କେନ୍ଦ୍ରାପଡ଼ା

ପାଠପଢ଼ା ପାଇଁ ଡିବିରି ଆଲୁଅ ଭରସା

ମହାକାଳପଡ଼ା,୨୨।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତର ରାମଚଣ୍ଡୀ ପଡା ୧ ନଂ. ଓ୍ବାର୍ଡର ସଂଖ୍ୟାଲଘୁ ସମ୍ପ୍ରଦାୟ ପରିବାରକୁ ମିଳୁନି ବିଦ୍ୟୁତ୍‌ ସେବା। ଫଳରେ ପିଲାମାନେ ପାଠ ପଢିବାକୁ ଡିବିରି ଆଲୁଅକୁ ଭରସା କରୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ନିକଟରେ ସଂଖ୍ୟାଲଘୁ…

ପ୍ରଶାସନିକ ଅବହେଳାକୁ ଦାୟୀ କଲେ ଦୁଇ ପରିବାର

କେନ୍ଦ୍ରାପଡ଼ା ଅଫିସ, ୨୨।୧: ଶିଶୁ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରି ଗୁରୁବାର ଦୁଇଟି ସ୍ଥାନରେ ଧାରଣା ଦିଆଯାଇଛି। ଗୋଟିଏ ଧାରଣା ସିଡବ୍ଲ୍ୟୁସି କାର୍ଯ୍ୟାଳୟରେ ଓ ଅନ୍ୟଟି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ। ଦୁଇଟି ଘଟଣାକୁ ଅନୁଧ୍ୟାନ କଲେ ପ୍ରଶାସନିକ ଅବହେଳା ଯୋଗୁ…

ଖାଦ୍ୟ ମାନ ଯାଞ୍ଚ ବ୍ୟବସ୍ଥା ନାହିଁ

କେନ୍ଦ୍ରାପଡ଼ା ଅଫିସ,୧୮।୧: ରାଜ୍ୟର ବିଭିନ୍ନ ସ୍ଥାନରୁ ଧରପଗଡ଼ ପରେ ନକଲି ସାମଗ୍ରୀ କାରଖାନା ଠାବ ହେଉଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରୁ ଦୁଇବର୍ଷ ମଧ୍ୟରେ ନକଲି ମସଲାଗୁଣ୍ଡ କାରଖାନା ଓ ଦୁହୁରିଆଠାରେ ନକଲି ଜର୍ଦ୍ଦା କାରବାରର ପର୍ଦ୍ଦାଫାଶ ହୋଇଥିଲା। ବିଭିନ୍ନ…

କଟକଣା ନ ମାନି ଜଙ୍ଗଲ ମଧ୍ୟକୁ ପଶିଲେ ଶତାଧିକ ଚାଷୀ: ଘଟଣାସ୍ଥଳରେ ଉତ୍ତେଜନା

ମହାକାଳପଡ଼ା,୧୬।୧(ଡି.ଏନ୍‌.ଏ.) : ମହାକାଳପଡ଼ା ବତୀଘର ପଞ୍ଚାୟତର ହେଟାମୁଣ୍ଡିଆ ସଂରକ୍ଷିତ ଜଙ୍ଗଲ ଉପରେ ବନ ବିଭାଗ କଟକଣାକୁ ନ ମାନି ଶହ ଶହ ସଂଖ୍ୟାରେ କନ୍ଧାଚାଷୀ ଜଙ୍ଗଲ ମଧ୍ୟକୁ ପଶିଛନ୍ତି। ଘଟଣାସ୍ଥଳରେ ତହସିଲଦାର ମହାକାଳପଡ଼ା, ଡି ଏସ୍‌ପି ଏବଂ ବନ ବିଭାଗର ଅଧିକାରୀଙ୍କ…

ଗହୀରମଥାରେ ଅଲିଭ ରିଡ୍‌ଲେଙ୍କ ମିଳନ

ମହାକାଳପଡ଼ା, ୧୬।୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଜଳରାଶିରେ ବିରଳ ଅଲିଭ ରିଡ୍‌ଲେ କଇଁଛମାନଙ୍କ ମିଳନ ଆରମ୍ଭ ହୋଇଥିବା ଶୁକ୍ରବାର ଦେଖିବାକୁ ମିଳିଛି। ବିଶେଷକରି ଏହି ସମୟରେ ସୁରକ୍ଷିତ ଅଭୟାରଣ୍ୟର ମାଦଲି, ଅଗରନାସୀ, ଲଞ୍ଚ ଘୋଲା, ଷୋଳମୁହାଣ, ହୁକିଟୋଲା…

