କେନ୍ଦ୍ରାପଡ଼ା

ହରିଣ ଶିକାର କଲାବେଳେ ମାଡ଼ିବସିଲା ବନ ବିଭାଗ, ଶିକାରୀଙ୍କଠାରୁ ଫାଶ ସହ ଜବତ କଲା…

ମହାକାଳପଡ଼ା,୨୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳ ଶାସନପେଟା ଗ୍ରାମ ପାର୍ଶ୍ୱ ଜଙ୍ଗଲରୁ ଦୁଇ ଶିକାରୀ ହରିଣ ଶିକାର କରିଥିବାବେଳେ ଶୁକ୍ରବାର ବନ ବିଭାଗ ସେମାନଙ୍କୁ ଧରିଛି। ସେମାନେ ହେଲେ ତନ୍ତିଆପାଳ ସାମୁଦ୍ରିକ ଥାନା…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ ଦଶରୁ ଅଧିକ ଗୋରୁ ବୋଝେଇ ହୋଇଥିଲା। କୌଣସି ସୂତ୍ରରୁ ଗ୍ରାମର କେତେକ ଯୁବକମାନେ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ ଚାଷୀମାନଙ୍କୁ କୃଷି ତାଲିମ, ଉନ୍ନତ ବିହନ ବଣ୍ଟନ, ମହିଳା ଗୋଷ୍ଠୀଙ୍କୁ ଆର୍ଥିକ ସହାୟତା…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି । ସୋମବାର ସକାଳୁ ସନ୍ଦେହ ଜନକ ଅବସ୍ଥାରେ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ ଦାସ । ଟଙ୍କା ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍ ମାଡିବସିଛି ।…

ମିଳୁଥିଲା ୩୫୦୦ ଭତ୍ତା, ମିଳିଲା ୧୦୦୦, ଅଭିଯୋଗ କରିବା ପରେ…

ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା ଟଙ୍କା ଦିଆଯାଇଥିଲା। ହେଲେ ଗତ ୪ମାସ ହେବ ୩୫୦୦ ଟଙ୍କା ଭତ୍ତା ବଦଳରେ…

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର ଜୀବନ ଯାଇଥିବାବେଳେ ଅନ୍ୟ ୩ ଜଣ ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି। ଖାଦ୍ୟ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି ପକାଇବାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ବଡଭାଇ, ତାଙ୍କ ପୁଅ ଓ…

ନଳକୂପ ଅଚଳ: ପାଣି ପାଇଁ ହଟହଟା

ଆଳି,୧୫ା୫(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ନୂଆବଜାରରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଫଳରେ ଏଠାରେ ଥିବା ହଜାରେରୁ ଊର୍ଦ୍ଧ୍ୱ ବ୍ୟବସାୟ ପ୍ରତିଷ୍ଠାନ ସହିତ ସରକାରୀ, ବେସରକାରୀ କାର୍ଯ୍ୟାଳୟ କର୍ମଚାରୀଙ୍କ ସହ ସାଧାରଣ ଲୋକେ ପାଣି ପାଇଁ ନାହିଁ ନ ଥିବା…

ଡାକ୍ତରଙ୍କୁ ପିଟିପିଟି ମାରିଦେଲେ ବଡ଼ ଭାଇ : କାଳ ସାଜିଲା…

ମହାକାଳପଡ଼ା,୧୫।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ସ୍ଥାନୀୟ ବାରଡାଙ୍ଗ ଗ୍ରାମରେ ଜମିବାଡ଼ି ଭାଗବଣ୍ଟାକୁ ନେଇ ତୁମୁଳକାଣ୍ଡ ଘଟିଛି। ଏଥିରେ ଜଣଙ୍କ ଜୀବନ ଯାଇଛି। ବଡ଼ ଭାଇ ପରିବାର ସହିତ ସାନ ଭାଇ ତଥା ହୋମିଓପାଥି ଡାକ୍ତର ଗୋଲେଖ…

ନଦୀରେ ବୁଲୁଛି କୁମ୍ଭୀର, ଜୀବିକା ପାଇଁ ବିପଦରେ ଜୀବନ

ମହାକାଳପଡ଼ା, ୧୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀନାଳରେ ମାଳମାଳ କୁମ୍ଭୀର ଖାଦ୍ୟ ଅନ୍ବେଷଣରେ ଘୂରି ବୁଲୁଛନ୍ତି। ଏହାରି ଭିତରେ ମହାନଦୀ, ଲୁଣା, ପାଇକା, ଗୋବରୀ ନଦୀ ସମେତ ବିଭିନ୍ନ ଶାଖା ଯୋର ଓ ନାଳ…

ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…

ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ପେଟଛେଲା ପଞ୍ଚାୟତ ସ୍ଥାନୀୟ ଜଙ୍ଗଲଘେରି ଗାଁରେ। ବୁଧବାର ଅପରାହ୍ନରେ ଛବି ପାତ୍ର (୫୫)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?