କେନ୍ଦ୍ରାପଡ଼ା

ଚିଙ୍ଗୁଡ଼ିଚାଷ ଜୈବ ବିବିଧତା ନଷ୍ଟ କରୁଛି

ମହାକାଳପଡ଼ା,୩।୯ (ଡି.ଏନ୍‌.ଏ.): ଚିଙ୍ଗୁଡି ଘେରିରେ ବ୍ୟବହୃତ ହେଉଥିବା ରାସାୟନିକ ପଦାର୍ଥ ଜଳରେ ମିଶିବାରୁ ବିଷ ପାଲଟୁଛି। ଏ ନେଇ ଜୀବଜନ୍ତୁ, ଜଙ୍ଗଲ ଓ ମୃତ୍ତିକା କ୍ଷୟ ହେବା ସହ ଜୈବବିବିଧତା ନଷ୍ଟ ହେଉଛି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉପକୂଳ…

କୁଶୁନୁପୁର ପ୍ରାଥମିକ ବିଦ୍ୟାଳୟ ଗୃହ ଜରାଜୀର୍ଣ୍ଣ

ପଟ୍ଟାମୁଣ୍ଡାଇ,୩।୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ କେନ୍ଦ୍ର ଓ ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଯୋଗୁ ଏହାର ସୁଫଳ ମିଳିପାରୁନାହିଁ। ସ୍କୁଲର ଭିତ୍ତିଭୂମିର ବିକାଶ ପାଇଁ ସର୍ବଶିକ୍ଷା ଅଭିଯାନ ଯୋଜନାରେ ମଧ୍ୟ…

ଗୋଟିଏ ଗଛ ନାହିଁ, ୯ ଲକ୍ଷ ଟଙ୍କା ଚଳୁ

ମହାକାଳପଡ଼ା, ୩।୯ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ରାସ୍ତାପାର୍ଶ୍ୱରେ ବୃକ୍ଷ ରୋପଣ କରାଯାଇଥିବା କାଗଜ ପତ୍ରରେ ଦର୍ଶାଯାଇଛି। କେବଳ ସୂଚନା ଫଳକରେ ବୃକ୍ଷ ରୋପଣ ସୀମିତ…

ହିତାଧିକାରୀଙ୍କ ସଂଖ୍ୟାରେ ହେରଫେର

କେନ୍ଦ୍ରାପଡ଼ା ଅଫିସ,୩୦।୮: ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆଡ଼କୁ ମୁହଁାଉଛି। ଭିତରକନିକା ଇକୋ ସେନ୍ସିଟିଭ ଜୋନ୍‌ ମିଟିଂ ପ୍ରୋସିଡିଂ, ଆଇଆଇଟି ହାଇଦ୍ରାବାଦର ପରିବେଶ ଓ ସାମାଜିକ ପ୍ରଭାବ ରିପୋର୍ଟ, ଖରସ୍ରୋତା ନଦୀକୁ ଜଣେ ଲୋକଙ୍କୁ…

ଜୀବିକା ପାଇଁ ବିପଦରେ ଜୀବନ

ମହାକାଳପଡ଼ା,୩୦ା୮( ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପ୍ରବାହିତ ନଦୀ, ନାଳ ଓ ଜୋରି ଆଦିରେ ବଉଳା କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଇଛି। କୁମ୍ଭୀର ସାଧାରଣତଃ ମାଛ, କଙ୍କଡା ଓ ନଦୀରେ ଥିବା ବର୍ଯ୍ୟବସ୍ତୁ ଖାଦ୍ୟ ରୂପେ ଗ୍ରହଣ…

ନଦୀରେ ପକାଇଥିଲେ ଜାଲ: ମାଛ ଭାବି ଉଠାଇଲା ବେଳକୁ କୁମ୍ଭୀର

ମହାକାଳପଡ଼ା, ୨୯।୮(ଡି.ଏନ୍‌.ଏ.): ମାଛ ପାଇଁ ନଦୀରେ ପକାଇଥିଲେ ଜାଲ ହେଲେ ମିଳିଲା କୁମ୍ଭୀର। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ। ତିଖିରି ପଞ୍ଚାୟତ ଜୋରି ଗାଁର ସିଟୁ ବେହେରା ନାମରେ ଜଣେ ଯୁବକ ପାଇକା ନଦୀରେ ଜାଲ…

ବାହାରିଲାନାହିଁ ନିଷ୍କର୍ଷ

କେନ୍ଦ୍ରାପଡ଼ା ଅଫିସ/ପଟ୍ଟାମୁଣ୍ଡାଇ, ୨୮।୮(ସ୍ବ.ପ୍ର.): ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ ଦିନକୁ ଦିନ ଉଗ୍ର ହେବାରେ ଲାଗିଛି। ପ୍ରତିଦିନ ନୂଆ ନୂଆ ଘଟଣା ସାମ୍‌ନାକୁ ଆସୁଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗି ରହିଛି। ଏପରିକି ଶାନ୍ତିପୂର୍ଣ୍ଣ…

ଓଭର ହେଡ୍‌ ପାଣିଟାଙ୍କି କାର୍ଯ୍ୟକ୍ଷମ ହେଉନି

ଆଳି,୨୭ା୮(ଡି.ଏନ.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୋକମାନଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ପ୍ରତି ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ କରି ୧ ଲକ୍ଷ ବିଶିଷ୍ଟ ଓଭର ହେଡ ପାଣି ଟାଙ୍କି ବସାଉଛନ୍ତି। ପାଣି ଟାଙ୍କି କାର୍ଯ୍ୟ ଶେଷ ହୋଇଛି। ହେଲେ…

ଆଇଆଇଟି ହାଇଦ୍ରାବାଦ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

କେନ୍ଦ୍ରାପଡ଼ା ଅଫିସ, ୨୭ା୮: ଖରସ୍ରୋତା ନଦୀରୁ ପାଣି ଉଠାଇବା ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଆଇଆଇଟି ହାଇଦ୍ରାବାଦର ସର୍ଭେ ରିପୋର୍ଟକୁ ଆୟୁଧ କରାଯାଇଛି। ପ୍ରଶାସନିକ ଅଧିକାରୀମାନେ କଳ, ବଳ ଓ କୌଶଳ ଲଗାଇ ଖରସ୍ରୋତା ନଦୀରୁ ଜଳ ଉଠାଇବା ପାଇଁ…

ବିଷ, ଫାଶରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୨୭ା୮(ଡି.ଏନ୍‌.ଏ.): ପ୍ରାକୃତିକ ପରିବେଶକୁ ନେଇ ନିଜକୁ ସୁରକ୍ଷିତ ମନେ କରନ୍ତି ପକ୍ଷୀ ଓ ବନ୍ୟଜନ୍ତୁ। ବିଭିନ୍ନ ପ୍ରଜାତିର ପକ୍ଷୀ ଖାପଖୁଆଇଲା ଭଳି ପରିବେଶରେ ବସା ବାନ୍ଧିଥାନ୍ତି। କୌଣସି ବିପଦ ଆଶଙ୍କା ପୂର୍ବରୁ ସେହି ସ୍ଥାନ ପରିତ୍ୟାଗ କରନ୍ତି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…

ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ

ରାଜନଗର, ୨୪।୮(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟଉଦ୍ୟାନରେ ସୋମବାରଠାରୁ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ ହୋଇଛି। ଏହି ଗଣନା କାର୍ଯ୍ୟ ୭ ଦିନ ଧରି ଚାଲିବ। ରାଜନଗର ଡିଏଫ୍‌ଓ ଡ. ଯଜ୍ଞଦତ୍ତ ପତିଙ୍କ ତତ୍ତ୍ୱାବଧାନରେ ଜାତୀୟଉଦ୍ୟାନ ଏବଂ…

ବ୍ୟାପକ ହେଉଛି ଆନ୍ଦୋଳନ

କେନ୍ଦ୍ରାପଡ଼ା ଅଫିସ,୨୧।୮: ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ ଦିନକୁଦିନ ବ୍ୟାପକ ହେବାରେ ଲାଗିଛି। ଜିଲା ଓ ଜିଲା ବାହାରେ ଏହାର ସମର୍ଥକଙ୍କ ସଂଖ୍ୟା ବଢି ଚାଲିଛି। ଖରସ୍ରୋତା ନଦୀ ବଞ୍ଚାଅ ସଂଗ୍ରାମ ସମିତିକୁ ଅଞ୍ଚଳବାସୀଙ୍କ ସହ ବିରୋଧୀ ରାଜନୈତିକ ଦଳ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?