ସରକାରଙ୍କ ଜମି ଅଧିଗ୍ରହଣ, ପଟ୍ଟାରେ ଠିକା ସଂସ୍ଥା
କେନ୍ଦ୍ରାପଡ଼ା ଅଫିସ, ୨୨ା୧୨: ଭଦ୍ରକ ଜିଲାର ୪ ବ୍ଲକ ଓ ୩ ଏନ୍ଏସି ଅଞ୍ଚଳବାସୀଙ୍କୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ଚାନ୍ଦବାଲି ବ୍ଲକ ନୂଆହାଟଠାରେ ମେଗା ପ୍ରକଳ୍ପ ନିର୍ମାଣ ହେଉଛି। ରାଜ୍ୟ ସରକାର ବସୁଧା ଯୋଜନାରେ ଏଥିପାଇଁ ୯୮୨…
ଫସଲ ଭଲ ଥିବା ଜମିର ବୀମା କମ୍ପାନୀର କ୍ରପ୍ କଟିଂ
ରାଜନଗର, ୨୧।୧୨ – ବାତ୍ୟା ଜୱାଦ ପ୍ରଭାବରେ ରାଜନଗର ଅଞ୍ଚଳର ଧାନ ଫସଲକୁ ଉଜାଡି ଦେଇଛି। କେବଳ ଖରିଫ ଧାନ ଚାଷ ଉପରେ ନିର୍ଭର କରୁଥିବା ରାଜନଗରର ଚାଷୀ ଫସଲକୁ ହରାଇ ମୁଣ୍ଡରେ ହାତ ଦେଇ ବସିଛନ୍ତି। ବିଲରେ ଧାନ ପଚିଯିବା…
ଭିତରକନିକାରେ ପ୍ରକୃତିପ୍ରେମୀଙ୍କ ଭିଡ଼
ରାଜନଗର,୨୦ା୧୨(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଆରମ୍ଭ ହୋଇଛି ପିକ୍ନିକ୍ ଋତୁ। ଚଳିତବର୍ଷ ଅକ୍ଟୋବରରୁ ଦେଶ ବିଦେଶ ପର୍ଯ୍ୟଟକଙ୍କ ଆରମ୍ଭ ହୋଇଛି ଭିତରକନିକା ଯାତ୍ରା। ପ୍ରତିଦିନ ଶତାଧିକ ପର୍ଯ୍ୟଟକ ଭିତରକନିକାକୁ ଆସି ମଜା ଉଠାଉଛନ୍ତି। ପର୍ଯ୍ୟଟକମାନେ ଜଳପଥରେ ଭିତରକନିକାର ଶୋଭା ଉପଭୋଗ କରିବାକୁ ଅଧିକ…
କେନ୍ଦ୍ର, ରାଜ୍ୟ ମଧ୍ୟରେ ସମନ୍ବୟ ଅଭାବ
କେନ୍ଦ୍ରାପଡ଼ା ଅଫିସ,୨୦ା୧୨: କେନ୍ଦ୍ରାପଡ଼ା ସହରଠାରୁ ସିଂହଗାଁ ମାତ୍ର ୨୬ କିଲୋମିଟର । ଏହି ଗ୍ରାମର ପ୍ରସୂତିଙ୍କ ପାଇଁ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁନାହିଁ । ଗର୍ଭବତୀମାନେ ଭାରରେ ବୁହା ହୋଇ ୧୦ କିଲୋମିଟର ଦୂର ଅଣ୍ଡରା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଥବା ୨୨ କିଲୋମିଟର…
ଜାନୁୟାରୀ ୨ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ
ରାଜନଗର,୨୦ା୧୨(ଡି.ଏନ.ଏ.): କୁମ୍ଭୀର ଗଣନା ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ଲାଗି ୧୦ ଦିନ ବନ୍ଦ ରହିବ। ୨୦୨୨ ଜାନୁୟାରୀ ୨ରୁ ୧୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ। ଜାନୁୟାରୀ ୧୨ରୁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକା ଜାତୀୟ ଉଦ୍ୟାନ…
ମୌଳିକ ସୁବିଧାରୁ ପଟ୍ଟାମୁଣ୍ଡାଇ ସହରବାସୀ ବଞ୍ଚିତ
ପଟ୍ଟାମୁଣ୍ଡାଇ,୧୯ା୧୨(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇକୁ ୧୯୮୮ ଡିସେମ୍ବର ୬ରେ ଏନ୍ଏସିର ମାନ୍ୟତା ମିଳିଥିଲା। ପଟ୍ଟାମୁଣ୍ଡାଇ, କଷଣଅଣ୍ଟା, ମାଟିଆ, ବାଲିପାଟଣା, ନୀଳକଣ୍ଠପୁର ପଞ୍ଚାୟତକୁ ନେଇ ଏନ୍ଏସି ଘୋଷଣା ହୋଇଥିଲା। ବିଜ୍ଞାପିତ ଅଞ୍ଚଳର ସୁବିଧା ସୁଯୋଗ ଲୋକଙ୍କୁ ଯୋଗାଇ ଦେବାକୁ ଲକ୍ଷ୍ୟ ରହିଥିଲା। ବିଜ୍ଞାପିତ ପରିଷଦର ପ୍ରଥମ…
ବିଗୁଡୁଛି ଗହୀରମଥା ପରିବେଶ
କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ପ୍ରତିରକ୍ଷା ବିଭାଗ ପାଇଁ ସୁପର ସୋନିକ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ(ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ଗତ ୧୩ ତାରିଖରେ ହୁଇଲର ଦ୍ୱୀପରୁ କରାଯାଇଛି। ଡିସେମ୍ବରରେ ଏହି ପରୀକ୍ଷା ବ୍ୟତୀତ ଦି’ ଡିଫେନସ୍ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟ ଅର୍ଗାନାଇଜେଶନ…
ଆଶା, ଆଶଙ୍କା ମଧ୍ୟରେ ଡଲ୍ଫିନ ସଂଖ୍ୟା ବୃଦ୍ଧି
କେନ୍ଦ୍ରାପଡ଼ା ଅଫିସ, ୧୭ା୧୨:ଭିତରକନିକା ସାମୁଦ୍ରିକ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ଗୁରୁବାରଠାରୁ ଡଲଫିନଙ୍କ ସଂଖ୍ୟା ଗଣନା ଆରମ୍ଭ ହୋଇଛି। କ୍ରମାଗତ ଭାବେ ୪ ବର୍ଷର ଡଲଫିନ୍ ସଂଖ୍ୟାର ବିଶ୍ଳେଷଣ କଲେ ଏମାନଙ୍କ ବୃଦ୍ଧିକୁ ନେଇ ଆଶଙ୍କା ପ୍ରକାଶ ପାଇଛି। କ୍ରମାଗତ ଭାବେ…
ଚିକିତ୍ସା ବାବଦ ଅର୍ଥକୁ ଶିକ୍ଷାରେ ଖର୍ଚ୍ଚ କର
କେନ୍ଦ୍ରାପଡ଼ା ଅଫିସ, ୧୬।୧୨: କେନ୍ଦ୍ରାପଡ଼ା ଜିଲା ରାଜ୍ୟ ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ସେବାରେ ବୁଧବାର ଯୋଡି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନ୧୧ଟାରେ ଭିଡିଓ କନ୍ଫରେନ୍ସ ମାଧ୍ୟମରେ କେନ୍ଦ୍ରାପଡ଼ା ଜିଲାରେ ଏହି କାର୍ଡ ବଣ୍ଟନର…
ଆଜିଠୁୁ ଭିତରକନିକାରେ ଡଲଫିନ୍ ଗଣନା
ରାଜନଗର, ୧୬ା୧୨(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ମୁହାଣ ଓ ବଙ୍ଗୋପସାଗରର ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ଡଲଫିନଙ୍କର ଗଣନା କାର୍ଯ୍ୟ ଗୁରୁବାରଠାରୁ ଆରମ୍ଭ ହେବ। ବୁଧବାର ଗୁପ୍ତିଠାରେ ଗଣନାକାରୀମାନଙ୍କୁ ଡିଏଫ୍ଓ ଡ. ଯଜ୍ଞଦତ୍ତ ପତି, ଏସିଏଫ ବିରଞ୍ଚତ୍…
ବିଜୁ ସ୍ୱାସ୍ଥ୍ୟସ୍ମାର୍ଟ କାର୍ଡରେ ଯୋଡି ହେଲା କେନ୍ଦ୍ରାପଡା
କେନ୍ଦ୍ରାପଡା ଅଫିସ, ୧୫।୧୨: ରାଜ୍ୟ ସରକାରଙ୍କ ସ୍ମାର୍ଟ ସ୍ୱାସ୍ଥ୍ୟ ସେବା ଯୋଜନାରେ କେନ୍ଦ୍ରାପଡା ଜିଲା ବୁଧବାର ଯୋଡି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ଜିଲାର…
ପଲିଥିନ ତଳେ ବିତୁଛି ଦିବ୍ୟାଙ୍ଗ ମହିଳାଙ୍କ ଜୀବନ
ମହାକାଳପଡ଼ା,୧୫ା୧୨ (ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବଙ୍କୁ ଆବାସ ଯୋଜନାରେ ଗୃହ ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ହେଲେ ଜଣେ ଦିବ୍ୟାଙ୍ଗ ମହିଳା ଛିଣ୍ଡା ପଲିଥିନ ତଳେ ଜୀବନ ବିତାଉଥିବାର କରୁଣ ଚିତ୍ର ଦେଖିବାକୁ…

