କେନ୍ଦ୍ରାପଡ଼ା

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ ବ୍ଲକ ଅଧୀନ ଜମ୍ବୁ ପଞ୍ଚାୟତ ଭାଟେଣିସ୍ଥିତ ନରେନ୍ଦ୍ର ନାଥ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

ମା’ର ତ୍ୟାଗ ଆଗରେ ହାର୍‌ ମାନିଲା ବିପଦ: ପ୍ରଖର ସ୍ରୋତରୁ ଛୁଆଙ୍କୁ ଉଦ୍ଧାର କଲା ହରିଣୀ

ରାଜନଗର,୨୭।୯(ଭାସ୍କର ରାଉତରାୟ): ଯୁଗେ ଯୁଗେ ସନ୍ତାନ ଯେତେବେଳେ ବିପଦରେ ପଡେ ସେଇଠି ମାନବ ହେଉ ବା ବନ୍ୟପ୍ରାଣୀ ସନ୍ତାନକୁ ବିପଦ ମୁହଁରୁ ରକ୍ଷା ପାଇଁ ଜୀବନକୁ ବାଜିରେ ଲଗାଇବାକୁ ପଛାଇ ନଥାଏ । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ଭିତରକନିକା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର ନାବାଳକ ଛାତ୍ର ହିତେଶ ପଣ୍ଡା (୧୬) ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ଏହି…

ଯାଜପୁରରୁ ଭାସି ଆସି ପଟ୍ଟାମୁଣ୍ଡାଇରୁ ଉଦ୍ଧାର ହେଲେ ବୃଦ୍ଧା, ପ୍ରବଳ ସ୍ରୋତ ସତ୍ତ୍ୱେ…

ପଟ୍ଟାମୁଣ୍ଡାଇ/ବରୀ,୨୭ା୯(କଳ୍ପତରୁ ନାୟକ/ମହେନ୍ଦ୍ର ସ୍ବାଇଁ): କଥାରେ ଅଛି ରଖେ ହରି ତ ମାରେ କିଏ। ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ଜଣେ ୮୦ ବର୍ଷୀୟା ବୃଦ୍ଧା। ନଦୀର ପ୍ରଖର ସ୍ରୋତରେ ଦୀର୍ଘ ବାଟ ଭାସିଯିବା ପରେ ବି ପାଣି ସହ ସଂଗ୍ରାମ କରି…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ ରାତିରେ ଘରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଘରର ଗ୍ରିଲ କାଟି ଭିତରକୁ ପଶିବା…

ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ଲୁଣାଘେରି ବନ୍ଧ, ତତ୍ପରତା ଦେଖାଉନି ଜଳସମ୍ପଦ ବିଭାଗ

ମହାକାଳପଡ଼ା,୨୬ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ରେ ଜରି ପଲିଥିନରେ ନଦୀ ପାର୍ଶ୍ୱମାଟି ଅତଡ଼ା ଖସିବା ଯୋଗୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି। ମିଳିଥିବା ସୂଚନାନୁସାରେ, ବ୍ଲକ ଅଧିକ ସ୍ଥାନୀୟ କେବି ଦାଣ୍ଡୁଆ ପାଞ୍ଚାୟତ ସ୍ଥାନୀୟ ରଡିଆ-କଂସାର…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର ତପନ ଗିରିଙ୍କ ଘର ଉପରେ ଏକ ବଡ଼ ଗଛ ପଡ଼ିଯାଇଛି। ଫଳରେ ଘରଟି…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ ଆଦିବାସୀ ବହୁଳ ବାଘୁଆମେଦ ଗ୍ରାମରେ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଗ୍ରାମରେ…

ପ୍ରସୂତିଙ୍କୂ ମିଳିଲାନି ଆମ୍ବୁଲାନ୍ସ ସେବା: ଅଧାବାଟରେ ଚାଲିଗଲା ଜୀବନ

କେନ୍ଦ୍ରାପଡ଼ା,୨୪।୯(ଜଗନ୍ନାଥ ଧଳ): ଆମ୍ବୁଲାନ୍ସ ସେବା ନ ପାଇ କେନ୍ଦ୍ରାପଡ଼ା ବ୍ଲକ ଇନ୍ଦୁପୁର ସିଏଚ୍‌ସି ଅଧୀନ ନିକିରାଇ ଥାନା ଅନ୍ତର୍ଗତ ପୂର୍ବ ନିକିରାଇ ଗ୍ରାମରେ ଗୁରୁବାର ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଛି। ଗ୍ରାମର ସନ୍ତୋଷ କୁମାର ଜେନାଙ୍କ ଗର୍ଭବତୀ ସ୍ତ୍ରୀ ସବିତା ସ୍ବାଇଁ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଘରେ ଆଣ୍ଠୁଏ ପାଣି ଜମିଥିଲା । ଏହି ଖବର…

ଗାଁରେ ପଶିଲା ସମୁଦ୍ର ଜୁଆର: ଅପହଞ୍ଚ ସାନ୍ତାଳୀ ଗାଁ ପାଣିଖିଆରେ ଦୁଇଟି ଘାଇ

ମହାକାଳପଡ଼ା, ୨୪।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଆସି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ଏକ ଜଙ୍ଗଲିଆ ସାନ୍ତାଳୀ ଗାଁରେ ପ୍ରବେଶ କରିଛି। ଫଳରେ ନାଂଜୁରା ପଞ୍ଚାୟତ ଅଧୀନ ଲୁଣା…

ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ କଙ୍କଡ଼ାର ଘୋର ଅଭାବ ଦେଖାଦେବାରୁ କୁମ୍ଭୀରଗୁଡ଼ିକ ଖାଦ୍ୟ ସନ୍ଧାନରେ ଗାଁ ଗହଳି, ଗାଡ଼ିଆ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?