କେନ୍ଦ୍ରାପଡ଼ା

ନୂଆ ଲୋଗୋରେ ପକ୍ଷୀ, ନାଲି କଙ୍କଡ଼ା ଉଭାନ୍‌

କେନ୍ଦ୍ରାପଡ଼ା ଅଫିସ,୨୧ା୯:କେନ୍ଦ୍ରାପଡ଼ା ବନ ବିଭାଗ ପକ୍ଷରୁ ଜାତୀୟ ଉଦ୍ୟାନ ଭିତରକନିକାର ଦୁଇଟି ନୂଆ ଲୋଗୋ ଉନ୍ମୋଚିତ ହୋଇଛି। ପ୍ରଥମ ଲୋଗୋରେ ବିରଳ ଅଲିଭ ରିଡ୍‌ଲେ କଇଁଛ ସ୍ଥାନ ପାଇ ନ ଥିବାରୁ ବିବାଦ ଆରମ୍ଭ ହୋଇଥିଲା। ସୋମବାର ଦ୍ୱିତୀୟ ଲୋଗୋ ଉନ୍ମୋଚିତ…

୧୨ ବର୍ଷର ପୁଅକୁ ଧରି ପ୍ରେମିକ ସହ ଫେରାର

ରାଜନଗର,୨୦ା୯(ଡି.ଏନ.ଏ.): ୧୨ ବର୍ଷର ପୁଅକୁ ଧରି ଜଣେ ମହିଳା ପ୍ରେମିକଙ୍କ ସହ ଫେରାର ହୋଇଯାଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ସ୍ବାମୀ ଦାଦନ ଖଟିବାକୁ ବାହାରକୁ ଯାଇଥିବା ବେଳେ ଏହି ଘଟଣା ଘଟିଛି। ଏ ସଂକ୍ରାନ୍ତରେ ଖବର ମିଳିବା…

ଭିତରକନିକା ଲୋଗୋରୁ ‘ଓଲି’ ବାଦ୍‌

କେନ୍ଦ୍ରାପଡ଼ା ଅଫିସ, ୧୭ା୯:ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ପ୍ରଜନନସ୍ଥଳ ପାଇଁ ଜାତୀୟ ଉଦ୍ୟାନ ଭିତରକନିକାର ଗହୀରମଥା ବିଶ୍ୱ ପ୍ରସିଦ୍ଧ। ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ ଲକ୍ଷାଧିକ ଅଲିଭ ରିଡଲେ ଆସନ୍ତି। କଇଁଛଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ କ୍ରୀଡ଼ାର ମାସ୍କଟ ଭାବେ…

ଚିତ୍ରୋତ୍ପଳା ନଦୀରେ ପ୍ରଥମ ବନ୍ୟାଜଳ, ଚିନ୍ତାରେ ଚାଷୀ

ପାଟକୁରା, ୧୬୯(ଡି.ଏନ୍.ଏ): ପାଟକୁରା ଅଞ୍ଚଳରେ ପ୍ରଭାବିତ ହେଉଥିବା ଚିତ୍ରୋତ୍ପଳା, ପାଇକା ଓ ଲୁଣା ନଦୀରେ ପ୍ରଥମ ବନ୍ୟାଜଳ ପ୍ରବେଶ କରିଛି ଲଘୁଚାପ ବର୍ଷା ଯୋଗୁ ଏପରି ହୋଇଛି ଲଗାଣ ବର୍ଷା ଯୋଗୁ ଚିତ୍ରୋତ୍ପଳା , ପାଇକା ଦ୍ୱୀପାଞ୍ଚଳ ଓ ଚିତ୍ରୋତ୍ପଳା ଲୁଗା…

ପରିିଚୟ ଦେଇଛି ଲାଲ୍‌ ଭେଣ୍ଡି ଚାଷ

ଦିନକୁ ଦିନ ଲାଲ୍‌ ଭେଣ୍ଡିର ଚାହିଦା ବଢ଼ି ଚାଲିଛି। ଏହି କିସମ ଭେଣ୍ଡିରେ ପ୍ରଚୁର ପରିମାଣରେ ରୋଗ ପ୍ରତିରୋଧକ ଶକ୍ତି ରହିଛି। ସେଥିପାଇଁ ରାଜ୍ୟ ବାହାରେ ଏହି ଭେଣ୍ଡି ବିକ୍ରି ବଢ଼ିଛି। ବିଦେଶରେ ଏହି ଭେଣ୍ଡି କେଜି ୪୦୦ ରୁ ୮୦୦…

ସଙ୍କଟରେ ଜାତୀୟ ଉଦ୍ୟାନ ମାନ୍ୟତା

କେନ୍ଦ୍ରାପଡ଼ା ଅଫିସ, ୧୫ା୯: ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ଅବବାହିକାରେ ଥିବା ଭିତରକନିକାର ଜୈବ ବିବିଧତା ବିଶ୍ୱ ପ୍ରସିଦ୍ଧ। ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ପ୍ରଜନନ ସ୍ଥଳ, ବହୁ ଲୁଣା କୁମ୍ଭୀର, ଦେଶୀ ବିଦେଶୀ ପକ୍ଷୀଙ୍କ ସମାହାର ଓ ହେନ୍ତାଳବଣ ଗବେଷକଙ୍କ…

ବର୍ଷା ନେଲା ୩ ଜୀବନ

କେନ୍ଦ୍ରାପଡ଼ା ଅଫିସ୍‌,୧୩।୯: କେନ୍ଦ୍ରାପଡା ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବଙ୍ଗୋପସାଗରରେ ଲଘୁପାତଜନିତ ବର୍ଷା ବିପତ୍ାତ କେନ୍ଦ୍ରାପଡା ଜିଲାରେ ପ୍ରଭାବ ପକାଇଛି ା ଲଗାଣ ବର୍ଷା ୩ ଜଣଙ୍କର ଜୀବନ ନେଇଛି ା କାନ୍ଥ ପଡି ୨ ଜଣଙ୍କର ମୃତ୍ୟୁ…

ଏନ୍‌ଜିଟିକୁ ଗଲା ମେଗା ଜଳ ପ୍ରକଳ୍ପ ବିବାଦ

କେନ୍ଦ୍ରାପଡ଼ା ଅଫିସ,୧୧।୯: ଗତ ୨ ବର୍ଷ ଧରି ଖରସ୍ରୋତାର ପାଣି ବିବାଦ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା କରିଛି। କେନ୍ଦ୍ରାପଡ଼ା ସହରର ସାମାଜିକ କର୍ମୀ କ୍ଷିତୀଶ କୁମାର ସିଂହ ଏନେଇ ଶୁକ୍ରବାର ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)ର ଦ୍ୱାରସ୍ଥ ହୋଇଛନ୍ତି। ଖରସ୍ରୋତା ନଦୀରୁ…

ନଦୀପଠାରେ ହସିଲାଣି କାଶତଣ୍ଡୀ

ମହାକାଳପଡ଼ା,୧୦ା୯(ଡି.ଏନ.ଏ.): ଶରତର ଆଗମନରେ ସଜେଇ ହେଲାଣି ପ୍ରକୃତିରାଣୀ, ଶସ୍ୟ ଶ୍ୟାମଳା ଧରିତ୍ରୀ ଉପରେ ଧୋବ ଫରଫର କାଶତଣ୍ଡୀ ଫୁଲ ପବନର ଝିପି ଝିପି ବର୍ଷାରେ ସତେ ଯେମିତି ଦୋଳି ଖେଳୁଛି। ପାର୍ବଣ ଆରମ୍ଭରେ ଖିଲି ଖିଲି ହସୁଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…

ରୋଗର ବାହକ ସାଜିଛି ଭେଜାଲ, ଅପମିଶ୍ରିତ ଖାଦ୍ୟ

କେନ୍ଦ୍ରାପଡ଼ା ଅଫିସ, ୧୦ା୯:କଟକର ଏକ ହୋଟେଲରେ ବାସି ଖାଦ୍ୟ ବିକ୍ରି ସମୟରେ ପ୍ରଶାସନିକ ଚଢାଉ ନିକଟରେ ହୋଇଛି। ଏହି ଦୋକାନକୁ ସିଲ୍‌ କରାଯାଇଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଅପମିଶ୍ରିତ ଚଟପଟି ଖାଦ୍ୟ ବିକ୍ରି ହେଉଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ କୌଣସି…

କର୍ମ ନିଯୁକ୍ତି ଭିତ୍ତିଭୂମି ନାହିଁ

କେନ୍ଦ୍ରାପଡ଼ା ଅଫିସ,୬।୯: ସପ୍ତାହକ ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ରାଜକନିକା ଥାନା ଅଞ୍ଚଳରେ ୪ ଲୁଟ୍‌ ଘଟଣା ଘଟିଛି। କାଟଣା ଅଞ୍ଚଳର ଜଣେ ଛାତ୍ରୀଙ୍କ ମୋବାଇଲକୁ ୨ ଦୁର୍ବୃତ୍ତ ବାଇକ୍‌ରେ ଆସି ଛଡାଇ ନେଇଛନ୍ତି। ୧ ତାରିଖରେ ଅଶୋକ ବଜାରରେ ରହୁଥିବା ଅବସରପ୍ରାପ୍ତ…

ଜଳସଙ୍କଟ, ଶିଳ୍ପ ପ୍ରଦୂଷଣ ବଢୁଛି

କେନ୍ଦ୍ରାପଡ଼ା ଅଫିସ, ୪।୯: ଜାତୀୟ ଉଦ୍ୟାନ ଭିତରକନିକାର ଜୈବ ବିବିଧତା ଉପରେ ବିପଦ ଘନେଇ ଆସୁଛି। ମଧୁର ଜଳ ସଙ୍କଟ ସହ ଶିଳ୍ପ ପ୍ରଦୂଷଣ ଏଥିପାଇଁ କାରଣ ସାଜିଛି। କେବଳ ବ୍ରାହ୍ମଣୀ ନଦୀରୁ ଶିଳ୍ପ ଓ ଖଣି ପାଇଁ ବର୍ଷକୁ ୮୬.୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?