ବ୍ରହ୍ମ ତାଳଧ୍ୱଜ ରଥରେ ଯୋଡ଼ା ହେଉଛି ବରାନ୍ଦ
କେନ୍ଦ୍ରାପଡ଼ା ଅଫିସ, ୧୩ା୬: ଆସନ୍ତା ୨୩ ତାରିଖରେ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା। କେନ୍ଦ୍ରାପଡାର ଇଚ୍ଛାପୁରସ୍ଥିତ ବ୍ରହ୍ମ ତାଳଧ୍ୱଜ ରଥରେ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବ ଜୀଉ ବିରାଜମାନ ହୋଇଥାନ୍ତି। ଚଳିତବର୍ଷ କରୋନା ସଂକ୍ରମଣ ପାଇଁ ରଥ ଗଡିବା ନେଇ ସନ୍ଦେହ ଥିଲେ ମଧ୍ୟ…
ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ
କେନ୍ଦ୍ରାପଡ଼ା ଅଫିସ,୧୦ା୬: କେନ୍ଦ୍ରାପଡ଼ା ଜିଲା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ତଥା ବରିଷ୍ଠ ସାମାଜିକକର୍ମୀ ନକୁଳ ଚରଣ ଦାସ(୯୪)ଙ୍କର ବାର୍ଦ୍ଧକ୍ୟ ଜନିତ କାରଣରୁ ବୁଧବାର ପରଲୋକ ଘଟିଛି। ଜିଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାପଡ଼ା ସହର ନିକଟ ସୁଜାନଗର ବାସଭବନରେ ତାଙ୍କୁ ଶ୍ରଦ୍ଧାଞ୍ଜଳି…
ନଦୀକୁ ଖସିଲା ଜେସିବି, ବର୍ତ୍ତିଲେ ଚାଳକ
ମହାକାଳପଡ଼ା, ୮ା୬(ଡି.ଏନ୍.ଏ.): ମହାକାଳପଡା ବ୍ଲକ ବଡକୁଳ ଗ୍ରାମ ପାର୍ଶ୍ୱ ଲୁଣା ନଦୀ ଗର୍ଭକୁ ସୋମବାର ଏକ ଜେସିବି ମେଶିନ ଖସିପଡ଼ିଥିଲା। ଫଳରେ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି। କେନ୍ଦ୍ରାପଡା ଜଳସେଚନ ଡିଭିଜନ ପକ୍ଷରୁ ନଦୀ ବନ୍ଧ ପାର୍ଶ୍ୱରେ ଜେସିବି ସାହାଯ୍ୟରେ ପଥର ପ୍ୟାକିଂ…
କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଷୀଙ୍କ ମୃତ୍ୟୁ
ମହାକାଳପଡ଼ା,୮।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଥିଲା। ବର୍ଷା ପବନ ସାଙ୍ଗକୁ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଡାଙ୍ଗ ପଞ୍ଚାୟତ ରମଳାଢିହି ଗ୍ରାମର ଜଣଙ୍କ ମୃତ୍ୟୁ ଘଟିଛି। ସେହେଲେ ସରୋଜ ଜେନା (୩୨)। ସେ କ୍ଷେତରେ…
ସ୍ତ୍ରୀଙ୍କୁ ହାଣି ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ
କେନ୍ଦ୍ରାପଡ଼ା ଅଫିସ,୮ା୬: ପରିଣତ ବୟସରେ ପାରିବାରିକ ମନୋମାଳିନ୍ୟ ଭୟଙ୍କର ରୂପ ନେଇଛି। କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁର ଗ୍ରାମର ଝିଙ୍ଗର ମଲ୍ଲିକ (୭୪) ସ୍ତ୍ରୀ ଘୁଙ୍ଗୁର(୭୦)ଙ୍କୁ ସୋମବାର ହାଣିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଘୁଙ୍ଗୁରଙ୍କ ମୃତ୍ୟୁ…
ଶଟ୍ଡାଉନ୍ ପ୍ରଭାବ: ଗରଦପୁର ଅଞ୍ଚଳ ଜନଶୂନ୍ୟ
ପାଟକୁରା,୭।୬(ଡି.ଏନ୍.ଏ.): ରାଜ୍ୟ ସରକାର ୧୧ଟି ଜିଲାରେ ଜୁନ୍ ମାସ ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍ଡାଉନ୍ ଘୋଷଣା କରିଛନ୍ତି। ସେଥି ମଧ୍ୟରେ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଭୁକ୍ତ। ତେବେ ରବିବାର ଜିଲାର ଗରଦପୁର ବ୍ଲକ ଅଞ୍ଚଳରେ ଶଟ୍ଡାଉନ୍ ପ୍ରଭାବ ଦେଖିବାକୁ ମିଳିଛି। ଶନିବାର…
ମାଡ଼ ମାରିବା ଅଭିଯୋଗରେ ମୌଲବୀ ଅଟକ ଘଟଣା: ଆପୋସ ବୁଝାମଣା ପରେ ଛାଡ଼ିଦେଲା ପୋଲିସ
କେନ୍ଦ୍ରାପଡା ଅଫିସ, ୧୧।୭ ଟାଉନ ଥାନାରେ ଅଟକ ଥିବା ସ୍ଥାନୀୟ ଏକ ମଦ୍ରାସାର ମୌଲବୀଙ୍କୁ ଗୁରୁବାର ଆପୋସ ବୁଝାମଣା ପରେ ଛାଡ଼ି ଦେଇଛି ପୋଲିସ। ହେଲେ ଏଥିପାଇଁ ମୌଲବୀ ମଦ୍ରାସା ଛାଡ଼ିବା ସହିତ ଚାକିରୀରୁ ଭିଆରଏସ୍ ନେବେ ବୋଲି ପ୍ରତିପକ୍ଷଙ୍କୁ ଲେଖିତ…
ସ୍ନାନମଣ୍ଡପରେ ଶ୍ରୀ ବଳଦେବଜୀଉ: ମନ୍ଦିର ନିକଟରେ ୧୪୪ ଧାରା ଜାରି, ଦର୍ଶନରୁ ବଞ୍ଚିତ ଶ୍ରଦ୍ଧାଳୁ
କେନ୍ଦ୍ରାପଡ଼ା ଅଫିସ,୫ା୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ଶୁକ୍ରବାର ଅରମ୍ଭ ହୋଇଛି। ପ୍ରତ୍ୟୁଷରୁ ମଙ୍ଗଳାର୍ପଣ ପରେ ଶ୍ରୀ ବଳଦେବଜୀଉଙ୍କ ସହିତ ପ୍ରଭୁ ଜଗନ୍ନାଥ ଏବଂ ମା’ ସୁଭଦ୍ରାଙ୍କୁ ସ୍ନାନମଣ୍ଡପକୁ ସୀମିତ ସଂଖ୍ୟକ ସେବାୟତମାନେ ନେଇଥିଲେ। ଶ୍ରୀଜିଉଙ୍କ ସ୍ନାନ ନୀତି…
ବାତ୍ୟା ଅମ୍ଫନ୍ କ୍ଷୟକ୍ଷତି ଆକଳନ: ବାଲେଶ୍ୱର, କେନ୍ଦ୍ରାପଡ଼ା ପରିଦର୍ଶନ କଲେ କେନ୍ଦ୍ରୀୟ ଟିମ୍; ଶୁକ୍ରବାର ଗସ୍ତ କରିବେ ଜଗତ୍ସିଂହପୁର, ଭଦ୍ରକ
ଭୁବନେଶ୍ୱର,୪ା୬(ବ୍ୟୁରୋ)/କେନ୍ଦ୍ରାପଡ଼ାଅଫିସ/ଭୋଗରାଇ/ବାଲିଆପାଳ, (ଡି.ଏନ୍.ଏ.): ବାତ୍ୟା ଅମ୍ଫନ୍ର କ୍ଷୟକ୍ଷତି ଆକଳନ କରିବାକୁ ଏକ ୭ ଜଣିଆ କେନ୍ଦ୍ରୀୟ ଟିମ୍ ଭୁବନେଶ୍ୱରରେ ପହଞ୍ଚିଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ଶ୍ରୀ ପ୍ରକାଶଙ୍କ ନେତୃତ୍ୱରେ ଏହି ଟିମ୍ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଟିମ୍ରେ…
କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍ସ୍ପଟ୍: ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା
କେନ୍ଦ୍ରାପଡ଼ା ଅଫିସ, ୧ା୬: କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍ସ୍ପଟ୍ ପାଲଟିଛି । ଏପ୍ରିଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଇତିମଧ୍ୟରେ ଏହା ୧୦୦ ଟପିଛି। ସୋମବାର ଘୋଷଣା ହୋଇଥିବା ରାଜ୍ୟର ୧୫୬ ନୂତନ ଆକ୍ରାନ୍ତଙ୍କ…
କେନ୍ଦ୍ରାପଡ଼ାରେ ୫୦ ନୂଆ କରୋନା ପଜିଟିଭ୍ ଚିହ୍ନଟ, ୧୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
କେନ୍ଦ୍ରାପଡ଼ା ଅଫିସ,୧ା୬: କେନ୍ଦ୍ରାପଡ଼ା ଜିଲାରେ ସୋମବାର ୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କୁ ଛତାସ୍ଥିତ କୋଭିଡ୍ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଜିଲାପାଳ କହିଛନ୍ତି ଯେ, ନୂତନ ଚିହ୍ନଟଙ୍କ ମଧ୍ୟରେ…
୬ କାର୍ଯ୍ୟରତ କର୍ମଚାରୀ କରୋନା ଆକ୍ରାନ୍ତ
କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍.ଏ.),୩୧ା୫- କେନ୍ଦ୍ରାପଡା ଜିଲାରେ ରବିବାର ୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ଅଙ୍ଗନୱାଡି କର୍ମୀ, ଆଶାକର୍ମୀ ଓ ସଫେଇ କର୍ମଚାରୀ ରହିଛନ୍ତି। ଏହି କର୍ମଚାରୀମାନେ କେନ୍ଦ୍ରାପଡା ବ୍ଲକ ପେଣ୍ଠପାଳ ଓ ମାର୍ଶାଘାଇ…
Archives


