କେନ୍ଦ୍ରାପଡ଼ା

ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ

ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ ଘଟିଛି। ମୃତ ମତ୍ସ୍ୟଜୀବିଙ୍କ ଘର ତନ୍ତି ପାଳ ଥାନା ବିଜୟନଗର ଗାଁ ର…

ଦୁର୍ବଳ ଲୁଣା ଘେରିବନ୍ଧ ନିର୍ମାଣ ଯୋଗୁ ଘାଇ

ମହାକାଳପଡ଼ା,୨୮ା୫(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ପ୍ରଭାବରେ ସମୁଦ୍ର ମୁହାଣ ଅଶାନ୍ତ ଯୋଗୁ ତଟାଞ୍ଚଳ ଚାଷଜମିରେ ଲୁଣାଜଳ ପ୍ରବେଶ କରିଛି। ଅନେକ ଚାଷଜମିରେ ସମୁଦ୍ର ଜଳ ଲହଡି ମାରୁଛି। ଦୁର୍ବଳ ଲୁଣା ଘେରିବନ୍ଧ ନିର୍ମାଣ ଯୋଗୁ ଘାଇ ସୃଷ୍ଟି ହୋଇଛି। ଚଳିତ ଖରିଫ ଋତୁରେ…

ୟାସ୍‌ ତଥ୍ୟ ଆଣିଛି ବିକାଶର କଟୁ ସତ୍ୟ

କେନ୍ଦ୍ରାପଡ଼ା ଅଫିସ, ୨୮।୫: ୧୯୯୯ର ମହାବାତ୍ୟାକୁ ଇତିମଧ୍ୟରେ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ବିତିଛି। ପ୍ରତିବର୍ଷ ବନ୍ୟା, ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟକୁ ସାମ୍ନା କରୁଥିବା କେନ୍ଦ୍ରାପଡ଼ା ଜିଲାବାସୀ ଏହି ମହାବାତ୍ୟାରେ ଧନଜୀବନ ହରାଇଛନ୍ତି। ଏହାସତ୍ତ୍ୱେ ଏପରି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ପ୍ରଶାସକ…

ବାତ୍ୟା ଆଶ୍ରୟସ୍ଥଳକୁ ୭୭୫୪ ସ୍ଥାନାନ୍ତର

କେନ୍ଦ୍ରାପଡ଼ା ଅଫିସ,୨୫ା୫: ବାତ୍ୟା ୟାସ୍‌ ଅତି ଭୟଙ୍କର ଭାବେ ମାଡ଼ି ଆସୁଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ପ୍ରଭାବିତ ହେବ। ପାଣିପାଗ ବିଶେଷଜ୍ଞଙ୍କ ଏହି ଆକଳନକୁ ଦୃଷ୍ଟିରେ ରଖାଯାଇ ଜିଲା ପ୍ରଶାସନ ପକ୍ଷରୁ ବିପଦ ମଧ୍ୟରେ ଥିବା ଜିଲାବାସୀଙ୍କୁ ସୋମବାରଠାରୁ…

ଠାକୁରଙ୍କ ପୂଜା ବେଳେ ଟଳି ପଡ଼ିଲେ ପୂଜକ

ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି ବ୍ଲକ ସିଙ୍ଗିରି ପଞ୍ଚାୟତ ମାସାହାଣି ଗ୍ରାମରେ ଏହି ଦୁଃଖଦ ଘଟଣା ଘଟିଛି । ମୃତ…

ବେପାରୀଙ୍କ କବ୍‌ଜାରେ ବୋଟ୍‌ ଆମ୍ବୁଲାନ୍ସ ଘାଟ

ମହାକାଳପଡ଼ା,୧୪।୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ମହାକାଳପଡ଼ା ବ୍ଲକର ବତିଘର ପଞ୍ଚାୟତ ନଦୀ ନାଳ ଘେରା ହୋଇ ରହିଛି। ସ୍ଥଳପଥରେ ଏହି ପଞ୍ଚାୟତଙ୍କୁ ସଂଯୋଗ ନ ଥିବାରୁ ବିଚ୍ଛିନ୍ନାଞ୍ଚଳ ଲୋକଙ୍କ ପାଇଁ ସ୍ବାସ୍ଥ୍ୟସେବା ପହଞ୍ଚତ୍ବା ନିମନ୍ତେ ରାଜ୍ୟ ସରକାର ସ୍ବତନ୍ତ୍ର ବୋଟ୍‌ ଆମ୍ବୁଲାନ୍ସ…

ସାପ ନେଲା ଭଉଣୀ ଭାଇଙ୍କ ଜୀବନ

ଆଳି,୮ା୫: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଗୋବିନ୍ଦପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୋଇଥିବା ଅବସ୍ଥାରେ ସାପ କାମୁଡ଼ାରେ ଭଉଣୀ, ଭାଇଙ୍କ ଜୀବନ ଯାଇଛି l ଏହି ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।…

କରୋନା ଛଡ଼ାଇ ନେଉଛି କର୍ମନିଯୁକ୍ତି

କେନ୍ଦ୍ରାପଡ଼ା ଅଫିସ,ର,୭।୫: କେନ୍ଦ୍ରାପଡ଼ା ଜିଲାକୁ କରୋନା ସଂକ୍ରମଣ ବେକାବୁ କରୁଛି। ପ୍ରତିଦିନ ଚିହ୍ନଟ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ପ୍ରବାସୀ ଘରକୁ ଫେରୁଛନ୍ତି। ରୋଜଗାର ନ ଥିବାରୁ ଜିଲାବାସୀଙ୍କ ଆର୍ଥିକ ସ୍ଥିତି ଦୁର୍ବଳ ହେଉଛି। ପ୍ରାୟ ୧୬ ଲକ୍ଷରୁ ଅଧିକ ଲୋକସଂଖ୍ୟା…

ଦାଉ ସାଧୁଛି ପାରାଦୀପ ଶିଳ୍ପାଞ୍ଚଳର ନିର୍ଗତ ବିଷାକ୍ତ ଗ୍ୟାସ୍‌: ମହାକାଳପଡ଼ା ଲୋକେ ଅଣନିଃଶ୍ୱାସୀ

ମହାକାଳପଡ଼ା,୭।୫(ଡି.ଏନ୍‌.ଏ.): ବାୟୁ ମଣ୍ଡଳରେ ତାପମାତ୍ରା ବୃଦ୍ଧି ପାଉଛି। ଅମ୍ଳଯାନ ସ୍ତର ହ୍ରାସ ପାଇବା ଦ୍ୱାରା ଜୀବଜଗତ ଉପରେ ପ୍ରଭାବ ପକାଉଛି। କେନ୍ଦ୍ରାପଡ଼ା ଜିଲା ଅଧୀନ ଉପକୂଳ ଅଞ୍ଚଳର ମହାକାଳପଡ଼ା ଆକାଶର ବାୟୁରେ ମିଶୁଛି କାରଖାନାର ନିର୍ଗତ ବିଷାକ୍ତ ଗ୍ୟାସ ଓ ସୁଉଚ୍ଚ…

ଗୃହ ସଙ୍ଗରୋଧ ପାଇଁ ଭିତ୍ତିଭୂମି ନାହିଁ

କେନ୍ଦ୍ରାପଡ଼ା ଅଫିସ,୩।୫: କରୋନା ସଂକ୍ରମିତଙ୍କ ସଂଖ୍ୟା କେନ୍ଦ୍ରାପଡ଼ା ଜିଲାରେ ୧୦ ହଜାର ଟପିଛି। ଶନିବାର ଚିହ୍ନଟ ୭୦ଜଣଙ୍କ ସହ ଏମାନଙ୍କ ସଂଖ୍ୟା ୧୦,୧୦୬ରେ ପହଞ୍ଚତ୍ଛି। ଏଥିମଧ୍ୟରୁ ୯,୫୨୩ ସୁସ୍ଥ ଥିବା ବେଳେ ଜିଲାର ୫୫୩ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି। ତେବେ ଅଧିକାଂଶ…

ଶୁଖିଲା ପଡ଼ିଛି କେନାଲ, ପାଣି ଛାଡ଼ିବାକୁ ଦାବି

ପଟ୍ଟାମୁଣ୍ଡାଇ,୩।୫(ସ୍ବ.ପ୍ର.): କଟକ ଜିଲା ଜଗତପୁର ମହାନଦୀ ବ୍ୟାରେଜରୁ ବାହାରି ଥିବା ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ଛାଡିବାକୁ ଚାଷୀମାନେ ଦାବି କରିଛନ୍ତି। ମୁଖ୍ୟ କେନାଲରେ ପାଣି ନ ଆସିବାରୁ ଶୁଖିଲା ପଡିଛି। ପାଣି ଅଭାବରୁ ମୁଖ୍ୟ କେନାଲରୁ ବାହାରିଥିବା ଶାଖାଗୁଡିକ ମଧ୍ୟ…

ଆଜିଠୁ ୩ ମାସ ପାଇଁ ଭିତରକନିକା ବନ୍ଦ

ରାଜନଗର, ୧।୫(ଡି.ଏନ.ଏ.): ମେ’ ୧ଠାରୁ ଜୁଲାଇ ୩୧ ତାରିଖ ଯାଏ ୩ ମାସ ପାଇଁ ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି। ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି। ଏହି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?