ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ
କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅଭିଯୋଗ…
ଭିଣୋଇଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଗିରଫ ହେଲେ ଶଳା
ମହାକାଳପଡ଼ା, ୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଖରିନାସି ଗ୍ରାମର ମନୋରଞ୍ଜନ ଗିରିଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରିବା ଘଟଣାରେ ପୋଲିସ ତାଙ୍କ ଶାଳକ ନାରାୟଣ ମାନ୍ନାଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ…
ଟ୍ୟୁସନ ଯାଇ ନିଖୋଜ ହେଲେ ଦଶମ ଶ୍ରେଣୀ ଛାତ୍ରୀ, ସାଙ୍ଗ ସହ…
ପାଟକୁରା,୧୨।୫(ରବୀନ୍ଦ୍ର ନାଥ ବାରିକ ): ନିଖୋଜ ହେଲେ ଦଶମ ଶ୍ରେଣୀ ଛାତ୍ରୀ । କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ତଥା କୁଦାନଗରୀ ଥାନା ଅଂଚଳର ଗୋଟିଏ ହାଇସ୍କୁଲରେ ଦଶମ ଶ୍ରେଣୀରେ ପଢ଼ୁଥିବା ୧୬ବର୍ଷୀୟା ନାବାଳିକା ସୋମବାର ଠାରୁ ନିଖୋଜ ହୋଇଥିବାର ଆଭିଯୋଗ…
ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ଲୋକଙ୍କ ଭରସା ନାହିଁ, ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ
କେନ୍ଦ୍ରାପଡା,୧୧୦ା୫ (ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ବନ୍ୟା, ବାତ୍ୟା ସହ ସୁନାମି ଆଶଙ୍କା ଅଛି। ଏପରି କି ସୁନାମି ପାଇଁ ଏହି ଜିଲାର ୬୪ ଗ୍ରାମ…
ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…
ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ ଜମ୍ବୁ ଗ୍ରାମର ସାରଥି ମାନ୍ନାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ସେମାନଙ୍କର ଝିଅ…
ମା’ ରାମଚଣ୍ଡୀଙ୍କୁ ଜମି ଦାନ ଦେଇଥିଲେ ରାଜା, ଭୋଗ କରୁଛନ୍ତି ଜବରଦଖଲକାରୀ, ପାଉଣା ଦେବାର ନାଁ ଧରୁନାହାନ୍ତି
ମହାକାଳପଡ଼ା,୧୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ୧୭୩୭ ମସିହାଠାରୁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ରାମନଗର ମୌଜାରେ ମା’ ରାମଚଣ୍ଡୀ ମନ୍ଦିର ରହିଛି। ଏହାର ରକ୍ଷଣାବେକ୍ଷଣ ପାଇଁ କୁଜଙ୍ଗ ରାଜା ଦାନ ଦେଇଥିଲେ ୨୨୦ ଏକରରୁ ଅଧିକ ଭୂସମ୍ପତ୍ତି। ହେଲେ ଭୋଗ ଦଖଲ…
ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପରେ ଅନୁପ୍ରବେଶକାରୀଙ୍କ ଠିକଣା ପାଲଟୁଛି ମହାକାଳପଡ଼ା, ଜଳପଥରେ ଆସି…
କେନ୍ଦ୍ରାପଡ଼ା,୭ା୫ (ଜଗନ୍ନାଥ ଧଳ): ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପାଇଛି। ସେହି ରାଜ୍ୟରେ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏହା ପୂର୍ବରୁ ସେଠାରେ ଅନୁପ୍ରବେଶ କରିଥିବା ବାଂଲାଦେଶୀଙ୍କ ଧାଡି ଏବେ କେନ୍ଦ୍ରାପଡା ଜିଲା ଆଡକୁ ମୁହଁ।ଇଛନ୍ତି। ଏବେ ମହାକାଳପଡା ଅଞ୍ଚଳରେ…
ମହାନଦୀରେ ଉଚ୍ଚ ଜୁଆର, ବିପଦରେ ମତ୍ସ୍ୟଜୀବୀଙ୍କ ହୁଲିଡଙ୍ଗା, ଆଶଙ୍କାରେ…
ମହାକାଳପଡ଼ା, ୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ମତ୍ସ୍ୟଜୀବୀମାନେ ନିଜ ନିଜ ଗୁଜୁରାଣ ମେଣ୍ଟାଇବା ପାଇଁ ମହାନଦୀରୁ ମାଛ ମାରି ଜୀବିକା ନିର୍ବାହ କରନ୍ତି। କିନ୍ତୁ ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ଯୋଗୁ ମାଛଧରିବାକୁ ଯାଉଥିବା…
ବାଧକ ସାଜିଛି ପଥରବନ୍ଧ: ଆଣ୍ଠୁଏ କାଦୁଅରେ ଘାଟ ପାର ହେଉଛନ୍ତି ଯାତ୍ରୀ, କୁମ୍ଭୀର ଭୟରେ…
ମହାକାଳପଡ଼ା,୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ଗୋବରୀନଦୀ ଘାଟକୁ ନେଇ ବଗଗହଣ ଗ୍ରାମବାସୀ ନାହିଁ ନ ଥିବା ଅସୁବିଧା ଭୋଗୁଥିବା କହିଛନ୍ତି । ଗୋବରୀ ନଦୀ ତିନି ମୁହାଣି ଫେରିଘାଟରେ କାଉସପାଳ – ଭାଟେଣୀ…
ସମୁଦ୍ରକୁ ଯିବା ପୂର୍ବରୁ ଗଙ୍ଗାମାତାଙ୍କୁ ସ୍ମରଣ କରନ୍ତି ମତ୍ସ୍ୟଜୀବୀ, ମା’ଙ୍କ ବେକରେ ପିନ୍ଧାନ୍ତି…
ମହାକାଳପଡ଼ା,୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦଶ ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ସମୁଦ୍ର ଉପରେ ନିର୍ଭରକରି ପରିବାର ପ୍ରତିପୋଷଣ କରନ୍ତି। ସାମୁଦ୍ରିକ ଝଡ଼ ବାତ୍ୟା ତୋଫାନ ଭଳି ବିପଦଆପଦ ବେଳେ ମା’ ଡଙ୍ଗା ମଙ୍ଗରେ ବିରାଜିତ…
ଜିଲା ପାଇଁ ଗୌଣବ ଆଣିଲେ ଦେବଦର୍ଶୀ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା
ମହାକାଳପଡ଼ା, ୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ଚଳିତ ମାଟ୍ରିକ ପରୀକ୍ଷାରେ ସର୍ବାଧିକ ନମ୍ବର ୫୭୧ ରଖିଛନ୍ତି ଦେବଦର୍ଶୀ ମଣ୍ଡଳ । ଖରିନାସୀ ଉଚ୍ଚ ବିଦ୍ୟାଳୟ ମେଧାବୀ ଛାତ୍ର ଦେବଦର୍ଶୀ ଓ ବ୍ଲକ୍ର ଅନ୍ୟ ୪ ଛାତ୍ରୀଛାତ୍ରଙ୍କୁ ଏ-୧ ଗ୍ରେଡ୍ ରଖିଥିବାରୁ ସମ୍ମାନିତ…
ପାଣି ପାଇଁ ରାଜରାସ୍ତାକୁ ଓହ୍ଲାଇଲେ ଶ୍ରମିକ: ସମସ୍ୟା ସମାଧାନ ପାଇଁ ଉଠିଲା ଦାବି
ମହାକାଳପଡ଼ା, ୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):ମହାକାଳପଡ଼ା ବ୍ଲକ ଯଦୁପୁର ପଞ୍ଚାୟତ ୫୩ ନଂ. ଜାତୀୟ ରାଜପଥ ମଶାକଣି ବଡଦଣ୍ଡାଠାରେ କେନ୍ଦ୍ରୀୟ ପଣ୍ୟାଗାର ନିଗମ ଗୋଦାମ ଗୃହ ରହିଛି। ଏହି ଗୋଦାମ ଗୃହରେ ଶହେରୁ ଅଧିକ ଦୈନିକ ଗାଡ଼ି ଚାଳକ, ହେଲ୍ପର୍ ଓ ଶ୍ରମିକ…

