କେନ୍ଦ୍ରାପଡ଼ା

ପଞ୍ଚାୟତ ନିର୍ବାଚନକୁ ସ୍କୁଲ ମିଶ୍ରଣ ଅଡୁଆ

କେନ୍ଦ୍ରାପଡ଼ା ଅଫିସ, ୪ା୧୦: ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ କେନ୍ଦ୍ରାପଡ଼ା ଜିଲାର ୨୧୭ଟି ସ୍କୁଲରେ କମ୍‌ ଶିକ୍ଷାର୍ଥୀ ଥିବା ଦର୍ଶାଇ ନିକଟସ୍ଥ ଅନ୍ୟ ସ୍କୁଲରେ ଏହାକୁ ମିଶ୍ରଣ କରାଯାଇଛି। ଏହି ମିଶ୍ରଣକୁ ବିରୋଧ କରି ଜିଲାର ଅଭିଭାବକମାନେ ବହୁବାର ଜିଲା ପ୍ରଶାସନର…

ଚାଷୀଙ୍କୁ କରଜ ଶୁଝିବା ଚିନ୍ତା ଘାରିଛି

ପାଟକୁରା,୪ା୧୦(ଡି.ଏନ.ଏ.): ଲଗାଣ ବର୍ଷା ହେବାର ୨୨ ଦିନ ବିତିଯାଇଥିଲେ ସୁଦ୍ଧା ଖାଲ ପାଟ ଜମିରୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଭାବେ ପାଣି ଛାଡି ନାହିଁ। ପାଣିରେ ଦୀର୍ଘଦିନ ବୁଡି ରହିଥିବା ଶାରଦ ଧାନ ଫସଲ ଖରା ତାତିରେ ପଚିବାକୁ ଆରମ୍ଭ କଲାଣି। ଧାର…

ଜିଲାରେ ବଢୁଛି ସମସ୍ୟା, ସମାଧାନ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ପୂରିଛି। ଖଣି, ଶିଳ୍ପ ବିହୀନ ଜିଲାରେ ଚାଷ ଓ ମାଛ ଜୀବନ ଜୀବିକା ହୋଇଛି। ମାନବ ସମ୍ବଳର ଉପଯୋଗ ପାଇଁ ସ୍ବତନ୍ତ୍ର ଯୋଜନା ନାହିଁ। କର୍ମନିଯୁକ୍ତି ପାଇଁ ଯୁବବର୍ଗଙ୍କୁ…

ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ: ଠିକାସଂସ୍ଥା ନାଁରେ ପମ୍ପ ହାଉସ ଜମି

କେନ୍ଦ୍ରାପଡ଼ା ଅଫିସ,୧।୧୦: ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ପ୍ରତିଦିନ ନୂଆ ପ୍ରଶ୍ନ ସୃଷ୍ଟି କରୁଛି। ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ୮୯୨ କୋଟି ବ୍ୟୟ ଅଟକଳରେ ନିର୍ମାଣାଧୀନ ଏହି ମେଗା ପାନୀୟ ଜଳ ପ୍ରକଳ୍ପର ପମ୍ପ ହାଉସ ଜମି…

ରାଜକନିକା ପୁଅର କଳାକୃତି ଆଇଏମ୍‌ଏରେ ସ୍ଥାନ ପାଇଲା

ରାଜକନିକା,୧ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ନହୁଣି ଗ୍ରାମର ତ୍ରିଲୋଚନ ବେହେରାଙ୍କ ବିରଳ କଳାକୃତି ଡେରାଡୁନସ୍ଥିତ ଇଣ୍ଡିଆନ୍‌ ମିଲିଟାରୀ ଏକାଡେମୀ (ଆଇଏମ୍‌ଏ)ରେ ସ୍ଥାନ ପାଇଛି। ନହୁଣି ଗ୍ରାମ ବ୍ରାହ୍ମଣ ଶାସନର ତ୍ରିଲୋଚନ ଗରିବ କୁମ୍ଭାର ପରିବାରରେ ଜନ୍ମ ହୋଇଥିଲେ ମଧ୍ୟ ତାଙ୍କ…

ତୁଳସୀକ୍ଷେତ୍ରରେ ଅବହେଳିତ ପର୍ଯ୍ୟଟନ ସ୍ଥଳ

କେନ୍ଦ୍ରାପଡ଼ା ଅଫିସ, ୨୭ା୯: ସୋମବାର ବିଶ୍ୱ ପର୍ଯ୍ୟଟନ ଦିବସ। ଏହି ଦିବସ ପାଳନ ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସକ ଓ ରାଜନେତା ଯେତେ ବ୍ୟଗ୍ରତା ଦେଖାନ୍ତି, ସେଭଳି ସମ୍ବେଦନଶୀଳତା ପର୍ଯ୍ୟଟନ କ୍ଷେତ୍ରର ଭିତ୍ତିଭୂମି ବିକାଶରେ ଦେଖାଯାଉନାହିଁ। ଖଣି, ଶିଳ୍ପ ବିହୀନ ଏହି…

ନଭେମ୍ବର ୧୬ ଯାଏ ଘେରି ଉଚ୍ଛେଦ ସ୍ଥଗିତ

କେନ୍ଦ୍ରାପଡ଼ା ଅଫିସ, ୨୬ା୯: ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶରେ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କାର୍ଯ୍ୟ ଜିଲା ପ୍ରଶାସନ ପକ୍ଷରୁ ତ୍ୱରାନ୍ବିତ କରାଯାଇଥିଲା । ତେବେ କେତେଜଣ ମାଲିକ ଘେରି ଅବୈଧ ହୋଇ ନ ଥିବା ଦର୍ଶାଇ ଉଚ୍ଚ ନ୍ୟାୟାଳୟରେ ୩ ମାମଲା ରୁଜୁ…

ଆଶୀର୍ବାଦ ଯୋଜନାରେ ଉପକୃତ ହେବେ ୧୧୦ ଶିଶୁ

ପଟ୍ଟାମୁଣ୍ଡାଇ,୨୫।୯ (ସ୍ବ.ପ୍ର.):ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ କରାଯାଇଥିବା ଆଶୀର୍ବାଦ ଯୋଜନାରେ ପଟ୍ଟାମୁଣ୍ଡାଇ ବ୍ଲକ ଓ ସହରାଞ୍ଚଳରୁ ୧୧୦ ଜଣ ଶିଶୁ ଉପକୃତ ହେବେ। ଶୁକ୍ରବାର ପଟ୍ଟାମୁଣ୍ଡାଇ ବ୍ଲକ ପରିସରରେ କେନ୍ଦ୍ରାପଡ଼ା ଜିଲା ଶିଶୁ ମଙ୍ଗଳ କମିଟି ଓ ଶିଶୁ ସୁରକ୍ଷା ଶାଖା…

ଅନ୍ଧବିଶ୍ୱାସ: କଦଳୀ ଭେଳା କରି ସମୁଦ୍ରରେ ଭସାଇଦେଲେ ସାପ କାମୁଡ଼ା ଛାତ୍ରୀଙ୍କ ମୃତଦେହ

ମହାକାଳପଡ଼ା,୨୪ା୯ ଡି.ଏନ.ଏ.): ଅନ୍ଧବିଶ୍ୱାସ ଓ ପୁରୁଣା ପରମ୍ପରା ଏବେ ବି ଲୋକଙ୍କ ମନରେ ବଞ୍ଚତ୍ ରହିଛି। ତା’ର ଏକ ଉଦାହରଣ ଗୁରୁବାର କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ଖରିନାସୀ ଗାଁରେ ଦେଖିବାକୁ ମିଳିଛି। ସ୍ଥାନୀୟ ମାଛ ଜେଟି ନିକଟରେ ରହୁଥିବା…

ଅସୁରଖୋଳା, ଶୁକପାଇକାର ପୁନରୁଦ୍ଧାର ଜରୁରୀ

ପାଟକୁରା,୨୪।୯(ଡି.ଏନ.ଏ.): ମହାନଦୀର ଶାଖା ନଦୀ ହେଉଛି ଶୁକପାଇକା। ଏହା କଟକ ଜିଲାର ନିଶ୍ଚିନ୍ତକୋଇଲି ବ୍ଲକ ପାଳଦା ପଞ୍ଚାୟତର ସାହୁକ୍ଷେତ, ବାବୁଜଙ୍ଗଠାରୁ ବାହାରି ବାବୁଜଙ୍ଗ, ସଫିପୁର, ପିଁପୁର, ଉତ୍ତରକୂଳ, ମୁଗୁରିଆ, ମେହେନ୍ଦିପୁର, ଧାରିବିଲ, ଓଡ଼ଖଣ୍ଡ, ଜୟତଳଙ୍ଗ ଆଦି ଗାଁରେ ପ୍ରବାହିତ ହୋଇ କେନ୍ଦ୍ରାପଡ଼ା…

୫ ବର୍ଷ ବିତିଲା, ସଂଯୋଗୀକରଣ ରାସ୍ତା ହେଲାନି

ଡେରାବିଶ, ୨୪ା୯(ସ୍ବ.ପ୍ର.): ଡେରାବିଶ ବ୍ଲକ ଅଧୀନ ଦାନପୁରଠାରେ କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ପକ୍ଷରୁ ଲୁଣାନଦୀ ଉପରେ ନିର୍ମିତ ହୋଇଥିବା ସେତୁ ଏବେ ବି ଅଧାପନ୍ତରିଆ ହୋଇ ପଡ଼ିରହିଛି। ୨୦୧୬ରେ ମୁଖ୍ୟମନ୍ତ୍ରୀ ଏହି ସେତୁକୁ ଲୋକାର୍ପିତ କରିଥିଲେ। ଏହା ଭିତରେ ୫ ବର୍ଷ…

ମଝି ରାସ୍ତାରେ ମହିଳାଙ୍କ ଚୁଟି ଧରି ନିସ୍ତୁକ ପିଟିଲେ: ମୁହଁରେ କଳା ବୋଳି ଲଣ୍ଡା କରିଦେଲେ

ପଟ୍ଟାମୁଣ୍ଡାଇ,୨୧।୯(ସ୍ବ.ପ୍ର.): ଲୋନ୍‌ କରାଇ ଦେବାକୁ କହି ଟଙ୍କା ନେଉଥିଲେ ମହିଳା। ପରେ ରାସ୍ତା ମଝିରେ ନିସ୍ତୁକ ପିଟିଲେ ଏକାଧିକ ମହିଳା। ଏମିତି କି ତାଙ୍କ ମୁହଁରେ କଳା ବୋଳିବା ସହିତ ଲଣ୍ଡା କରି ଦେଇଛନ୍ତି। ଏମିତି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?