ଆନ୍ଧ୍ରରୁ ଫେରୁଛନ୍ତି ୨୩ ଦାଦନ ଶ୍ରମିକ
କେନ୍ଦ୍ରାପଡ଼ା ଅଫିସ, ୨୨ା୩: କେନ୍ଦ୍ରାପଡ଼ା ଜିଲାର ଦାଦନ ଶ୍ରମିକ ନିର୍ଯାତନା କାହାଣୀ ପୁଣି ଥରେ ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ବ୍ଲକ ଷଣ୍ଢପଲ୍ଲୀର ୨୩ ଜଣ ଯୁବତୀ ଓ ମହିଳା ଦାଦନ ଶ୍ରମିକ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ହସ୍ତକ୍ଷେପ ପରେ ଫେରୁଛନ୍ତି।…
ଚାଷୀଙ୍କୁ ଭରସା ପବନଚାଳିତ ଶବ୍ଦଯନ୍ତ୍ର
ମହାକାଳପଡ଼ା,୨୨ା୩(ଡି.ଏନ୍.ଏ.):କେନ୍ଦ୍ରାପଡ଼ା ଜିଲା ଉପକୂଳ ବ୍ଲକ ମହାକାଳପଡ଼ା ଅଞ୍ଚଳର ରାମନଗର ପଞ୍ଚାୟତ ସ୍ଥାନୀୟ ବରଜ ବାହାକୁଦ ଗ୍ରାମର ଆମ୍ବଷୋଳଠାରେ କେତେଜଣ ଚାଷୀ ଖରାଦିନିଆ ଡାଳୁଅ ଧାନ ସହ ପନିପରିବା ଚାଷ କରିଛନ୍ତି। ବୁଲା ଗୋରୁ, ବନ୍ୟଜନ୍ତୁ, ପକ୍ଷୀଙ୍କ ଅବାଧ ପ୍ରବେଶରୁ ଚାଷକୁ ରକ୍ଷା…
ପଟ୍ଟାମୁଣ୍ଡାଇ ସହରରେ ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି
ପଟ୍ଟାମୁଣ୍ଡାଇ,୨୦।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୧ ନଂ. ୱାର୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଯୋଗୁ ସହରରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଶନିବାର ୧୪୪ ଧାରା ଜାରି କରାଯାଇଛି। ପ୍ରକାଶ…
ନିଆଁରେ ପୋଡ଼ି ହୋଇ ମହିଳା ଜୀବନ୍ତଦଗ୍ଧ
ପଟ୍ଟାମୁଣ୍ତାଇ ୧୯।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ତାଇ ଆଦର୍ଶ ଥାନା ବାଲିକଣା ପଞ୍ଚାୟତର ବଢ଼େଇପଡ଼ା ଗାଁରେ ପାରିବାରିକ କଳହକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ଗୀତାଞ୍ଜଳି ବିଶ୍ୱାଳ (୩୪)ଜୀବନ୍ତଦଗ୍ଧ ହୋଇଛନ୍ତି। ବୁଧବାର ବିଳମ୍ବିତ ରାତିରେ…
ପାଟନାଳି ବନ୍ଧକୁ କାଟି ମାଟି ଉଠାଣ
ପଟ୍ଟାମୁଣ୍ଡାଇ,୧୮ା୩(ସ୍ବ.ପ୍ର.): ନ୍ୟାଶନାଲ ଗ୍ରୀନ୍ ଟ୍ରିବୁନାଲ (ଏନ୍ଜିଟି) ସ୍ଥାନୀୟ ମାଳିପୁର ଛକ ନିକଟ ଡାମପୁର-ଉଦୟପୁର କାଣିନଦୀ ପାଟନାଳୀ ବନ୍ଧ ଓ ଜମିରୁ ମାଟି ନ ଖୋଳିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କେତେଜଣ ବ୍ୟକ୍ତି ଜେସିବି ଲଗାଇ ମାଟି ଖୋଳୁଛନ୍ତି। ସେହି ମାଟିକୁ ହାଇଓ୍ବାରେ…
ନକଲି ଟିପ ଚିହ୍ନ ମାରି ୪ ମାସର ଭତ୍ତା ଲୁଟ୍
ମହାକାଳପଡା,୧୫ା୩(ଡି.ଏନ୍.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବରକନ୍ଧା ଗଁାର ବିଧବା ବୃଦ୍ଧା ସରସ୍ବତୀ ରାଉତ (୮୫) ଲଗ୍ ଡାଉନ୍ ୪ମାସର ଭତ୍ତା ଲୁଟ୍ କରଯାଇଥିବା ନେଇ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ସରସ୍ବତୀଙ୍କ ଭତ୍ତା ଖାତା ନଂ. ୩୩/୯, ୨୦୨୦ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ…
ଜୀବନଜୀବିକା, ଜଳ, ଜଳବାୟୁ ଆମର ହକ୍
କେନ୍ଦ୍ରାପଡା ଅଫିସ୍, ୧୫ା୩:ଖରସ୍ରୋତା ନଦୀରୁ ଭଦ୍ରକ ଜିଲାକୁ ପାଣି ଦେବା ବିବାଦ ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ା ଜିଲା ଜନ ଅଧିକାର ଅଭିଯାନ ଏହାକୁ ବିରୋଧ କରିବା ସହ ଆନ୍ଦୋଳନରେ ରାଜ୍ୟବାସୀ ସାମିଲ ହେବେ ବୋଲି ଆଶା ପ୍ରକଟ କରିଛିି। ଏହାକୁ ଉପକୂଳ…
ଡକାୟତି ଅଭିଯୁକ୍ତ ୩୭ ବର୍ଷ ପରେ ଗିରଫ
ପାଟକୁରା,୧୪ା୩(ଡି.ଏନ.ଏ.): କମିଶନରେଟ୍ ପୋଲିସ ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାର ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଗିରଫ କରିଥିଲା। ଏହି ଚର୍ଚ୍ଚା ସରି ନ ଥିବା ବେଳେ କେନ୍ଦ୍ରାପଡା ଜିଲା ପାଟକୁରା ଥାନା ପୋଲିସ ଜଣେ ଡକାୟତଙ୍କୁ…
ଗ୍ରାମାଞ୍ଚଳରେ ନକଲି ଡାକ୍ତର
ମହାକାଳପଡା,୧୨।୩ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ସରକାରୀ ଡାକ୍ତର ଅଭାବ ଯୋଗୁ ଲୋକେ ବିକଳ୍ପ ଭାବେ ନକଲି ଡାକ୍ତର, ବଇଦ ବା କ୍ୱାକ୍ଙ୍କ ସହାୟତା ନେଇଛନ୍ତି। ନକଲି ଡାକ୍ତରଙ୍କ ଔଷଧ ଖାଇ ଅନେକ ରୋଗୀ ସଙ୍କଟାପନ୍ନ ହେବା ସହ…
ଅଲିଭ ରିଡ୍ଲେଙ୍କ ସମୂହ ଅଣ୍ଡାଦାନ ଆରମ୍ଭ: ହଜାରେ ଅଣ୍ଡାରୁ ଗୋଟିଏ କଇଁଛକୁ ମିଳେ ପୂର୍ଣ୍ଣ ଜୀବନ
କେନ୍ଦ୍ରାପଡା ଅଫିସ,୧୨।୩: ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ଅନ୍ତର୍ଗତ ଗହୀରମଥା ସମୁଦ୍ର ତଟାଞ୍ଚଳରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ ଅଲିଭ ରିଡ୍ଲେ ସମୂହ ଅଣ୍ଡାଦାନ ଆରମ୍ଭ କରିଛନ୍ତି। ସାମୁଦ୍ରିକ ନିଷିଦ୍ଧାଞ୍ଚଳରେ ଥିବା ବାବୁବାଲି, ଅଗରନାସୀ, ବରୁଣେଇ, ପେଣ୍ଠ, ସାତଭାୟାର ବିସ୍ତୀର୍ଣ୍ଣ ବେଳାଭୂମିରେ…
ଚାଲିଛି ପିରାହ୍ନା ମାଛଚାଷ
କେନ୍ଦ୍ରାପଡ଼ା ଅଫିସ, ୧୧ା୩:ରୂପଚାନ୍ଦି ମାଛ ଖାଇବାକୁ ସୁସ୍ବାଦୁ। ଏହାର ଶରୀର ମାତ୍ର ଗୋଟିଏ କଣ୍ଟ(ହାଡ)ରେ ରହିଛି। ତେବେ ପିରାହ୍ନା ପ୍ରଜାତିର ଏହି ମାଛଙ୍କ ବାସସ୍ଥଳୀ ଅଞ୍ଚଳର ସମଗ୍ର ଜୈବବିବିଧତାକୁ ନଷ୍ଟ କରି ଦେଇଥାଏ। ଏହି ମାଛଚାଷ ବନ୍ଦ ପାଇଁ ନିଉଗୁଏନା ସମେତ…
ଅଲିଭ ରିଡ୍ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ
ରାଜନଗର,୧୧ା୩(ଡି.ଏନ.ଏ.):ବିରଳ ଅଲିଭରିଡ୍ଲେ କଇଁଛଙ୍କ ଅନ୍ତୁଡିଶାଳ କୁହାଯାଉଥିତ୍ବା ଗହୀରମଥାର ନାସୀ-୧ ଓ ନାସୀ-୨ରେ ମଙ୍ଗଳବାର ସନ୍ଧ୍ୟାରୁ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଳମ୍ବିତ ରାତି ସୁଦ୍ଧା ପ୍ରାୟ ୧୧ଶହ ଅଲିଭରିଡ୍ଲେ କଇଁଛ ଅଣ୍ଡାଦାନ କରିଛନ୍ତି। ମାଆ କଇଁଛମାନେ ବେଳାଭୂମିକୁ ଉଠିବା ପରେ ବାଲିରେ…
Archives