ଗୋରୀ ପାଇଁ ପୁଣି ସାଥୀ ଖୋଜା

ରାଜନଗର,୧୬।୧(ଡି.ଏନ.ଏ.) : ଭିତରକନିକା ଜାତୀୟ ଉଦ୍ୟାନର ସୁନ୍ଦରୀ ଦେଶ ବିଦେଶ ପର୍ଯ୍ୟଟକଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ଶଙ୍ଖୁଆ କୁମ୍ଭୀର ଗୋରୀକୁ ଏବେ ୪୬ ବର୍ଷ ଚାଲିଲା। ଗୋରୀ ପାଇଁ ବିଦେଶୀ ଓ ଦେଶୀୟ ସାଥୀଙ୍କୁ ଅଣାଯାଇ ମିଳନର ସୁଯୋଗ ଦିଆଯାଇଥିଲା। ମାତ୍ର ଗୋରୀ…

୧୭ରେ ୯ ଗ୍ରୁପ୍‌ କରିବେ ଡଲ୍‌ଫିନ୍‌ ଗଣନା

ରାଜନଗର, ୧୫।୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା କରାଯିବ। ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ସମୁଦ୍ର ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍‌ ଓ ନଦୀରେ ଆସନ୍ତା ୧୭ ତାରିଖରେ ଗଣନା କରାଯିବ ବୋଲି ରାଜନଗର ବନ ବିଭାଗ…

୨୩ ଯାଏ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ

ରାଜନଗର, ୧୫।୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଓ ବାହାରେ ପ୍ରବାହିତ ନଦୀ ନାଳଗୁଡିକରେ ଥିବା ବଉଳା କୁମ୍ଭୀରମାନଙ୍କର ଗଣନା କରାଯିବ। ଜାନୁୟାରୀ ୧୫ରୁ ୨୩ ତାରିଖ ଯାଏ ଭିତରକନିକା ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି। ବଉଳା କୁମ୍ଭୀରଙ୍କ ଗଣନା…

ଶୁଖିଲା ପଡ଼ିବ ୫ ଶହ ଏକର ଜମି

ପଟ୍ଟାମୁଣ୍ଡାଇ,୧୧।୧(ଡି.ଏନ.ଏ.): ପଟ୍ଟାମୁଣ୍ଡାଇ ଗ୍ରାମ ଉନ୍ନୟନ ବିଭାଗ ପକ୍ଷରୁ ମାଳିବସା ଠାରୁ ମିଜାଉଁଣୀ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୫ କିମି ରାସ୍ତା ନିର୍ମାଣ ଚାଲିଛି। ଜଳସମ୍ପଦ ବିଭାଗ ୨ନଂ. କେନାଲ ବାମ ପାଶର୍‌ବ ଦେଇ ଏହି ରାସ୍ତା କାମ ଆରମ୍ଭ…

ଜଳ ପାଲଟିଛି ଜହର

କେନ୍ଦ୍ରାପଡା ଅଫିସ, ୧୧।୧: ପୁରାଣ ପ୍ରସିଦ୍ଧ ମଧୁସାଗର ତଥା କେନ୍ଦ୍ରାପଡା ଜିଲାରେ ପ୍ରବାହିତ ଗୋବରୀ ନଦୀ ଏବେ ଜଳଧାରଣ କ୍ଷମତା ହରାଇଛି। ଏହି ନଦୀର ଜଳ ଏବେ ଜହର ପାଲଟିଛି। ନଦୀମାର୍ଗ ଏବେ ଜବରଦଖଲକୁ ଚାଲି ଯାଉଥିବାରୁ କୃଷି କ୍ଷେତ୍ରକୁ ଆଉ…

ଆଇଆଇଟି ହାଇଦ୍ରାବାଦ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ: ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ

କେନ୍ଦ୍ରାପଡ଼ା ଅଫିସ,୮।୧: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ବରୁଣାଡିହା ନିକଟସ୍ଥ ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ନେବା ବିବାଦ ଅଡୁଆ ସୂତାରେ ଗୁନ୍ଥି ହେବାରେ ଲାଗିଛି। ସ୍ଥାନୀୟ ଲୋକଙ୍କ ବିରୋଧ, ଆଇସିଜେଡଏମ୍‌ପି ରିପୋର୍ଟ, ଭୂତଳ ଜଳ ବିଶେଷଜ୍ଞଙ୍କ ସର୍ଭେ, ଜିଆଇଜେଡ…

ଭିତରକନିକାରେ ବିଦେଶୀ ପକ୍ଷୀଙ୍କ ସଂଖ୍ୟା ବଢ଼ିଲା

ରାଜନଗର,୭।୧(ଡି.ଏନ.ଏ.):ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୬ ତାରିଖ ଦିନ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାକୁ ୧ ଲକ୍ଷ ୧୮ ହଜାର ୩୨୬ ପକ୍ଷୀ ଆସିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri