ଡ୍ରୋନ୍ ସାହାଯ୍ୟରେ ହେଉ ବାସସ୍ଥଳ ନିରୀକ୍ଷଣ
କେନ୍ଦ୍ରାପଡ଼ା ଅଫିସ, ୬।୧୧: ବିରଳ ଅଲିଭ ରିଡ୍ଲେର ଜୀବନ ଏବେ ବି ରହସ୍ୟାବୃତ। ଜୀବନ ପ୍ରଣାଳୀକୁ ନେଇ ଗବେଷଣା ଚାଲିଛି। କୁହାଯାଏ, ହଜାର ଶାବକରୁ ମାତ୍ର ଗୋଟିଏ ଅଲିଭ ରିଡ୍ଲେ ପୂର୍ଣ୍ଣ ବୟସ୍କ ବଞ୍ଚତ୍ଥାନ୍ତି। ସଂଖ୍ୟା ଅତିମାତ୍ରାରେ କମ୍ ଥିବାରୁ ଇଣ୍ଟରନ୍ୟାଶନାଲ…
ବଡ଼ବଡୁଆ ଡାକିବାକୁ କାଉଁରିଆ କାଠି ମିଳୁନି
ପାଟକୁରା,୩ା୧୧ (ଡି.ଏନ.ଏ.): ଦୀପାବଳିରେ ପିତୃପୁରୁଷଙ୍କ ପାଇଁ ପରିବାର ଲୋକେ କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକିଥା’ନ୍ତି। କିନ୍ତୁ ଏବେ ଏହି କାଉଁରିଆ କାଠିର ଅଭାବ ପରିଲକ୍ଷିତ ହେଉଛି। ପୂର୍ବରୁ ଲାଭଜନକ ଫସଲ ଭାବେ ନଳିତା ଚାଷକୁ ଚାଷୀମାନେ ଆପଣାଇ ନେଇଥିଲେ। ନଳିତା…
ଉଦ୍ଘାଟନର ୬ ମାସରେ ରାସ୍ତା ଫାଟି ଆଁ
ପଟ୍ଟାମୁଣ୍ଡାଇ,୧ା୧୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ-୨ ଅଧୀନରେ ନିର୍ମିତ ଗୁଣୁପୁରଠାରୁ କାଠିଆପଡା ୭. ୫୦୦ କି.ମି. ରାସ୍ତାଟି ଉଦ୍ଘାଟନର ୬ ମାସ ମଧ୍ୟରୁ ଫାଟି ଅଁା କରିଛି। ରାସ୍ତାରୁ ପିଚୁ ଉଠିଗଲାଣି। ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟ୍ଟକଳରେ ନିର୍ମିତ…
ପ୍ରଚାର ଅଭାବରୁ ପର୍ଯ୍ୟଟକଙ୍କ ପାଦ ପଡୁନି
କେନ୍ଦ୍ରାପଡ଼ା ଅଫିସ,୧ା୧୧: ଜାତୀୟଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦ୍ୱୀପରେ ମା’ ବରୁଣେଇ ଦୀର୍ଘବର୍ଷ ଧରି ପୂଜା ପାଉଛନ୍ତି। ପ୍ରଚାର ପ୍ରସାର ଅଭାବରୁ ପର୍ଯ୍ୟଟକଙ୍କ ପାଇଁ ଏହା ଅପହଞ୍ଚ ହୋଇ ରହିଛି। ଜଳପଥ ହିଁ ଏହି ସ୍ଥାନ ପାଇଁ…
ଉତ୍ପାତ କରୁଥିବା ହାତୀକୁ ଟ୍ରାଙ୍କୁଲାଇଜ କଲେ ବିଶେଷଜ୍ଞ ଟିମ୍
ମହାକାଳପଡ଼ା,୧ା୧୧ (ଡି.ଏନ୍.ଏ.): ଯାଜପୁର ଜିଲାରୁ ଆସିଥିବା ହାତୀଟି ଉତ୍ପାତ ଚଳାଇଥିଲା। କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଗଡ଼ରୋମିତ ପଞ୍ଚାୟତର ସୋବଳାର ଗହୀର ପାଟ ଚାଷ ଜମିରେ ହାତୀଟି ରବିବାର ସକାଳେ ପହଞ୍ଚତ୍ ଥିଲା। ଶେଷରେ ସନ୍ଧ୍ୟାରେ ନନ୍ଦନକାନନର ଟ୍ରାଙ୍କୁଲାଇଜର ବିଶେଷଜ୍ଞ ଟିମ୍…
ସୋବଳାରେ ହାତୀ, ଲୋକେ ଭୟଭୀତ
ମହାକାଳପଡ଼ା,୩୧ା୧୦(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ସୋବଳା ଗାଁରେ ରବିବାର ଏକ ହାତୀକୁ ଦେଖି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗତ ୨୮ ତାରିଖରେ ଏହି ହାତୀ କେନ୍ଦ୍ରାପଡ଼ା ଜିଲାର ଡେରାବିଶ ବ୍ଲକର ଲକ୍ଷ୍ମୀନାରାୟଣପୁର ଗାଁରେ ଦେଖାଦେଇଥିଲା। ବନ ବିଭାଗ ଗୋଡ଼େଇ କଟକ…
ମମିତା ହତ୍ୟା ମାମଲା: ଆଜି କେନ୍ଦ୍ରାପଡ଼ା ବନ୍ଦ
କେନ୍ଦ୍ରାପଡ଼ା ଅଫିସ,୩୦ା୧୦: ବଲାଙ୍ଗୀର ଜିଲ୍ଲାର ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ଜିଲା ଭାଜପା ଯୁବମୋର୍ଚ୍ଚା ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ବନ୍ଦ ହୋଇଛି। ସହରର ତିନିମୁହାଣୀ ସମେତ ବିଭିନ୍ନ ରାସ୍ତାରେ କର୍ମୀ ଓ ଦଳୀୟ ନେତାମାନେ ଉପସ୍ଥିତ ରହି ଯାତାୟାତକୁ ସମ୍ପୂର୍ଣ୍ଣ…
୩ ଦିନ ପରେ ପେଟରେ ପଡ଼ିଥିଲା ଦାନା
ମହାକାଳପଡ଼ା,୨୯।୧୦ (ଡି.ଏନ୍.ଏ.): ୧୯୯୯, ଅକ୍ଟୋବର ୨୯ ତାରିଖ ଶୁକ୍ରବାର ଥିଲା କାଳରାତ୍ରି। ଆଜି ସେହି ଶୁକ୍ରବାର ମହାବାତ୍ୟାକୁ ପୂରିଲା ୨୨ ବର୍ଷ। ସେହି କାଳରାତ୍ରିର ଦୁଃଖ ଦୁର୍ଦ୍ଦଶା ହୃଦୟରୁ ଏବେବି ଲିଭି ନାହିଁ। କଟକ ରେଡିଓ ସେଣ୍ଟରରୁ ମହାବାତ୍ୟା ସମ୍ପର୍କରେ ସେତେବେଳେ…
ହେନ୍ତାଳବଣ ହିଁ ସାମୁଦ୍ରିକ ଝଡ଼ରୁ ସୁରକ୍ଷା ଦେବ
କେନ୍ଦ୍ରାପଡ଼ା ଅଫିସ, ୨୯।୧୦: ୧୯୯୯, ଅକ୍ଟୋବର ୨୯ ମହାବାତ୍ୟାକୁ ଇତିମଧ୍ୟରେ ୨୨ ବର୍ଷ ବିତିଛି। ରାଜ୍ୟରେ ୧୦ ହଜାରରୁ ଅଧିକ ଓ କେନ୍ଦ୍ରାପଡ଼ା ଜିଲାରେ ୩୮୭ ଜଣଙ୍କର ଏହି ମହାବାତ୍ୟାରେ ଜୀବନ ଯିବା ପରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲାର ନକ୍ସା ବଦଳିଛି।…
ମାତୃ, ଶିଶୁମଙ୍ଗଳ ହସ୍ପିଟାଲ ନିର୍ମାଣରେ ବିଳମ୍ବ
କେନ୍ଦ୍ରାପଡ଼ା ଅଫିସ, ୨୮।୧୦: କେନ୍ଦ୍ରାପଡ଼ା ଜିଲାରେ ସ୍ବାସ୍ଥ୍ୟସେବା ପାଇଁ ଆବଶ୍ୟକ ଥିବା ୨୨୪ ଡାକ୍ତରଙ୍କ ମଧ୍ୟରୁ ୧୩୪ ପଦବୀ ଫାଙ୍କା ଅଛି। ଏଥିସହ ଭିତ୍ତିଭୂମି ସୁଦୃଢ଼ ପାଇଁ କୌଣସି ପଦକ୍ଷେପ ନିଆଯାଉନାହିଁ। ୨୦୧୮ ଡିସେମ୍ବରରୁ ଜିଲା ମୁଖ୍ୟ ଚିକିତ୍ସାଳୟରୁ ୫ କି.ମି.…
ଡେରାବିଶରେ ହାତୀ ଆତଙ୍କ
ଡେରାବିଶ,୨୭ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଞ୍ଚଳରେ ବୁଧବାର ସକାଳେ ଏକ ବଣୁଆ ହାତୀ ଆତଙ୍କ ଖେଳାଇଛି। ଆଜି ସକାଳେ ଏହି ବ୍ଲକ ଅଧୀନ ବଳଭଦ୍ରପୁର ଗ୍ରାମଦେଇ ଯାଇଥିବା ହରିଦାସପୁର-ପାରାଦ୍ୱୀପ ରେଳପଥ ନିକଟରେ ପ୍ରଥମେ ହାତୀଟି ବୁଲୁଥିବା ଲୋକେ ଦେଖିବାକୁ ପାଇଥିଲେ।…
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସଂଶୋଧନ ସଂରକ୍ଷଣ ଚିଠା
କେନ୍ଦ୍ରାପଡ଼ା ଅଫିସ, ୨୭।୧୦: ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସଂରକ୍ଷିତ ସଂଶୋଧନ ସ୍ଥାନ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଜିଲାପାଳ ଅମୃତ ଋତୁରାଜ କେନ୍ଦ୍ରାପଡ଼ା ଜିଲାର ୩୬୯୮ ୱାର୍ଡ ସଭ୍ୟ, ୨୪୯ ପଞ୍ଚାୟତର ସମିତି…

