କେନ୍ଦ୍ରାପଡ଼ା

୨ ଶହ ମିଟର ଧସିଲା ହରିଦାସପୁର-ପାରାଦୀପ ରେଳରାସ୍ତା, ଲୋକେ ଆତଙ୍କିତ

ମାର୍ଶାଘାଇ,୧୩।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଗୋସେଇଁବନ୍ଧଠାରେ ହରିଦାସପୁର-ପାରାଦୀପ ନିର୍ମାଣାଧୀନ ରେଳରାସ୍ତା ଗୁରୁବାର ଦୁଇପଟକୁ ୨ଶହ ମିଟର ଧସିଯାଇଛି। ଫଳରେ ୩ ପରିବାର ପ୍ରଭାବିତ ହୋଇଛନ୍ତି। ସେମାନଙ୍କର ଘର ଉପରକୁ ମାଟି ମାଡି ଆସିଛି। ଏଥିସହ ସେମାନଙ୍କର ପକ୍କା ଘରଗୁଡ଼ିକରେ ଫାଟ…

ମିଳୁନି ଆଶାନୁରୂପ କର୍ମନିଯୁକ୍ତି

କେନ୍ଦ୍ରାପଡ଼ା ଅଫିସ୍‌, ୧୧।୨:କେନ୍ଦ୍ରାପଡ଼ା ଜିଲାରେ କର୍ମ ନିଯୁକ୍ତି ଏକ ପ୍ରମୁଖ ସମସ୍ୟା। ଜିଲାରେ ଶିଳ୍ପ ପ୍ରତିଷ୍ଠାନ ନଥିବା ବେଳେ ଅର୍ଥକରୀ ଫସଲ ପାଇଁ ପ୍ରୋତ୍ସାହନ ନ ଥିବାରୁ ଜିଲାର ଅନେକ ବ୍ୟକ୍ତି ଜିଲା ବା ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି।…

ସୂଚନା ଅଧିକାର କର୍ମୀ ରଞ୍ଜନଙ୍କ ପରିବାରକୁ ଭେଟିଲେ ରାଜ୍ୟ ଭାଜପାର ପ୍ରତିନିଧି ଦଳ

ମାର୍ଶାଘାଇ,୧୦।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିକପୁର ଗ୍ରାମର ସୂଚନା ଅଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ୍ୟୁକୁ ନେଇ ସୋମବାର ଉକ୍ତ ଗ୍ରାମରେ ରାଜ୍ୟ ଭାଜପାର ଏକ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ଗତ ୧ ତାରିଖ ସକାଳୁ ରଞ୍ଜନଙ୍କ ମୃତଦେହ…

ସୂଚନା ଅଧିକାର କର୍ମୀ ରଞ୍ଜନଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ପିସିସି

ମାର୍ଶାଘାଇ,୮।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିକପୁର ଗ୍ରାମର ସୂଚନା ଅଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ୍ୟୁକୁ ନେଇ ଶନିବାର ମାଣିକପୁର ଗ୍ରାମରେ ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ଏକ ପ୍ରତିନିଧି ଦଳ ପହଞ୍ଚିଥିଲେ। ଗତ ୧ ତାରିଖ ସକାଳୁ…

କୁନି କାନ୍ଧରେ ପରିବାରର ବୋଝ ଘଟଣା: ଅସହାୟ ପବିତ୍ରଙ୍କ ପରିବାକୁ ଭେଟିଲେ କେନ୍ଦ୍ରାପଡ଼ା ଜିଲାପାଳ

ମାର୍ଶାଘାଇ,୭।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଆଠବାଟିଆ ଗ୍ରାମର ଅସହାୟ ପବିତ୍ର ବେହେରାଙ୍କ ପରିବାର ବିଷୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ଜିଲାପାଳ ସମର୍ଥ ବର୍ମା ତାଙ୍କ ଘରେ ପହଞ୍ଚିଥିଲେ। ପରିବାରର ସମସ୍ୟା ବିଷୟରେ ସେ ବୁଝିବା ସହ…

ଖାଉଟି ସାମଗ୍ରୀ ଯୋଗାଣରେ ଅନିୟମିତତା: ଡିଲର ପରିବର୍ତ୍ତନ ନେଇ ବିଡିଓଙ୍କୁ ଘେରିଲେ ରିଘାଗଡ଼ ଗ୍ରାମବାସୀ

ରାଜନଗର, ୬।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ରିଘାଗଡ଼ ଗ୍ରାମର ଡିଲର କ୍ଷୀରୋଦ ମହାରଣା ଖାଉଟି ସାମଗ୍ରୀ ଯୋଗାଇବା କ୍ଷେତ୍ରରେ ଅନିୟମିତତା, ଖାଉଟିମାନଙ୍କୁ ଦୁର୍ବବ୍ୟହାର କରୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାକୁ ନେଇ ସେମାନେ ଗୁରୁବାର ରାଜନଗର ବିଡିଓଙ୍କ ଅଫିସ ଘେରାଉ…

ବର୍ଷା ପାଇଁ ଭିତରକନିକା ମହୋତ୍ସବ ୧୪କୁ ଘୁଞ୍ଚିଲା

ରାଜନଗର , ୬ା୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ନଳିତାପାଟିଆ ଠାରେ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିଲା। ଏଥିପାଇଁ ଟେଣ୍ଟ ବନ୍ଧା କାମ ଚାଲିଥିଲା। ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ମଧ୍ୟ ମରାଯାଇଥିଲା।…

୧୮ରେ ଆନ୍ଦୋଳନ କରିବ ଜିଲା କଂଗ୍ରେସ

କେନ୍ଦ୍ରାପଡା ଅଫିସ, ୫।୨:କେନ୍ଦ୍ରାପଡା ଜିଲା ସ୍ବାସ୍ଥ୍ୟସେବାର ବିକାଶ ପାଇଁ ମେଡିକାଲ କଲେଜ ପ୍ରତିଷ୍ଠା ଆବଶ୍ୟକ। ଏହି ଦାବିରେ ଆସନ୍ତା ୧୮ ତାରିଖରେ ଜିଲା କଂଗ୍ରେସ ପକ୍ଷରୁ ଆନ୍ଦୋଳନ ହେବ। ସହରର କଜଳାସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ଅଧ୍ୟକ୍ଷତାରେ…

୭ରୁ ଭିତରକନିକା ମହୋତ୍ସବ: ପ୍ରସ୍ତୁତି କାର୍ଯ୍ୟର ସ୍ଥିତି ପରଖିଲେ ଜିଲାପାଳ

ଋାଜନଗର, ୫।୨ (ଡି.ଏନ୍‌.ଏ.):ଆସନ୍ତା ୭ ତାରିଖରୁ ରାଜନଗର-ଭିତରକନିକା ମୁଖ୍ୟରାସ୍ତା ପାର୍ଶ୍ୱ ନଳିତାପାଟିଆଠାରେ ପ୍ରଥମ କରି ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ରାଜ୍ୟ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ତରଫରୁ ଏହି ୩ ଦିନିଆ ମହୋତ୍ସବ ଆୟୋଜନ କରାଯାଉଛି। ଏ…

ବାଇକ୍‌ ପଛରୁ ଧକ୍କାଦେଲା ଟ୍ରକ୍‌: ଜଣେ ମୃତ, ୨ ଗୁରୁତର

ମାର୍ଶାଘାଇ,୩।୨:(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଜାତୀୟ ରାଜପଥ ନଂ.୫(କ) ଟିକରପଙ୍ଗା ଛକ ନିକଟରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ମହାକାଳପଡ଼ା ଥାନା ସାହାବାଜପୁର ଗାଁର…

ଅଭିଯୋଗ ପରେ ବନ୍ଦ ହେଲା ମଦ ଦୋକାନ

ଡେରାବିଶ (ସ୍ବ.ପ୍ର.)/ ପାଟକୁରା (ଡି.ଏନ.ଏ.), ୧।୨: ପାଟକୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡେରାବିଶ ଓ ଗରଦପୁର ବ୍ଲକ ଅଞ୍ଚଳର ବିକାଶ ନକ୍ସା ଆଙ୍କିବାକୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ୩ ସଚିବ କେନ୍ଦ୍ରାପଡା ଜିଲାକୁ ଶୁକ୍ରବାର ଗସ୍ତ କରିଛନ୍ତି। ଜିଲା ପ୍ରଶାସନିକ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ…

ମହାକାଳପଡ଼ାରେ ପକ୍ଷୀ ମଡ଼କ

ମହାକାଳପଡ଼ା,୩୧।୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ପକ୍ଷୀ ମଡ଼କ ଦେଖାଦେଇଛି। କାଉ, କୋଇଲି, କୁକୁଡ଼ା, ବଗ ଆଦି ପକ୍ଷୀଙ୍କ ମୁଣ୍ଡ ବୁଲାଇବା ସହ ଥରିଥରି ପଡ଼ି ଯାଉଥିବା ଲକ୍ଷ୍ୟ କରାଯାଇଛି। ଏହି ବ୍ଲକର ବଉଳକଣି ପଞ୍ଚାୟତର ଛପାଲି, ବଡ଼ତୋଟା, ରାମନଗର,ବତୀଘର ଅଞ୍ଚଳରେ ପକ୍ଷୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri