କେନ୍ଦ୍ରାପଡ଼ା

ବାଲିଆରେ ବୋମାମାଡ: ୨ ଜୀବନ୍ତ ଗୁଳି ଜବତ

ଡେରାବିଶ, ୧୬।୧୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ବାଲିଆ ମୁସଲମାନ ବସ୍ତିରେ ରବିବାର ବିଳମ୍ବିତ ରାତିରେ ଏକ ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ରବିବାର ରାତିରେ ବାଲିଆ ଗ୍ରାମର ଅମିର ଖାଁଙ୍କ ଘର ସମ୍ମୁଖରେ କେହି ଦୁର୍ବୃତ୍ତ…

ପୋଖରୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ରାଜନଗର,୧୫।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାନବଡ଼ ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ କୁଶାଇଲୋ ଗ୍ରାମର ନରହରି ଦାସଙ୍କ ଝିଅ ନମିତା (୧୪)ଙ୍କ ରବିବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ସେ ତାଙ୍କ ମାଉସୀଙ୍କ ଘରକୁ ଆସିଥିବା ବେଳେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ।…

ପେଣ୍ଠ ବେଳାଭୂମିରେ ୩ ଡଲ୍‌ଫିନ୍‌ଙ୍କ ମୃତଦେହ: କାରଣ ଅସ୍ପଷ୍ଟ

ରାଜନଗର,୧୪।୧୨(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ବେଳାଭୂମିରେ ଶନିବାର ୩ଟି ଡଲ୍‌ଫିନ୍‌ର ମୃତଦେହ ଦେଖିବାକୁ ମିଳିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ଟ୍ରଲର ମାଡ଼ରେ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ବନବିଭାଗର ଏକ ଟିମ୍‌ ପହଞ୍ଚି…

ସାରଥି ଆଶ୍ରମକୁ ଇଡି ନୋଟିସ

ଡେରାବିଶ, ୧୩ା୧୨ (ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ବ୍ଲକ ବାରିମୂଳ ସାରଥି ଆଶ୍ରମ ପରିସରରେ ଦ୍ୱିତୀୟ ଥର ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଏନ୍‌ଫୋର୍ସମେଣ୍ଟ ଡିରେକ୍ଟୋରେଟ୍‌) ପକ୍ଷରୁ ଶୁକ୍ରବାର ନୋଟିସ ଲଗାଯାଇଛି। ଜୁଲାଇ ୨୭ରେ ଏହି ଆଶ୍ରମ ସମ୍ମୁଖରେ ଏକ ନୋଟିସ ବୋର୍ଡ…

ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୧୧।୧୨ (ସ୍ବ.ପ୍ର.):ଶିକ୍ଷାର ବିକାଶ ପାଇଁ ବିଭିନ୍ନ ବ୍ଲକ ଓ ଜିଲାରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଉଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ ପଟ୍ଟାମୁଣ୍ଡାଇ-ରାଜନଗର ମୁଖ୍ୟରାସ୍ତା ପାର୍ଶ୍ୱ ବନ୍ତୋପାଟଣାଠାରେ ୮ ଏକର ପରିମିତ ଜମିରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ…

ବରୁଣା ସରପଞ୍ଚ ଅଯୋଗ୍ୟ ଘୋଷିତ

ଆଳି, ୧୧।୧୨ (ଡି.ଏନ୍‌.ଏ.):ରାଜକନିକା ବ୍ଲକ ଅଧୀନ ବରୁଣା ପଞ୍ଚାୟତ ସରପଞ୍ଚ ଉତ୍ତମ ସେନାପତିଙ୍କୁ ପଦବୀ ହରାଇବାକୁ ପଡିଛି। ୩ ସନ୍ତାନ ଥିବାରୁ ଆଳି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ କୋର୍ଟ ତାଙ୍କୁ ସୋମବାର ଅଯୋଗ୍ୟ ଘୋଷିତ କରିଛନ୍ତି। ଏଥିସହ ଉକ୍ତ ପଞ୍ଚାୟତରେ…

ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା

ମାର୍ଶାଘାଇ, ୧୧।୧୨ (ଡି.ଏନ୍‌.ଏ.):ଶିଶୁ ଓ ମହିଳାଙ୍କ ବିକାଶ ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହେଉଛି। ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରତି ଗାଁରେ ଅଙ୍ଗନଓ୍ବାଡି କେନ୍ଦ୍ରମାନ ଖୋଲା ଯାଇଥିବା ବେଳେ ଜଣେ ଜଣେ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କୁ…

ରାଜନଗରରେ ବିଜୁଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ, ମୁଣ୍ଡ କାଟିନେଲେ ଦୁର୍ବୃତ୍ତ

ରାଜନଗର,୧୦।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ତ୍ରିନାଥ ବଜାରସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଛି। ଦୁର୍ବୃତ୍ତମାନେ ପ୍ରତିମୂର୍ତ୍ତିରୁ ମୁଣ୍ଡ କାଟି ନେଇଛନ୍ତି। ଏହା ଜଣାପଡ଼ିବା ପରେ ଜନସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ୨୦୧୨ରେ ରାଜନଗରର…

ଶିକ୍ଷକ ଯୋଗାଇବା ଦାବିରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ପଟ୍ଟାମୁଣ୍ଡାଇ,୯।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ୧୫ ନଂ. ଓ୍ବାର୍ଡର ଅଳଭା ୟୁଜିୟୁପି ସ୍କୁଲର ପରିଚାଳନା କମିଟିର ସଭାପତି ଅଭୟ ପାତ୍ରଙ୍କ ସମେତ ସଦସ୍ୟ ଓ ଅଭିଭାବକମାନେ ଶିକ୍ଷକ ଯୋଗାଇବା ଦାବିରେ ସୋମବାର ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ପରଲୋକରେ ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତି

ଭୁବନେଶ୍ୱର,୮।୧୨(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭାଗବତ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନିର୍ବାଚନମଣ୍ଡଳୀରୁ…

ଓଭରଲୋଡିଂ ଯୋଗୁ ଓଲଟିଲା ସ୍କୁଲ ଅଟୋ: ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ମୃତ, ୩ ଗୁରୁତର; ଗାଡ଼ିକୁ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ପଟ୍ଟାମୁଣ୍ଡାଇ,୭।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗରା ଗାଁ ନିକଟରେ ଭାରସାମ୍ୟ ହରାଇ ଏକ ସ୍କୁଲ ଅଟୋ ଓଲଟିପଡ଼ିବାରୁ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗରା ଗାଁର ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ଶୁଭମ୍‌…

ବାର୍‌ହା ମୃତଦେହ ଉଦ୍ଧାର, ୪ ଶିକାରୀ ଗିରଫ

ରାଜନଗର, ୬।୧୨ (ଡି.ଏନ୍‌.ଏ.)-ରାଜନଗର ବ୍ଲକ ଭିତରକନିକା ଜାତୀୟ ଉଦ୍ୟାନର ସୁନେଇରୂପେଇ ଜଙ୍ଗଲରୁ ବାର୍‌ହା ଶିକାର କରିବା ଅଭିଯୋଗରେ ୪ଜଣ ଶିକାରୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେମାନେ ହେଲେ ସ୍ଥାନୀୟ ସାତଭାୟା ପଞ୍ଚାୟତ ବଗପାଟିଆ ଗ୍ରାମର ସୁଧାଂଶୁ ମାଇତି, ସୁକାନ୍ତ ମିଶ୍ରି, ରବୀନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri