କେନ୍ଦ୍ରାପଡ଼ା

ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ, ଲୋକଙ୍କୁ ଘାରୁଛି କୁମ୍ଭୀର ଭୟ

କେନ୍ଦ୍ରାପଡ଼ା,୪ା୫(ଜଗନ୍ନାଥ ଧଳ): ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ ପଶୁଛି। ରାଜକନିକା,…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ଏକାଠି ହୋଇ ବର୍ଷିଲେ ଶତାଧିକ ମହିଳା

ମହାକାଳପଡ଼ା,୪ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଲେଖ ସୁନ୍ଦରୀ ପୀଠରେ ରବିବାର ୨୨ ନମ୍ବର ଜୋନସ୍ତରୀୟ ଭାଜପା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ସମାବେଶରେ ବଡକୂଳ ପଞ୍ଚାୟତ ସରପଞ୍ଚ ପ୍ରଜ୍ଞା…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ ଉତ୍ସବ ବୈଶାଖ ପୂର୍ଣ୍ଣିମାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପଣ୍ତିତ ରଘୁନାଥ ମୁର୍ମୁ…

ବ୍ୟକ୍ତିଗତ ମାଲିକାନାରେ ଗୋବରୀ ନଦୀର ଅଂଶ, ସହର ମଧ୍ୟରେ ବଢୁଛି ଜବରଦଖଲ

କେନ୍ଦ୍ରାପଡ଼ା,୩୦ା୪ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ଇତିମଧ୍ୟରେ ୧୫୭ ବର୍ଷ ପୂରିଛି। ରାଜ୍ୟର ଏହି ସର୍ବପୁରାତନ ମ୍ୟୁନିସିପାଲିଟି ସଂପ୍ରତି ବିବିଧ ସମସ୍ୟାରେ ବୁଡ଼ିରହିଛି। ଜବରଦଖଲ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଟ୍ରାଫିକ୍‌ ନିୟନ୍ତ୍ରଣ ବ୍ୟବସ୍ଥା ସଠିକ ଧରଣର ଚାଲୁନାହିଁ। ପ୍ରାୟ…

ଶେଷ ପର୍ଯ୍ୟାୟରେ ମା’ ରାମଚଣ୍ଡୀ ମନ୍ଦିରର ନବୀକରଣ କାର୍ଯ୍ୟ: ଏମ୍‌ପି-ବିଧାୟକ ସମୀକ୍ଷା କରି କହିଲେ…

ମହାକାଳପଡ଼ା,୩୦ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ରାମଚଣ୍ଡୀ ମନ୍ଦିର ନବୀକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଏମ୍‌ପି ବୈଜୟନ୍ତ ପଣ୍ଡା ଓ ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ମା’ଙ୍କ ମନ୍ଦିର ପରିଦର୍ଶନ…

ଯାତ୍ରୀବାହୀ ଡଙ୍ଗାକୁ ବିପଦ ଡ୍ରେଜିଂ ଭେସଲର: ପଦକ୍ଷେପ ନେବାକୁ ଦାବିକଲେ ଅଞ୍ଚଳବାସୀ

ମହାକାଳପଡ଼ା, ୨୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀ-ବାହାକୁଦ-ମୂଷାଡ଼ିଆ ଫେରିଘାଟରେ ଯାତ୍ରୀବାହୀ ଡଙ୍ଗା ଚଳାଚଳକୁ ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏକ ସପ୍ତାହଧରି ଦକ୍ଷିଣ ଦିଗରୁ ପ୍ରବଳ ପବନ ବହିବା ଯୋଗୁ ସାମୁଦ୍ରିକ ଜୁଆର ଭଟ୍ଟାରେ ଯାତ୍ରୀବାହୀ…

ପାଣି ପାଇଁ ତାତିଲେ ମହିଳା: ବ୍ଲକ କାର୍ଯ୍ୟାଳୟ ଘେରାଉ…

ଆଳି,୨୭।୪(ବନମାଳୀ ସେନାପତି): ପାଣି ପାଇଁ ତାତିଲେ ମହିଳା। ପାଇପ ଯୋଗେ ଠିକ ଭାବେ ପାଣି ମିଳୁ ନ ଥିବାରୁ ମହିଳାମାନେ ବ୍ଲକ କାର୍ଯ୍ୟାଳୟ ଘେରାଉ କରି ତୁରନ୍ତ ପାଣି ଯୋଗାଉ ଦେବା ନିମନ୍ତେ ଦାବି କରିଛନ୍ତି l ଏଭଳି ଅଭିଯୋଗ ଆସିଛି…

କିରୋସିନ ଢ଼ାଳି ନୂଆବୋହୁ ଦେହରେ ଲଗାଇଦେଲେ ନିଆଁ

ମହାକାଳପଡ଼ା,୨୬।୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ବେଣାକନ୍ଧା ମୌଜାର ଜଣେ ନବବଧୂଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଘର ନିକଟ…

ପାସ୍‌ ବୁକ ପ୍ରିଣ୍ଟ କରିବାକୁ ନେଇ ସମବାୟ ବ୍ୟାଙ୍କରେ ହାତାହାତି

ଆଳି,୨୪।୪: କେନ୍ଦ୍ରପଡ଼ା ଜିଲା ଆଳି ସମବାୟ ବ୍ୟାଙ୍କରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସମ୍ପାଦକ ଏବଂ ଜଣେ ପୂର୍ବତନ ସଭାପତିଙ୍କ ମଧ୍ୟରେ ମାରପିଟ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପାସ୍‌ ବୁକ ପ୍ରିଣ୍ଟ କରିବାକୁ ନେଇ…

ଜଳସ୍ତର ନିମ୍ନଗାମୀ: ପାଣି ମୁନ୍ଦେ ପାଇଁ ଜନବସତିମୁହାଁ ହେଉଛନ୍ତି ପଶୁପକ୍ଷୀ, ଫାଇଦା ଉଠାଉଛନ୍ତି ଶିକାରୀ

ମହାକାଳପଡ଼ା, ୨୪ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ପଶ୍ଚିମା ପବନ ବହିବା ଯୋଗୁ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଜନଜୀବନ ଅସ୍ତବ୍ୟସ୍ତ ହେବା ସହ ଜଳସ୍ତର ନିମ୍ନଗାମୀ ହେଲାଣି। ଫଳରେ ଜଙ୍ଗଲୀ ଜନ୍ତୁ ଓ ପଶୁପକ୍ଷୀଙ୍କ ପାଇଁ…

ବଢୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା,୨୩ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ପାରଦ ୪୦ ଡିଗ୍ରୀ ଉପରେ ଅଛି। ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ଶୁଖିଲା ପଡ଼ିଛିି। ଜନଜୀବନ ପାଇଁ ପାଣି ନାହିଁ। ଜିଲା ପ୍ରଶାସନର ଜନଶୁଣାଣି ଶିବିରରେ ଏପ୍ରକାର ଅଭିଯୋଗ ବଢ଼ିଛାଲିଛି।…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ ସରକାରୀ ସ୍କୁଲର ଶିକ୍ଷକ ରଞ୍ଜନ ଜେନାଙ୍କ ବିରୋଧରେ ଅଭିଯୋଗ ଆସିବା ପରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?