କେନ୍ଦ୍ରାପଡ଼ା

ସୁନା ଦୋକାନୀଙ୍କୁ ଭୁଜାଲିରେ ଆକ୍ରମଣ: ୨ ଗୁରୁତର ସୁନା, ରୁପା ଗହଣା ଓ ଟଙ୍କା ଲୁଟ୍‌

ପଟ୍ଟାମୁଣ୍ଡାଇ, ୨।୧୨ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଗହଣା ଓ ନଗଦ ଟଙ୍କା ଲୁଟି ଦେଇଛନ୍ତି। ଏଥିସହ ଏହି ଘଟଣାରେ ୨ଜଣ ଗୁରୁତର ହୋଇ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ…

ବିଶ୍ୱ ଏଡ୍‌ସ ଦିବସ : ସଚେତନ ରାଲି

ରାଜନଗର,୧।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ରବିବାର ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଡ. ରଶ୍ମି ମହାନ୍ତିଙ୍କ ନେତୃତ୍ୱରେ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀ, ଆଶା କର୍ମୀ ଅଙ୍ଗନଓ୍ବାଡ଼ି କର୍ମଚାରୀ ଏକ ରାଲିରେ ବାହାରି ସହର…

ଉଦ୍ଧାର ହେଲା କୁମ୍ଭୀର ମୃତଦେହ

ରାଜନଗର,୨୯।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀ ନଦୀ କୂଳରେ ଥିବା ରାଜଗଡ଼ ଗାଁ ନିକଟରୁ ଶୁକ୍ରବାର ୬ ଫୁଟ ଲମ୍ବର ଏକ କୁମ୍ଭୀର ମୃତଦେହ ଉଦ୍ଧାର କରାଯାଇଛି। ତେବେ କୁମ୍ଭୀରଟିର ମୃତ୍ୟୁ ନେଇ ସଠିକ୍‌ ତଥ୍ୟ ମିଳିପାରି ନାହିଁ।…

ରାଜନଗର ନୁରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୁରୁଗାଁ ଗ୍ରାମର ଜଣେ ଚାଷୀ ଗୁରୁବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ଅପରାହ୍ନରେ କ୍ଷତିପୂରଣ ଦାବିରେ ପରିବାର ଓ ଗ୍ରାମବାସୀଙ୍କ ପକ୍ଷରୁ ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତାର ଗୋପାଳପୁରଠାରେ ରାସ୍ତାରୋକୋ କରାଯାଇଛି। ସେମାନେ ମୃତଦେହ ଧରି…

ବୁଲବୁଲ ଉଜାଡିଦେଲା ୪ ଏକର ଫସଲ: ନୂରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୂରୁଗାଁ ଗ୍ରାମର ଜଣେ ଚାଷୀ ବିଷପିଇ ଆତ୍ମହତ୍ୟା କରିଥିବା ଗୁରୁବାର ପରିବାରଲୋକେ ଅଭିଯୋଗ କରିଛନ୍ତି। ସେ ହେଲେ ରାମଚନ୍ଦ୍ର ବାରିକ(୮୦)। ରାମଚନ୍ଦ୍ର ୪ ଏକର ଜମିରେ ଭାଗ ଚାଷ କରିବା ସହ ଋଣ କରିଥିଲେ।…

ଗୋଟିଏ ଗାଁରେ ୨୪ ଘଣ୍ଟା ମଧ୍ୟରେ ଡବଲ ମର୍ଡର

ମହାକାଳପଡ଼ା,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ୨୪ ଘଣ୍ଟା ମଧ୍ୟରେ ଡବଲ ମର୍ଡର ହୋଇଥିବାବେଳେ ପୃଥକ୍‌ ପୃଥକ୍‌ ଥାନାରେ ଲିଖିତ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ବୁଧବାର ପ୍ରଶାନ୍ତ ସାହୁ(୨୩)ଙ୍କ ମୃତଦେହ  ଝୁଲନ୍ତା ଅବସ୍ଥାରେ ମିଳିଥିବାବେଳେ ମୃତ ପ୍ରଶାନ୍ତଙ୍କ…

ମଦ ବିରୋଧୀ ଆନ୍ଦୋଳନ: ଟାୟାର ଜାଳି ରାମନଗର-ମଙ୍ଗଳପୁର ରାସ୍ତା ଅବରୋଧ

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଗୁହାଳକଣି ଗ୍ରାମରେ ବୁଧବାର ମଦ ବିରୋଧୀ ଆନ୍ଦୋଳନ ଦେଖିବାକୁ ମିଳିଛି। ବେଆଇନ ମଦ ବେପାରକୁ ବିରୋଧ କରି ସ୍ଥାନୀୟ ମହିଳା ରାମନଗର-ମଙ୍ଗଳପୁର ରାସ୍ତାରେ ଟାୟାର ଜାଳି ଅବରୋଧ କରିଛନ୍ତି । ଏ ନେଇ ଆଇଆଇସିଙ୍କ…

ପୋଖରୀରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ପୁଅବୋହୂ ହତ୍ୟା କରିଥିବା ଅଭିଯୋଗ

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ବଳିପାଳ ଗ୍ରାମ ପୋଖରୀରୁ ଏକ ମୃତଦେହ ବୁଧବାର ସକାଳେ ଉଦ୍ଧାର କରାଯାଇଛି। ମୃତକ ହେଲେ ଉକ୍ତ ଗ୍ରାମର ଦୟାନିଧି ପ୍ରଧାନ (୮୫)। ସୂଚନା ଅନୁଯାୟୀ, ସକାଳେ ହାତଗୋଡ ବନ୍ଧା ଅବସ୍ଥାରେ ଦୟାନିଧିଙ୍କ ମୃତଦେହ…

ଯୁବକଙ୍କ ମୃତଦେହ ଉଦ୍ଧାର, ବନ୍ଧୁ ହତ୍ୟା କରିଥିବା ଅଭିଯୋଗ ଆଣିଲେ ପରିବାର

ମହାକାଳପଡ଼ା,୨୭।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ଜଅଁରା ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ବୁଧବାର ସକାଳେ ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ପ୍ରମୋଦ ସାହୁଙ୍କ ପୁଅ ପ୍ରଶାନ୍ତ (୨୨)। ସୂଚନାନୁଯାୟୀ, ପ୍ରଶାନ୍ତ ଓ ତାଙ୍କ ସାଙ୍ଗ ଉକ୍ତ…

ପ୍ରମୋଦ ସାହୁ ବରଖାସ୍ତ

ଭୁବନେଶ୍ୱର (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ, ୨୭-୧୧: କେନ୍ଦ୍ରାପଡ଼ା କ୍ରେଡିଟ୍‌ କୋ-ଅପରେଟିଭ ସୋସାଇଟି ଲିଃ ସଭାପତି ପଦରୁ ପ୍ରମୋଦ ସାହୁଙ୍କୁ ବରଖାସ୍ତ କରାଯାଇଛି। ଆଇଏଏସ୍‌ ଅଧିକାରୀ ତଥା ଆରସିଏସ୍‌ ବିଭୂତି ଭୂଷଣ ପଟ୍ଟନାୟକ ଓଡ଼ିଶା କୋ-ଅପରେଟିଭ ସୋସାଇଟି ଆକ୍ଟ-୧୯୬୨ ଅଧୀନ କ୍ଷମତା ବଳରେ…

ହଂସୁଆ ପୋଲରୁ ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ରାଜନଗର,୨୬।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହଂସୁଆ ପୋଲରୁ ନଦୀକୁ ଡେଇଁ ମଙ୍ଗଳବାର ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ଯୁବକଙ୍କୁ କାବୁ କରାଯାଇ ପୋଲିସ ଜିମା ଦିଆଯାଇଛି। ଉକ୍ତ ଯୁବକ ଜଣକ ଓସ୍ତିଆ ଗ୍ରାମର ଜ୍ଞାନ ବେହେରା ବୋଲି ଜଣାପଡ଼ିଛି। ସକାଳୁ…

୨ ଲକ୍ଷ ୮୭ ହଜାର ଲୁଟିନେଲେ ଦୁର୍ବୃତ୍ତ: ଲୁଟେରାଙ୍କ ସୁରାକ ପାଉନି ପୋଲିସ

ପଟ୍ଟାମୁଣ୍ଡାଇ,୨୫।୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଧୀନ ବ୍ରାହ୍ମଣୀ ବନ୍ୟା ସୁରକ୍ଷା ବନ୍ଧର ବକ୍ତାରପୁର କେନାଲ ପୋଲ ନିକଟରୁ ରବିବାର ଅପରାହ୍ନ ୧ଟା ବେଳେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ରାଜନଗର ମଦ ଦୋକାନ କର୍ମଚାରୀ ସନାତନ ବିଶ୍ୱାଳଙ୍କଠାରୁ ୨ଲକ୍ଷ ୮୭ ହଜାର ଟଙ୍କା ଲୁଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri