୬୩ ଲକ୍ଷ କାମ: ୬ ମାସ ନ ପୂରୁଣୁ ପୁଣି ୨୪ ଲକ୍ଷ
ପଟ୍ଟାମୁଣ୍ଡାଇ,୭ା୧ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଦଶ ହଜାରୀ ଉତିକଣ ବନ୍ୟାବନ୍ଧ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ୬୩ ଲକ୍ଷ ଟଙ୍କାର କାମ ହୋଇଛି ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ସେହି ରାସ୍ତା ୬ ମାସ ନ ପୂରୁଣୁ…
ଧଳା କୁମ୍ଭୀର ଶାବକର ନାମ ଦିଆଗଲା ଶ୍ୱେତା
ରାଜନଗର, ୭ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଶାବକ ଧଳା କୁମ୍ଭୀର ପର୍ଯ୍ୟଟକଙ୍କ ମନ ମୋହୁଛି। ଗୁରୁବାର ଶାବକ ଧଳା କୁମ୍ଭୀରର ନାମକରଣ କରାଯାଇ ଶ୍ୱେତା ରଖାଯାଇଛି। ଭିତରକନିକାର…
ଆଜିଠୁ ବଉଳା କୁମ୍ଭୀର ଗଣନା
ରାଜନଗର,୬ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନ ଓ ଉଦ୍ୟାନ ବାହାରେ ପ୍ରବାହିତ ନଦୀନାଳରେ ଥିବା ବଉଳା କୁମ୍ଭୀରଙ୍କ ଗଣନା ପାଇଁ ବୁଧବାର ବନ କର୍ମଚାରୀମାନଙ୍କୁ ସ୍ବତନ୍ତ୍ର ପ୍ରଶିକ୍ଷଣ ଦିଆଯାଇଛି। ଗୁରୁବାରଠାରୁ ଆସନ୍ତା ୧୦ ତାରିଖ ଯାଏ କୁମ୍ଭୀର ଗଣନା କରାଯିବ। ୧୧ ତାରିଖରେ…
ବାୟୁ ପ୍ରଦୂଷଣ: ଅରେଞ୍ଜ ଜୋନ୍ରେ କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲାରେ ଖଣି ନାହିଁ। ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ନ ଥିବା ବେଳେ ରେଳରୁ ଧୂଅଁା ବାହାରୁ ନାହିଁ। ଏହାସତ୍ତ୍ୱେ ବାୟୁର ଗୁଣବତ୍ତାକୁ ନେଇ ୨୦୨୧ ନଭେମ୍ବରରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ହୋଇଥିତ୍ବା ଅନୁଧ୍ୟାନ…
ଫେଲ୍ ମାରିଛି କଂକ୍ରିଟ ଖଳା ଯୋଜନା
କେନ୍ଦ୍ରାପଡ଼ା ଅଫିସ, ୫।୧:କେନ୍ଦ୍ରାପଡ଼ା ଜିଲାରେ କୃଷି ଯୋଜନା କାର୍ଯ୍ୟକାରୀ ହୋଇପାରୁନି। ଯୋଜନା ସହ ଅର୍ଥ ବ୍ୟୟ ହେଉଥିଲେ ମଧ୍ୟ ତୃଣମୂଳସ୍ତରର ଚାଷୀ ଉପକୃତ ହୋଇପାରୁନାହାନ୍ତି। ସୂର୍ଯ୍ୟମୁଖୀ, ବାଦାମ ବିହନ ଯୋଗାଣର ଅନିୟମିତତା ପରେ ଏବେ କ୍ରଂକ୍ରିଟ ଖଳା ଯୋଜନା ନେଇ ଚାଷୀ…
ମାସେ ହେବ ପରିବାର ଗୃହବନ୍ଦୀ
ଆଳି,୪।୧(ଡି.ଏନ୍.ଏ): କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅନ୍ତର୍ଗତ ତରିପାଟଣା ଗ୍ରାମର କେତେଜଣ ବ୍ୟକ୍ତି କଙ୍ଗାରୁ କୋର୍ଟ କରି ବାବୁଲି ସାହୁଙ୍କ ପରିବାର ଲୋକଙ୍କୁ ମାସେ ହେବ ଗୃହବନ୍ଦୀ ଅବସ୍ଥାରେ ରଖିଛନ୍ତି। ଏ ନେଇ ସେ ତହସିଲ ଓ ଥାନାର ଦ୍ୱାରସ୍ଥ ହୋଇଥିଲେ…
ଦୁଇ ମାସର ପୁଅକୁ ମାରିଦେଲେ ମା’
କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୪।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ କାନପୁର ଗଁାରେ ରବିବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଘରୋଇ କଳିରୁ ୨ ମାସର ଶିଶୁପୁତ୍ରକୁ ମା’ ମାରି ଏକ ଅବ୍ୟବହୃତ କୂଅରେ ପକାଇ ଦେଇଛନ୍ତି। ଖବରପାଇ…
ମୃତକଙ୍କ ସାଥୀ ପାଲଟିଛନ୍ତି ମହମ୍ମଦ ନୁହ
କେନ୍ଦ୍ରାପଡ଼ା ଅଫିସ,୩ା୧: କେନ୍ଦ୍ରାପଡ଼ା ସହର ଫକୀରାବାଦ ଗ୍ରାମର ମହମ୍ମଦ ନୁହ। ବୟସ ୬୬। ୧୬ ବର୍ଷ ଧରି ନିଃସ୍ବାର୍ଥପର ଭାବେ ନିଜ ସମ୍ପ୍ରଦାୟ ମୃତକଙ୍କ ସାଥୀ ପାଲଟିଛନ୍ତି। ଗୁସନ ଓ କଫନରେ ସହଯୋଗୀ ହେବା ସହ ମୃତକଙ୍କ ଏକ ରେଜିଷ୍ଟର ପ୍ରସ୍ତୁତ…
ପିକ୍ନିକ୍ କରିବାକୁ ଯାଇ ଆଉ ଘରକୁ ଫେରିଲେନି ୨ ଯୁବକ, ଗଡ଼ିଆରୁ ବାଇକ୍ ସହ ମିଳିଲା ମୃତଦେହ
କେନ୍ଦ୍ରାପଡ଼ା ଅଫିସ,୨।୧: ନୂଆବର୍ଷରେ ପିକ୍ନିକ୍ କରିବାକୁ ଯାଇ ଆଉ ଘରକୁ ଫେରିଲେନି ୨ ଯୁବକ। ରବିବାର ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ସହିତ ଏକ ବାଇକ ମଧ୍ୟ ଜବତ ହୋଇଛି। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲାରେ। ମୃତକ ଦ୍ୱୟ…
ଜଳସେଚନ ଏବେ ବି ସ୍ଵପ୍ନ
କେନ୍ଦ୍ରାପଡ଼ା ଅଫିସ, ୨ା୧: ମହାନଦୀ-ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳର ୧୯,୫୪୨ ହେକ୍ଟର ଜମି ଜଳସେଚିତ ହେବ। ବର୍ଷ ସାରା ଅର୍ଥଭିତ୍ତିକ କୃଷି କୃଷକଙ୍କୁ ସମୃଦ୍ଧ କରିବ। ଏପରି ସ୍ଵପ୍ନ ଗତ ୨୩ ବର୍ଷ ପୂର୍ବେ ଜିଲାର ଗରଦପୁର, ମାର୍ଶାଘାଇ ଓ ମହାକାଳପଡ଼ା ବ୍ଲକ ସମେତ…
ନୂଆବର୍ଷ ପାଇଁ ନେଉଥିଲେ ବାର୍ହା ମାଂସ
ରାଜନଗର,୧ା୧(ଡି.ଏନ.ଏ.): ନୂଆବର୍ଷରେ ଭିତରକନିକା ଜାତୀୟ ଉଦ୍ୟାନରୁ ବାର୍ହା ଶିକାର କରାଯାଇ ମାଂସ ଚାଲାଣ କରାଯାଉଥିଲା। ଖବରପାଇ ଶନିବାର ସକାଳ ପ୍ରାୟ ସାଢ଼େ ୭ଟାରେ କନିକା ରେଞ୍ଜ ଅଫିସର ମାନସ କୁମାର ଦାସଙ୍କ ନେତୃତ୍ୱରେ ଫରେଷ୍ଟର କପିଳେନ୍ଦ୍ର ପ୍ରଧାନ, ଫରେଷ୍ଟ ଗାର୍ଡ ସୁନିଲ…
ପରିବେଶପ୍ରେମୀ ପକ୍ଷୀଙ୍କ ପାଇଁ ବସା ବାନ୍ଧିଲେ
ମହାକାଳପଡ଼ା,୩୧ା୧୨(ଡି.ଏନ.ଏ.): ଜଳବାୟୁର ପରିବର୍ତ୍ତନ, ମଣିଷକୃତ ଶିଳ୍ପାୟନର ପ୍ରଭାବ, ସରକାରୀ ସ୍ତରରେ ଇଚ୍ଛାଶକ୍ତିର ଅଭାବ, ଦିନକୁ ଦିନ ବଢୁଥିବା ପ୍ରଦୂଷଣ ପ୍ରଭାବରେ ହଜାର ହଜାର ବର୍ଷ ତଳର ଜୀବଜନ୍ତୁ, ପକ୍ଷୀ, କିଟ ପତଙ୍ଗ ଓ ବିଭିନ୍ନ ସାମୁଦ୍ରିକ ପ୍ରାଣୀ ପ୍ରଭୃତି ଲୁପ୍ତ ହେବାକୁ…

