କେନ୍ଦ୍ରାପଡ଼ା

ନକଲି ମଦ କାରବାର ବନ୍ଦ ଦାବି

ଆଳି, ୨୬।୪ (ଡି.ଏନ୍‌.ଏ.)-କରୋନା ବିଶ୍ୱବ୍ୟାପୀ ମହାମାରୀ ରୂପ ନେଇଥିବା ବେଳେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଦେଶସାରା ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ସମସ୍ତ ଦେଶୀ ଓ ବିଦେଶୀ ମଦ ଦୋକାନ ବନ୍ଦ ଲାଗି ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାର…

ବିଶୋଧିତ ହେଉନି ପଟ୍ଟାମୁଣ୍ଡାଇ ପୌରାଞ୍ଚଳ:ଟୁଇଟ୍‌ କରି ଅଭିଯୋଗ କଲେ ଆଇନଜୀବୀ

ପଟ୍ଟାମୁଣ୍ଡାଇ, ୨୬।୪ (ସ୍ବ.ପ୍ର.)-ମହାମାରୀ କରୋନାର ପ୍ରତିଷେଧକ ଟିକା ଏ ଯାଏ ବାହାରି ପାରି ନ ଥିବା ବେଳେ ଭାରତ ସମେତ ସମଗ୍ର ବିଶ୍ୱରେ ଏହି ଭୂତାଣୁ ଦୈନିକ ହଜାର ହଜାର ଜୀବନ ନେବାରେ ଲାଗିଛି। ଏହି ଭୂତାଣୁ ସଂକ୍ରମଣ ରୋକିବା ପାଇଁ…

ଲଗାଣ ବର୍ଷାରେ ଚାଷୀ ବେହାଲ

କେନ୍ଦ୍ରାପଡ଼ା ଅଫିସ, ୨୬।୪-ଗତ ୩ ଦିନ ଧରି କେନ୍ଦ୍ରାପଡ଼ା ଜିଲାରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଜିଲାର ଚାଷୀଙ୍କ ପନିପରିବା ଓ ରବି ଫସଲ ଉଜୁଡ଼ି ଯାଇଛି। କରୋନା ମହାମାରୀ ପାଇଁ ତାଲାବନ୍ଦ ଯୋଗୁ ଚାଷୀଙ୍କୁ ଉପଯୁକ୍ତ ବଜାର…

ବ୍ରହ୍ମ ତାଳଧ୍ୱଜ ରଥ କାଠ ଅନୁକୂଳ

କେନ୍ଦ୍ରାପଡ଼ା ଅଫିସ, ୨୬।୪-ଆସନ୍ତା ଜୁନ ୨୩ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ତହିଁ ପରଦିନ ଅର୍ଥାତ୍‌ ୨୪ ତାରିଖରେ ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ାର ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ’ମା ମନ୍ଦିର ଅଭିମୁଖେ ଗଡିବ। ଏଥିପାଇଁ ଅକ୍ଷୟ ତୃତୀୟା ଅବସରରେ ରଥ କାଠ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ତଦାରଖ କଲେ ଜିଲାପାଳ

ରାଜକନିକା, ୨୨।୪ (ଡି.ଏନ୍‌.ଏ.)-କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମା ରାଜକନିକା ବ୍ଲକ ଗସ୍ତ କରିଛନ୍ତି। ଏହି ସମୟରେ ସେ ସିହୋପଡ଼ା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଆରମ୍ଭ ହେଇଥିବା କାର୍ଯ୍ୟର ତଦାରଖ କରିଛନ୍ତି। ସେ ପ୍ରଥମେ ମଡେଲ ପୋଖରୀ କାର୍ଯ୍ୟ ଦେଖିବା ସହିତ ସ୍ଥାନୀୟ ଲୋକଙ୍କ…

ଭତ୍ତା ହିତାଧିକାରୀଙ୍କୁ କରୋନା ସୁରକ୍ଷା କିଟ୍‌

କେନ୍ଦ୍ରାପଡା ଅଫିସ, ୨୨।୪-କେନ୍ଦ୍ରାପଡ଼ା ଜିଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ବରିଷ୍ଠ ଭତ୍ତା ହିତାଧିକାରୀଙ୍କୁ କରୋନା ସୁରକ୍ଷା କିଟ୍‌ ବୁଧବାର ପ୍ରଦାନ କରାଯାଇଛି। ଜିଲାର ୮୦ ବର୍ଷରୁ ଊର୍ଦ୍ଧ୍ୱ ୨୧,୭୪୯ ଭତ୍ତା ହିତାଧିକାରୀଙ୍କୁ ୨ଟି ଲେଖାଏ ମାସ୍କ, ୨ଟି ଓଆରଏସ ପାକେଟ,…

ବଜ୍ରପାତରେ ଯୁବକ ମୃତ

ଡେରାବିଶ, ୨୨।୪ (ସ୍ବ.ପ୍ର.)-ଡେରାବିଶ ବ୍ଲକ ଅଦୀନ ମଙ୍ଗଳପୁର ପଞ୍ଚାୟତ ତ୍ରିପୁରାରୀପୁର ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୂର୍ଣ୍ଣଚନ୍ଦ୍ର ସିଂହଙ୍କ ପୁଅ ଦିବ୍ୟରଞ୍ଜନ(୨୧)। ସନ୍ଧ୍ୟାରେ ପଟ୍ଟାମୁଣ୍ଡାଇ କେନାଲ ପୋଲ ଉପରେ ଦିବ୍ୟରଞ୍ଜନ ବସିଥିବା…

କରୋନା ମୁକାବିଲା, ସରପଞ୍ଚଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ମାର୍ଶାଘାଇ, ୨୨।୪ (ଡି.ଏନ୍‌.ଏ.)- କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ଏହି ଭୂତାଣୁ ପ୍ରତିହତ କରିବା ସକାଶେ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରପଞ୍ଚମାନଙ୍କୁ…

ସ୍ବାସ୍ଥ୍ୟକର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ

କେନ୍ଦ୍ରାପଡା ଅଫିସ, ୧୬।୪-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ରାପଡା ଜିଲାରେ ୩୦୦ରୁ ଅଧିକ ଅସ୍ଥାୟୀ ଚିକିତ୍ସାଳୟ, ସଙ୍ଗରୋଧ ଗୃହ ପ୍ରସ୍ତୁତ ହୋଇଛି। ଏହି ଚିକିତ୍ସା ଓ ସଙ୍ଗରୋଧ କେନ୍ଦ୍ରରେ କାର୍ଯ୍ୟ ପାଇଁ ଅସ୍ଥାୟୀ ସ୍ବାସ୍ଥ୍ୟକର୍ମୀଙ୍କୁ ନିଯୁକ୍ତି ମିଳିଛି। ମାତ୍ର ଏହି…

କାର୍ଯ୍ୟକ୍ଷମ ହେଲା କେନ୍ଦ୍ରାପଡ଼ା କୋଭିଡ୍‌-୧୯ ହସ୍ପିଟାଲ୍‌

ଡେରାବିଶ, ୧୩।୪ (ସ୍ବ.ପ୍ର.)-କରୋନା ସଂକ୍ରମିତଙ୍କୁ ସହଜ ଓ ସୁବିଧାରେ ଉପଯୁକ୍ତ ସେବା ଯୋଗାଇ ଦେବା ସକାଶେ ରାଜ୍ୟର କେତେକ ସ୍ଥାନରେ ରାଜ୍ୟ ସରକାର ଅସ୍ଥାୟୀ କୋଭିଡ୍‌-୧୯ ହସ୍ପିଟାଲ ସ୍ଥାପନ କରିଛନ୍ତି। ଏହି କ୍ରମରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ଛତାସ୍ଥିତ କେନ୍ଦ୍ରାପଡ଼ା…

ରାଜନଗରରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ-୧୯ ସେଣ୍ଟର ନିର୍ମିତ

ରାଜନଗର,୧୩।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ସଂକ୍ରମଣରେ କେହି ଆକ୍ରାନ୍ତ ହେଲେ ସେମାନଙ୍କୁ କୋଭିଡ-୧୯ ଆଇସୋଲେଶନ ସେଣ୍ଟରରେ ରଖାଯାଉଛି। ଏ ନେଇ…

କେନ୍ଦ୍ରାପଡ଼ାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ: ରାଜନଗର ଅଞ୍ଚଳର ଦୁଇ ଗ୍ରାମକୁ ସିଲ୍‌ କଲା ପ୍ରଶାସନ, ସଂଗରୋଧ ଗୃହରେ ଆକ୍ରାନ୍ତଙ୍କ ପରିବାରର ସଦସ୍ୟ

କେନ୍ଦ୍ରାପଡା ଅଫିସ/ ରାଜନଗର (ଡି.ଏନ୍‌.ଏ.), ୧୨।୪: କେନ୍ଦ୍ରାପଡା ଜିଲାର ଦ୍ୱିତୀୟ କରୋନା ପଜିଟିଭ୍‌ ଶନିବାର ଚିହ୍ନଟ ହୋଇଛନ୍ତି। ରାଜନଗର ଅଞ୍ଚଳର ଏହି ମହିଳାଙ୍କୁ ଜିଲା ପ୍ରଶାସନ ସହାୟତାରେ କଟକର କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ଆକ୍ରାନ୍ତଙ୍କ ପରିବାର ସଦସ୍ୟଙ୍କ ରକ୍ତ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri