କେନ୍ଦ୍ରାପଡ଼ା

ରାସ୍ତା ମଝିରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର

ଡେରାବିଶ,୨୫।୧୧(ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ନିର୍ମାଣାଧୀନ ଚାନ୍ଦୋଳ ବସ୍‌ଷ୍ଟପ୍‌ ଠାରୁ ଦାନପୁର ପର୍ଯ୍ୟନ୍ତ ୧୨ ନଂ କେନାଲ୍‌ ବନ୍ଧର ମୁକୁନ୍ଦପୁର ଗ୍ରାମ ନିକଟରେ ଏକ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ରାସ୍ତା ମଝିରେ ରହିଛି। ଏଥିଯୋଗୁ ବିପଦ ଆଶଙ୍କା ରହିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କେନ୍ଦ୍ରାପଡ଼ା ଜଳକ୍ଳିଷ୍ଟ ଜିଲା

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରାପଡା ଜିଲାକୁ କେନ୍ଦ୍ର ସରକାର ଜଳକ୍ଳିଷ୍ଟ ଜିଲା ବୋଲି ଘୋଷଣା କରିଛନ୍ତି। ତେଣୁ ଜଳକଷ୍ଟକୁ ଦୂର କରିବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଜିଲା ଜଳନିକାସ ବିଭାଜନ ଦ୍ୱାରା ପାଟନାଳୀମାନଙ୍କରେ ୯୯…

ରାମଚନ୍ଦ୍ରପୁରରେ ଅଗ୍ନିକାଣ୍ଡ: ଜଣେ ଗୁରୁତର, ୨ ବଖରା ଭସ୍ମୀଭୂତ

ମହାକାଳପଡ଼ା,୧୫।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଡ଼ିହ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ବିବେକାନନ୍ଦ ନାୟକଙ୍କ ୨ ବଖରା ଭସ୍ମୀଭୂତ ହେବା ସହ ସେ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ରାଜନଗରରେ କେନ୍ଦ୍ରୀୟ ଟିମ୍‌: ଅନୁଧ୍ୟାନ କଲେ ବୁଲ୍‌ବୁଲ୍‌ କ୍ଷୟକ୍ଷତି

ରାଜନଗର,୧୫।୧୧(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶା ଆସିଥିବା କେନ୍ଦ୍ରୀୟ ଅନୁଧ୍ୟାନକାରୀ ଟିମ୍‌ ଶୁକ୍ରବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ତାଳଚୁଆ ଗଙ୍ଗାମାତା ପଡ଼ିଆରେ ପହଞ୍ଚିଛନ୍ତି। କେନ୍ଦ୍ର ମନ୍ତ୍ରଣାଳୟ ଯୁଗ୍ମ ସଚିବ ସହେଲୀ…

ଆଇତିପୁରରେ ଅଗ୍ନିକାଣ୍ଡ : ଜଳିଗଲା ୨ ବଖରା

ମହାକାଳପଡ଼ା,୧୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବଡ଼କୂଳ ପଞ୍ଚାୟତ ଆଇତିପୁର ଗ୍ରାମର କାଙ୍ଗାଳି ପ୍ରଧାନଙ୍କ ଘରେ ସୋମବାର ପୂର୍ବାହ୍ନରେ ନିଆଁ ଲାଗି ଦୁଇ ବଖରା ଜଳିଯାଇଛି। ଘରେ ଥିବା ସମସ୍ତ ଆସବାବପତ୍ର ସହିତ ଧାନଚାଉଳ ପୋଡ଼ି ପାଉଁଶ ହୋଇଯାଇଛି। ରୋଷେଇ…

ବୁଲ୍‌ବୁଲ୍‌ ସମ୍ପର୍କରେ ରିପୋର୍ଟ ଦେବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

ରାଜନଗର,୧୧।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲାପାଳ ସମର୍ଥ ବର୍ମା ସୋମବାର ପୂର୍ବାହ୍ନରେ ଭିଡିଓ କନ୍‌ଫରେନ୍ସି ମାଧ୍ୟମରେ ବୁଲ୍‌ବୁଲ୍‌ ବାତ୍ୟାର ସମୀକ୍ଷା କରିଛନ୍ତି। ଜିଲାର ସବୁଠୁ କ୍ଷୟକ୍ଷତି ଅଞ୍ଚଳ ଭାବରେ ରାଜନଗର ଚିହ୍ନଟ ହୋଇଛି। ୧୩ ତାରିଖ ସୁଦ୍ଧା ରାଜନଗର ଅଞ୍ଚଳରେ କେତେ ଘର ଭାଙ୍ଗିଛି।…

ରାଜନଗରର ୩ ବୁଲ୍‌ବୁଲ୍‌

ରାଜନଗର, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ରାଜନଗର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଥିବା ବେଳେ ରାଜନଗରକୁ ୩ ‘ବୁଲ୍‌ବୁଲ୍‌’ ଉପହାର ଦେଇଛି। ଗତ ୯ ତାରିଖରେ ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ବର୍ଷା, ପବନ ଲାଗି…

ବର୍ଷକର ଦାନା ନେଇଗଲା ବୁଲ୍‌ବୁଲ୍‌

ମାର୍ଶାଘାଇ/ଆଳି, ୧୧।୧୧ (ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ଜିଲାରେ ଶୁକ୍ରବାର ଓ ଶନିବାର ୨ଦିନ ପବନ ଓ ବର୍ଷା ଲାଗି ରହିଥିଲା। ଏଥିଯୋଗୁ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି।…

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ମହାକାଳପଡ଼ା,୧୧।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଧୀନ ଦେଉଳପଡ଼ା ପଞ୍ଚାୟତର ସ୍ଥାନୀୟ ଓରତ ଗ୍ରାମର ଜଣେ ବ୍ୟକ୍ତି ବାର୍‌ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଭ୍ରମରବର ସେଠୀ (୫୫)। ଭ୍ରମରବର ନିକଟସ୍ଥ ଚାଷ ଜମିକୁ ଯାଉଥିବା ବେଳେ ଏକ ବୁଦା ନିକଟରୁ…

ରାଜନଗରରେ ବୁଲ୍‌ବୁଲ୍‌ ପ୍ରଭାବ: ୨୩ ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କୁ ଦିଆଗଲା ରନ୍ଧାଖାଦ୍ୟ

ରାଜନଗର,୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ରାତିରୁ ଶନିବାର ମଧ୍ୟାହ୍ନ ପର୍ଯ୍ୟନ୍ତ ବର୍ଷା ସହ ୧୦୦ କିଲୋମିଟର ବେଗରେ ପବନ ବହିଥିଲା। ଏତଦ୍‌ବ୍ୟତୀତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ…

ବୁଲ୍‌ବୁଲ୍‌ ପ୍ରଭାବ: ଧାନଚାଷ ଉଜୁଡ଼ିବା ଆଶଙ୍କା, ଚିନ୍ତାରେ ଚାଷୀ

ପାଟକୁରା,୯।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ ଅଞ୍ଚଳରେ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ଦେଖିବାକୁ ମିଳିଛି। ଏ ନେଇ ଶୁକ୍ରବାର ପ୍ରବଳ ବର୍ଷା ଲାଗି ରହିଥିବା ବେଳେ ଶନିବାର ମଧ୍ୟାହ୍ନ ସୁଦ୍ଧା ବର୍ଷାର ମାତ୍ରା କମ୍‌ ହେବା ସହ ପବନ ଟିକେ କମିଛି।…

ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବ: ପଟ୍ଟାମୁଣ୍ଡାଇରେ ପ୍ରବଳ ବର୍ଷା

ପଟ୍ଟାମୁଣ୍ଡାଇ, ୮।୧୧(ସ୍ବ.ପ୍ର.): ବାତ୍ୟା ‘ବୁଲବୁଲ୍‌’ର ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇରେ ପ୍ରବଳ ବର୍ଷା ହେବା ସହ ୫୦କିମିରୁ ଅଧିକ ବେଗରେ ପବନ ବୋହୁଛି। ଏହାକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇଯାଇଛନ୍ତି। ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ପଶ୍ଚିମବଙ୍ଗ-ବାଲାଂଦେଶ ମଧ୍ୟ ଦେଇ ଗତିକରିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri