ଚାଲିଛି ପିରାହ୍ନା ମାଛଚାଷ
କେନ୍ଦ୍ରାପଡ଼ା ଅଫିସ, ୧୧ା୩:ରୂପଚାନ୍ଦି ମାଛ ଖାଇବାକୁ ସୁସ୍ବାଦୁ। ଏହାର ଶରୀର ମାତ୍ର ଗୋଟିଏ କଣ୍ଟ(ହାଡ)ରେ ରହିଛି। ତେବେ ପିରାହ୍ନା ପ୍ରଜାତିର ଏହି ମାଛଙ୍କ ବାସସ୍ଥଳୀ ଅଞ୍ଚଳର ସମଗ୍ର ଜୈବବିବିଧତାକୁ ନଷ୍ଟ କରି ଦେଇଥାଏ। ଏହି ମାଛଚାଷ ବନ୍ଦ ପାଇଁ ନିଉଗୁଏନା ସମେତ…
ଅଲିଭ ରିଡ୍ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ
ରାଜନଗର,୧୧ା୩(ଡି.ଏନ.ଏ.):ବିରଳ ଅଲିଭରିଡ୍ଲେ କଇଁଛଙ୍କ ଅନ୍ତୁଡିଶାଳ କୁହାଯାଉଥିତ୍ବା ଗହୀରମଥାର ନାସୀ-୧ ଓ ନାସୀ-୨ରେ ମଙ୍ଗଳବାର ସନ୍ଧ୍ୟାରୁ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଳମ୍ବିତ ରାତି ସୁଦ୍ଧା ପ୍ରାୟ ୧୧ଶହ ଅଲିଭରିଡ୍ଲେ କଇଁଛ ଅଣ୍ଡାଦାନ କରିଛନ୍ତି। ମାଆ କଇଁଛମାନେ ବେଳାଭୂମିକୁ ଉଠିବା ପରେ ବାଲିରେ…
ଯୌତୁକ ନିଆଁରେ ଜଳିଗଲେ ମହିଳା
ରାଜନଗର,୧୦।୩: ତାଳଚୁଆ ସାମୁଦ୍ରିକ ଥାନା ଅଧୀନ ବାଘମାରୀ ଗାଁରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ବୈଶାଖୀ ପାଳ। ଶାଶୁ, ଶ୍ୱଶୁର, ସ୍ବାମୀ ଓ ଦିଅର ମିଶି ତାଙ୍କୁ ହତ୍ୟା କରିଥିବା ବୈଶାଖୀଙ୍କ ବାପା…
ଖରସ୍ରୋତା ପାଣିରେ ହେବ ଚାଷ
ରାଜକନିକା,୮।୩(ଡି.ଏନ.ଏ.): ରାଜକନିକା ବ୍ଲକ ଅନ୍ତର୍ଗତ ପାରିନୂଆପଡା ପଞ୍ଚାୟତରୁ ଦେଉଳସାହି କଲଭଟ ୫ କି.ମି. ନାଳ ଖୋଳା ଆରମ୍ଭ ହୋଇଛି। ସେହିପରି ବନ୍ଧସାହି, ମିର୍ଜାପୁର, ବଳିଭଣ୍ଡା ଓ ଚଢେଇଖିଆ ନାଳ ବାଟେ ଖରେସ୍ରୋତାର ମଧୁର ପାଣି ପ୍ରବେଶ କରୁଛି। ଚାଷ ପାଇଁ ଏହି…
ଅପହରଣ ନାଟକ ରଚିଲେ ନାବାଳକ: ପୋଲିସ ନାକେଦମ୍
ଡେରାବିଶ,୫।୩(ସ୍ବ.ପ୍ର.): ମା’ବାପାଙ୍କ ଅତ୍ୟାଧିକ ସ୍ନେହ ଯୋଗୁ ପିଲାମାନେ କିପରି ବାଟ ହୁଡୁଛନ୍ତି ତା’ର ଏକ ଉଦାହରଣ ଡେରାବିଶରେ ଦେଖିବାକୁ ମିଳିଛି। ଡେରାବିଶ ଥାନା ଅଞ୍ଚଳର ଜଣେ ନାବାଳକ(୧୭) ବାପାଙ୍କ ଏଟିଏମ୍ କାର୍ଡ ନେଇ ୭୮ ହଜାର ଟଙ୍କା ଉଠାଇ ସାଙ୍ଗମାନଙ୍କ ସହ…
ମା’ର ପରିଚୟ ପାଇଁ ସୁଭଦ୍ରାଙ୍କୁ ମାଡ଼
କେନ୍ଦ୍ରାପଡ଼ା ଅଫିସ,୪।୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବରକୋଳିଖଳା ଗଁାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅନୁପ୍ରବେଶକାରୀ ଓଡ଼ିଶା ମାଟିରେ ପ୍ରବେଶ କରି ନିଜର ଦୌରାତ୍ମ୍ୟ ଦେଖାଇଛନ୍ତି। ମା’ର ପରିଚୟ ନ ଦେବାରୁ ଗଁାର ସୁଭଦ୍ରା ରାୟଙ୍କୁ ମାଡ…
ହସ୍ତକ୍ଷେପ କଲେ କେନ୍ଦ୍ର ସରକାର
କେନ୍ଦ୍ରାପଡ଼ା ଅଫିସ,୪।୩: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ନିକଟ ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦରେ କେନ୍ଦ୍ର ସରକାରଙ୍କ ପରିବେଶ, ବନ ଓ ଜଳବାୟୁ ପରିବର୍ତ୍ତନ (ଏନଭାରନମେଣ୍ଟ, ଫରେଷ୍ଟ ଆଣ୍ଡ କ୍ଲାଇମେଟ ଏକ୍ସଚେଞ୍ଜ) ମନ୍ତ୍ରଣାଳୟ ହସ୍ତକ୍ଷେପ କରିଛନ୍ତି।…
ସାଗରଙ୍କ ଲେଖନୀ ଦେଉଛି ବୃକ୍ଷକୁ ସୁରକ୍ଷା
କେନ୍ଦ୍ରାପଡ଼ା ଅଫିସ, ୩ା୩: ବହି ଛପା ହେବା ପାଇଁ କାଗଜ ଆବଶ୍ୟକ। କାଗଜ ପାଇଁ ଗଛ ବଳି ପଡୁଛି। ଗଛ ନଷ୍ଟ ଅର୍ଥ ପ୍ରାକୃତିକ ବିପର୍ଯ୍ୟୟକୁ ନିମନ୍ତ୍ରଣ। ପ୍ରାକୃତିକ ବିପର୍ଯ୍ୟୟର ନିୟନ୍ତ୍ରଣ ପାଇଁ ଗଛ ଲଗାଇବା ଜରୁରୀ। ପୁସ୍ତକ ବିକ୍ରିଲବ୍ଧ ରୟାଲିଟିକୁ…
ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍
ମହାକାଳପଡ,୨।୩(ଡି.ଏନଏ): ଭାରସାମ୍ୟ ହରାଇ ଓଲଟି ପଡ଼ଛି ଏକ ଯାତ୍ରୀବାହୀ ବସ। ମହାକାଳପଡା ବ୍ଲକ ଅଧିନ ସ୍ଥାନୀୟ ଆଲାଇଲୋ ପଂଚାୟତ କୁମ୍ଭାରୁଣି ଗ୍ରାମ ନିକଟ ହନୁମାନ ଛକ ବାଙ୍କରେ ପ୍ରିନ୍ସ ନାମକ ଯାତ୍ରୀବାହୀ ବସଟି ନିକଟ ବିଲକୁ ପଲଟି ପଡ଼ିଥିଲା। ଏହି ବସରେ…
ବ୍ରାହ୍ମଣୀ ନଦୀ ପଠାରୁ ଚାଲିଛି ମାଟି, ବାଲି ଉଠାଣ
ପଟ୍ଟାମୁଣ୍ଡାଇ,୨୮।୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ପଠାରୁ ପରିବେଶ କ୍ଲିୟରାନ୍ସ ପ୍ରମାଣ ପତ୍ର ନ ଥାଇ ବାଲି ଓ ମାଟି ଉଠାଣ ଚାଲିଛି। ପ୍ରତିଦିନ ଶତାଧିକ ଟ୍ରକରେ ବାଲି ଓ ମାଟି ଉଠାଯାଇ ବିଭିନ୍ନ ସ୍ଥାନକୁ…
ଅଲିଭ୍ ରିଡ୍ଲେ କଇଁଛ ମୃତ୍ୟୁ ଘଟଣା: ୩ଜଣିଆ କମିଟି ଗଠନ କଲେ ହାଇକୋର୍ଟ
କଟକ ଅଫିସ୍,୨୮।୨: କେନ୍ଦ୍ରାପଡ଼ା ଜିଲା ଗହୀରମଥା ମୁହାଣରେ ୮୦୦ ଅଲିଭ୍ ରିଡ୍ଲେ କଇଁଛଙ୍କ ମୃତ୍ୟୁ ଘଟଣାରେ ନିଜ ଆଡ଼ୁ ଜନସ୍ବାର୍ଥ ମାମଲା ରୁଜୁ କରିଥିବା ହାଇକୋର୍ଟ ଏବେ ଏକ ୩ଜଣିଆ କମିଟି ଗଠନ କରିଛନ୍ତି। ଶୁକ୍ରବାର ମାମଲାର ଶୁଣାଣି କରି ହାଇକୋର୍ଟ…
ବତିଘର ଅଞ୍ଚଳ ଉଚ୍ଛେଦ ଜଙ୍ଗଲ ଜମିରେ ଚିଙ୍ଗୁଡ଼ିଘେରି
ମହାକାଳପଡା,୨୬।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ବତିଘର ଫରେଷ୍ଟ ସେକ୍ଶନ ଅଧୀନ ଯୋଗୀଧନକୁଦ ଓ ହଷିଣାକନ୍ଧା ଜଙ୍ଗଲ ଜମି ଅଞ୍ଚଳରେ କିଛିମାସ ପୂର୍ବରୁ ବନ ବିଭାଗ, ରାଜସ୍ବ ଓ ପୋଲିସ ପକ୍ଷରୁ ଉଚ୍ଛେଦ ଅଭିଯାନ ଜୋରଦାର କରାଯାଇଥିଲା। ପରେ ଏହି ଜଙ୍ଗଲ ଜମିରେ ବିଭାଗ…
Archives


