କେନ୍ଦ୍ରାପଡ଼ା

ରାଜପଥରେ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ : ଜଣେ ଗୁରୁତର

ମାର୍ଶାଘାଇ, ୧୯।୨(ଡି.ଏନ.ଏ.): ମାର୍ଶାଘାଇ ଥାନା ଅନ୍ତର୍ଗତ ପାଞ୍ଚ ନମ୍ବର(କ) ଜାତୀୟ ରାଜପଥ ଯଦୁପୁର ଛକ ନିକଟରେ ଦୁର୍ବୃତ୍ତମାନେ କେତେକ ଟ୍ରକ ମାଲିକଙ୍କୁ ମରଣାନ୍ତକ ଆକ୍ରମଣକରି ଟଙ୍କା ଛଡାଇ ନେଇଛନ୍ତି। ଏହି ଆକ୍ରମଣରେ ଜଣେ ଟ୍ରକ୍‌ ମାଲିକ ଗୁରୁତର ହୋଇଥିବାବେଳେ ଅନ୍ୟମାନେ ଆହତ…

ଅପହଞ୍ଚ ଯୋଜନା, ଅସୁରକ୍ଷିତ ଶ୍ରମିକ

ନୟାଗଡ଼ ଅଫିସ,୧୮ା୩: ଶିକ୍ଷାର ଅଭାବ ସାଙ୍ଗକୁ ଅଭିଯୋଗ କରିବାକୁ ସାହସ ଜୁଟାଇପାରୁ ନ ଥିବାରୁ ନୟାଗଡ ଜିଲାର ନିରୀହ ଶ୍ରମିକ ଶୋଷଣର ଶିକାର ହୋଇଚାଲିଛି। କେଉଁଠି ଶାରୀରିକ ନିର୍ଯାତନା ଦିଆଯାଉଛି ତ ଆଉ କେଉଁଠି ବିନା ପାରିଶ୍ରମିକରେ ଗୋତି ଖଟାଉଛନ୍ତି। ଶ୍ରମିକଙ୍କୁ…

ପର୍ଯ୍ୟଟନ କ୍ଷେତ୍ର ହୁକିଟୋଲା ଓ ବତିଘର ପ୍ରବେଶ କଟକଣା

ମହାକାଳପଡା,୧୮।୩ (ଡି.ଏନ.ଏ.): ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିଚାଲିଛି। ସେଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସରକାରଙ୍କ ପକ୍ଷରୁ ଜନଗହଳି ସ୍ଥାନ, ପର୍ଯ୍ୟଟନ କ୍ଷେତ୍ର, ମନ୍ଦିର ପରିସର, ମଲ୍‌, ସିନେମା ହଲ୍‌, ବିବାହ…

ଗହୀରମଥାରେ ଅଲିଭ ରିଡଲେଙ୍କ ସମୂହ ଅଣ୍ଡାଦାନ ଜାରି: ୩ଦିନରେ ୨ଲକ୍ଷ କଇଁଛ ଅଣ୍ଡାଦେଲେ

ରାଜନଗର, ୧୮।୩(ଡି.ଏନ.ଏ.)-ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଏବେ ଅଲିଭରିଡଲେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଚାଲୁ ରହିଛି। ୩ଦିନରେ ୨ଲକ୍ଷ କଇଁଛ ଅଣ୍ଡାଦାନ କରିଛନ୍ତି। କଇଁଛମାନଙ୍କୁ ବାହ୍ୟ ଶତ୍ରୁଠାରୁ ସୁରକ୍ଷା ଦେବା ପାଇଁ ରାଜନଗର ବନ ବିଭାଗ କର୍ମଚାରୀମାନେ ସେଠାରେ ଅସ୍ଥାୟୀ କ୍ୟାମ୍ପ…

ପ୍ରଧାନମନ୍ତ୍ରୀଙ୍କ ନଁ।ରେ କରୋନା ଗୁଜବ, ୪ ଗିରଫ

କେନ୍ଦ୍ରାପଡା ଅଫିସ, ୧୮ା୩: କରୋନା ସମ୍ପର୍କରେ ଗୁଜବ ସୃଷ୍ଟି ନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଆଡଭାଇଜରି ଜାରି କରିଛନ୍ତି। ତେବେ ଏହାକୁ ଅମାନ୍ୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି ବୋଲି ସାମାଜିକ…

ରାଜନଗର ନୂତନ ତହସିଲଦାର ଭୋଳାନାଥ ସେଠୀ

ରାଜନଗର,୧୭।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲଦାର ଭାବରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଭୋଳାନାଥ ସେଠୀ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବ ତହସିଲଦାର ଦ୍ୱିବେନ୍ଦୁ କୁମାର ଦାସଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏନେଇ ରାଜନଗର ବାର ଆସୋସିଏଶନ ପକ୍ଷରୁ ସ୍ବାଗତ…

ଭିତରକନିକା ୩୧ ଯାଏ ବନ୍ଦ

ରାଜନଗର, ୧୭।୩(ଡି.ଏନ.ଏ.): କରୋନା ସତର୍କତାକୁ ଦୃଷ୍ଟିରେ ରଖି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କେନ୍ଦ୍ରାପଡା ଜିଲାର ଭିତରକନିକା ଜାତୀୟ ଉଦ୍ୟାନକୁ ମଙ୍ଗଳବାର ଠାରୁ ବନ୍ଦ ରଖାଯିବ। ଏହା ୧୫ଦିନ ପାଇଁ ଅର୍ଥାତ୍‌ ୩୧ ତାରିଖ ଯାଏ ବନ୍ଦ ରହିବ। ଏହି…

କରୋନା ପାଇଁ ସଚେତନ ବାର୍ତ୍ତା: ହାତ ଧୋଇବାକୁ ପରାମର୍ଶ

ରାଜନଗର, ୧୬।୩(ଡି.ଏନ୍‌.ଏ.): ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସୋମବାର କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କାର୍ଯ୍ୟାଳୟରେ ହାତଧୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସାଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି…

୭ ଦଫା ଦାବିରେ ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ

ରାଜନଗର,୧୩।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟି ପକ୍ଷରୁ ୭ ଦଫା ଦାବିରେ ଶୁକ୍ରବାର ମଧ୍ୟାହ୍ନରେ ରାଜନଗର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯାଇଛି। ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ କର୍ମୀ କଂଗ୍ରେସ କାର୍ଯ୍ୟାଳୟଠାରୁ ବାହାରି ରାଜନଗର…

ଗାଧୋଇବା ବେଳେ ଚିତ୍ରୋତ୍ପଳାରେ ବୁଡ଼ି ୨ଯୁବକ ମୃତ

ପାଟକୁରା,୧୩।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗରଦପୁର ତହସିଲ ଅନ୍ତର୍ଗତ ପାଟକୁରା ବ୍ରିଜ୍‌ ନିକଟରେ ଚିତ୍ରୋତ୍ପଳା ନଦୀରେ ବୁଡ଼ି ଶୁକ୍ରବାର ୨ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମହମ୍ମଦ ହାସନ ଅଲ୍ଲୀ(୧୯), ତାରିକ୍‌ ଅହମ୍ମଦ(୨୦)। ଘଟଣାସ୍ଥଳରେ ସ୍ଥାନୀୟ ଦମକଳ ବାହିନୀ ପହଞ୍ଚି ସେମାନଙ୍କୁ…

୧୩ରେ କଂଗ୍ରେସର ବିଶାଳ ଗଣବିକ୍ଷୋଭ

ରାଜନଗର, ୬।୩(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଶାସକ ଦଳ ପକ୍ଷରୁ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି, ଦଳୀୟ ଭିତ୍ତିରେ ଅଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ଯୋଗାଣ, ବିଭିନ୍ନ ଯୋଜନାରେ ପ୍ରିୟାପ୍ରୀତି ପୋଷଣ ଆଦି ପ୍ରତିବାଦରେ ଆସନ୍ତା ୧୩ ତାରିଖରେ ବ୍ଲକ…

ମଣ୍ଡିରେ ଧାନ କ୍ରୟରେ ଅନିୟମିତତା

ମାର୍ଶାଘାଇ,୩।୩ (ଡି.ଏନ୍‌.ଏ.): ଚାଷୀଙ୍କୁ ଉପଯୁକ୍ତ ମୂଲ୍ୟ ଦେଇ ସେମାନଙ୍କଠାରୁ ଧାନ କ୍ରୟ କରିବା ପାଇଁ ବିଭିନ୍ନ ସମବାୟ ସମିତିରେ ମଣ୍ଡି ଖୋଲାଯାଇଛି। ଚାଷୀମାନେ କିପରି ସୁବିଧା, ସହଜ ଓ ସରକାରୀ ଧାର୍ଯ୍ୟ ମୂଲ୍ୟରେ ଧାନ ଦେଇପାରିବେ ଓ ଅଭାବୀ ବିକ୍ରିର ସମ୍ମୁଖୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri