କେନ୍ଦ୍ରାପଡ଼ା

ଅଦିନିଆ ବର୍ଷାରେ ଭିଜିଲା ଧାନ, ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ

ଡେରାବିଶ,୧୩ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଅଞ୍ଚଳରେ ମଙ୍ଗଳବାର ରାତିରୁ ପୁଣି ଥରେ ଆରମ୍ଭ ହୋଇଛି ଅଦିନିଆ ବର୍ଷା । ଚାଷୀଙ୍କ ପାଚିଲା ଓ ଅମଳକ୍ଷମ ଧାନ ଭିଜିଛି । ଏହାକୁ ନେଇ ଚାଷୀମାନେ ଚିନ୍ତାରେ ଅଛନ୍ତି । ଧାନ ବିକ୍ରୀ ପାଇଁ…

ମନ୍ତେଇଠାରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡ଼ିଲା

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୧୨।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତେଇ ପଞ୍ଚାୟତର ଅଶୃଙ୍ଖଳ ନାଳ ଉପରେ ନିର୍ମାଣାଧୀନ ମନ୍ତେଇ ବିଜୁ ସେତୁ ମଙ୍ଗଳବାର ମଧ୍ୟାହ୍ନରେ ଭୁଶୁଡ଼ି ପଡ଼ିଛି। ସେତୁର ଦୁଇ ନମ୍ବର ସ୍ପାନ୍‌ ସେଣ୍ଟ୍ରିଂ ଦବିଯିବାରୁ ତାହା ଭାଙ୍ଗିପଡି ନାଳରେ ପଡିଥିଲା।…

କଓ୍ବୋଇସି ଅପ୍‌ଡେଟ୍‌ ନାଁରେ ୫୦ ହଜାର ଠକେଇ

ପାଟକୁରା,୧୨।୧(ଡି.ଏନ୍‌.ଏ.): ପାଟକୁରା ଥାନା ଅନ୍ତର୍ଗତ ଶ୍ରୀଚନ୍ଦନପୁର ଗଁାର ନାନକ କୁମାର ସାହୁ (୪୧) ସାଇବର ଠକେଇର ଶିକାର ହୋଇଛନ୍ତି। ମୋବାଇଲ୍‌ରେ ୧୦ ଟଙ୍କା ରିଚାର୍ଜ କରି କେୱାଇସି ଅପଡେଟ୍‌ କରିବା ନଁାରେ ସାଇବର ଠକ ୫୦ ହଜାର ଟଙ୍କା ଲୁଟି ନେଇଛନ୍ତି।…

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା

ରାଜନଗର, ୧୨।୧ (ଡି.ଏନ.ଏ.): ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ବୁଧବାରଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକାର ନଦୀ ନାଳରେ ଥିବା ବଉଳା କୁମ୍ଭୀରଙ୍କ ଗଣନା ପାଇଁ ଗତ ୨ରୁ ୧୧ ତାରିଖ ଯାଏ ବନ୍ଦ ରଖାଯାଇଥିଲା। ଚଳିତବର୍ଷ…

୧୨ରୁ ଭିତରକନିକାରେ ପକ୍ଷୀ ଗଣନା

କେନ୍ଦ୍ରାପଡା ଅଫିସ,୧୧।୧: ଭିତରକନିକାରେ ପକ୍ଷୀ ଗଣନା ବୁଧବାର ଠାରୁ ଆରମ୍ଭ ହେବ । ଏଥିପାଇଁ ୧୬ଟି ଟିମ୍‌ ନିୟୋଜିତ ହେବେ। ପ୍ରତିଟି ଟିମ୍‌ରେ ୪ ରୁ ୫ ଜଣ ସଦସ୍ୟ ନିୟୋଜିତ ହେବା ସହିତ ଚଳିତ ବର୍ଷ କିଛି କଲେଜ ଛାତ୍ରଙ୍କୁ…

ଭିତରକନିକାରେ ୧୬ ବଉଳା କୁମ୍ଭୀର ବୃଦ୍ଧି

ରାଜନଗର, ୧୧।୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ କୁମ୍ଭୀର ଗଣନା ଶେଷ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ କୁମ୍ଭୀରଙ୍କ ସଂଖ୍ୟାରେ ୧୬ ବଢ଼ିଥିବା ରିପୋର୍ଟରୁ ଜଣାପଡ଼ିଛି। ଗତବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡ଼ିକରେ ୧୭୬୮ଟି ବଉଳା କୁମ୍ଭୀର…

ଭୋକ ଉପାସରେ ୧୫୭୯ କଳାକାର

କେନ୍ଦ୍ରାପଡ଼ା ଅଫିସ, ୧୧ା୧: ଗାଁରେ ଆଉ କେନ୍ଦରା ସ୍ବର ଶୁଭୁନାହିଁ। ପାଲା, ଦାସକାଠିଆରେ ଲୋକଙ୍କ ରାତି ଆଉ ପାଉ ନାହିଁ। କଣ୍ଢେଇ ଲୋକ କଳା ବିଲୁପ୍ତ ହେବକୁ ବସିଲାଣି। କାଇଁଚ କଳା ସାମଗ୍ରୀ ବିକ୍ରି ହେଉନି। କରୋନା ଜୀବିକା ଉପରେ ପ୍ରହାର…

୩ ଜିଲା ପରିଷଦ ପଦ ପାଇଁ ସଂରକ୍ଷଣ ତାଲିକା ବଦଳିଲା

ଡେରାବିଶ,୧୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ଡେରାବିଶ ବ୍ଲକ ଅଧୀନରେ ଥିବା ୧୨ ନଂ., ୧୩ ନଂ. ଓ ୧୪ ନଂ. ଜୋନ୍‌ରେ ବିଭିନ୍ନ ରାଜନୈତିକ ଦଳ…

ବଢୁଛି ମାମଲା, ପୋଲିସ କର୍ମଚାରୀ ଅଭାବ

ପଟ୍ଟାମୁଣ୍ଡାଇ,୧୧ା୧ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଆଜବେଷ୍ଟସ ଘରେ ଚାଲିଛି। ଥାନାରେ ଦିନକୁ ଦିନ ମାମଲା ବଢି ଚାଲିଛି। ଏଥିସହ ଆପରାଧିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଉଛି। ୨୦୧୮ ନଭେମ୍ବରରେ ଏହା ଆଦର୍ଶ ଥାନାର ମାନ୍ୟତା ପାଇଥିଲା। ପରେ ଆବଶ୍ୟକ ପୋଲିସ…

ମାଛଚାଷ କରିଛି ମହିଳାଙ୍କୁ ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା ଅଫିସ, ୧୦ା୧: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ କୃଷିକୁ ଗୁରୁତ୍ୱ ଦିଆଯାଏ। ତେବେ ସାଧାରଣ ଧାନ ଫସଲ ପରିବାରର ଅର୍ଥନୀତିକୁ ସମ୍ଭାଳି ପାରୁନାହିଁ। ଫଳରେ ଜିଲାର ଯୁବ ମାନବସମ୍ବଳ ବିଦେଶମୁହଁା ହେଉଥିବା ବେଳେ ମହିଳାମାନେ ମାଛଚାଷ ପ୍ରତି ଆଗ୍ରହ ପ୍ରକାଶ କରୁଛନ୍ତି।…

ବର୍ଷେ ୫ ମାସରେ ୧୨ ବାଲ୍ୟ ବିବାହ ବନ୍ଦ

କେନ୍ଦ୍ରାପଡ଼ା ଅଫିସ, ୯ା୧: ବିବାହ ବୟସ ସୀମା ଏବେ ଜାତୀୟସ୍ତରରେ ପ୍ରସଙ୍ଗ ପାଲଟିଛି। ବେଟି ବଚାଓ, ବେଟି ପଢ଼ାଓ ସ୍ଲୋଗାନକୁ ଅଗ୍ରାଧିକାର ଦିଆଯାଉଛି। ତେବେ ଏହି ସ୍ଲୋଗାନ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ କାର୍ଯ୍ୟ କରୁନାହିଁ। ଏହି ଅଞ୍ଚଳରେ ୧୮ ବର୍ଷ…

ଫଳକ ଲାଗିଲା, କଢ଼ାଗଲା

କେନ୍ଦ୍ରାପଡ଼ା ଅଫିସ,୮ା୧: କେନ୍ଦ୍ରାପଡ଼ା ସହରର ଶାମଗୁଡ଼ିଆସ୍ଥିତ ଜିଲା ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲ ଉଦ୍‌ଘାଟିତ ହେବାର ଫଳକ ଲଗାଯିବା, ପୁଣି ହଟାଯିବା ଭଳି ଘଟଣା ଶୁକ୍ରବାର ଚର୍ଚ୍ଚାର ବିଷୟ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଡିସେମ୍ବର ୧୫ରେ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?