କେନ୍ଦ୍ରାପଡ଼ା

ମୌସୁମୀ ଆରମ୍ଭରେ ଚାଷୀ ରୋଇଲେ ତଳି

ମହାକାଳପଡ଼ା,୫।୭ (ଡି.ଏନ୍‌.ଏ.): ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଓଡ଼ିଶାରେ ପ୍ରବେଶ ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଚାଷୀଙ୍କ ମନରେ ଖୁସିର ଲହରୀ ଖେଳିଯାଇଥିଲା। ଚାଷୀମାନେ ରଜ ପୂର୍ବରୁ ଜମିରେ ଧାନ ବିହନ ବୁଣା ବୁଣି କରିଥିଲେ। ବର୍ଷା ପରେ ତଳି ପ୍ରସ୍ତୁତ…

ରୋଜଗାର ଯୋଗାଉଛି କଡ଼କନାଥ

କେନ୍ଦ୍ରାପଡା ଅଫିସ, ୫।୭: ବିପଦ ଆପଦରେ ଗୋଟିଏ କଡକନାଥ କୁକୁଡା ବିକିଲେ ୭୦୦ରୁ ୯୦୦ଟଙ୍କା ମିଳିଯାଉଛି। ପିଲାଙ୍କ ପଢ଼ା ଖର୍ଚ୍ଚ ହେଉ ଅଥବା ଔଷଧ କିଣିବା, ପରିବାରର ଆର୍ଥିକ ବ୍ୟବସ୍ଥାରେ ଏହି କୁକୁଡା ସହାୟକ ହେଉଛି। ଏବେ ଘରେ ୧୨ଟି କୁକୁଡା…

ବ୍ରାହ୍ମଣୀରେ ଲୁଚକାଳି ଖେଳ

ପଟ୍ଟାମୁଣ୍ଡାଇ,୫।୭(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ନାୟାଡ଼ିଆ ଗ୍ରାମର ଲୋକେ ରବିବାର ମଧ୍ୟାହ୍ନରେ ବ୍ରାହ୍ମଣୀ ନଦୀରେ ଦେଖିବାକୁ ପାଇଥିଲେ ରୋଚକ ଦୃଶ୍ୟ, ଯେଉଁଥିରେ ଏକ ମୂର୍ତ୍ତି ଚୋରି ଘଟଣାର ଅଭିଯୁକ୍ତ ପାଣିରେ ବୁଡ଼ି ବୁଡ଼ି ପୋଲିସକୁ ଚକମା ଦେଖାଉଥିଲେ। ଦେଢ଼ଘଣ୍ଟାର…

ଭିତରକନିକାରେ ଶୁଭିଲାଣି ଦେଶୀୟ ପକ୍ଷୀଙ୍କ କଳରବ

ରାଜନଗର,୪ା୭(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଏବେ ଦେଶୀୟ ପକ୍ଷୀଙ୍କ ଭିଡ଼ ବଢ଼ିବାରେ ଲାଗିଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରେ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ଼ ଜମିଛି। ଭିତରକନିକାର ମଠଆଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଏବେ ପ୍ରାୟ ୬୦ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ…

ବିପଦରେ ବିରଳ ପ୍ରଜାତିର ହର୍ଲି କଙ୍କଡ଼ା

ମହାକାଳପଡ଼ା,୨।୭(ଡି.ଏନ୍‌.ଏ.): ଜୈବ ବିବିଧତା ଓ ମୃତ୍ତିକା ଉର୍ବରତା ସହ ପରିବେଶ ସନ୍ତୁଳନ ରକ୍ଷା କରିବାରେ ବିରଳ ପ୍ରଜାତିର ସାମୁଦ୍ରିକ ହର୍ଲି କଙ୍କଡ଼ାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ଏହି ବିରଳ ହର୍ଲି କଙ୍କଡ଼ା ସମୁଦ୍ର କୂଳିଆ ବାଲିଆ ଦୋରସା ପଟୁ ମାଟିରେ ଏକ…

୪ ମାସ ତିଷ୍ଠିଲାନି ପ୍ରେମ ବିବାହ

ରାଜନଗର,୩୦ା୬: ବିବାହକୁ ୪ ମାସ ପୁରି ନ ଥିବା ବେଳେ ଜଣେ ନବବଧୂଙ୍କୁ ଶାଶୁଘର ଲୋକେ ମାନସିକ ଓ ଶାରୀରିକ ନିର୍ଯାତନା ଦେବା ସହ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସର ସୂଚନା ଅନୁଯାୟୀ, ଏଣ୍ଡୁଳାପୁରଗାଁର ନିମାଇଁ ଚରଣ…

ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା: ସୁପ୍ରିମକୋର୍ଟରେ ମାମଲା

କେନ୍ଦ୍ରାପଡ଼ା ଅଫିସ, ୨୯।୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜି ପତ୍ରୀ, ମଦନ ପତ୍ରୀ ଏ ନେଇ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।…

ସୁପ୍ରିମକୋର୍ଟରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୨୮ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜୀ ପତ୍ରୀ ଓ ମଦନ ପତ୍ରୀ ପ୍ରମୁଖ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏ…

ସ୍ଥାନ ପାଇବ ଓଡ଼ିଆ ଯୁବକଙ୍କ କଳାକୃତି

ରାଜକନିକା,୨୮ା୬(ଡି.ଏନ୍‌.ଏ.): ଡେରାଡୁନ୍‌ ମଶୌରୀର ନ୍ୟାଶନାଲ ଡିଫେନ୍ସ ଏକାଡେମୀରେ ଭାରତୀୟ ଯବାନଙ୍କ ବୀରତ୍ୱର ଝଲକ ସ୍ବରୂପ ମୂର୍ତ୍ତି ସ୍ଥାନ ପାଇବ। ଏହି ମୂର୍ତ୍ତି ନିର୍ମାଣ କରୁଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅନ୍ତର୍ଗତ ନହୁଣି ପଞ୍ଚାୟତସ୍ଥିତ ନୂଆଗାଁରେ ତ୍ରିଲୋଚନ ବେହେରା (୩୭)। ଏ…

ଜଳୁଛି ପେଟ, ଅନ୍‌ଲାଇନ ପାଠକୁ ପଚାରେ କିଏ

ମହାକାଳପଡ଼ା,୨୮ା୬(ଡି.ଏନ୍‌.ଏ.): କରୋନା ମାଡ଼ରେ ବିଦ୍ୟାଳୟ ବନ୍ଦ ଯୋଗୁ ପିଲାମାନେ ପାଠପଢା ଭୁଲି ଗଲେଣି। ରାଜ୍ୟ ସରକାର ପିଲାଙ୍କ ଭବିଷ୍ୟତ ଶିକ୍ଷାକୁ ରୀତିମତ ମୁଖ୍ୟ ଶ୍ରୋତକୁ ଆଣିବାକୁ ନୂଆ ଯୋଜନା ବା ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରି ଏହାକୁ କାର୍ଯ୍ୟକାରୀ କରିଛନ୍ତି। ସ୍ମାର୍ଟ…

ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର

ମହାକାଳପଡ଼ା,୨୬।୬(ଡି.ଏନ୍‌.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ ସନ୍ଦେହଜନକ…

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ବୁଧବାର ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ୧୪୪ ଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?