ଲୁଣାନଦୀରୁ ଉଦ୍ଧାର ଯୁବତୀ,ଯୁବକଙ୍କ ମୃତଦେହ ଉଦ୍ଧାର
କେନ୍ଦ୍ରାପଡ଼ା ଅଫିସ୍/ମାର୍ଶାଘାଇ, ୧୦।୯ (ଡି.ଏନ୍.ଏ.)-କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ପଳାସପୁର ନିକଟ ଲୁଣାନଦୀରୁ ଜଣେ ଯୁବତୀ ଓ ଯୁବକଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଉଭୟଙ୍କ ପରିଚୟ ମିଳିପାରିନାହିଁ। ହେଲେ ଉଭୟଙ୍କ ଘର କଟକ ସହର…
ବାର୍ହା ଆକ୍ରମଣରେ ସ୍ତ୍ରୀ-ସ୍ବାମୀ ଆହତ, ଏହି ବାର୍ହା ମାରି ମାଂସ ନେବାକୁ ଦୁର୍ବୃତ୍ତଙ୍କ ଅପଚେଷ୍ଟା
ମହାକାଳପଡ଼ା,୯ା୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତ ତେନ୍ତୁଳିକନ୍ଧା ଗ୍ରାମର ସନ୍ତୋଷ ସ୍ବାଇଁ(୫୨), ତାଙ୍କ ସ୍ତ୍ରୀ ମମତା (୪୫) ବୁଧବାର ବିଲକୁ ଚାଷକାମ କରିବାକୁ ଯାଉଥିବା ସମୟରେ ନିକଟସ୍ଥ ଜଙ୍ଗଲରୁ ଏକ ବାର୍ହା ଆକ୍ରମଣ କରିଥିଲା। ଏଥିରେ ଉଭୟ ସ୍ବାମୀ-ସ୍ତ୍ରୀ…
ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବି: ପଟ୍ଟାମୁଣ୍ଡାଇ ଯୁବ କଂଗ୍ରେସ ପକ୍ଷରୁ କୁଶପୁତଳିକା ଦାହ
ପଟ୍ଟାମୁଣ୍ଡାଇ, ୮।୯(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଇସ୍ତଫା ଦାବିକରି ପଟ୍ଟାମୁଣ୍ଡାଇ ଯୁବ କଂଗ୍ରେସ ପକ୍ଷରୁ ବାଇପାସ୍ ଛକଠାରେ ଆନ୍ଦୋଳନ ହୋଇଛି। ‘ମା’କୁ ସମ୍ମାନ’ ନାରା ଦେଇ ଆସୁଥିବା ସରକାରୀ ଦଳର ଜଣେ ଏମ୍ପି ନିଜ ସ୍ତ୍ରୀଙ୍କୁ ନିର୍ଯାତନା…
କେନ୍ଦ୍ରାପଡ଼ାରେ ୫୪ ହଜାର ହେକ୍ଟର ଫସଲ ନଷ୍ଟ
କେନ୍ଦ୍ରାପଡା ଅଫିସ, ୮।୯: ଲଘୁଚାପଜନିତ ବର୍ଷା ପରେ ହୋଇଥିବା ବନ୍ୟା କେନ୍ଦ୍ରାପଡା ଜିଲା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇଛି। ଜିଲାର ୫୪,୦୫୦ ହେକ୍ଟର ଜମିରେ ହୋଇଥିବା ଧାନ ଓ ଅନ୍ୟାନ୍ୟ ଫସଲକୁ ନଷ୍ଟ କରିଦେଇଛି। ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ ଓ…
ବନ୍ୟା ଉଜାଡ଼ିଛି ୫୪ ହଜାର ହେକ୍ଟର ଫସଲ
କେନ୍ଦ୍ରାପଡ଼ା ଅଫିସ,୪।୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଚଳିତ ବନ୍ୟା ପୂର୍ବରୁ ଲଘୁଚାପ ବର୍ଷା ହୋଇଥିଲା। କ୍ଷେତରୁ ବର୍ଷା ଜଳ ନିଷ୍କାସିତ ହୋଇ ନ ଥିବା ବେଳେ କେନ୍ଦ୍ରାପଡ଼ା ଜିଲାର ୭ ନଦୀରେ ବନ୍ୟା ଆସିଥିଲା। ବର୍ଷାଋତୁ ପାଇଁ…
ଭୂମିହୀନଙ୍କୁ ପଟ୍ଟା ମାମଲା: ଆର୍ଡିସିଙ୍କ ବିରୋଧରେ କଣ୍ଟେପ୍ଟ କେସ୍ ରୁଜୁ
କେନ୍ଦ୍ରାପଡ଼ା ଅଫିସ,୪।୯: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ ଜମି ଥାଇ ମଧ୍ୟ ଭୂମିହୀନ ଯୋଜନାରେ ସାମିଲ ହେଉଛନ୍ତି। ଏପରି ଅଭିଯୋଗର ବିଚାର ପାଇଁ ରାମନଗର ଗ୍ରାମର ଅମିତାଭ ଚାନ୍ଦ ଉଚ୍ଚ ନ୍ୟାୟାଳୟଙ୍କ ଆଶ୍ରୟ ନେଇଥିଲେ। ଉଚ୍ଚ ନ୍ୟାୟାଳୟ ଏହି ସମସ୍ୟାକୁ…
ସ୍କୁଟିକୁ ଧକ୍କା ଦେବାରୁ ବସ୍ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ
କେନ୍ଦ୍ରାପଡ଼ା ଅଫିସ/ ମାର୍ଶାଘାଇ, ୨।୯(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ ନଂ. କ ଜାତୀୟ ରାଜପଥର ବଡପାଳଠାରେ ବୁଧବାର ସକାଳେ ଏକ ବସ୍ ସ୍କୁଟିକୁ ଧକ୍କା ଦେଇଥିଲା। ଏଥିରେ ସ୍କୁଟି ଚାଳକ ହଳଦିଆ ଗ୍ରାମର ବିକାଶ ନାୟକ ଗୁରୁତର…
ମହାବାତ୍ୟାରେ କେନ୍ଦ୍ରାପଡ଼ା ଆସିଥିଲେ ପ୍ରଣବଦା
କେନ୍ଦ୍ରାପଡ଼ା ଅଫିସ, ୧।୯: ଭାରତର ପୂର୍ବତନ ରାଷ୍ଟ୍ରପତି ଭାରତ ରନତ୍ ପ୍ରଣବ ମୁଖାର୍ଜୀଙ୍କର ସୋମବାର ଦେହାନ୍ତ ପରେ କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ବହୁ ଲୋକ ଶୋକ ବ୍ୟକ୍ତ କରିଛନ୍ତି। ମହାକାଳପଡ଼ା ରାମନଗର ଗ୍ରାମର ତରୁଣକାନ୍ତି କାଞ୍ଜିଲାଲ କହିଛନ୍ତି, ୧୯୯୯ ମହାବାତ୍ୟା…
୩ ଲକ୍ଷରୁ ଊର୍ଦ୍ଧ୍ୱ ଜଳବନ୍ଦୀ
କେନ୍ଦ୍ରାପଡା ଅଫିସ,୩୧।୮: କେନ୍ଦ୍ରାପଡା ଜିଲାରେ ପ୍ରବାହିତ ବିରୂପା, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ବନ୍ୟା ଜଳସ୍ତର କମିଛି। ମାତ୍ର ଏହା ପ୍ରଭାବରେ ୨୦୩ ଗ୍ରାମର ୩ ଲକ୍ଷରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଏବେ ଜଳବନ୍ଦୀ ରହିଛନ୍ତି। ଆଳି, ରାଜନଗର, ପଟ୍ଟାମୁଣ୍ଡାଇ, ଡେରାବିଶ ଆଦି…
ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପାରା ଆଥଲେଟ୍ଙ୍କ ପରଲୋକ
କେନ୍ଦ୍ରାପଡ଼ା ଅଫିସ, ୩୧।୮: କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପାରା ଆଥଲେଟ୍ ସୁକାନ୍ତ ଚୌଧୁରୀଙ୍କ ଶନିବାର ସନ୍ଧ୍ୟାରେ ହୃଦଘାତ୍ରେ ପରଲୋକ ଘଟିଛି। ତାଙ୍କୁ ୬୬ ବର୍ଷ ହୋଇଥିଲା। ଚୌଧୁରୀ ଜାତୀୟ ଓ ରାଜ୍ୟସ୍ତରରେ ସୁନାମ ଅର୍ଜନ କରିଥିଲେ। ୧୯୮୧ରେ ସେ…
ସବିତା, ପୂର୍ଣ୍ଣିମା ପାଇବେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
କେନ୍ଦ୍ରାପଡ଼ା ଅଫିସ, ୨୮।୮: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ନିପାଣିଆ ଗ୍ରାମର ସବିତା ଗିରି ଓ ପୂର୍ଣ୍ଣିମା ଗିରି ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ପାଇବେ। ଏ ନେଇ ଜିଲା କ୍ରୀଡା ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।…
ଦୁର୍ଦ୍ଦଶା ବଢ଼ାଇଲା ବନ୍ୟା ସ୍ଥିତି
କେନ୍ଦ୍ରାପଡ଼ା ଅଫିସ, ୨୮। ୮: କେନ୍ଦ୍ରାପଡ଼ା ଜିଲାରେ ଗତ ତିନିଦିନ ମଧ୍ୟରେ ୧୮୮୦ ମିଲିମିଟର ବର୍ଷା ହୋଇଛି। ଏଥିସହିତ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ଜିଲାର ୭ ନଦୀ ଓ ୨୭ ଶାଖା ନାଳରେ ବନ୍ୟା ଜଳ ପ୍ରବେଶ…
Archives


