ଧାନ ଫସଲ ନଷ୍ଟ କରୁଛନ୍ତି ବାର୍ହା: ଜମିରେ ମଞ୍ଚା ବାନ୍ଧି ଜଗୁଛନ୍ତି ଚାଷୀ
ମହାକାଳପଡା,୧୩ା୧୧(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଗହୀରମଥା ସଂଲଗ୍ନ ଗ୍ରାମଗୁଡିକରେ ବାର୍ହା ଉପଦ୍ରବ ଦେଖିବାକୁ ମିଳୁଛି। ବାର୍ହା ପଲ ମୁହଁ ଅନ୍ଧାର ହେଲା ପରେ ଜମିରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରୁଛନ୍ତି। ଫସଲକୁ ବାର୍ହା କବଳରୁ ରକ୍ଷା କରିବାକୁ…
ଲୋକଙ୍କୁ ଆକର୍ଷିତ କରୁଛି ପାର୍କ
ଡେରାବିଶ,୧୩ା୧୧(ସ୍ବ.ପ୍ର.): ସହରାଞ୍ଚଳର ଲୋକେ ଚିତ୍ତ ବିନୋଦନ ଓ ବ୍ୟାୟାମ ଲାଗି ପାର୍କକୁ ବାଛି ନେଇଛନ୍ତି। ହେଲେ ଗଁା ଗହଳିରେ ଆଗ ଭଳି ଆଉ ତୋଟା ନ ଥିବାରୁ ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନ…
ଗୋଖାପଡ଼ାର ଶିଶୁବଳି ମାମଲା: ତାନ୍ତ୍ରିକ, ସହଯୋଗୀଙ୍କୁ ଆଜୀବନ କାରାଦଣ୍ଡ
କେନ୍ଦ୍ରାପଡା ଅଫିସ,୧୩।୧୧: ୨୦୧୫ରେ ବହୁଚର୍ଚ୍ଚିତ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଗୋଖାପଡା ଶିଶୁବଳି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ମାମଲାରେ ତାନ୍ତ୍ରିକ ଚୌଧୁରୀ ଅବିନାଶ ଦାସ ଓ ସହଯୋଗୀ ବଜରଙ୍ଗୀ ଓରଫ ବୈକୁଣ୍ଠନାଥ ଦାସଙ୍କୁ ବିଚାରପତି ଦୋଷୀ ସାବ୍ୟସ୍ତ କରିଛନ୍ତି।…
ଭିତରକନିକା ଜୈବ ବିବିଧତାକୁ ସଙ୍କଟ
କେନ୍ଦ୍ରାପଡା ଅଫିସ,୯ା୧୧: ଖରସ୍ରୋତା ନଦୀରୁ ଭଦ୍ରକ ଜିଲା ୪ ବ୍ଲକର ୯୧ ପଞ୍ଚାୟତକୁ ପନୀୟଜଳ ଯୋଗାଣ ହେବ। ଏଥିପାଇଁ କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ବରୁଣାଡିହାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପକୁ ନେଇ ବିବାଦ ବଢୁଛି। ମୁହାଣ ଦେଇ ଖରସ୍ରୋତାର ଜଳ…
କରୋନା କଟକଣା: ବାଣ ଫୁଟିବନି, ପ୍ରସ୍ତୁତକାରୀ ହତାଶ
କେନ୍ଦ୍ରାପଡ଼ା ଅଫିସ,୬ା୧୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୧୦ରୁ ୩୦ ତାରିଖ ପର୍ଯ୍ୟନ୍ତ ବାଣ ଫୁଟାଇବା ଉପରେ କଟକଣା ଜାରି ହୋଇଛି। ବିକ୍ରି କିମ୍ବା ବାଣ ଫୁଟାଇଲେ ଆଇନ ଜାଲରେ ଛନ୍ଦିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି…
ପୋଲିସ ଉପସ୍ଥିତିରେ ଗୋଷ୍ଠୀ ସଂଘର୍ଷ
ବାଲିପାଟଣା,୪ା୧୧(ଡି.ଏନ୍.ଏ.): ବାଲିପାଟଣା ଥାନା ଅଧୀନ ମାର୍ଥାପୁର ଗ୍ରାମରେ ସୋମବାର ରାତିରେ ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଆହତ ୧୨ଜଣଙ୍କୁ ଚିକିତ୍ସା ପାଇଁ ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତନ୍ମଧ୍ୟରୁ ୩ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ…
ବଳଦେବଜୀଉଙ୍କ ମନ୍ଦିରରେ ପଶିଲେ ଶ୍ରଦ୍ଧାଳୁ
କେନ୍ଦ୍ରାପଡ଼ା ଅଫିସ,୧ା୧୧: କରୋନା ସଂକ୍ରମଣ ପାଇଁ କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ବନ୍ଦ ରହିଛି। ତେବେ ଶନିବାର ସନ୍ଧ୍ୟାରେ ନିୟମ ଉଲ୍ଲଂଘନ କରି ଶ୍ରଦ୍ଧାଳୁମାନେ ମନ୍ଦିର ମଧ୍ୟରେ ପଶି ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଏ ନେଇ ମନ୍ଦିର ଟ୍ରଷ୍ଟବୋର୍ଡ…
ଅଲିଭ୍ ରିଡ୍ଲେଙ୍କ ସୁରକ୍ଷା ଚିନ୍ତା
କେନ୍ଦ୍ରାପଡ଼ା ଅଫିସ,୧ା୧୧: ବିରଳ ଅଲିଭ୍ ରିଡ୍ଲେ କଇଁଛ ସୁରକ୍ଷା ପାଇଁ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ନଭେମ୍ବର ୧ ରବିବାରଠାରୁ କଟକଣା ଆରମ୍ଭ ହେଉଛି। ଏହି କଟକଣା ଆଗାମୀ ୭ ମାସ ଅର୍ଥାତ୍ ମେ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ।…
ସୂଚନା ନ ଦେବାରୁ ଜେଇଙ୍କୁ ୨୫ ହଜାର ଜରିମାନା
କେନ୍ଦ୍ରାପଡ଼ା ଅଫିସ,୩୦।୧୦: ସୂଚନା ଅଧିକାର ଆଇନ ଅମାନ୍ୟ କରିଥିବାରୁ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକର ପୂର୍ବତନ ଜେଇ (କନିଷ୍ଠ ଯନ୍ତ୍ରୀ) ସ୍ବରୂପ ଦାସ ୨୫ ହଜାର ଟଙ୍କା ଜରିମାନା ଦେବେ। ଓଡିଶା ସୂଚନା କମିଶନର ବି.କେ. ମହାପାତ୍ର ମାର୍ଶାଘାଇ ବ୍ଲକ ମଣିକୁଣ୍ଡା…
ଫିକା ପଡ଼ିବ ଗଣପର୍ବ ଗଜଲକ୍ଷ୍ମୀ ପୂଜା
କେନ୍ଦ୍ରାପଡ଼ା ଅଫିସ,୩୦।୧୦: କରୋନା ସଂକ୍ରମଣ ଭୟ ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ଗଣପର୍ବ ମା’ ଗଜଲକ୍ଷ୍ମୀଙ୍କ ପୂଜାକୁ ଫିକା ପକାଇବ। କୋଭିଡ୍ ୧୯ର ସମସ୍ତ ନିୟମ ପାଳନ ହେବ ବୋଲି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାରୁ ସ୍ଥାନୀୟ ବ୍ୟବସାୟୀ ଚିନ୍ତାରେ ଅଛନ୍ତି। ଏଥିପ୍ରତି…
୧୯୯୯ ମହାବାତ୍ୟାକୁ ପୂରିଲା ୨୧ ବର୍ଷ: କମିଛି ହେନ୍ତାଳବଣ, ବଢ଼ିଛି ଚିଙ୍ଗୁଡ଼ି ଘେରି
କେନ୍ଦ୍ରାପଡ଼ା ଅଫିସ, ୨୯।୧୦: ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାକୁ ଇତିମଧ୍ୟରେ ୨୧ ବର୍ଷ ବିତିଛି। ଜିଲା ଜରୁରିକାଳୀନ ବିଭାଗ ତଥ୍ୟ ଅନୁଯାୟୀ, ଏଥିରେ କେନ୍ଦ୍ରାପଡ଼ା ଜିଲାରେ ୨,୯୭,୮୧୪ ପରିବାରଙ୍କ ଘର ଭାଙ୍ଗିଥିବା ବେଳେ ୩୮୭ ଜଣଙ୍କ ଅମୂଲ୍ୟ ଜୀବନ ଯାଇଛି। ୧୮୦୩ ଗୁରୁତର…
ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ
ଡେରାବିଶ,୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୃଷ୍ଣନଗର ପିଞ୍ଛାପାଟିଆ ଗାଁରେ ସୋମବାର ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କୁ ଡାଙ୍ଗମାଳ ସ୍ବାସ୍ଥ୍ୟକେନ୍ଦ୍ର ଓ ଗ୍ରାମର ଏକ ବିଦ୍ୟାଳୟ ଗୃହରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚିକିତ୍ସା କରାଯାଉଛି।…
Archives


