କେନ୍ଦ୍ରାପଡ଼ା

ଘରକୁ ଘର ବୁଲିଲେଣି ପ୍ରାର୍ଥୀ

ଡେରାବିଶ,୨୪ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ୨୧ ତାରିଖ ପ୍ରାର୍ଥିପତ୍ର ଦାଖଲ ପରେ ଶନିବାରଠାରୁ ଆରମ୍ଭ ହୋଇଥିବା ଯାଞ୍ଚ ପ୍ରକ୍ରିୟା ରବିବାର ଅପରାହ୍ନରେ ଶେଷ ହୋଇଛି। ମାତ୍ର ନାମାଙ୍କନ ପତ୍ର ଦାଖଲ ପରେ ଘରକୁ ଘର ବୁଲି ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାର…

ତାଳଚୁଆ ମଣ୍ଡିରେ ଭିଜୁଛି ଧାନ, ତୁରନ୍ତ ପଦେକ୍ଷପ ନେବାକୁ ଦାବି

ରାଜନଗର,୨୩ା୧(ଡି.ଏନ.ଏ.): ରାଜନଗର ବ୍ଲକ ତାଳଚୁଆ ପ୍ରାଥମିକ ସେବା ସମବାୟ ସମିତି ପକ୍ଷରୁ ଟିକାୟତନଗରଠାରେ ଧାନମଣ୍ଡି ଖୋଲାଯାଇଛି। ଏହିମଣ୍ଡିରେ ୪ଦିନ ମଧ୍ୟରେ ୬୦ ଚାଷୀ ୧ ହଜାର କୁଇଣ୍ଟାଲ ଧାନ ଦେଇଛନ୍ତି। ତେବେ ମଣ୍ଡିରେ ଧାନ ପଡି ରହିଥିଲେ ମଧ୍ୟ ମିଲର ଧାନ…

କେନ୍ଦ୍ରାପଡ଼ା: ଭୋଟରେ ପ୍ରତିଫଳିତ ହେବ ଆଞ୍ଚଳିକ ସମସ୍ୟା

କେନ୍ଦ୍ରାପଡ଼ା ଅଫିସ,୨୩ା୧: ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲାରେ ମୋଟ ୧୦,୫୮୭ ପ୍ରାର୍ଥତ୍ପତ୍ର ଦାଖଲ ହୋଇଛି । ଜିଲାର ବିଭିନ୍ନ ପ୍ରଶାସନିକ କାର୍ଯ୍ୟାଳୟରେ ଏହି ପ୍ରାର୍ଥତ୍ପତ୍ରର ଯାଞ୍ଚ ଶନିବାର ଚାଲିଛି। ଆସନ୍ତା ୨୫ ତାରିଖ ସୁଦ୍ଧା ପ୍ରତ୍ୟାହାର ପାଇଁ…

କୋଭିଡ୍‌ କଟକଣା ଉଲ୍ଲଂଘନକୁ ନେଇ ପ୍ରଶାସନର ତଦନ୍ତ

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୧୮ା୧ (ଡି.ଏନ୍‌.ଏ.): କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ନିର୍ବାଚନୀ ସହ ସାମାଜିକ କଟକଣା ଜାରି ହୋଇଛି। ହେଲେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜୟଚନ୍ଦ୍ରପୁର ତାରିଣୀ ମହାବିଦ୍ୟାଳୟ ପରିସରରେ ରବିବାର ମଧ୍ୟାହ୍ନରେ ହୋଇଥିବା ଏକ ଦଳୀୟ ସଭା…

ଜିଲାରେ ପ୍ରଥମ ଦିନରେ ୮୧୦ ପ୍ରାର୍ଥତ୍ପତ୍ର ଦାଖଲ

କେନ୍ଦ୍ରାପଡ଼ା ଅଫିସ, ୧୮ା୧: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ମନୋନୟନ ପତ୍ର ଦାଖଲ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଜିଲା ପରିଷଦ ସଭ୍ୟ ପାଇଁ ୪ଟି ପ୍ରାର୍ଥିପତ୍ର ଦାଖଲ ସହ ୯ ବ୍ଲକ…

ଜଳପଥରେ ଚାଲିଛି କଙ୍କଡ଼ା ଚାଲାଣ, ଚେଇଁ ଶୋଇଛି ବନବିଭାଗ

ମହାକାଳପଡ଼ା,୧୬ା୧(ଡି.ଏନ୍‌.ଏ.): ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ନଦୀ, ନାଳ ଓ ସମୁଦ୍ରରୁ ବେଆଇନ କଙ୍କଡ଼ା ଚାଲାଣ ଚାଲିଛି। ବିଶେଷ କରି ଜଳପଥରେ ଚାଲାଣ ଚାଲି ଥିଲେ ମଧ୍ୟ ବନ ବିଭାଗ ଚେଇଁ ଶୋଇଛି। କେବଳ କଙ୍କଡ଼ା ନୁହେଁ ବିଭିନ୍ନ ପ୍ରଜାତିର…

ଦେଶରେ ଲୁଣା ଜଙ୍ଗଲ ବୃଦ୍ଧିରେ ଭିତରକନିକା ପ୍ରଥମ

ରାଜନଗର, ୧୪ା୧ (ଡି.ଏନ.ଏ.): ବିଶ୍ୱତାପନ ଜଳବାୟୁ ପରିବର୍ତ୍ତନ ସତ୍ତ୍ୱେ ପ୍ରକୃତିର ଅନବଦ୍ୟ ସୃଷ୍ଟି ଲୁଣା ଜଙ୍ଗଲ ଅବକ୍ଷୟର ଦ୍ୱାରଦେଶରେ ପହଞ୍ଚତ୍ଛି। ଭାରତ ସରକାରଙ୍କ ଅଧୀନରେ ଥିବା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ସଦ୍ୟ ପ୍ରକାଶିତ ଲୁଣା ଜଙ୍ଗଲ…

ଭିତରକନିକାରେ ୨୦୧୫ ବିଦେଶୀ ପକ୍ଷୀ ବଢ଼ିଲେ

ରାଜନଗର, ୧୪ା୧ (ଡି.ଏନ.ଏ.): ଚଳିତବର୍ଷ ବିଶ୍ୱର ଅନ୍ୟତମ ପକ୍ଷୀ ବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ବୁଧବାର ବନ ବିଭାଗ ପକ୍ଷରୁ ହୋଇଥିବା ଗଣନାରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାରେ ୧,୩୬,୦୯୨ପକ୍ଷୀ ଆସିଥିବା…

ଅଦିନିଆ ବର୍ଷାରେ ଭିଜିଲା ଧାନ, ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ

ଡେରାବିଶ,୧୩ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଅଞ୍ଚଳରେ ମଙ୍ଗଳବାର ରାତିରୁ ପୁଣି ଥରେ ଆରମ୍ଭ ହୋଇଛି ଅଦିନିଆ ବର୍ଷା । ଚାଷୀଙ୍କ ପାଚିଲା ଓ ଅମଳକ୍ଷମ ଧାନ ଭିଜିଛି । ଏହାକୁ ନେଇ ଚାଷୀମାନେ ଚିନ୍ତାରେ ଅଛନ୍ତି । ଧାନ ବିକ୍ରୀ ପାଇଁ…

ମନ୍ତେଇଠାରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡ଼ିଲା

କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ, ୧୨।୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତେଇ ପଞ୍ଚାୟତର ଅଶୃଙ୍ଖଳ ନାଳ ଉପରେ ନିର୍ମାଣାଧୀନ ମନ୍ତେଇ ବିଜୁ ସେତୁ ମଙ୍ଗଳବାର ମଧ୍ୟାହ୍ନରେ ଭୁଶୁଡ଼ି ପଡ଼ିଛି। ସେତୁର ଦୁଇ ନମ୍ବର ସ୍ପାନ୍‌ ସେଣ୍ଟ୍ରିଂ ଦବିଯିବାରୁ ତାହା ଭାଙ୍ଗିପଡି ନାଳରେ ପଡିଥିଲା।…

କଓ୍ବୋଇସି ଅପ୍‌ଡେଟ୍‌ ନାଁରେ ୫୦ ହଜାର ଠକେଇ

ପାଟକୁରା,୧୨।୧(ଡି.ଏନ୍‌.ଏ.): ପାଟକୁରା ଥାନା ଅନ୍ତର୍ଗତ ଶ୍ରୀଚନ୍ଦନପୁର ଗଁାର ନାନକ କୁମାର ସାହୁ (୪୧) ସାଇବର ଠକେଇର ଶିକାର ହୋଇଛନ୍ତି। ମୋବାଇଲ୍‌ରେ ୧୦ ଟଙ୍କା ରିଚାର୍ଜ କରି କେୱାଇସି ଅପଡେଟ୍‌ କରିବା ନଁାରେ ସାଇବର ଠକ ୫୦ ହଜାର ଟଙ୍କା ଲୁଟି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?