ଡିଜିଟାଲ ଯୁଗରେ ହଜିଗଲାଣି କୌଳିକ ବୃତ୍ତି: ଓଡ଼ିଆ ଅସ୍ମିତାର ଝଲକ କେନ୍ଦରା ଗୀତ
ମହାକାଳପଡ଼ା, ୫ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):ଓଡ଼ିଶାର କଳା ସଂସ୍କୃତି ପରମ୍ପରା ମହାନ୍। ପ୍ରାଚୀନ ଲୋକକଳା ବୃତ୍ତିକୁ ବଞ୍ଚାଇ ରଖିବା ପାଇଁ ଡିଜିଟାଲ ଯୁଗରେ ଚାଲିଛି ସଂଗ୍ରାମ। ବୟସର ଅପରାହ୍ନରେ ଚମ ଧୁଡୁଧୁଡୁ ଶରୀରରେ ପାଦକୁ ଅବିଶ୍ରାନ୍ତ ନାହିଁ। କେନ୍ଦରାର ସୁମଧୁର ସୁର ଆଗରେ…
କେନ୍ଦ୍ରାପଡାରେ ସୀମା ଟପିଲା ବର୍ବରତା: ରାସ୍ତାରେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ମାରିଲେ, ଭାଇରାଲ ହେଉଛି ଭିଡିଓ
କେନ୍ଦ୍ରାପଡା,୪।୩ (ଜଗନ୍ନାଥ ଧଳ): ମହିଳାଙ୍କୁ ଗାଁ ଦାଣ୍ଡରେ ଉଲଗ୍ନ କରି ମାଡ଼ ମାରିଲେ ଯୁବକ। ଏଭଳି ଅଭାବନୀୟ ଘଟଣା କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କପାଳେଶର ପଞ୍ଚାୟତର ସମଲପୁର ଗାଁରେ ଘଟିଛି। ମହିଳାଙ୍କୁ ଉଲଗ୍ନ କରି ମାଡ଼ ମରାଯିବାର ଭିଡିଓ ଭାଇରାଲ…
କପି ଚେକ୍ କରିବା ବାହାନାରେ ଏଠି ସେଠି ହାତ ମାରୁଥିଲେ ଶିକ୍ଷକ; ହାରାସ ହୋଇ ଆତ୍ମହତ୍ୟା କଲେ ଯୁକ୍ତ ଦୁଇ ଛାତ୍ରୀ
କେନ୍ଦ୍ରାପଡ଼ା,୨।୩: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ କଲେଜର ଜଣେ ଯୁକ୍ତ ୨ ଛାତ୍ରୀ ଜଣେ ଅଧ୍ୟାପକଙ୍କ ଦ୍ୱାରା ନିର୍ଯାତିତ ହେବା ପରେ ଆତ୍ମହତ୍ୟା କରିଛନ୍ତି। ଏହି ଗୁରୁତର ଅଭିଯୋଗ ଆଣିଛନ୍ତି ଛାତ୍ରୀଙ୍କ ମାଆ। ସେ ପରୀକ୍ଷା ନିରୀକ୍ଷକଙ୍କ ଉପରେ ପରୀକ୍ଷା କେନ୍ଦ୍ରରେ ଅନୁପଯୁକ୍ତ…
ଦାଦନ ଯାଇ ଫେରିନି ପୁଅ, ୪ ଦିନ ହେଲା ଘରେ ଜଳିନି ଚୁଲି
ମହାକାଳପଡ଼ା,୨ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ରାମନଗର ପଞ୍ଚାୟତ ବାହାକୁଦ ଗାଁର ପ୍ରହଲ୍ଲାଦ ବେହେରାଙ୍କ ପୁଅ ଅକ୍ଷୟ ଓରଫ ବୁଲୁ(୨୦) ନିଖୋଜ ଥିବା ନେଇ ଶନିବାର ଲିଖିତ ଅଭିଯୋଗ ହୋଇଛି। ଏହାକୁ ନେଇ ୪ଦିନ ହେବ…
ପଟ୍ଟାମୁଣ୍ଡାଇରେ ବଢୁଛି ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା
ପଟ୍ଟାମୁଣ୍ଡାଇ, ୨୫ା୨(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ସହର ଓ ଏହାର ଆଖପାଖ ଅଞ୍ଚଳରେ ମାନସିକ ବିକାରଗ୍ରସ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅସହାୟ ବୃଦ୍ଧାବୃଦ୍ଧ ଓ ଅଚିହ୍ନା ଅଜଣା ରୋଗୀ ଉପେକ୍ଷିତ ହୋଇ ଅଭିଶପ୍ତ ଜୀବନଯାପନ କରୁଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସ୍ଥାନୀୟ…
ବାଂଲାଦେଶ, ପଶ୍ଚିମବଙ୍ଗ ଢାଞ୍ଚାରେ ବଢୁଛି ବାଲ୍ୟବିବାହ
ମହାକାଳପଡ଼ା, ୨୫ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍ ଉପକୂଳ ଅଞ୍ଚଳରେ ଦିନକୁଦିନ ବାଲ୍ୟବିବାହ ବୃଦ୍ଧିପାଉଛି। ଏଥିପ୍ରତି ବିଭାଗ ଲୋକଙ୍କୁ ସଚେତନ କରୁନାହିଁ। ଫଳରେ ସଚେତନା ଅଭାବ, ନିରକ୍ଷର ଓ ଦାରିଦ୍ର୍ୟ ବାଲ୍ୟବିବାହର କାରଣ ସାଜିଛି। ବିଶେଷକରି ଅଞ୍ଚଳର ମଠ,…
ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍; ସ୍ତ୍ରୀ ମୃତ, ସ୍ବାମୀ, ପୁଅ ଆହତ
କେନ୍ଦ୍ରାପଡା,୨୪ା୨ (ଜଗନ୍ନାଥ ଧଳ): କଟକ ଚାନ୍ଦବାଲି ରାଜ୍ୟ ରାଜପଥ କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ତିନିମୁହାଣୀ ନିକଟସୁ ଚଟିପୋଲ ଠାରେ ସୋମବାର ଏକ ସଡକ ଦୁର୍ଘଟଣା ହୋଇଛି। ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କ ଉପରେ ହାଇୱା ଚଢ଼ିଯିବା ପରେ ଘଟଣାସ୍ଥଳରେ ତାଙ୍କର…
ବଜ୍ରପାତ ନେଲା ମହିଳାଙ୍କ ଜୀବନ
ମହାକାଳପଡ଼ା,୨୩ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ସୁନୀତି ପଞ୍ଚାୟତ ଗୋଚ୍ଛାୟତପଡ଼ାରେ ରବିବାର ବଜ୍ରପାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅଞ୍ଜନା ମଣ୍ଡଳ(୪୦)। ସେ ଘର ପାଖରେ କାମ କରୁଥିବା ବେଳେ…
ବଡ଼ ଭଉଣୀ ପ୍ରତି ହେଉଥିବା ଅସଦାଚରଣ ଦେଖିଦେବାରୁ ସାନଭାଇଙ୍କୁ ହତ୍ୟା
ରାଜକନିକା,୨୩।୧(ସଞ୍ଜୟ କୁମାର ଦାଶ): ବଡ଼ ଭଉଣୀଙ୍କୁ ଅସଦାଚରଣ କରାଯିବା ଦେଖିଦେବାରୁ ତାଙ୍କ ସାନଭାଇଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ଏହାପରେ ଏହାକୁ ଆତ୍ମହତ୍ୟାର ରୂପ ଦିଆଯାଇଛି ା ଏଭଳି ଅଭିଯୋଗ ଆଣିଛନ୍ତି ପୀଡିତା ବଡଭଉଣୀ। ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା…
KIIT ଛାତ୍ରୀ ମୃତ୍ୟୁ ମାମଲା: ବିଚାର ବିଭାଗୀୟ ତଦନ୍ତ ଦାବି କଲା ସିପିଆଇ(ଏମ୍)
କେନ୍ଦ୍ରାପଡ଼ା, ୨୧ା୨ (ଜଗନ୍ନାଥ ଧଳ): ସିପିଆଇ(ଏମ୍) କେନ୍ଦ୍ରାପଡ଼ା ଜିଲା ଶାଖା କମିଟି ପକ୍ଷରୁ KIITଛାତ୍ରୀ ମୃତ୍ୟୁ ମାମଲାରେ ବିଚାର ବିଭାଗୀୟ ତଦନ୍ତ ଦାବି କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ଏହି ସମ୍ପର୍କରେ…
ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ ଆହତ ହୋଇଛନ୍ତି। କେନ୍ଦ୍ରାପଡ଼ା ଜିଲା ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ଡାଙ୍ଗମାଳ-ରାଜନଗର ରାସ୍ତାର କୃଷ୍ଣନଗରଠାରେ…
ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣୁଥିବା ବୋଲେରୋ ଓଲଟିଲା, ଆଉ ତା’ ପରେ…
କେନ୍ଦ୍ରାପଡ଼ା,୨୧ା୨: ମାଟ୍ରିକ ପିଲାଙ୍କୁ ପରୀକ୍ଷା କେନ୍ଦ୍ରକୁ ଆଣି ଆସୁଥିବା ଏକ ବୋଲେରୋ ଶୁକ୍ରବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତାଳଚୁଆ ସାମୁଦ୍ରିକ ଥାନା ଡାଙ୍ଗମାଳ କୃଷ୍ଣନଗର ନିକଟରେ ଏହି ଦୁର୍ଘଟଣା ଘଟିଛି। ଫଳରେ ଜଣେ ଛାତ୍ରୀ ଗୁରୁତର ହୋଇଥିବାବେଳେ ଆଉ କିଛି ସାମାନ୍ୟ…
Archives


