।…
ଜିଲାରେ ନିର୍ବାଚନୀ ଅସହିଷ୍ଣୁତା ବଢୁଛି
କେନ୍ଦ୍ରାପଡ଼ା ଅଫିସ, ୧୨ା୨: କେନ୍ଦ୍ରାପଡ଼ା ଜିଲାର ଆଳି ଓ ଡେରାବିଶ ବ୍ଲକ ଅଞ୍ଚଳରେ ଆସନ୍ତା ୧୬ ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭୋଟ ଗ୍ରହଣର ୩୬ ଘଣ୍ଟା…
ସରପଞ୍ଚ ପ୍ରାର୍ଥୀଙ୍କ ଭାଇବୋହୂଙ୍କୁ ଆକ୍ରମଣ
ଆଳି,୧୧ା୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନିଆଳ ପଞ୍ଚାୟତରେ ଚଳିତ ନିର୍ବାଚନରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ସରପଞ୍ଚ ପ୍ରାର୍ଥୀ ହୋଇଥିବା ଶାଳିଅଞ୍ଚ ଗଁାର ଅଶୋକ ମଲିକଙ୍କ ସାନଭାଇଙ୍କ ସ୍ତ୍ରୀ ସୋନାଲିଙ୍କୁ କେହି ଦୁର୍ବୃତ୍ତ ଗୁରୁବାର ରାତିରେ ଆକ୍ରମଣ କରିଥିବା…
କୁନି ଝିଅଙ୍କ ବାଉଁଶରାଣୀ ପ୍ରଦର୍ଶନ
ମହାକାଳପଡ଼ା,୧୧ା୨(ଡି.ଏନ.ଏ.): ପରିବାର ପ୍ରତିପୋଷଣ ପାଇଁ କୁନି ଝିଅଟିଏ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କୁ ବିଭିନ୍ନ କ୍ରୀଡ଼ା କୌଶଳ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ। ସୁଦୂର ଛତିଶଗଡ଼ ଅଞ୍ଚଳରୁ ଏକ ଯାଦବ ସମ୍ପ୍ରଦାୟର ପରିବାର…
ବୁଥ୍କୁ ଚାଲି ଚାଲି ଯିବେ ପୋଲିଂ କର୍ମଚାରୀ
କେନ୍ଦ୍ରାପଡ଼ା ଅଫିସ,୧୧ା୨: କେନ୍ଦ୍ରାପଡ଼ା ଜିଲା ବିକାଶର ନମୁନା ପ୍ରତ୍ୟେକ ନିର୍ବାଚନ ସମୟରେ ଦେଖିବାକୁ ମିଳୁଛି। ସ୍ବାଧୀନତାର ୭୫ ବର୍ଷରେ ମଧ୍ୟ ଜିଲାର ବିଭିନ୍ନ ଗ୍ରାମକୁ ଯିବାକୁ ଉପଯୋଗୀ ରାସ୍ତା ନାହିଁ। ପୋଲିଂ କର୍ମଚାରୀ ବୁଥ୍କୁ ଚାଲି ଚାଲି ଯିବାକୁ ଥିବାବେଳେ ସରଞ୍ଜାମ…
ଭାଜପା, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ
କେନ୍ଦ୍ରାପଡ଼ା ଅଫିସ, ୧୦ା୨: କେନ୍ଦ୍ରାପଡ଼ା ବ୍ଲକ ୬ ନଂ. ଜୋନ୍ରେ ଆସନ୍ତା ୨୨ରେ ନିର୍ବାଚନ ହେବ। ପ୍ରାର୍ଥୀମାନଙ୍କ ପ୍ରଚାର ଦିନକୁ ଦିନ ଜୋରଦାର ହୋଇଛି। କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ଏହି ଜୋନ୍ ଉଭୟ ଶାସକ ବିଜେଡି ଓ ଭାଜପା ପାଇଁ ସମ୍ମାନର…
ରାଜ୍ୟପାଳଙ୍କୁ ଇଚ୍ଛାମୃତ୍ୟୁ ପାଇଁ ଆବେଦନ
କେନ୍ଦ୍ରାପଡ଼ା ଅଫିସ,୮।୨: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଗୋବିନ୍ଦପୁର ଗଁାର ଅମୂଲ୍ୟ ରାଉତଙ୍କ ପୁଅ ପରମେଶ୍ୱର (୨୮) ରାଜ୍ୟପାଳଙ୍କୁ ଇଚ୍ଛାମୃତ୍ୟୁ ପାଇଁ ସୋମବାର ଆବେଦନପତ୍ର ପଠାଇଛନ୍ତି। ଏକ ଘରୋଇ ହସ୍ପିଟାଲର ଚିକିତ୍ସା ପାଇଁ ତାଙ୍କର ଜୀବନ ଦୁର୍ବିଷହ ହୋଇଥିବା େଇପାରି ଆବେଦନପତ୍ରରେ…
ଲୁଣା କରାଣ୍ଡିଆ ଦ୍ୱୀପାଞ୍ଚଳରେ ତଟବନ୍ଧ ନାହିଁ
କେନ୍ଦ୍ରାପଡ଼ା ଅଫିସ,୭ା୨: ଲୁଣା କରାଣ୍ଡିଆରେ ୫ ପଞ୍ଚାୟତର ୧୩ ଗାଁ ଅଛି। ନଦୀ ତଟକ୍ଷୟ ଯୋଗୁ ଉପରୋକ୍ତ ଗ୍ରାମକୁ ବନ୍ୟାଜଳ ମାଡ଼ି ଆସୁଛି। ନଦୀବନ୍ଧରେ ପଥର ପ୍ୟାକିଂ ପାଇଁ ଦୀର୍ଘଦିନରୁ ଦାବି ହୋଇଛି। ହେଲେ ଆଜି ପର୍ଯ୍ୟନ୍ତ ପଦକ୍ଷେପ ନିଆଯାଇ ନ…
ସରକାରୀ ଯୋଜନାକୁ ପ୍ରାର୍ଥୀଙ୍କ ଭରସା
ଡେରାବିଶ, ୬।୨(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ୍ ଫେବୃୟାରୀ ୧୬ରେ ଡେରାବିଶ ବ୍ଲକରେ ଅନୁଷ୍ଠିତ ହେବ । ଏଥିପାଇଁ ଆଉମାତ୍ର ଅଳ୍ପ ଦିନ ବାକି ରହିଥିବା ବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀମାନେ ଘରକୁ ଘର ବୁଲି…

