ବିଦେଶକୁ ଲମ୍ବିଛି ନୀଳରକ୍ତ କଙ୍କଡ଼ା ର଼୍ୟାକେଟ୍
ମହାକାଳପଡ଼ା,୫।୨(ଡି.ଏନ୍.ଏ.): ପ୍ରଶାନ୍ତ ମହାସାଗର ଓ ଭାରତ ମହାସାଗରରେ ବିରଳ ପ୍ରଜାତିର ସାମୁଦ୍ରିକ ନୀଳରକ୍ତ କଙ୍କଡ଼ା ବହୁଳ ମାତ୍ରାରେ ଦେଖାଯାଇଥାନ୍ତି। ବଙ୍ଗୋପସାଗରର ଓଡ଼ିଶା ଉପକୂଳ ସନ୍ତସନ୍ତିଆ ହେନ୍ତାଳ ଜଙ୍ଗଲ ଓ ବାଲିଚରରେ ମଧ୍ୟ ଏମାନେ ଦେଖିବାକୁ ମିଳିଥାନ୍ତି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ…
ବିପଦରେ ମହାନଦୀ ମୁହାଣ ଉପକଣ୍ଠ
ମହାକାଳପଡ଼ା,୧ା୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବଙ୍ଗୋସାଗର ସଂଲଗ୍ନ ଉପକଣ୍ଠ ମହାନଦୀ ମୁହାଣ ଉପକଣ୍ଠରେ ବାଲି ଓ ପଟୁମାଟି ଜମୁଛି। ଏହାଦ୍ୱାରା ବନ୍ୟାଜଳ ସମୁଦ୍ରକୁ ନିଷ୍କାସନ ହେଉନାହିଁ। ଉପର ମୁଣ୍ଡରୁ ବନ୍ୟାଜଳରେ ଗଡ଼ି ଆସୁଥିବା ବାଲି, ପଟୁମାଟି ଜମିବା…
ଆଜିଠାରୁ ଖୋଲିବ ଅଙ୍ଗନୱାଡି କେନ୍ଦ୍ର: ୪୨୧ କେନ୍ଦ୍ରର ଗୃହ ନିର୍ମାଣରେ ବିଳମ୍ବ
କେନ୍ଦ୍ରାପଡ଼ା ଅଫିସ,୧ା୨: କରୋନା ସଂକ୍ରମିତ ଅଞ୍ଚଳ ବାହାରେ ଥିବା ରାଜ୍ୟର ଅଙ୍ଗନୱାଡି କେନ୍ଦ୍ର ଫେବୃୟାରୀ ୧ ରୁ ଖୋଲିବ। ଏ ନେଇ ରାଜ୍ୟ ସରକାର ଶନିବାର ଗାଇଡ୍ଲାଇନ୍ ଜାରି କରିଛନ୍ତି। ହେଲେ କେନ୍ଦ୍ରାପଡ଼ା ଜିଲାରେ ୭୦୦ରୁ ଊର୍ଦ୍ଧ୍ୱ କେନ୍ଦ୍ର ନିର୍ମାଣ ହୋଇ…
ଅଗରନାଶି ଦ୍ୱୀପର ପରିସୀମା କମୁଛି
କେନ୍ଦ୍ରାପଡ଼ା ଅଫିସ, ୩୧।୧: ବିରଳ ଅଲିଭରିଡ୍ଲେ କଇଁଛଙ୍କ ଅନ୍ତୁଡିଶାଳ ଭାବେ ପରିଚିତ ବିଶ୍ୱପ୍ରସିଦ୍ଧ ଗହୀରମଥା (ସାମୁଦ୍ରିକ) ବନ୍ୟଜନ୍ତୁ ଅଭୟାରଣ୍ୟ ଅଗରନାଶିର ପରିସୀମା ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ଗତ ୫ ଦଶନ୍ଧିି ପୂର୍ବେ ଏହି ଦ୍ୱୀପର ଲମ୍ବ ୭ କିଲୋମିଟର…
ସମନ୍ବୟ ଅଭାବ, ପଛରେ ପଡ଼ିଛି ବିକାଶ
କେନ୍ଦ୍ରାପଡ଼ା ଅଫିସ,୨୯।୧: ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଇତିମଧ୍ୟରେ ୪ ବର୍ଷ ପୂରଣ ହୋଇଛି। ୨୦୨୨ରେ ଏହି ନିର୍ବାଚନ ଅନୁଷ୍ଠିତ ହେବା ପାଇଁ ସଜବାଜ ଚାଲିଛି। ହେଲେ କେନ୍ଦ୍ରାପଡ଼ା ଜିଲାର କେନ୍ଦ୍ରାପଡ଼ା ଓ ପଟ୍ଟାମୁଣ୍ଡାଇ ପୌର ନିର୍ବାଚନ ଦୀର୍ଘଦିନ ହେବ ବନ୍ଦ…
ଡକାୟତି ଯୋଜନା ବେଳେ ୭ ଗିରଫ
ପଟ୍ଟାମୁଣ୍ଡାଇ,୨୯। ୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ସହର ନିକଟ ତଥା କଟକ-ଚାନ୍ଦବାଲି ରାସ୍ତାର ତନୁପୁର ବ୍ରିଜ୍ ନିକଟରୁ ବୁଧବାର ରାତିରେ ପୋଲିସ ୭ ଡକାୟତଙ୍କୁ ଗିରଫ କରିଛି ା ସେମାନଙ୍କଠାରୁ କଟୁରି, ଛୁରି, ଭୁଜାଲି, ୯ ଏମ୍ଏମ୍ ପିସ୍ତଲ ଜବତ କରାଯାଇଛି।…
ମା-ବାପାଙ୍କ ଆଖି ସାମ୍ନାରେ ଜଳିଗଲା ୩ ବର୍ଷର ଝିଅ
କେନ୍ଦ୍ରାପଡ଼ା ଅଫିସ,୨୯।୧: ମା-ବାପାଙ୍କ ଆଖି ସାମ୍ନାରେ ଜଳିଗଲା ୩ ବର୍ଷର ଝିଅ। ଏପରି ଅଭାବନୀୟ ଘଟଣା ଘଟିଛି ରାଜନଗର ବ୍ଲକ ଓକିଲପାଳ ଗାଁରେ। ଏହି ଗାଁର ରମାକାନ୍ତ ସାମଲ ଗୁରୁବାର ରାତିରେ ବିଲରେ ନିଜ ପରିବାର ସହିତ ଧାନ ଜଗିବା ପାଇଁ ପଲା…
ବାଜିରେ ଲାଗୁଛି ପକ୍ଷୀଙ୍କ ଜୀବନ
ମହାକାଳପଡା, ୨୫।୧(ଡି.ଏନ.ଏ.) : ପକ୍ଷୀପଶୁଙ୍କୁ ନିର୍ଯାତନା ଦେବା, ବଳପୂର୍ବକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ କରି ଲଢେଇ କରିବା ଏହା ଧର୍ତ୍ତବ୍ୟ ଅପରାଧ। ଜୀବେ ନିଷ୍ଠୁରତା ନିବାରଣ ଆଇନ ୧୯୬୦କୁ କାର୍ଯ୍ୟକାରୀ କରାଯାଇଛି। ଏହାସତ୍ତ୍ୱେ ପକ୍ଷୀପଶୁଙ୍କୁ ନେଇ ବିଭିନ୍ନ ସ୍ଥାନରେ ପର୍ବପର୍ବାଣି, ଉତ୍ସବ ହେଉଥିବା…
ବିଶ୍ୱସ୍ତରର ହେବ ଭିତରକନିକା: କେନ୍ଦ୍ର ମନ୍ତ୍ରୀ ଦେଲେ ସଂକେତ
କେନ୍ଦ୍ରାପଡ଼ା ଅଫିସ/ରାଜନଗର/ପଟ୍ଟାମୁଣ୍ଡାଇ,୨୪ା୧: ରାଜ୍ୟ ସରକାର କେନ୍ଦ୍ରାପଡ଼ା ଜିଲାରେ ମେଡିକାଲ କଲେଜ ପାଇଁ ଭିତ୍ତିଭୂମି ଯୋଗାଇ ଦେଲେ କେନ୍ଦ୍ର ସରକାର ଅନୁଦାନ ଯୋଗାଇ ଦେବେ। କେନ୍ଦ୍ର ସରକାର ନଦୀଭିତ୍ତିକ ବନ୍ଦର ଓ ଉପକୂଳ ରାଜପଥକୁ ଗୁରୁତ୍ୱ ଦେଉଛନ୍ତି। ଏହାଦ୍ୱାରା ଶିଳ୍ପବିହୀନ ଜିଲାରୁ କେନ୍ଦ୍ରାପଡ଼ା…
ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ
ରାଜନଗର,୨୪।୧(ଡି.ଏନ୍.ଏ.) : କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ଥିଲା। ତେବେ ଏହା ଆଜି ସକାଳେ ଖୋଲିଛି। ପ୍ରଥମେ ଭିତରକନିକାକୁ ପ୍ରବେଶ କରିଛନ୍ତି କେନ୍ଦ୍ର ମନ୍ତ୍ରୀ। ଉଦ୍ୟାନ ଖୋଲିଥିଲେ ମଧ୍ୟ ପ୍ରବେଶ ସମୟରେ କୋଭିଡ୍…
ଭିତ୍ତିଭୂମି ନାହିଁ,ଚାଷ ଛାଡ଼ୁଛନ୍ତି ଚାଷୀ
କେନ୍ଦ୍ରାପଡ଼ା ଅଫିସ,୨୪।୧: କେନ୍ଦ୍ରାପଡ଼ା ଜିଲା ସର୍ଭେ ରିପୋର୍ଟ ଅନୁଯାୟୀ ମଧ୍ୟମ ଓ ବୃହତ୍ ଶିଳ୍ପ ସଂଖ୍ୟା ଶୂନ । ଜିଲାର ଅର୍ଥନୀତି ୭୯ ପ୍ରତିଶତ ଚାଷ ଦ୍ୱାରା ପରିଚାଳିତ । ଜିଲାରେ ୭ ନଦୀ ଓ ୨୭ ଶାଖା ନାଳ ଅଛି…
ରାମଚଣ୍ଡୀ ମନ୍ଦିରରୁ ଚୋରି ଅଳଙ୍କାର କେନ୍ଦ୍ରାପଡ଼ାରୁ ଜବତ: ଜଣେ ଅଟକ
ମହାକାଳପଡ଼ା, ୨୩।୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମନଗର ଅଞ୍ଚଳର ପ୍ରସିଦ୍ଧ ମା’ ରାମଚଣ୍ଡୀ ମନ୍ଦିରରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଗ୍ରିଲ ତାଡ଼ି ପୂଜକଙ୍କୁ ଗୋଟିଏ ଘରେ ତାଲା ପକାଇ ମନ୍ଦିର ଗର୍ଭ ଗୃହରୁ ବିଭିନ୍ନ…
Archives


