ଧାନ ମଣ୍ଡି ଅନିୟମିତତା, ୨ ସମ୍ପାଦକଙ୍କ ନାମରେ ଏତଲା
କେନ୍ଦ୍ରାପଡା ଅଫିସ, ୨୧ା୩: କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକରେ ଧାନ ମଣ୍ଡିରେ ସମବାୟ ସମିତି ସମ୍ପାଦକ ଅନିୟମିତତା ଘଟଣାରେ ୨ ସମ୍ପାଦକଙ୍କ ନାମରେ ଜିଲା ପ୍ରଶାସନ ପକ୍ଷରୁ ମାମଲା ରୁଜୁ ହୋଇଛି । ସମ୍ପୃକ୍ତ ସମ୍ପାଦକ ହେଲେ...
କରୋନାଠାରୁ ସଚେତନ ରହିବାକୁ ପରାମର୍ଶ
ରାଜନଗର, ୨୦।୩(ଡି.ଏନ୍.ଏ.): କରୋନା ଭାଇରସ କ୍ରମଶଃ କାୟା ବିସ୍ତାର କରିବାରେ ଲାଗିଛି। ଏହାର ମୁକାବିଲା ପାଇଁ କେନ୍ଦ୍ରାପଡ଼ା ଜିଲା ବଙ୍ଗୋପସାଗର କୂଳବର୍ତ୍ତୀ ରାଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକର ୨୯ଟି...
ହେଲାନି କରୋନା ପଞ୍ଜୀକରଣ, ୫ ବିଦେଶୀଙ୍କୁ ଛାଡ଼ିଦେଲା ପୋଲିସ
କେନ୍ଦ୍ରାପଡା ଅଫିସ/ ମହାକାଳପଡା (ଡି.ଏନ.ଏ.)୨୦।୩: କେନ୍ଦ୍ରାପଡା ଜିଲାରେ ଅନୁପ୍ରବେଶକୁ ଜିଲା ପୋଲିସ ଗୁରୁତ୍ୱ ଦେଉନାହିଁ। ଏପରି କି କରୋନା ଭୂତାଣୁ ସଂକ୍ରମଣ ପାଇଁ ରାଜ୍ୟ ସରକାରଙ୍କ ଜାରି ହୋଇଥିବା କଟକଣାକୁ ଜିଲା ପୋଲିସ ବେଖାତିର କରିଛି। ଏପରି ଘଟଣା ଏହି...
ଡାକ୍ତରଙ୍କୁ ମାଡ଼ ଅଭିଯୋଗ: ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଚଳ, ରୋଗୀ ହନ୍ତସନ୍ତ
ଆଳି,୧୯।୩(ଡି.ଏନ୍.ଏ.): ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତରଙ୍କୁ ଦୁର୍ବ୍ୟବହାର ଓ ମାଡ଼ ଅଭିଯୋଗରେ ଗୁରୁବାର ସକାଳୁ ମେଡିକାଲରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ମେଡିକାଲରେ ଡାକ୍ତର ନ ଥିବାରୁ ଶହ ଶହ ରୋଗୀ ମେଡିକାଲକୁ ଆସି ଫେରୁଥିବା ଦେଖିବାକୁ ମିଳିଛି l...
ରାଜନଗର ୨୯ ପଞ୍ଚାୟତରେ କରୋନା ସଚେତନତା ବୈଠକ
ରାଜନଗର,୧୯।୩(ଡି.ଏନ୍.ଏ.): ଏବେ ସାରା ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣର ଭୟ। ଏଥିରୁ ନିଜକୁ ରକ୍ଷା କରିବା ଲାଗି ତଥା ସଂକ୍ରମିତଙ୍କଠାରୁ ଦୂରେଇ ରହିବା ପାଇଁ ଗୁରୁବାର କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶ କ୍ରମେ ରାଜନଗର ବ୍ଲକର ୨୯ଟି ପଞ୍ଚାୟତରେ...
ରାଜପଥରେ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଗୁରୁତର
ମାର୍ଶାଘାଇ, ୧୯।୨(ଡି.ଏନ.ଏ.): ମାର୍ଶାଘାଇ ଥାନା ଅନ୍ତର୍ଗତ ପାଞ୍ଚ ନମ୍ବର(କ) ଜାତୀୟ ରାଜପଥ ଯଦୁପୁର ଛକ ନିକଟରେ ଦୁର୍ବୃତ୍ତମାନେ କେତେକ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣକରି ଟଙ୍କା ଛଡାଇ ନେଇଛନ୍ତି। ଏହି ଆକ୍ରମଣରେ ଜଣେ ଟ୍ରକ୍ ମାଲିକ ଗୁରୁତର ହୋଇଥିବାବେଳେ ଅନ୍ୟମାନେ...
ଅପହଞ୍ଚ ଯୋଜନା, ଅସୁରକ୍ଷିତ ଶ୍ରମିକ
ନୟାଗଡ଼ ଅଫିସ,୧୮ା୩: ଶିକ୍ଷାର ଅଭାବ ସାଙ୍ଗକୁ ଅଭିଯୋଗ କରିବାକୁ ସାହସ ଜୁଟାଇପାରୁ ନ ଥିବାରୁ ନୟାଗଡ ଜିଲାର ନିରୀହ ଶ୍ରମିକ ଶୋଷଣର ଶିକାର ହୋଇଚାଲିଛି। କେଉଁଠି ଶାରୀରିକ ନିର୍ଯାତନା ଦିଆଯାଉଛି ତ ଆଉ କେଉଁଠି ବିନା ପାରିଶ୍ରମିକରେ ଗୋତି ଖଟାଉଛନ୍ତି।...
ପର୍ଯ୍ୟଟନ କ୍ଷେତ୍ର ହୁକିଟୋଲା ଓ ବତିଘର ପ୍ରବେଶ କଟକଣା
ମହାକାଳପଡା,୧୮।୩ (ଡି.ଏନ.ଏ.): ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିଚାଲିଛି। ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସରକାରଙ୍କ ପକ୍ଷରୁ ଜନଗହଳି ସ୍ଥାନ, ପର୍ଯ୍ୟଟନ କ୍ଷେତ୍ର, ମନ୍ଦିର ପରିସର, ମଲ୍, ସିନେମା ହଲ୍,...
ଗହୀରମଥାରେ ଅଲିଭ ରିଡଲେଙ୍କ ସମୂହ ଅଣ୍ଡାଦାନ ଜାରି: ୩ଦିନରେ ୨ଲକ୍ଷ କଇଁଛ ଅଣ୍ଡାଦେଲେ
ରାଜନଗର, ୧୮।୩(ଡି.ଏନ.ଏ.)-ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଏବେ ଅଲିଭରିଡଲେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଚାଲୁ ରହିଛି। ୩ଦିନରେ ୨ଲକ୍ଷ କଇଁଛ ଅଣ୍ଡାଦାନ କରିଛନ୍ତି। କଇଁଛମାନଙ୍କୁ ବାହ୍ୟ ଶତ୍ରୁଠାରୁ ସୁରକ୍ଷା ଦେବା ପାଇଁ ରାଜନଗର ବନ ବିଭାଗ କର୍ମଚାରୀମାନେ ସେଠାରେ ଅସ୍ଥାୟୀ...
ପ୍ରଧାନମନ୍ତ୍ରୀଙ୍କ ନଁ।ରେ କରୋନା ଗୁଜବ, ୪ ଗିରଫ
କେନ୍ଦ୍ରାପଡା ଅଫିସ, ୧୮ା୩: କରୋନା ସମ୍ପର୍କରେ ଗୁଜବ ସୃଷ୍ଟି ନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଆଡଭାଇଜରି ଜାରି କରିଛନ୍ତି। ତେବେ ଏହାକୁ ଅମାନ୍ୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି ବୋଲି...
ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ
ରାଜନଗର,୧୭।୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର ଦାସଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନେଇ ରାଜନଗର ବାର ଆସୋସିଏଶନ ପକ୍ଷରୁ...
ଭିତରକନିକା ୩୧ ଯାଏ ବନ୍ଦ
ରାଜନଗର, ୧୭।୩(ଡି.ଏନ.ଏ.): କରୋନା ସତର୍କତାକୁ ଦୃଷ୍ଟିରେ ରଖି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କେନ୍ଦ୍ରାପଡା ଜିଲାର ଭିତରକନିକା ଜାତୀୟ ଉଦ୍ୟାନକୁ ମଙ୍ଗଳବାର ଠାରୁ ବନ୍ଦ ରଖାଯିବ। ଏହା ୧୫ଦିନ ପାଇଁ ଅର୍ଥାତ୍ ୩୧ ତାରିଖ ଯାଏ ବନ୍ଦ ରହିବ।...
Archives


